• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Chanu Saikhom Mirabai
ମୀରାବାଈଙ୍କ ସଫଳତା ପଛରେ ରହିଛି ଏକ ସଂଘର୍ଷପୂର୍ଣ୍ଣ କାହାଣୀ…

ଚାନୁଙ୍କ ସଫଳତା କୋଟି କୋଟି ଭାରତୀୟଙ୍କ ହୃଦୟରେ ଆଣିଛି ହର୍ଷୋଲ୍ଲାସ। ଜାପାନରେ ଏହି ଜିତ୍ ପରେ ସାରା ଦେଶରେ ଜୟଜୟକାର ଚାଲିଛି ଚାନ୍ଦି ଗର୍ଲ ମୀରାବାଇ ଚାନୁଙ୍କର। ତେବେ ଚାନୁଙ୍କ ଏହି ଜୟଯାତ୍ରା ପଛରେ ରହିଛି ୫ ବର୍ଷର ଶ୍ରମ, ସଂଘର୍ଷ ଓ ସଫଳତାର କାହାଣୀ। ୨୦୧୬ ରିଓ...

coronavirus
୨୪ ଘଣ୍ଟାରେ ରାଜ୍ୟରୁ ୧୮୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ: ସେପଟେ, ପୁଣି ୬୭ ଜଣଙ୍କ ଜୀବନ ନେଲା ମହାମାରୀ

ଏହାସହ ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୫୧୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

Mumbai Rain
ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ଏବେ ସୁଦ୍ଧା ୧୧୨ ଜଣଙ୍କ ଗଲାଣି ଜୀବନ

ପ୍ରବଳ ବର୍ଷା କାରଣରୁ ବନ୍ୟା ଓ ଭୂସ୍ଖଳନ ସୃଷ୍ଟି ହୋଇଛି। ଗତକାଲି ସୁଦ୍ଧା ୮୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୮ରୁ ଅଧିକ ଆହତ ଓ ୫୫ ଜଣ ନିଖୋଜ ରହିଥିଲେ କିନ୍ତୁ ଏବେ ମୃତ୍ୟୁ ସଂଖ୍ୟା ବଢିଛି

petrol pump
୧୧୦ ଛୁଇଁଲା ତୈଳ ଦର: ଚିନ୍ତାରେ ଖାଉଟି

ଗତ ୮ ଦିନ ଧରି ଲଗାତାର ତେଲ ଦର ବୃଦ୍ଧି ହୋଇଥିବା ସ୍ଥାନୀୟ ଡିଲରମାନେ କହିଛନ୍ତି। ଆଜି ତୈଳଦର ବୃଦ୍ଧି ହୋଇନାହିଁ ହେଲେ ବି ଦର ୧୧୦ରେ ପହଞ୍ଚିଲାଣି। ସେହିପରି ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ଦର ଲିଟର ପ୍ରତି ୧୦୧ ଟଙ୍କା ୮୪ ପଇସା ରହିଥିବା ବେଳେ...

Binika House Problem
ସରକାରୀ ଯୋଜନା କାହା ପାଇଁ?

ଏମିତିରେ ପରିବାରରେ ଚୁଲି ଜଳିବା ମଧ୍ୟ ବହୁ କଷ୍ଟକର ହୋଇପଡୁଛି । ଆଉ ଦେହ ଖରାପ ହେଲେ ପେଟରେ ଓଦାକନା ପକାଇ ଭାଗ୍ୟକୁ ନିନ୍ଦିବା ଛଡା ଅନ୍ୟ ଉପାୟ ମଧ୍ୟ କିଛି ନାହିଁ । ସଂଧ୍ୟା ହେଲେ ଡିବିରି ଆଳୁଅରେ ପୁଅର ପାଠପଢା ଚାଲିଛି

Mumbai Rain
ମୁମ୍ବାଇରେ ବର୍ଷା ବିତ୍ପାତ: ମୃତ୍ୟୁ ସଂଖ୍ୟା ୩୮ କୁ ବୃଦ୍ଧି

ପ୍ରବଳ ବର୍ଷା, ଭୟଙ୍କର ବିପତ୍ତି। କେଉଁଠି ପାହାଡ଼ ଧସିଛି ତ କେଉଁଠି ତାଣ୍ଡବ ରଚୁଛି ବନ୍ୟା। ଗତ ୨୪ ଘଣ୍ଟା ଧରି ଅବିଶ୍ରାନ୍ତ ବର୍ଷା ପରେ ବେହାଲ ସାରା ମହାରାଷ୍ଟ୍ର। ରତ୍ନଗିରିରୁ ରାଇଗଡ଼, କୋହ୍ଲାପୁରରୁ ମୁମ୍ବାଇ। ବର୍ଷା ବିତ୍ପାତରେ ସବୁଠି ହାହାକାର ସ୍ଥିତି। ଆଖି କେବେ ନଦେଖିଲା ଭଳି...

navjot-singh-sidhu-and-captain-amarinder-singh
ଏକାଠି ବସି ଚା’ ପିଇଲେ ଅମରିନ୍ଦର ଓ ସିଦ୍ଧୁ

ଅମରିନ୍ଦର ବେଶ୍ ମଜାଳିଆ ଢଙ୍ଗରେ ସିଦ୍ଧୁଙ୍କୁ ନେଇ କିଛି ମନ୍ତବ୍ୟ ଦେଇଛନ୍ତି। ସେ, କହିଛନ୍ତି ଯେ ସିଦ୍ଧୁ ଯେଉଁ ବର୍ଷ ଜନ୍ମ ହୋଇଥିଲେ, ସେ ସୀମାରେ ଦେଶ ସେବା କରୁଥିଲେ। ଏହି ଅବସରରେ ଅମରିନ୍ଦର ସିଂ କହିଛନ୍ତି ଯେ ସେ ସିଦ୍ଧୁଙ୍କ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରିବେ...

arvind-kejriwal
ସ୍କୁଲ ଖୋଲିବା ନେଇ ବଡ଼ ମନ୍ତବ୍ୟ ଦେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଦେଶରେ ଲଗାତାର ଭାବରେ କମୁଛି ସଂକ୍ରମଣ। ଆଉ ଏହାରି ମଧ୍ୟରେ ଧୀରେ ଧୀରେ ରାଜ୍ୟ ଗୁଡ଼ିକ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେଉଛନ୍ତି। ତେବେ ଦିଲ୍ଲୀରେ ମଧ୍ୟ ସ୍କୁଲ ଖୋଲିବା ନେଇ ସରକାରୀ ସ୍ତରରେ ପ୍ରସ୍ତୁତି ଚାଲିଥିବା ନେଇ ଜଣାପଡ଼ିଛି। କିନ୍ତୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ କହିଛନ୍ତି,...

Flash Flood
ତୁର୍କୀରେ ବନ୍ୟାର ପ୍ରଳୟଙ୍କାରୀ ଦୃଶ୍ୟ, ଭାସୁଛି ଘର ଭାସୁଛି ଗାଡି

ପ୍ରଳୟଙ୍କାରୀ ବନ୍ୟାର ଭୟଙ୍କର ଦୃଶ୍ୟ । ତୁର୍କୀରେ ବାଦଲ ଫଟା ବର୍ଷା । ଭାସୁଛି ଘର ଭାସୁଛି ଗାଡି । ତୁର୍କୀର ଉତ୍ତରପୂର୍ବ ଅଞ୍ଚଳରେ ଫ୍ଲାସ୍ ଫ୍ଲଡ୍ ଯୋଗୁ ଧନ ଜୀବନ ହାନି ହୋଇଛି ।

Harrasment Case
'ସେ ପୁଅ ମିଛ କହୁଛି,ମୋ ଝିଅକୁ ମାଡ଼ଗାଳି କରନ୍ତି'

କଟକ ସିଡିଏ ଅଞ୍ଚଳର ଉଭୟ ପତିପତ୍ନୀ ପରସ୍ପର ବିରୋଧରେ ଅଭିଯୋଗ ଆଣିବା ଘଟଣାରେ ମହିଳାଙ୍କ ବାପା ତାଙ୍କ ଝିଅ ଉପରେ ଲାଗିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି ଯେ ସେ ପୁଅ ମିଛ କହୁଛି । ମୋ ଝିଅକୁ ସେମାନେ ମାଡ଼ଗାଳି କରନ୍ତି ବୋଲି...

