• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

bus
ରାଜ୍ୟରେ ନୂଆ ଗାଇଡ ଲାଇନ, ବସ୍ ଚଳାଚଳ ଆରମ୍ଭ

ରାଜ୍ୟରେ ନୂଆ ଗାଇଡ ଲାଇନ ଭିତରେ ବସ ଚଳାଚଳ ଆରମ୍ଭ । ସିଟିଂ କାପାସିଟି ଅନୁସାରେ ବସ୍ ଚଳାଚଳ ହେବ ।

mumbai rain
ଲଗାଣ ବର୍ଷାରେ ବେହାଲ ମୁମ୍ବାଇ

ଲଗାଣ ବର୍ଷା ଯୋଗୁଁ ମୁମ୍ବାଇର ସ୍ଥିତି ଖରାପ ହୋଇ ପଡିଛି । ସହରର ରେଳଷ୍ଟେସନର ଉପରେ ଆଣ୍ଠୁଏ ପାଣି ଜମି ରହିବା ସହ ରାସ୍ତାରେ ଆଣ୍ଠୁଏ ପାଣି ଜମି ରହିଛି ।

corona
ପୁଣି ଆଖି ବୁଜିଲେ ୬୪ ଜଣ କରୋନା ରୋଗୀ

ରାଜ୍ୟରେ ୨,୦୦୦ ତଳକୁ କମୁନି ଦୈନିକ କରୋନା ସଂକ୍ରମଣ। ରାଜ୍ୟରୁ ସବୁ ଅଞ୍ଚଳରୁ ସଂକ୍ରମଣ ହାର କମୁଥିଲେ ହେଁ ଏବେ କଟକ ଓ ଖୋର୍ଦ୍ଧା ଜିଲ୍ଲା ଚିନ୍ତା ବଢାଇଛି। ଆଜି ରାଜ୍ୟରୁ ୨,୦୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

mahalaxmi
ଆଜି ହେରା ପଞ୍ଚମୀ:ମହାପ୍ରଭୁଙ୍କ ରଥ ଭାଙ୍ଗିବେ ମହାଲକ୍ଷ୍ମୀ

ଆଜି  ହେରା ପଞ୍ଚମୀ । ରଥଯାତ୍ରାରେ ମହାଲକ୍ଷ୍ମୀଙ୍କୁ ମହାପ୍ରଭୁ ଆଣିନଥିବାରୁ ଅଭିମାନିନୀ ମହାଲକ୍ଷ୍ମୀ, ଗୁଣ୍ଡିଚା ମନ୍ଦିରକୁ ଆସିବେ। ମହାଲକ୍ଷ୍ମୀଙ୍କ ନୀତିକାନ୍ତି ନନ୍ଦିଘୋଷ ରଥ ନିକଟରେ ବିଦ୍ୟାପତି ସେବାୟତଙ୍କ ଦ୍ୱାରା କରାଯାଇଥିଲା।

Shivraj Singh Chouhan
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ୟା କନ୍ୟାଙ୍କର ଆଜି ବାହାଘର

ପ୍ରତିକ୍ରିୟାରେ ସେ କହିଛନ୍ତି, ମୋ ଉପରେ ଏକ ବଡ଼ ଦାୟିତ୍ୱ ଥିଲା। ଯାହା ଆଜି ପୂର୍ଣ୍ଣ ହେବାକୁ ଯାଉଛି। ଯେତେବେଳେ ମୁଁ ଜଣେ ସାଂସଦ ଥିଲି, ସେବେ ମୁଁ ଏ ଝିଅମାନଙ୍କୁ ପୋଷ୍ୟା କନ୍ୟା ଭାବେ ଗ୍ରହଣ କରିଥିଲି। ଆଜି ସେମାନେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି।...

House Scam
ଯେତେ ଖୋଳିଲେ ସେତେ ବାହାରୁଛି, କେତେ ବାଟ ଲମ୍ବିଛି ପ୍ରଧାନମନ୍ତ୍ରୀ ଆବାସର ଦୁର୍ନୀତି ଚେର?

ଟଙ୍କା ତ ମିଳିଲାନି ବରଂ ବାଟମାରଣା ହୋଇଥିବା ଶୁଣିଲେ। ତେବେ ସେହି ଗାଁର ଏହି ସଫଟେଓ୍ୱର ଇଂଜିନିୟ ସୁବ୍ରତ ପରିଡ଼ାଙ୍କର ୨ ମହଲା ଘର ଅଛି, ହେଲେ ତାଙ୍କ ନାଁରେ କୁଆଡ଼େ ୧ଲକ୍ଷ ୨୦ ହଜାର ଟଙ୍କା ପିଏମ୍ ଆବାସ ଯୋଜନାରେ ଆସିଛି। ସେ ତ ଟଙ୍କାଟିଏ ପାଇନାହାନ୍ତି।...

Paralakhemundi murder case
କେମିତି ମଲେ ଏସିଏଫ୍ ସୌମ୍ୟରଂଜନ ମହାପାତ୍ର?

ଆଉ ରୋଷେୟାକୁ ଜେରା କରିଛି ପୋଲିସ । ତେବେ ରୋଷେୟା ମନ୍ମଥ ଗଣମାଧ୍ୟମରେ ପ୍ରତିକ୍ରିୟା ଦେବା ସହ କେମିତି ନିଆଁ ଲାଗିଲା ଜାଣିନଥିବା କହିଛନ୍ତି। ଚିତ୍କାର ଶୁଣି ସୌମ୍ୟରଂଜନଙ୍କୁ ଉଦ୍ଧାର ପାଇଁ ସେ ଦୌଡ଼ିଯାଇଥିଲେ। ଆସନ୍ତାକାଲି ଡିଏଫ୍ଓଙ୍କୁ ଜେରା କରିବ ଗଜପତି ପୋଲିସ।

Arrest
ରାଜସ୍ଥାନରୁ ଆଇଏସଆଇ ଏଜେଣ୍ଟ ଗିରଫ

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏବଂ ଚାଞ୍ଚଲ୍ୟକର କଥା ହେଉଛି ଯେ, ସେନାର ଜଣେ ନାୟକ କନେଷ୍ଟବଲ ପରମଜୀତ ଏହି ହବିବୁର ରେହମାନଙ୍କୁ ଭାରତୀୟ ସେନାର ତଥ୍ୟ ଦେଉଥିଲେ ବୋଲି ଖୁଲାସା ହୋଇଛି

Kamal Nath
କମଲ ହେବେ କଂଗ୍ରେସର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ?

ସେପଟେ, ପଞ୍ଜାବ କଂଗ୍ରେସରେ ଚାଲିଥିବା ବିବାଦକୁ ଦୂର କରି ଦଳ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏବଂ ନବଜୋତ ସିଂ ସିଦ୍ଧୁଙ୍କ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦରେ ରଖିବାକୁ ନିଷ୍ପତ୍ତି ନେଇଛି ଦଳ। ପ୍ରଭାରୀ ହରିସ୍ ରାଓ୍ୱତ ଦେଇଥିବା ସୂଚନା ଅନୁସାରେ କ୍ୟାପଟେନ ଅମରିନ୍ଦର ସିଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ରହିବେ...

Road Problem
ସରକାରଙ୍କର ଶହ ଶହ ଯୋଜନା: ହେଲେ ଗାଁରେ ପହଞ୍ଚୁନାହିଁ

ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ ଶାଳଣିଆ ପଞ୍ଚାୟତରେ ରହିଛି ବିଷ୍ଣୁ ପୁର ଗାଁ। ପଞ୍ଚାୟତଠାରୁ ଅନତି ଦୂରରେ ଅବସ୍ଥିତ ଏହି ଗାଁରେ ପାଖାପାଖି ୩ ଶହ ପରିବାର ରହୁଥିବା ବେଳେ ପାଖାପାଖି ୧୧ ଶହ ଲୋକ ବାସ କରୁଛନ୍ତି। ସ୍ୱାଧୀନତାର ୭୪ ବର୍ଷ ପରେ ମଧ୍ୟ ସରକାରୀ କଳର...

Enginer
କରୋନା ପାଇଁ ଗାଁକୁ ଫେରିପାରୁନାହାନ୍ତି ଯୁବ ଇଞ୍ଜିନିୟର

ବିଦେଶରୁ ଫେରିପାରୁନାହାନ୍ତି ଢେଙ୍କାନାଳ ବେଲଟିକିରିର ଯୁବ ଇଂଜିନିୟର ସବ୍ୟସାଚୀ ନନ୍ଦ। ସେ ଦକ୍ଷିଣ ଆଫ୍ରିକାର ବର୍ମା କଲ୍ଚର ନାମକ ଏକ ଘରୋଇ ଫାର୍ମକୁ ପ୍ରଯୁକ୍ତି ବିଦ୍ୟା ଦେବା ପାଇଁ ୨୦୨୦ରେ ୩ ମାସ ପାଇଁ ଯାଇଥିଲେ। ତେବେ କୋଭିଡ୍ କଟକଣା ଯୋଗୁ ଆଉ ଘରକୁ ଫେରିପାରିନଥିଲ।

school
ଏବେ ଖୋଲିବ ନାହିଁ ସ୍କୁଲ ଓ କଲେଜ୍‌

କ୍ୟାଟେଗୋରୀ A ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା, ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର।

aiims
ଧୀରେ ଧୀରେ ସୁସ୍ଥ ହେଉଛନ୍ତି ବିରୋଧୀ ଦଳର ନେତା ଓ ଉପନେତା

ସେହିପରି କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଛି। ତାଙ୍କୁ ଏବେ ଅକ୍ସିଜେନ୍ ସପୋର୍ଟର ଆବଶ୍ୟକତା ନାହିଁ। ତାଙ୍କର କିଡନୀ ଜନିତ ସମସ୍ୟା ଥିଲା ତାହାର ଏବେ ଚିକିତ୍ସା ଚାଲିଛି ବୋଲି କହିଛନ୍ତି ଭୁବନେଶ୍ୱର ଏମ୍ସର...

bus
କାଲିଠୁ ରାଜ୍ୟରେ ସ୍ୱାଭାବିକ ଭାବରେ ଚଳାଚଳ କରିବ ବସ୍‌

ସେହିପିରି ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ। ବାର୍ ବନ୍ଦ ରହିବ କିନ୍ତୁ ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ। କାଟେଗୋରୀ ବି ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ବୋଲି ସରକାର ସୂଚନା ଦେଇଛନ୍ତି।

Paralakhemundi ACF Death
ବନ ସଂରକ୍ଷକଙ୍କ ମୃତ୍ୟୁ ମାମଲା, ୩ ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆ ମୋଡ଼ ଆସିଛି। ମୃତ ସୌମ୍ୟରଞ୍ଜନଙ୍କ ବାପାଙ୍କ ଅଭିଯୋଗ ପରେ ୩ ଜଣଙ୍କ ବିରୋଧରେ ପାରଳାଖେମୁଣ୍ଡି ପୋଲିସ୍‌ ହତ୍ୟା ମାମଲା ରୁଜୁ କରିଛି।

oximeter
କମିବ ଅକ୍ସିମିଟର ଦାମ୍

ମେଡିକାଲ ଉପକରଣ ଦାମ କମାଇବାକୁ ନିଷ୍ପତ୍ତି ନେଇଛି ଔଷଧ ନିୟନ୍ତ୍ରକ । ପଲ୍ସ ଅକ୍ସିମିଟର ଦାମ ସମେତ ଅନ୍ୟ ମେଡିକାଲର ଉପକରଣର ଦାମ୍ କମିବ । ଏହା ସହିତ ଡିଜିଟାଲ ଥର୍ମୋ ମିଟର,ନେବୁଲାଇଜର ଓ ଗ୍ଲୁକୋମିଟରର ଦାମ୍ ବି କମିବ ।

Bird
ବିରଳ ପକ୍ଷୀ ଉଦ୍ଧାର

କଟକରେ ଏକ ବିରଳ ପକ୍ଷୀ ଉଦ୍ଧାର କରାଯାଇଛି । ପକ୍ଷୀଟିର ମୁହଁ ଗରୁଡ଼ ସଦୃଶ ରହିଛି । ପକ୍ଷୀଟି ସ୍ଥାନୀୟ ଏକ ଦୋକାନରୁ ଉଦ୍ଧାର କରାଯାଇଛି ।

evacuation officer
ଫେଲ୍ ମାରିଲା ସୂଚନା,ରାସ୍ତା ମଝିରେ ହଟହଟା ହେଲେ ଅବକାରୀ ଅଧିକାରୀ

ବ୍ରହ୍ମପୁରରୁ ଗଞ୍ଜେଇ ଆସୁଥବା ଭାବି ଏକ ଗାଡ଼ିକୁ ଅଟକାଇ ତଲାସୀ କରିଥିଲେ ଅବକାରୀ ଟିମ୍ । କୋରାପୁଟରୁ ଦିଗପହଣ୍ଡି ରାସ୍ତା ଦେଇ ଆସୁଥିବା ଏକ ସ୍କର୍ପିଓକୁ ଅବକାରୀ ଟିମ୍ ଫାଷ୍ଟ ଗେଟ୍‌ ନିକଟରେ ଅଟକାଇ ଥିଲେ।

luckdown
କୋହଳ ହୋଇପାରେ କି କଟକଣା ?

କ’ଣ କହିବେ ମୁଖ୍ୟ ଶାସନ ସଚିବ ? ଅପରାହ୍ନ ୨.୩୦ରେ ପ୍ରେସମିଟ୍ କରିବେ ମୁଖ୍ୟ ଶାସନ ସଚିବ । କୋଭିଡ ପରିଚାଳନା ନେଇ ଆକ୍ସନ ପ୍ଲାନ୍ ଘୋଷଣା କରିପାରନ୍ତି ।

farmer
ଚିନ୍ତାରେ ଚାଷୀ

ବର୍ଷା ଅଭାବରୁ ଚାଷ ଜମି ଫାଟି ଆଁ କଲାଣି । ଉପକୂଳ ଓଡ଼ିଶାରେ ବର୍ଷା କମ୍ ହୋଇଥିବାରୁ ଚାଷୀ ମୁଣ୍ଡରେ ଚଡ଼କ ପଡିଛି । ରାଜ୍ୟରେ ବହୁ ଜିଲ୍ଲାରେ ନିଆଣ୍ଟିଆ ବର୍ଷା ହୋଇଛି ।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି