• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

amit sahah
ଆସାମ ପରେ ମଣିପୁର ଗସ୍ତ କରିବେ ଅମିତ ଶାହା

ଉତ୍ତରପୂର୍ବ ରାଜ୍ୟ ଗସ୍ତରେ କେନ୍ଦ୍ରଗୃହମନ୍ତ୍ରୀ ଅମିତ୍ ଶାହ। ଆସାମ ପରେ ଆଜି ମଣିପୁର ଯିବେ ଶାହ।  ଗତକାଲି ଆସାମ ଗୌହାଟି ଗସ୍ତ କରି ଏକାଧିକ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ବିଜେପି ଅମଳରେ ଆସାମରେ ଶାନ୍ତି ଫେରିଛି। ବୋଡୋଲ୍ୟାଣ୍ଡ ଚୁକ୍ତି ପରେ ଯୁବକମାନେ ବନ୍ଧୁକ ଛାଡ଼ି ସମାଜର ମୁଖ୍ୟସ୍ରୋତକୁ...

farmer
କେନ୍ଦ୍ର ସରକାରଙ୍କ ସହ ଆଲୋଚନା ପାଇଁ ରାଜି ହେଲେ ଚାଷୀ

ଦୀର୍ଘ ଦିନର ଆନ୍ଦୋଳନ ପରେ ଶେଷରେ ଆଲୋଚନା ପାଇଁ ରାଜି ହେଲେ ଚାଷୀ। କେନ୍ଦ୍ର ସରକାରଙ୍କ ସହ ଆଲୋଚନା ପାଇଁ ରାଜି ହୋଇଛନ୍ତି ଆନ୍ଦୋଳନରତ ଚାଷୀ। ଆସନ୍ତା ୨୯ ତାରିଖରେ ଆଲୋଚନା ପାଇଁ ଚଷୀ ନେତା ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି।

loot
ବରିଷ୍ଠଙ୍କୁ ଟାର୍ଗେଟ କରୁଛନ୍ତି ଲୁଟେରା

ପୁଣି ଲୁଟେରାଙ୍କ ଟାର୍ଗେଟରେ ବରିଷ୍ଠ ନାଗରିକ। ଚାଲି ଚାଲି ଯାଉଥିବାବେଳେ ଜଣେ ବୃଦ୍ଧାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ।  ଗଂଜାମ ହିଞ୍ଜିଳିକାଟୁ ବଇଞ୍ଚ ଶ୍ୟାମଳାଇ ନଗରରେ ଘଟିଛି ଏହି ଘଟଣା। ସେହି ଅଂଚଳର ବାସନ୍ତୀ ସାହୁ ଚାଲି ଚାଲି ଘରକୁ ଫେରୁଥିବାବେଳେ ପଛପଟୁ ବାଇକରେ ୨ ଜଣ...

d-brothers
ଆଜି କୋର୍ଟରେ ହାଜର ହେବେ ଗ୍ୟାଙ୍ଗଷ୍ଟର୍ ଡି ବ୍ରଦର୍ସ

ସରିଲା ଗ୍ୟାଙ୍ଗଷ୍ଟର୍ ଡି ବ୍ରଦର୍ସଙ୍କ ୩ ଦିନିଆ ରିମାଣ୍ଡ୍ ଅବଧି। ଆଜି ସେମାନଙ୍କୁ କଟକ ଜେଏମ୍ଏଫସି କୋର୍ଟରେ ହାଜର କରିବ କମିଶନରେଟ୍ ପୋଲିସ। ଧଳସାମନ୍ତ ଭ୍ରାତା ସୁଶାନ୍ତ ଓ ସୁଶୀଲଙ୍କୁ ପୋଲିସ ଆଉ ରିମାଣ୍ଡରେ ନେବାକୁ ଆବେଦନ କରିନପାରେ ବୋଲି ସୂଚନା ମିଳିଛି।

Police
ଆଜିଠୁ ଆରମ୍ଭ ହେବ ୬୨ ତମ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସମ୍ମିଳନୀ

ଆଜିଠୁ ଆରମ୍ଭ ହେଉଛି ୬୨ତମ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସମ୍ମିଳନୀ। ଏଥିରେ ରାଜ୍ୟର ସମସ୍ତ ଜିଲ୍ଲାର ଆରକ୍ଷୀ ଅଧିକ୍ଷକ। ସଶସ୍ତ୍ର ବାଟାଲିୟନର କମାଣ୍ଡାଣ୍ଟ, ରେଞ୍ଜ ଆଇଜି ଏବଂ ଡିଆଇଜି ଉପସ୍ଥିତ ରହିବେ। ଏହାସହ ଭିଜିଲାନ୍ସ, ଜେଲ୍ ଏବଂ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର ବରିଷ୍ଠ ଅଧିକାରୀମାନେ ମଧ୍ୟ...