Shri Kashi Vishwanath Temple
ବିବାଦରେ ପଡ଼ିଲା ପୁର୍ଣ୍ଣଚ୍ଛେଦ: ମନ୍ଦିର ନିର୍ମାଣ ପାଇଁ ଜାଗା ଦେବାକୁ ରାଜି ହେଲା ମୁସଲିମ୍‌ ପକ୍ଷ

କାଶୀ ବିଶ୍ୱନାଥ ମନ୍ଦିର ନିର୍ମାଣ ପାଇଁ ଜାଗା ଦେବେ ମୁସଲିମ୍‌ ପକ୍ଷ। ଏନେଇ ସାରା ଦେଶରେ ବେଶ୍‌ ଚର୍ଚ୍ଚା ହେଉଛି। କାରଣ କାଶୀ ବିଶ୍ୱନାଥ ପାଇଁ ଜାଗା ଦେବାକୁ ରାଜି ହୋଇଛନ୍ତି ମୁସଲିମ୍‌ ପକ୍ଷ। ଦୀର୍ଘଦିନ ହେବ କାଶୀ ବିଶ୍ୱନାଥ ମନ୍ଦିର-ଗ୍ୟାନଭାପି ମସଜିଦ୍‌ ମଧ୍ୟରେ ତୁ ତୁ ମେଁ...

House To Escape Flooding
ଉପରକୁ ଉଠିଲା ତିନି ମହଲା କୋଠା

ଘରେ ପଶୁଥିଲା ବର୍ଷା ପାଣି ଆଉ ନଷ୍ଟ ହେଉଥିଲା ଲକ୍ଷ ଲକ୍ଷ ଟଙ୍କାର ଜିନିଷ । କିନ୍ତୁ ନିଜର ତିନି ମହଲା ବିଶିଷ୍ଟ କୋଠାକୁ ୯ ଫୁଟ୍ ଉପରକୁ ଉଠାଇଛନ୍ତି ବାଲେଶ୍ୱର ସହଦେବଖୁଣ୍ଟା ଅଞ୍ଚଳର ଚର୍ତୁଭୁଜ ଜେନା ।

Naveen Pattnaik
କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

କୋଭିଡ ସ୍ଥିତି ଓ ତୃତୀୟ ଲହରର ମୁକାବିଲାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ରାଜ୍ୟରେ କୋଭିଡ ଦୂର ହୋଇ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପରିସ୍ଥିତି ନିୟନ୍ତ୍ରଣଧୀନ ଥିଲେ ବି ଅଧିକ ସତର୍କତା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Yediyurappa
ଇସ୍ତଫା ଦେବେ ୟେଦୁରପ୍ପା?

ତେଣୁ ଏହା ପରେ ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା କିଛି ବଡ଼ ନିଷ୍ପତ୍ତି ନେବା ନେଇ ଚର୍ଚ୍ଚା ହେଉଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ନିଜ ପଦ ଯିବା ନେଇ ବୋଧହୁଏ ୟେଦୁରପ୍ପା ସୂଚନା ପାଇସାରିଛନ୍ତି। କେତେବେଳେ ବି ନିଜ ପଦ ଚାଲିଯିବା ନେଇ ତାଙ୍କୁ ପୂର୍ବାଭାଷ...

Man Alleges Harassment
ସ୍ୱାମୀ ସ୍ତ୍ରୀ ସମ୍ପର୍କରେ ଫାଟ,ବିବାହର ୮ ମାସ ପରେ କଥା ଥାନାରେ

ସ୍ୱାମୀ ସ୍ତ୍ରୀ ସମ୍ପର୍କରେ ଦେଖାଦେଇଛି ଫାଟ। ଉଭୟ ପତିପତ୍ନୀ ପରସ୍ପର ବିରୋଧରେ ଆଣିଛନ୍ତି ନିର୍ଯାତନା ଅଭିଯୋଗ। ସ୍ତ୍ରୀ ନିଜ ବୟଫ୍ରେଣ୍ଡ ସହ ମିଶି ନିର୍ଯାତନା ଦେଉଥିବା ନେଇ କଟକ ସିଡିଏ ଅଞ୍ଚଳର ମୋହିତ ଶର୍ମା ଥାନାରେ ଅଭିଯୋଗ କରିଥିବା ବେଳେ ୧୫ ଲକ୍ଷ ଟଙ୍କା ପାଇଁ ସ୍ୱାମୀ...

