ଜନ୍ମରୁ ଗୋଟିଏ ହାତ ନାହିଁ । ନିଜେ ଯୁକ୍ତ ୩ରେ ପଢୁଛନ୍ତି ପାଠ । ଗାଁର କୌଣସି ପିଲା ଯେମିତି ଅପାଠୁଆ ନରୁହନ୍ତି ସେଥିପାଇଁ ଦିବାରାତ୍ର କରୁଛନ୍ତି ପରିଶ୍ରମ । ସକାଳୁ ସଂଜ...ଅନେକ ପିଲାଙ୍କୁ ପଢାଉଛନ୍ତି ପାଠ
ସିଏ ଆମ ପାଇଁ ମରିଗଲା । ନିଜ ଜିଇଁଥିବା ଭଉଣୀ ପାଇଁ ମହିଳା ଜଣକ ଛାତିରେ ପଥର ରଖି କିଛି ଏମିତି କହିଛନ୍ତି । ଖାଲି ଭଉଣୀ ନୁହେଁ ବରଂ ଜନ୍ମକଲା ମାଆ ଓ ବାପା ବି କାନ୍ଦିକାନ୍ଦି ନିଜ କର୍ମକୁ ନିନ୍ଦିଛନ୍ତି । ଗୋଟେ ପଟେ ବିବାହ,...
ରାତିରେ ଶୋଇଥିଲା...ଘରୁ କୁଆଡେ ପଳାଇଗଲା । ସକାଳ ହେବା ମାତ୍ରେ ଫଟୋ ଦେଖି ରାଗି ପୂରା ପଂଚମ ହେଲେ ପରିବାର ଲୋକେ । ଅନ୍ୟ ଜାତିରେ ବାହା ହୋଇଥିବାରୁ ପୁରୋହିତ ଡାକି ଶୁଦ୍ଧି ବି ହେଲେ
ରୋଜଗାର କରୁଥିଲେ ପରିବାର ଚଳୁଥିଲା । ଅଜଣା ରୋଗରେ ପଡିବା ପରେ ଭୋକ ଉପାସରେ ପରିବାର । ଖାଇବାକୁ ପାଉନାହାନ୍ତି ପିଲା । କାନ୍ଦିକାନ୍ଦି ବାପାଙ୍କୁ ସାହାଯ୍ୟ କରିବାକୁ କରୁଛନ୍ତି ଅନୁରୋଧ । ଆପଣ ସାହାଯ୍ୟ କଲେ ବଞ୍ଚିଯିବ ରାଜୀବଙ୍କ ପରିବାର।
୪୮ ପିଲାଙ୍କୁ ମାତ୍ର ଦୁଇଜଣ ଶିକ୍ଷକ । ଜଣେ ପ୍ରଧାନଶିକ୍ଷକ, ଆଉ ଜଣେ ଦୃଷ୍ଟିବାଧିତ । ବାରମ୍ବାର କହିବା ପରେ ବି କର୍ଣ୍ଣପାତ କରୁନି ପ୍ରଶାସନ । ପିଲାଙ୍କ ଭବିଷ୍ୟତ ପାଇଁ ବାଧ୍ୟ ହୋଇ ନିଜସ୍ୱ ଖର୍ଚ୍ଚରେ ଅଣାଯାଉଛି ଜଣେ ଶିକ୍ଷକଙ୍କୁ
ସାପ ପରି ଗାଡି ଚଳାଉଛନ୍ତି କି ? ବିକଟାଳ ଶବ୍ଦ ଛାଡୁଛି କି? ସାବଧାନ ରୁହନ୍ତୁ । ଛକ ଛକରେ ଜଗିଛି ପୋଲିସ୍ । ଏଥର ଫାଇନ୍ ନୁହେଁ ବରଂ ଦେଖାସାକ୍ଷାତ୍ କୋର୍ଟରେ ହେବ
ମଥାଣ ଓଲାରି ଗଲାଣି । ବାଉଁଶ ଭାଙ୍ଗିଗଲାଣି । ଘରେ ପଶୁ ବି ରହିବନି । ହେଲେ ବି ଏମିତି ଦଦରା ଘରେ ରହୁଛନ୍ତି ଗୋଟିଏ ପରିବାର । ଘର ଖଣ୍ଡିଏ ଲାଗି ଦୌଡି ଦୌଡି ନୟାନ୍ତ ହେଲେଣି... ବାବୁ କହୁଛନ୍ତି ନୂଆ ତାଲିକାକୁ ଅପେକ୍ଷା କର, ଦେଖିବା...
ଇଞ୍ଜିନିୟର ଥିଲେ, ଦୁବାଇରେ ଚାକିରି କରୁଥିଲେ । ଘର ପାଖରେ କିଛି କରିବାର ନିଶା ଏମିତି ଘାରିଲା ଯେ ଜୋତା ତିଆରି କରିବାକୁ ନିଷ୍ପତ୍ତି ନେଲେ ଦୁଇ ସାଙ୍ଗ । ଏବେ ବୁଟ୍ ତିଆରି କରୁଛନ୍ତି, ଭଲ ଦୁଇ ପଇସା ରୋଜଗାର କରୁଛନ୍ତି
ସ୍ୱାମୀଙ୍କ ରୋଜଗାର କମ୍ ଥିଲା । ପିଲାଙ୍କୁ ପାଠ ପଢାଇବା ବି କଷ୍ଟକର ଥିଲା..ଏମିତି ପରସ୍ଥିତିରେ କେମିତି ରୋଜଗାର କରିବେ ସେହି ଚିନ୍ତା ବାୟା କରିଥିଲା । ଏବେ ଧୂପ ତିଆରି କାରଖାନା କରିବା ପରେ ନିଜେ ଆତ୍ମନିର୍ଭରଶୀଳ ହେବା ସହିତ ପାଖ ଲୋକଙ୍କୁ ଦେଉଛନ୍ତି ରୋଜଗାର
ସପ୍ତମ ଶ୍ରେଣୀରେ ପଢୁଛନ୍ତି, କ୍ୟାନସର ରୋଗୀଙ୍କୁ କେଶ ଦେବାକୁ ନିଷ୍ପତ୍ତି ନେଲେ । ସେମାନେ କେମିତି ଖୁସିରେ ରହିବେ? ଭଲରେ ରହିବେ ? ତାହା ଚିନ୍ତା କରି କରି ଦାନ କରିଦେଲେ ନିଜର କେଶ
ଦୁଇ ଭାରତୀୟ ବ୍ୟାଟର ବିରାଟ କୋହଲି ଓ କେଏଲ ରାହୁଲ ୧୯୪ ବଲରୁ ୨୩୩ ରନର ରେକର୍ଡ ଭାଗିଦାରୀ କରିଛନ୍ତି । ଯାହା ଫଳରେ ନିର୍ଦ୍ଧାରିତ ୫୦ ଓଭରରେ ଭାରତ ୨ ୱିକେଟ ହରାଇ ବିଶାଳ ୩୫୬ ରନ୍ କରିଛି । ଏହି ରେକର୍ଡ ପାର୍ଟନରସିପ୍ ପୂର୍ବରୁ ପାକିସ୍ତାନ...
ଜନ୍ମ ହେବା ଦିନରୁ ମଳଦ୍ୱାର ନାହିଁ । ପେଟ ଅପରେସନ୍ କରି ମଳତ୍ୟାଗ କରାଉଛନ୍ତି ପରିବାର ଲୋକ । ଚିକିତ୍ସା ଲାଗି ବାରମ୍ବାର ଶିଶୁଭବନ ଦୌଡି ଦୌଡି ନୟାନ୍ତ ହେଲେଣି ପରିବାର ଲୋକେ ।
ଦିନେ ଏକା ସାଙ୍ଗରେ ବଜାର ବୁଲୁଥିଲେ, ଫଟୋ ବି ଉଠାଉଥିଲେ । ହେଲେ ଏବେ ତାଙ୍କ ଫଟୋରେ ଫୁଲ ଦେଉଛନ୍ତି ପରିବାର ଲୋକ । କଥାଟା ଶୁଣିବାକୁ ଅଡୁଆ ଲାଗୁଥିଲେ ବି ପୂରା ସତ । ସ୍ୱାମୀ କି ଶାଶୂଘର ଲୋକ ବୋହୂକୁ ନିର୍ଯାତନା ଦେଇନାହାନ୍ତି ବରଂ ସ୍ତ୍ରୀର...
ମାସ ସାରା ...ବର୍ଷ ସାରା...ମଂଚା ଉପରେ ବିତୁଛି ଜୀବନ । କି ଖରା କି ବର୍ଷା, ଢାଉଁ ଢାଉଁ ବାଜା ନବାଜିଲେ ସବୁ ଫସଲକୁ ଦଳିମକଚି ନଷ୍ଟ କରିଦେବେ ହାତୀ। ବାରମ୍ବାର ଗୁହାରି କରିବା ପରେ ବି ଶୁଣୁନି ପ୍ରଶାସନ
ମୂଳରୁ ନୂଆ ଘର ହୋଇନି, ପୁରୁଣାକୁ ଭାଙ୍ଗିଦେଲେ । ପାଠ ପଢିବାକୁ ବାରଦୁଆର ଶୁଣ୍ଢିପିଣ୍ଡା ହେଉଛନ୍ତି ପିଲା । ପ୍ରଶାସନ କହୁଛି ବର୍ଷା ପାଇଁ କାମ ଡେରି ହେଉଛି...।
ନିଜ ଜାତିର ଝିଅଙ୍କୁ ବିବାହ କରି ଗାଁରୁ ବାସନ୍ଦ ୧୦୦ରୁ ଅଧିକ ପରିବାର । ଯଦି ବାହାହେବ ଗାଁ ଭିତରେ, ନହେଲେ ପୁରା ପରିବାରକୁ ବାସନ୍ଦ । ସଂପର୍କୀୟ ହେଲେ ଚଳିବ ମାତ୍ର ଅନ୍ୟ ଗାଁରେ ବିବାହ ମନା । ପୁଅ ହୁଅନ୍ତୁ କି ଝିଅ, ଯୋଗ୍ୟତା ଯାହାବି...
ପାଣିରେ ପଶି ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଉଛନ୍ତି ଦେଶର ଭବିଷ୍ୟତ । ପୋଖରୀ ପାଲଟିଛି ବିଦ୍ୟାଳୟ ପରିସର । ମଇଳା ପାଣି ଓ କାଦୁଅରେ ପଶି ଯାଆସ କରୁଛନ୍ତି ଛାତ୍ରଛାତ୍ରୀ..
ମୁଣ୍ଡ ଉପରେ ସାହାରା ପାଇଁ କାହାର ହାତ ନାହିଁ କି ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ.. ଏପଟେ କୋଳରେ ୬ଟି କଅଁଳ ଜୀବନ… ମଥାର ସିନ୍ଦୂର ଲିଭିଗଲା ପରେ.. ମାଡ଼ିବସିଛି ଦୁଃଖର ପାହାଡ଼..ଏ ହେଉଛି ଜଣେ ଅସହାୟ ମାଆର କାହାଣୀ..
ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ବିଦେଶୀ ଅତିଥିଙ୍କୁ ଭେଟି ମୁଁ ବହୁତ ଖୁସି: ସୁବାସୋ ମହାନ୍ତ
ଓଡ଼ିଶାରେ ଉଦବେଗଜନକ ଭାବେ ବଢ଼ିଚାଲିଛି ଆତ୍ମହତ୍ୟା ହାର। ସାରା ଦେଶରେ ଏହା ୧୨ ପ୍ରତିଶତ ଥିବାବେଳେ ଜାତୀୟ ହାରକୁ ଟପି ଓଡିଶାରେ ରହିଛି ୧୨.୩ ପ୍ରତିଶତ। ବିଶେଷ କରି ଯୁବବର୍ଗଙ୍କ ମଧ୍ୟରେ ଆତ୍ମହତ୍ୟା ହାର ବୃଦ୍ଧି ପାଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସର୍ବେକ୍ଷଣ ଅନୁସାରେ ସାରା ବିଶ୍ୱରେ...