ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରୁ ମିଳିଥିବା ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ଦେଶରୁ ୩,୦୬,୨୧,୪୬୯ ଜଣ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇସାରିଲେଣି। ସେହିପରି ମୋଟ୍ରେ ୪,୨୧,୩୮୨ ଜଣ ପ୍ରାଣ ହରାଇଛନ୍ତି। କେବଳ ଏତିକି ନୁହେଁ ବରଂ ଏବେ ସୁଦ୍ଧା ୪୪,୧୨,୧୨,୩୯୫ ଲୋକଙ୍କୁ କେନ୍ଦ୍ର ସରକାର ଭ୍ୟାକ୍ସିନ୍ ଦେଇଥିବା ସୂଚନା ମିଳିଛି।
କିନ୍ତୁ ତଳକୁ ଓହ୍ଲାଇବାର ରାସ୍ତା ନଥିଲେ ତେଣୁ ବାଧ୍ୟ ହୋଇ ବସ୍ ମଧ୍ୟରେ ହିଁ ଫଶିରହିଥିଲେ ଲୋକେ। କେବଳ ପ୍ରଶାସନକୁ ଗୁହାରି କରିବା ସହ ସେମାନଙ୍କ ପାଖରେ କୌଣସି ବିକଳ୍ପ ନଥିବା ପରି ମନେ ହେଉଥିଲା। ବସ୍ରେ ଛୋଟିଆ ପିଲାମାନେ ଥିବାରୁ ସ୍ଥିତି ଆହୁରି ଜଟିଳ ହୋଇଥିଲା।
ଗତକାଲି ଆସାମର କାଚାର ଜିଲ୍ଲା ଲୀଳାପୁର ଗାଁ ଓ ମିଜୋରାମ୍ କୋଲାସିବ ଜିଲ୍ଲାର ବୈରେଙ୍ଗତେ ଗାଁର ଲୋକଙ୍କ ମଧ୍ୟରେ ଗଣ୍ଡଗୋଳରୁ ଘଟଣା ଉଗ୍ର ରୂପ ନେଇଥିଲା। ଗଣ୍ଡଗୋଳରେ ଆସାମ ପୋଲିସର ୬ ଜଣ ଯବାନ ପ୍ରାଣ ହରାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି। ଏହାସହ ସେ ମେଡିକାଲରେ...
ରାଜଙ୍କ ପ୍ରଡକ୍ସନ ହାଉସରେ ପର୍ଣ୍ଣ ଫିଲ୍ମ ସୁଟିଂ ହେଉଥିବାବେଳେ ଲଣ୍ଡନ ଏକ କଂପାନି ଜରିଆରେ ସେ ଏହାକୁ ହଟସଟ୍ସ ନାମକ ଏକ ଆପ୍ଲିକେସନରେ ଅପଲୋଡ଼ କରୁଥିଲେ ବୋଲି ଅଭିଯୋଗ ହୋଇଥିଲା। ତାଙ୍କୁ ଗିରଫ ପରେ ଆଜି ପର୍ଯ୍ୟନ୍ତ ପୋଲିସ ହେପାଜତରେ ରଖାଯାଇଥିଲା।
ଜଣେ କି ଦୁଇ ଜଣଙ୍କୁ ନୁହେଁ, ମରଣାନ୍ତକ ଆକ୍ରମଣ ହୋଇଛି ତିନି ତିନି ଜଣଙ୍କୁ। ସମୁଦାୟ ୫ ଜଣଙ୍କୁ ହମଲା ହୋଇଛି। ସମୟ ପ୍ରାୟ ଦିନ ୨ଟା ହେବ, ୧୦ରୁ ୧୨ଜଣ ମାଡ଼ିଆସି ଏଭଳି ହାଣିଚାଲିଥିଲେ ଜଣଙ୍କ ପରେ ଜଣଙ୍କୁ। ଲୋକ ଦେଖୁଛନ୍ତି, ଭୟରେ ଥରୁଛନ୍ତି କିନ୍ତୁ ଛଡ଼ାଇବାକୁ...
ସେପଟେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ସ୍କୁଲ୍ ଖୋଲିବା ପରେ ଆଇଟିଆଇ ଓ ଡିପ୍ଲୋମା ଶେଷ ବର୍ଷ କ୍ଲାସ୍ ଖୋଲିବାକୁ ଯାଉଛି। ଏନେଇ ଦିନେ ଦୁଇ ଦିନ ଭିତରେ ନିଷ୍ପତ୍ତି ନେବାକୁ ଯାଉଛି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ
ତେଣୁ କାଳବିଳମ୍ବ ନକରି ଯଥାଶୀଘ୍ର ଟିକାକରଣ କରାଯିବାକୁ କଂଗ୍ରେସ ଦାବି କରିଛି। ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପାଠପଢ଼ାକୁ କଂଗ୍ରେସ ସ୍ୱାଗତ କରୁଛି କିନ୍ତୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ନିରାପତ୍ତା ପ୍ରତି ସରକାର ଦୃଷ୍ଟି ଦେଇନାହାନ୍ତି ଯାହାକୁ ନେଇ କଂଗ୍ରେସ ଚିନ୍ତାବ୍ୟକ୍ତ କରୁଥିବା ଦଳୀୟ ନେତା କହିଛନ୍ତି।
କେବଳ ରାୟଗଡ଼ ଜିଲ୍ଲାରେ ୬୫ ରୁ ଅଧିକ ଲୋକ ପ୍ରାଣ ହରାଇଥିବା ନେଇ ସୂଚନା ମିଳିଛି। ଆଉ ପୂରା ମହାରାଷ୍ଟ୍ରରେ ୧୫୦ ଲୋକଙ୍କ ଜୀବନ ଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଉଥିବା ବେଳେ ବେସରକାରୀ ହିସାବରେ ଏହାର ସଂଖ୍ୟା ବହୁ ଅଧିକ ବୋଲି କୁହାଯାଉଛି। କେବଳ ଏତିକି ନୁହେଁ...
ଏସ୍ ନିଜଲିଙ୍ଗପ୍ପା (୧୯୬୨-୬୮),ଡ଼ି ଦେବରାଜ ଉର୍ସ (୧୭୭୨-୧୯୭୭) ଏବଂ ସିଦ୍ଧରମେୟା(୨୦୧୩-୨୦୧୮) ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏମାନେ ସମସ୍ତେ କଂଗ୍ରେସର ନେତା ଥିଲେ କିନ୍ତୁ ଜେଡ଼ିଏସ୍ କିମ୍ବା ବିଜେପିର କୌଣସି ନେତା ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ନିଜର କାର୍ଯ୍ୟକାଳ ସମାପନ କରିନାହାନ୍ତି
ଏଠାରେ କହିରଖୁଛୁ ଯେ, ଉଷ୍ମ ହେବାରେ ଲାଗିଛି କର୍ଣ୍ଣାଟକ ରାଜନୀତି। ଆଜି ବିଧିବଦ୍ଧ ଭାବରେ ୟେଦ୍ୟୁରପ୍ପା ଇସ୍ତଫା ଦେବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହାକୁ ନେଇ ଏବେ ଜୋରସୋରରେ ଚାଲିଛି ଚର୍ଚ୍ଚା। କୁହାଯାଉଛି, ଏଥର ଜଣେ ଯୁବବର୍ଗଙ୍କ ହାତରେ ଦାୟିତ୍ୱ ଦିଆଯିବ। ବିଜେପି ଦଳର ରାଷ୍ଟ୍ର...
ରାଜ୍ୟରେ ହୋଇଥିବା ସେରୋ ସର୍ଭେରୁ ଆସିଛି ଭଲ ଖବର । ସେରୋ ସର୍ଭେରେ ଲୋକଙ୍କ ମଧ୍ୟରେ ୬୦ ପ୍ରତିଶତରୁ ଅଧିକ ଆଣ୍ଟିବଡି ସୃଷ୍ଟି ହୋଇଥିବା ସର୍ଭେରୁ ଜଣାପଡିଛି। କୋଭିଡ୍ ବିରୋଧରେ ସଂଗ୍ରାମ ପାଇଁ ଏହା ଶୁଭଙ୍କର ସୂଚନା ବୋଲି କହିଛନ୍ତି କୋରାପୁଟ ସିଡିଏମ୍ଓ ମକରନ୍ଦ ବେଉରା। ଗତ ଜୁନ...
ବର୍ତ୍ତମାନ ରାଜ୍ୟରେ ସଂକ୍ରମଣର ଯେଉଁ ଟ୍ରେଣ୍ଡ ରହିଛି ଦେଶର ଅନାନ୍ୟ ରାଜ୍ୟରେ ବି ସେହି ଟ୍ରେଣ୍ଡ ଦେଖାଯାଉଛି। କିଛି ଜିଲ୍ଲାରେ ଅଧିକ ସଂକ୍ରମଣ ରହୁଥିଲେ ବି ପୂର୍ବ ଅପେକ୍ଷା ବହୁତ କମିଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କିମ୍ବା ବିଭିନ୍ନ ନିୟମ ଗୁଡିକ ଦର୍ଶାଉଛି ଯେ ମହାମାରୀ ବେଳେ ଚିକିତ୍ସାକୁ...
କରୋନା ସଂକ୍ରମଣ ଥିବାରୁ ବିଦ୍ୟାଳୟ ଗୁଡ଼ିକରେ ପାଠପଢ଼ା ଶୈଳୀ ମଧ୍ୟ ବଦଳିଯାଇଛି। ସରକାରୀ ନିୟମ ଅନୁସାରେ, ପ୍ରତ୍ୟେକ ସ୍କୁଲ୍ ଗେଟ ଗୁଡ଼ିକରେ ପିଲାମାନଙ୍କର ଶରୀରର ତାପମାତ୍ରା ମପାଯାଉଛି। ପରେ ପିଲଙ୍କ ହାତରେ ସାନିଟାଇଜ୍ର ଦିଆଯାଉଛି। ଏହାପରେ ଦୀର୍ଘଦିନ ବ୍ୟବଧାନ ପରେ ସ୍କୁଲ ଆସିଥିବା ପିଲାଙ୍କୁ ସ୍ୱାଗତ ଆକାରରେ ମୁଣ୍ଡରେ...
କିନ୍ତୁ ବର୍ତ୍ତମାନ ସମୟରେ ୟେଦ୍ୟୁରପ୍ପା କାମଚଳ ମୁଖ୍ୟମନ୍ତ୍ରୀ ରହିବେ ବୋଲି ସୂଚନା ମିଳିଛି। ଏମିତିରେ ୩ ଜଣଙ୍କୁ ନେଇ ଏବେ ଜାତୀୟ ଗଣମାଧ୍ୟମରେ ଜୋରସୋରରେ ଚର୍ଚ୍ଚା ଚାଲିଛି ହେଲେ ଦଳ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଦଳୀୟ ମୁଖ୍ୟପାତ୍ର କହିଛନ୍ତି, ଦଳମତ ନିର୍ବିଶେଷରେ ଆମେ ମୁଖ୍ୟମନ୍ତ୍ରୀ କରିବୁ। ଆଗାମୀ...
ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ଗୌରପୁର ପଞ୍ଚାୟତର ଜୁଗଳ ଗ୍ରାମରେ ଅଭାବନୀୟ ଘଟଣା। ସ୍ୱାମୀ ଓ ସ୍ତ୍ରୀ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି। ସ୍ତ୍ରୀ ଘର ଭିତରେ ଆତ୍ମହତ୍ୟା କରିଥିବା ବେଳେ ସ୍ୱାମୀ ଘର ବାହାରେ ଏକ ଗଛରେ ଆତ୍ମହତ୍ୟା କରିଛନ୍ତି। ସ୍ୱାମୀଙ୍କ ନାମ ସାନ୍ତନୁ...
ସୂଚନା ଅନୁଯାୟୀ, ଦୁବାଇର ସ୍କୁପି କ୍ୟାଫେରେ ବ୍ଲାକ୍ ଡାଇମଣ୍ଡ ନାମରେ ଏକ ଆଇସକ୍ରିମ୍ ପରସା ଯାଏ। ଯାହାର ଦାମ୍ ୬୦ ହଜାର ଟଙ୍କା ରହିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏହାକୁ ଖାଇବାକୁ ଅନେକ ଲୋକ ପୂର୍ବରୁ ଟିକେଟ୍ ମଧ୍ୟ ବୁକିଂ କରୁଥିବା ଜଣାଯାଏ
ଆସନ୍ତା ଅଗଷ୍ଟ ୧୫ ଆମ ପାଇଁ ସ୍ୱାଧୀନତା ଦିବସ ପାଳନର ୭୫ ବର୍ଷ ପୂର୍ତ୍ତୀ ରହୁଛି। ତେଣୁ ଏହାକୁ ସ୍ୱତନ୍ତ୍ର ଭାବେ ପାଳନ କରିବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ସ୍ଥାନୀୟ ଉଦ୍ୟୋଗପତିଙ୍କ ପାଇଁ ଭୋକାଲ ଫର୍ ଲୋକାଲକୁ ଗୁରୁତ୍ୱ ଦେବାକୁ ଅନୁରୋଧ କଲେ ମୋଦି।...
ଆଉ ଏହାରି ମଧ୍ୟରେ ସମାନ ଅବସ୍ଥା ରାଜସ୍ଥାନରେ ଦେଖାଯାଇଛି। ତେଣୁ ଏହାରି ମଧ୍ୟ ସମାଧାନ କରିବା ଲାଗି ଅଂଟା ଭିଡିଛନ୍ତି ଦଳୀୟ ନେତା। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ୍ ଓ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ସଚିନ୍ ପାଇଲଟଙ୍କ ମଧ୍ୟରେ ଥିବା ଫାଟ ବଢିବାରେ...
କେବଳ ଏତିକି ନୁହେଁ ବରଂଏ ପର୍ଯ୍ୟନ୍ତ ୪୩ କୋଟି ୩୧ ଲକ୍ଷ ୫୦ ହଜାର ୮୬୪ ଡୋଜ୍ ଟିକାକରଣ ହୋଇଥିବା ନେଇ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୩,୩୧,୫୦,୮୬୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
ନୌଚାଳନା ମହିଳା ରାଉଣ୍ଡ ୧ରେ ନେତ୍ରା କୁମାନାଙ୍କର ଆଜି ଇଭେଣ୍ଟ ରହିଛି। ସେହିପରି ୧୦ମିଟର ଏୟାର ରାଇଫଲ ପୁରୁଷ ବିଭାଗରେ ଦୀପକ କୁମାର ଓ ଦିବ୍ୟାଂଶ ସିଂହ ପନଓ୍ୱର ଆଜି ମୈଦାନକୁ ଓହ୍ଲାଇବେ। ଟେବୁଲ ଟେନିସ ପୁରୁଷ ବିଭାଗ ସିଙ୍ଗଲ୍ସରେ ସଥିୟାନ ଗୁନଶେଖରନ ମଧ୍ୟ ଆଜି ମୈଦାନକୁ ଓହ୍ଲାଇବେ।...