corona
ଦେଶରେ ୩୫୦୦୦ରୁ ଅଧିକ ପଜିଟିଭ ଚିହ୍ନଟ,୪୮୩ ମୃତ

ମୋଟ୍‌ ଉପରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୮୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଂକ୍ରମିତ ସଂଖ୍ୟା ୩ କୋଟି ୧୨ ଲକ୍ଷ ୯୩ ​​ହଜାର ୬୨ ରହିଛି । ଏହାସହ ୪ ଲକ୍ଷ...

Navjot Singh Sidhu
“ଦଳର ନିଷ୍ପତ୍ତିକୁ ସମସ୍ତେ ମାନିବାକୁ ବାଧ୍ୟ”

ସିଦ୍ଧୁ ଆହୁରି ମଧ୍ୟ କହିଛନ୍ତି ଯେ ସିଏମ କ୍ୟାପଟେନ ଅମରିନ୍ଦର ସିଂଙ୍କ ସହ ଘନିଷ୍ଠ ଭାବରେ ସେ କାର୍ଯ୍ୟ କରିବେ। ବର୍ତ୍ତମାନ ସମୟରେ, କଂଗ୍ରେସ ଏକଜୁଟ ହୋଇଛି । ଦଳରେ ସମସ୍ତେ ଶୃଙ୍ଖଳିକ ଭାବରେ କାର୍ଯ୍ୟ କରିବେ। ଦଳର ନିଷ୍ପତ୍ତି ସମସ୍ତେ ବାନିବାକୁ ବାଧ୍ୟ ବୋଲି ସିଦ୍ଧୁ କହିଛନ୍ତି।

Shilpa Shetty
ସ୍ୱାମୀ ଗିରଫ ହେବା ପରେ ପ୍ରଥମ ଥର ଏମିତି କହିଲେ ଶିଳ୍ପା

ତେବେ ଏଠାରେ କହିରଖୁଛୁ, ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ଏବଂ ବିତରଣରେ ସମ୍ପୃକ୍ତ ଥିବା ଅଭିଯୋଗରେ ବ୍ୟବସାୟୀ ତଥା ସେଲିବ୍ରିଟି ରାଜ କୁନ୍ଦ୍ରାଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି

Mumbai Rain
ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର: ୩୬ ମୃତ

ଗତ ୩ ଦିନ ହେବ ମୁମ୍ବାଇରେ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁଁ ଏକ କୋଠା ଭୁଶୁଡ଼ି ପଡ଼ିଥିଲା। ପ୍ରଥମେ ୩ ଜଣଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ସମୟରେ ତାହା ବଢି ୩୬ରେ ପହଞ୍ଚିଛି।ଏହାସହ ମୁମ୍ବାଇର ଗୋଭାଣ୍ଡି ଅଞ୍ଚଳରେ ଏହି ଘଟଣା...

Rasagola Dibasa
ଆଜି ରସଗୋଲା ଦିବସ

ଆଜି ରସଗୋଲା ଦିବସ । ଓଡ଼ିଆ ରସଗୋଲାର ପ୍ରଚାର ଓ ପ୍ରସାର ପାଇଁ ସ୍ୱତନ୍ତ୍ର ଦିନ । ଶ୍ରୀମନ୍ଦିର ପରମ୍ପରା ସହିତ ଜଡ଼ିତ ରହିଛି ଏହି ରସଗୋଲା । ନିଳାଦ୍ରୀବିଜେ ଅବସରରେ ରାଗ ଜର୍ଜରିତ ଅଭିମାନୀନି ମା' ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଥାନ୍ତି ।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି