ବିଚିତ୍ର ଶିକ୍ଷା ବ୍ୟବସ୍ଥା । ୮ଟି ଶ୍ରେଣୀକୁ ମାତ୍ର ୨ ଜଣ ଶିକ୍ଷକ...ପୁଣି ଦୁଇଟି କ୍ଲାସ୍ରେ ବସି ପଢୁଛନ୍ତି ପୂରା ଶ୍ରେଣୀର ପିଲା । ପାଠ ପଢା ହେଉନଥିବାରୁ ବୋଲବମ୍ ଗଲେ ବି ପିଲାଏ କରୁଛନ୍ତି ଡ୍ୟାନ୍ସ
ସ୍କୁଲ ନାଁ ସୁଇମିଙ୍ଗ ପୁଲ । ସ୍ଥିତି ଏମିତି ହେଲାଣି ଯେ ପିଲାମାନେ ପାଠ ପଢିବା ସହିତ ସୁଇମିଙ୍ଗ ବି ଶିଖିବେ । ଦେଖୁନାହଁନ୍ତି ବିଦ୍ୟାଳୟରେ କେମିତି ଆଣ୍ଠୁଏ ଉଚ୍ଚର ପାଣି ଜମିଛି... ଏ ଦୃଶ୍ୟ ହେଉଛି ବୌଦ୍ଧ ଜିଲ୍ଲା କଂଟାମାଳ ବ୍ଲକ ଘଂଟାପଡା ପଂଚାୟତ ଅନ୍ତର୍ଗତ ପୋଡାପଦର...
୨ ମାସ ହେଲାଣି ଡଙ୍ଗା ନଥିଲା...ବଡ ହିନସ୍ତା ହେଉଥିଲେ ଲୋକେ...ପ୍ରଶାସନକୁ ଗୁହାରି କରିବା ପରେ ବି କେହି ଶୁଣିଲେନି । ସମସ୍ୟା ସୁଧାରିବାକୁ ଅଣ୍ଟା ଭିଡିଲେ ସରପଂଚ, ନିଜସ୍ୱ ଟଙ୍କାରେ କିଣିଦେଲେ ଡଙ୍ଗା । ଏବେ ହୁଳହୁଳି ପକାଇ ସ୍ୱାଗତ କଲେ ଲୋକେ
ଦିନେ ଭଲରେ ଚଲୁଥିଲେ, ଭଲ ଖାଉଥିଲେ...୨ ବର୍ଷ ତଳେ ବାପା ଚାଲିଯାଇଥିଲେ, ଏବେ ମାଆ ଚାଲିଗଲେ । ବଡ କଷ୍ଟରେ ଚଳୁଛନ୍ତି ୪ ଭାଇ-ଭଉଣୀ । ପଡୋଶୀ ଖାଇବାକୁ ଦେଲେ ଖାଉଛନ୍ତି ନହେଲେ ଉପାସ।
ଇଏ କେମିତି ସମ୍ଭବ? ଥରେ କି ଦୁଇ ଥର ନୁହେଁ ବରଂ ବର୍ଷସାରା ବଉଳ ଆସୁଛି, ଆମ୍ବ ଫଳୁଛି । ଅବଶ୍ୟ କଞ୍ଚା ବେଳେ ଟିକିଏ ଖଟା..କିନ୍ତୁ ପାଚିଗଲେ ପୂରା ମିଠା
ପେଶା ଅଧ୍ୟାପିକ, ନିଶା ଆଉ କିଛି । ମାତ୍ର ୨୪ ବର୍ଷ ବୟସରେ ସେ ଏମିତି ମର୍ଦ୍ଦଳ ବଜାନ୍ତି ରାସ୍ତାରେ ବାଟଚଲା ଲୋକ ବି ଘଡିଏ ଚାହିଁ ରୁହନ୍ତି । ଜେଜେଙ୍କଠାରୁ ଶିକ୍ଷା ପାଇଥିଲେ...ଏବେ ସବୁଆଡୁ ସାଉଁଟୁଛନ୍ତି ପ୍ରଶଂସା।
ଇଏ କଣ? ରାସ୍ତାରେ ଯାଉଥିଲା କାର୍...ହଠାତ୍ ତା’ କାଚ ଭାଙ୍ଗି ପଶିଗଲା ଘୋଡ଼ା । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ
ବିଟେକ୍ ପଢିଛନ୍ତି...ଚାକିରି ପଛରେ କିନ୍ତୁ ଧାଇଁଲେନି । କେମିତି ନିଜେ କ୍ଷେତରେ ଚାଷ କରି ଭଲ ଦୁଇ ପଇସା ରୋଜଗାର କରିବେ ସେହି ଚିନ୍ତା କଲେ । ବାସ୍...ଏବେ କୁକୁଡାଠୁ ଆରମ୍ଭ କରି ପୋଟଳ...ଯେମିତି ଫଳୁଛି ସେମିତି ରୋଜଗାର ବି ହେଉଛି
ଶହଶହ ବର୍ଷ ହେଲାଣି...ଭଙ୍ଗାଦଦରା ଡଙ୍ଗାରେ ନଈ ପାର ହେଉଛନ୍ତି ଲୋକେ । ୩ ଥର ଡଙ୍ଗା ବୁଡିଲାଣି...ମାସକୁ ଥରେ ଦୁର୍ଘଟଣା ହେଉଛି । ପ୍ରଶାସନ ଖାଲି ପ୍ରତିଶ୍ରୁତି ଦେଉଛି, ନେତା କହୁଛନ୍ତି ଟେଣ୍ଡର ଚାଲିଛି । ସମୟ ଗଡୁଛି...ପୋଲ କିନ୍ତୁ ହେଉନି
ଅଷ୍ଟମ ଶ୍ରେଣୀର ପିଲା...ଭୋକର ଭୂଗୋଳ ଭିତରେ ଘାଣ୍ଟି ହେଉଛି । ବାପା ଥିବା ବେଳେ ଯାହା ଯେମିତି ଦେଉଥିଲେ ହେଲେ ୭ ବର୍ଷ ହେଲାଣି ସେ ବି ନିଖୋଜ । ପରିସ୍ଥିତିର ଦାସ ହୋଇ ଏବେ ମାଆ-ପୁଅ ବୁଲିବୁଲି ମାଗୁଛନ୍ତି ଭିକ...ପୁଣି ପୁଅର ଗୋଟିଏ ଗୋଡ ନାହିଁ କି...
ବ୍ରିଜ୍ ତିଆରି ହେଲା ବେଳେ ମୁଁ କାମ କରୁଥିଲି । ମୁଁ ଜାଣିଛି, ତିଆରି ହେଲା ବେଳେ କେଉଁଠି ରହିଛି ଭୁଲ୍ । କିଏ କିଏ ଅଫିସର ସେତେବେଳେ ଥିଲେ ? ଜିଲ୍ଲାର କିଛି ବଡବଡିଆଙ୍କ ସହ ସେମାନଙ୍କର ରହିଛି ସଂପର୍କ । ଏହା କହିଛନ୍ତି ଏଇ ଯୁବକ
ଚିରଞ୍ଜୀବ ବିଶ୍ୱାଳ ଓ ମହମ୍ମଦ ମୋକିମଙ୍କୁ ଦଳରୁ ସସପେଣ୍ଡ କରାଯିବା ପରେ ଏମିତି ପ୍ରତିକ୍ରିୟା ରଖିଲେ ବିଧାୟକ ସୁରେଶ ରାଉତରାୟ । କହିଲେ, କେତେ ଯିବେ କେତେ ଆସିବେ । ଧୈର୍ଯ୍ୟ ଧର ।
ଦିନ ଥିଲା କେବଳ ବଡ ସହରରେ ହିଁ ବିକାଶ ହେଉଥିଲା । କିନ୍ତୁ କିଛି ବ୍ୟକ୍ତିଙ୍କ ସ୍ୱାର୍ଥ ଲାଗି ବିକାଶରେ ଅନେକ ବାଧକ ସୃଷ୍ଟି ହେଉଥିଲା । କିନ୍ତୁ ଏବେ ସେମିତି ହେବନି : ପ୍ରଧାନମନ୍ତ୍ରୀ
ଗଣତନ୍ତ୍ର ସୁରକ୍ଷା ପାଇଁ ସମସ୍ତେ ମିଳିତ ଉଦ୍ୟମ କରିବେ । ଯେଉଁ ଦଳ କେନ୍ଦ୍ରରେ ଶାସନ କରୁଛି ସେହି ଦଳ ଗଣତନ୍ତ୍ର ଉପରେ ବିଶ୍ୱାସ କରେନି...ସରକାର ପରିବର୍ତ୍ତନ ହେବା ଦରକାର : ନରସିଂହ ମିଶ୍ର, କଂଗ୍ରେସ ବିଧାୟକ
ଜଗନ୍ନାଥଙ୍କ କୃପାରୁ ବସ୍ ବଞ୍ଚିଗଲା । ଯଦି କିଛି ହୋଇଥାଆନ୍ତି ତାହାଲେ ଦାୟୀ କିଏ ହୋଇଥାଆନ୍ତା? କୋଟି କୋଟି ଟଙ୍କା ଟୋଲ୍ ନେଉଛି ରାସ୍ତା ଦେଖିବ କିଏ : ବସ ମାଲିକ
ନିର୍ବାଚନ ଲାଗି ହୋଇଥିଲା କି ଆମ ଗାଁ ଆମ ବିକାଶ ଯୋଜନା? ଏବେ କାହିଁକି ବନ୍ଦ ହେଲା ? ଏବେ ପୁଣି ନୂଆ ଫର୍ମଟା...ନିର୍ବାଚନ ପାଖେଇ ଆସୁଛି ବୋଲି? ତେଜେସ୍ୱର ପରିଡା, ବିଜେପି ନେତା
ବଲାଙ୍ଗିର ଛାତ୍ରୀ ହତ୍ୟା ମାମଲାର ପର୍ଦ୍ଦାଫାଶ୍ । ବ୍ରେକ୍ଅପ୍ ପାଇଁ ରାଗିଯାଇଥିଲା ପ୍ରେମିକ...ପ୍ରଥମେ ପ୍ରେମିକାଙ୍କ ମୁଣ୍ଡକୁ କାନ୍ଥରେ ବାଡେଇଲା, ପରେ ଧାରୁଆ ଅସ୍ତ୍ରରେ କାଟିଲା । ହେଲେ କଣ୍ଢେଇ ଧରାଇଦେଲା କିଲର କିଏ? ଦେଖନ୍ତୁ କଣ ଥିଲା ପୂରା ଘଟଣା।
ବିଇଓଙ୍କୁ ଘେରିଲେ ଛାତ୍ରୀ। ଶେଷରେ ଜବାବ ଦେଇ ନପାରି ଫେରିଗଲେ ବିଇଓ। ସ୍କୁଲ୍ ମିଶ୍ରଣକୁ ବିରୋଧ କରି ସ୍କୁଲ୍ ଆଗରେ ଧାରଣା ଦେଇଛନ୍ତି ୟୁନିଟ୍ ୯ ବାଳିକା ହାଇସ୍କୁଲ୍ ଛାତ୍ରୀ। ଆନ୍ଦୋଳନରତ ଛାତ୍ରୀ ଓ ଅଭିଭାବକଙ୍କ ସହ ଆଲୋଚନା କରିବାକୁ ଭୁବନେଶ୍ୱର ବିଇଓ ପ୍ରଜ୍ଞା ପରମିତା ଜେନା ଆସିଥିଲେ।...
କଂଗ୍ରେସରୁ ନିଲମ୍ବନ ପରେ ମୁହଁ ଖୋଲିଲେ କଂଗ୍ରେସରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ । ଚିରଞ୍ଜୀବ ଆଜି ପ୍ରେସମିଟ୍ କରି ନିଲମ୍ବନକୁ ନେଇ ନିଜର ମତ ରଖିଛନ୍ତି । ସେ କହିଛନ୍ତି, ‘ମୁଁ କଂଗ୍ରେସ ପରିବାରରୁ ଆସିଛି । ମୋତେ ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କରାଗଲା ।...
୨୪ ମହାସମର ପୂର୍ବରୁ ରାଜନୈତିକ ଦଳଙ୍କ ମହାମେଳି । ଶକ୍ତି ପ୍ରଦର୍ଶନ ମୁଡରେ ଉଭୟ ଶାସକ ଓ ବିରୋଧୀ । କଂଗ୍ରେସ ସମେତ ମିଳିତ ବିରୋଧୀ ଆଜିଠୁ ବେଙ୍ଗାଲୁରୁରେ ୨ ଦିନିଆ ବୈଠକ ଆରମ୍ଭ କରିଥିବା ବେଳେ, ବିଜେପି ନେତୃତ୍ୱାଧୀନ NDA କାଲି ଦିଲ୍ଲୀରେ ବଳ ଦେଖାଇବ ।...