ଭାଗ୍ୟ ନୁହେଁ ନିଷ୍ଠା ହିଁ ବଦଳାଇ ଦେଲା ଝିଅଟିର ଭାଗ୍ୟ। ଦିନେ ଯେଉଁଠି ସେ ସୁଇପର ଭାବେ କାମ କରୁଥିଲେ, ଏବେ ଠିକ୍ ସେଇ ଜାଗାରେ ସେ ସବ୍-କଲେକ୍ଟର ଭାବେ ଚାକିରି କରୁଛନ୍ତି। ଯେଉଁ ହାତରେ ଝାଡ଼ୁ ଧରି ରାସ୍ତା ସଫା କରୁଥିଲେ, ଆଜି ସେହି ହାତରେ ଜିଲ୍ଲାର...
ତପନ ପଟ୍ଟନାୟକଙ୍କ ଉପସ୍ଥିତିରେ ତଦନ୍ତ କରାଯାଇଛି। ସୌମ୍ୟଙ୍କ ସହକର୍ମୀଙ୍କୁ ନେଇ ଡେମୋ କରିଥିଲା ପୋଲିସ। ତେବେ ମାମଲାରେ ସଂପୃକ୍ତ ନଥିବା ନେଇ ପୂର୍ବରୁ ସୌମ୍ୟଙ୍କ ସ୍ତ୍ରୀ, ରୋଷେୟା ମନ୍ମଥ କୁମ୍ଭ ଏବଂ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା କହିଛନ୍ତି।
ପଜିଟିଭ୍ ଚିହ୍ନଟ ନେଇ ଶନିବାର ଆୟୋଜକ ସଂସ୍ଥା ପକ୍ଷରୁ କୁହାଯାଇଛି। ଟୋକିଓ ଅର୍ଗାନାଇଜିଂ କମିଟିର ପ୍ରବକ୍ତା ମାସା ଟାକାୟା ପ୍ରେସ୍ କନ୍ଫରେନ୍ସରେ ସୂଚନା ଦେଇ କହିଛନ୍ତି, ‘ଭିଲେଜ୍ରୁ ଜଣେ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଆଉଟ୍ଡୋର ସହ ଇନଡୋର ଗେମ୍ସକୁ ବି ମିଳିଛି ଅନୁମତି। ଏହାପରେ ଆରମ୍ଭ ହୋଇଯାଇଛି ଅଭ୍ୟାସ। ବ୍ୟାଡମିଣ୍ଟନ, କରାଟେ, ଜୁଡୋ, ତାଇକୋଣ୍ଡ ଏବଂ ସନ୍ତରଣ ବର୍ଗରେ ଖେଳାଳି ପ୍ରାକ୍ସିସକୁ ଫେରିଛନ୍ତି
ଆଜିଠୁ ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜ୍ ଦିନିକିଆ ସିରିଜରେ ପ୍ରଥମ ମ୍ୟାଚ୍ ଆଜି ଖେଳାଯିବ। କଲମ୍ବୋର ଆର୍. ପ୍ରେମଦାସା ଷ୍ଟାଡିୟମରେ ଭାରତୀୟ ସମୟ ଅପରାହ୍ଣ ୩ଟାରେ ମ୍ୟାଚ୍ ଖେଳାଯିବ। ପ୍ରଥମ ଥର ପାଇଁ ଶିଖର ଧାଓ୍ୱନଙ୍କ ଅଧିନାୟକତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ ଅପରାହ୍ଣ ୨ଟା ୩୦ରେ ଟସ୍ ପଡ଼ିବ...
କରୋନା କାଳରେ ଅଧିବେଶନ ବସୁଥିବାରୁ ସମସ୍ତ ସଦସ୍ୟ କୋଭିଡ୍ ପ୍ରୋଟୋକଲ ମାନିବାକୁ ହେବ ବୋଲି କୁହାଯାଇଛି। ଏଥିପାଇଁ ଗୃହରେ ସ୍ୱତନ୍ତ୍ର ଭାବେ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହା ପୂର୍ବରୁ ଗତକାଲି ରାଜ୍ୟସଭା ଅଧ୍ୟକ୍ଷ ଏମ୍. ଭେଙ୍କୟା ନାଇଡୁ ଗୃହର ଫ୍ଲୋର ଲିଡର ମାନଙ୍କ ସହ ଆଲୋଚନା କରିଥିଲେ। ପ୍ରତିରକ୍ଷା...
କୋଭିଡ୍ ଟିକା ନେବା ପରେ ରାଜ୍ୟରେ କେତେଜଣ ସଂକ୍ରମିତ ହୋଇଛନ୍ତି? ପ୍ରଥମ ଡୋଜ୍ ନେବା ପରେ କେତେ ଓ ଦ୍ୱିତୀୟ ଡୋଜ୍ ପରେ କେତେ, ସେ ସଂପର୍କରେ ତର୍ଜମା କରୁଛି ସ୍ୱାସ୍ଥ୍ୟ ବିଭାଗ ଟିମ୍। ସେପଟେ ଟିକା ନେବାପରେ ଯେଉଁମାନେ କରୋନାରେ ଆକ୍ରାନ୍ତ ହେଉଛନ୍ତି ସେମାନେ ଗୁରୁତର ହେଉନାହାନ୍ତି...
ସୁନ୍ଦରୀ ପ୍ରତିଯୋଗିତା ଯେ ବଡ ବଡ଼ ମେଟ୍ରୋ ସହରର ଯୁବତୀଙ୍କ ହାତରେ ଆଉ ତାହା ନୁହଁ ବରଂ ଭାରତର ସୁନ୍ଦରୀ ଯୁବତୀ ପ୍ରତିଯୋଗିତାରେ ଗ୍ରାମାଞ୍ଚଳ ଏବଂ ଛୋଟ ଛୋଟ ସହରର ଯୁବତୀଙ୍କ ମୁଣ୍ଡରେ ମଧ୍ୟ ମୁକୁଟ ପିନ୍ଧି ବାର ସୌଭାଗ୍ୟ ମିଳିଲାଣି
ଆମେ ପୂର୍ବରୁ ବି ଦେଶର ପ୍ରତ୍ୟେକ ଚାଷୀ ଭାଇଙ୍କ ସ୍ୱାର୍ଥ ରକ୍ଷା କରିବା ପାଇଁ କାମ କରୁଛୁ ଓ ଆଗାମୀ ଦିନରେ ବି ସେହି ଅନୁସାରେ କାମ କରିବୁ। କେବଳ ଏତିକି ନୁହେଁ ବରଂ ତୈଳଦର ଓ ରନ୍ଧନ ଗ୍ୟାସ ସହ ଅତ୍ୟାବଶ୍ୟକ ସାମଗ୍ରୀର ବୃଦ୍ଧିକୁ ନେଇ କେନ୍ଦ୍ର...
ସୂଚନା ଅନୁସାରେ, କର୍ଣ୍ଣାଟକରେ କ୍ୟାବିନେଟ୍ ପୁନଃନିର୍ମାଣ ପାଇଁ ବିଜେପି କେନ୍ଦ୍ରୀୟ ନେତୃତ୍ୱ ଆଭିମୁଖ୍ୟ ଗ୍ରହଣ କରିପାରନ୍ତି । ଦଳରେ ବଢୁଥିବା ଅସନ୍ତୋଷ ପାଇଁ ୟେଦିୟୁରପ୍ପା ଇସ୍ତଫା ଦେଇପାରନ୍ତି
ଏହାପରେ ମୁଖ୍ୟମନ୍ତ୍ରୀଙ୍କ ସହ ରୁଦ୍ଧଦ୍ୱାର ବୈଠକ ମଧ୍ୟ କରିଛନ୍ତି। ସେପଟେ, ସିଦ୍ଧୁ ନିଜ ସପକ୍ଷରେ ମତ ସୃଷ୍ଟି କରିବାକୁ ଆଜି ରାଜ୍ୟର ବିଭିନ୍ନ ମନ୍ତ୍ରୀ ଓ ବିଧାୟକଙ୍କୁ ଭେଟିଛନ୍ତି। ଏହାସହ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ମଧ୍ୟ ସେ ଚିଠି ଲେଖିଛନ୍ତି। କୁହାଯାଉଛି ସିଦ୍ଧୁ ହିଁ...
ଜୁଲାଇ ୨୬ରୁ ଖୋଲିବ ସ୍କୁଲ। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ।
ତେଣୁ ତାହାର ସମାଧାନ ଲାଗି ଶ୍ରୀ ପାୱାର ପ୍ରଧାନମନ୍ତ୍ରୀଙ୍କୁ ଭେଟିବାକୁ ସମୟ ମାଗିଥିଲେ ଆଉ ଏହା ପରେ ଆଜିର ଦିନ ବୈଠକ ପାଇଁ ଧାର୍ଯ୍ୟ ହୋଇଥିଲା। କେମିତି ଲୋକମାନଙ୍କୁ ବ୍ୟାଙ୍କ କ୍ଷେତ୍ରରେ କୌଣସି ଅସୁବିଧା ନହେବ ସେନେଇ ପ୍ରଧାନମନ୍ତ୍ରୀ ବ୍ୟବସ୍ଥା କରିବାକୁ ସେ ଦାବି କରିଛନ୍ତି।
ଝାରସୁଗୁଡ଼ା ଜିଲ୍ଲା ବାଗଡିହି ଫରେଷ୍ଟ ରେଂଜ ଅଧୀନ ତାଲମୁଣ୍ଡା ଗାଁରେ ଭିଏସ୍ଏସ୍ ଆନୁକୂଲ୍ୟରେ ହୋଇଥିବା ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ ।
ଲକଡାଉନ୍ କୋହଳ ହେବା ପରେ ସାରା ରାଜ୍ୟରେ ବସ ସେବା ସ୍ୱଭାବିକ ହେବ ବୋଲି ଆଶା କରାଯାଉଥିଲେ ମଧ୍ୟ ଏଯାଏଁ ଅଧିକାଂଶ ରୁଟରେ ବସ ଚଳାଚଳ ହୋଇପାରୁନାହିଁ ।
ପୂରା ଷ୍ଟେସନକୁ ବୁଲି ଦେଖିଲି, ଅତ୍ୟନ୍ତ ପରିଷ୍କାର ରହିଛି। ଭାରତୀୟ ରେଳ ବିଶ୍ୱର ସବୁଠୁ ବଡ଼ ରେଳ ନେଟ୍ୱାର୍କ। ତେଣୁ ଏହାର ବ୍ୟବହାର ଲୋକମାନେ କେମିତି ସୁରୁଖୁରୁରେ କରିବେ ସେନେଇ ଆମେ କରିବା ଦରକାର ବୋଲି ଅଶ୍ୱିନୀ କହିଛନ୍ତି। କେବଳ ଏତିକି ନୁହେଁ ବରଂ ନିଜେ ରେଳ ଇଞ୍ଜିନ୍ରେ...
ସ୍ଥିତି ଏପରି ହୋଇଥିଲା କି ପରିବାର ଲୋକ ମଧ୍ୟ ବହୁ ଚେଷ୍ଟା କରିବା ପରେ ନାବାଳକର ତଣ୍ଟିରୁ ତାହା ବାହାରି ପାରିନଥିଲା। ଫଳରେ ଉପାୟଶୂନ୍ୟ ହୋଇ ପରିବାର ଲୋକମାନେ ତାକୁ ତୁରନ୍ତ ଡାକ୍ତରଖାନାକୁ ନେଇଥିଲେ। ଆଉ ସେଠାରେ ଡାକ୍ତର ଏମିତି କିଛି କଲେ....
କେବଳ ଏତିକି ନୁହେଁ ବରଂ ବର୍ଷା ପ୍ରଭାବରେ ତଳିଆ ଅଂଚଳରେ ପାଣି ଜମିବା ପାରେ ତେଣୁ ଏବେଠୁ ସାବଧାନ ରହିବା ଲାଗି ସ୍ଥାନୀୟ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଭାରତୀୟ ପାଣିପାଗ ବିଭାଗ ଅର୍ଥାତ୍ IMD ଡ୍ୟୁଟି ଅଫିସର କହିଛନ୍ତି ଯେ, ଦିଲ୍ଲୀ ଉପରେ ଏର ଟ୍ରଫ୍...
ସମୟ ଥିଲା ରାଜସ୍ଥାନର ଯୋଧପୁର ଅଂଚଳରେ ମୁହଁରେ କପଡ଼ା ବାନ୍ଧି ରାସ୍ତା ସଫା କରୁଥିଲେ। ସେତେବେଳେ ଏହି ମହିଳାଙ୍କ ଉପରେ କାହାର ଦୃଷ୍ଟି ପଡ଼ିନଥିଲା। କିନ୍ତୁ ଆଜି ସମସ୍ତ ଏହି ମହିଳାଙ୍କୁ ନେଇ ଚର୍ଚ୍ଚା କରୁଛନ୍ତି। କାରଣ ନିଜର ପରିଶ୍ରମ ବଳରେ ସେ ନିଜର ଭାଗ୍ୟ ବଦଳାଇ ଦେଇଛନ୍ତି।...
ମାଲକାନଗିରିରେ ରୋଚକ ରାଜନୀତି । ଜିଲ୍ଲା ଯୋଜନା ବୈଠକରେ ବାପା-ଝିଅ କଟାକଟି । ମାଲକାନଗିରି ଯୋଜନା ବୈଠକରେ ମୁହାଁମୁହିଁ ହୋଇଛନ୍ତି ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ବିଜେପି ଜିଲ୍ଲା ପରିଷଦ ସଭ୍ୟ ତଥା ବିଧାୟକଙ୍କ ଝିଅ ଶାନ୍ତିଲତା ମାଝୀ ।