jawan
ଶୀତକୁ ଖାତିର ନାହିଁ, ଦେଶ ସରକ୍ଷା ପାଇଁ ସୀମାରେ ସଜାଗ ଯୱାନ

ହାଡ଼ ଭଙ୍ଗା ଜାଡ଼କୁ ଖାତିର ନ କରି ଦେଶ ସେବାରେ ନିଜକୁ ନିୟୋଜିତ କରିଛନ୍ତି ଯବାନ।  କାଶ୍ମୀର ହେଉ କିମ୍ବା ସୀମା ସଲଗ୍ନ ଯେ କୌଣସି ସ୍ଥାନ। ସବୁଠି ସଦାବେଳେ ତତ୍ପର ଭାରତୀୟ ବୀର ଯବାନ।  ପ୍ରତିକୁଳ ପରିସ୍ଥିତି ସତ୍ତ୍ୱେ ସେନା ନିଜର ପାଟ୍ରୋଲିଂ ଓ  ସର୍ଚ୍ଚ ଅପରେସନକୁ...

winter
ଶୀତରେ ଥରୁଛି ସାରା ଓଡିଶା

ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ରାଜ୍ୟରେ ୯ଟି ସ୍ଥାନରେ ୧୦ ଡିଗ୍ରୀ ତଳକୁ ଖସି ଆସିଛି ପାରଦ। ଜାଡ଼ରେ ଥରୁଛି ସାରା ରାଜ୍ୟ। ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଥଣ୍ଡାର ପ୍ରକୋପ। ଗତକାଲି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଦଶମିକ ୫ ଡିଗ୍ରୀ...

puri
ଆଜି ଦ୍ୱିତୀୟ ଦିନ ଲାଗି ଜଗା ଦର୍ଶନ କରୁଛନ୍ତି ପୁରୀବାସୀ

ଆଜି ଦ୍ୱିତୀୟ ଦିନ ପାଇଁ ଜଗା ଦର୍ଶନ କରିବେ ପୁରୀ ବାସିନ୍ଦା। ଆଜି ୪, ୧୩, ୧୬, ୧୮, ୨୦ ନମ୍ବର ୱାର୍ଡ ବାସିନ୍ଦା ଶ୍ରୀମନ୍ଦିରକୁ ପ୍ରବେଶ କରି ଶ୍ରୀଜିଉଙ୍କୁ ଦର୍ଶନ କରିବା ପାଇଁ ଅନୁମତି ରହିଛି। କରୋନା ପାଇଁ ଦୀର୍ଘ ୯ ମାସ ହେଲା ବନ୍ଦ ଥିଲା...

lord lingaraj
ଆଜି ଖୋଲିବ ଲିଙ୍ଗରାଜ ମନ୍ଦିର

୯ ମାସର ପ୍ରତୀକ୍ଷାର ଅନ୍ତ। ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲୁଛି ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର। ପ୍ରଥମ ପର୍ଯ୍ୟାୟରେ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ରହିଛି। ଆଜିଠୁ ଆସନ୍ତା ୩୧ ତାରିଖ ଯାଏ ସେବାୟତଙ୍କ ପରିବାର ହିଁ ଦର୍ଶନ କରିବେ ବୋଲି ସୂଚନା ରହିଛି। ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ...

2020 politics
୨୦ରେ ଚର୍ଚ୍ଚାରେ ଥିଲେ ଏହି ୨୦ ନେତା: ଜାଣନ୍ତୁ କିଏ କାହିଁକି ହୋଇଥିଲେ ଚର୍ଚ୍ଚିତ

୨୦୨୦ ମସିହାରେ ରାଜ୍ୟଠଉ ଦେଶର ରାଜନୀତି ବେଶ ଚର୍ଚ୍ଚିତ ଓ ଘଟଣା ବହୁଳ ଥିଲା। କରୋନା ମହାମାରୀ ବି ରାଜନୀତିରେ ପୁନଚ୍ଛେଦ ଟାଣିପାରିନଥିଲା। ତେବେ କେଉଁ ନେତା ନିଜ କାମ ଲାଗି ଚର୍ଚ୍ଚାରେ ରହିଥିଲେ ତ ଆଉ କେଉଁ ନେତା ନିଜ ବିବାଦୀୟ ମନ୍ତବ୍ୟ ଓ ବିବାଦୀୟ କାମ...

Modi-farmers
ଚାଷୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ଓ ସୁଶାସନ ଦିବସ ଅବସରରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଛି। ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ କିସ୍ତି ଜାରି କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ୯ କୋଟି ଚାଷୀଙ୍କ ଆକାଉଣ୍ଟକୁ ୧୮ ହଜାର କୋଟି ଟଙ୍କା ଟ୍ରାନ୍ସଫର...

delhi-farmers-protest
କେନ୍ଦ୍ରର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଚାଷୀ: କଣ କହିଲା ସଂଗଠନ?

ଆଲୋଚନା ପାଇଁ କେନ୍ଦ୍ର ସରକାର ଦେଇଥିବା ପ୍ରସ୍ତାବକୁ ଚାଷୀମାନେ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଚାଷୀ ସଂଗଠନଗୁଡ଼ିକ କହିଛନ୍ତି, ସରକାର ଆମ ଦାବିକୁ ଗୁରୁତ୍ୱ ଦେଉ ନାହାନ୍ତି କି ଏଥି ପ୍ରତି ଗମ୍ଭୀର ନୁହଁନ୍ତି ସରକାର। ଯଦି ଆଇନ ପ୍ରତ୍ୟାହାର ପାଇଁ ରାଜି ନ ହୁଅନ୍ତି, ଆଲୋଚନାର କିଛି ମୂଲ୍ୟ ନାହିଁ।

Bijara temple
୨୯ ରୁ ଖୋଲିବ ବିରଜା ମନ୍ଦିର, କିନ୍ତୁ ଏହି ଦିନଠୁ ପୁଣି ରହିବ ବନ୍ଦ

ଆସନ୍ତା ୨୯ରୁ ଖୋଲିବ ଯାଜପୁରର ମା ବିରଜା ମନ୍ଦିର। ସକାଳ ୬ରୁ ସନ୍ଧ୍ୟା ୫ ଯାଏଁ ଦର୍ଶନ କରିପାରିବେ ଭକ୍ତ, ଗହଳି ଏଡ଼ାଇବାକୁ ଜାନୁଆରୀ ୧,୨ ଓ ୩ ତାରିଖ ମନ୍ଦିର ବନ୍ଦ ରହିବ: ସାମ୍ବାଦିକ ସମ୍ବିଳନୀରେ ସୂଚନା ଦେଲେ ଯାଜପୁର ଜିଲ୍ଲାପାଳ। ତେବେ କରୋନା ଲାଗି ପାଖାପାଖି...

Ganjam Collector
ହେଡକ୍ୱାର୍ଟର ନଛାଡିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଗଞ୍ଜାମ ଜିଲ୍ଲାରେ କୋଭିଡ୍ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ।  ଆସନ୍ତା ୨୯ ତାରିଖ ଯାଏଁ ପ୍ରତିଦିନ ୨ଟି ବ୍ଲକ ବୁଲିବ ଏହି ରଥ। ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ପରେ ବ୍ରିଟେନରୁ ୩ ଜଣ ବ୍ରହ୍ମପୁର ଫେରିଛନ୍ତି ଏବଂ ଜଣଙ୍କୁ ଚିହ୍ନଟ...

puri
ଜଗା ଦର୍ଶନ କରୁଛନ୍ତି ସେବାୟତ ପରିବାର

୯ ମାସ ପରେ ଖୋଲିଛି ଶ୍ରୀମନ୍ଦିର। ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଶ୍ରୀକ୍ଷେତ୍ରରେ ଜଗା ଦର୍ଶନର ଆଜି ତୃତୀୟ ଦିନ। ପ୍ରଥମେ ଶ୍ରୀମନ୍ଦିର ସେବାୟତ ଓ ତାଙ୍କ ପରିବାର ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି କରୋନା ସ୍ଥିତିରେ ଦର୍ଶନ ଲାଗି ଜାରି ହୋଇଛି ସ୍ୱତନ୍ତ୍ର ଏସ୍ଓପି । ସେବାୟତ ପରିବାରର ଲୋକମାନେ...

Modi
ଚାଷୀଙ୍କ ସହ ପୁଣି ଆଲୋଚନା କରିବ କେନ୍ଦ୍ର ସରକାର

ଚାଷୀଙ୍କୁ ପୁଣି ଆଲୋଚନା ପାଇଁ ଡାକିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର କୃଷି ମନ୍ତ୍ରଣାଳୟର ଏହି ଚିଠିରେ ଚାଷୀ ସଂଗଠନମାନଙ୍କୁ ସେମାନଙ୍କ ସୁବିଧା ଅନୁସାରେ ଆଲୋଚନା ପାଇଁ ଆସିବାକୁ କୁହାଯାଇଛି। ପୂର୍ବରୁ କିଛି ସଂଗଠନକୁ କେନ୍ଦ୍ର ଜାଣିଶୁଣି ଭିନ୍ନ ଭିନ୍ନ ତାରିଖରେ ଆଲୋଚନା ପାଇଁ ଡାକି ବିଭାଜନ ସୃଷ୍ଟି କରୁଛି...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି