• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Pari bjp
ପରୀ ଆନ୍ଦୋଳନ: ଗାଁ ଗାଁ ଘର ଘରକୁ ନେବ ବିଜେପି

ପରୀକୁ ନ୍ୟାୟ ପାଇଁ ବିଜେପିର ୫ ଦିନିଆ ପଦଯାତ୍ରା ଶେଷ ହୋଇଥିଲେ ମଧ୍ୟ ଏହି ଆନ୍ଦୋଳନ ଆଗକୁ ଗାଁ ଗାଁ ଏବଂ ଘର ଘରକୁ ନିଆଯିବ ବୋଲି ଦଳ ପକ୍ଷରୁ କୁହାଯାଇଛି। ଗତକାଲି ଇଟାମାଟିରୁ ଆରମ୍ଭ କରିଥିବା ଏହି ଯାତ୍ରା ସାରେ ଯଦୁପୁରରେ ପହଂଚିଥିଲା। ଗାଁରେ ପହଞ୍ଚିବା ପରେ...

puja
ଟାୟାରରୁ ତିଆରି ହେଉଛି ସୁନ୍ଦର ସୁନ୍ଦର ଜୋତା

ବ୍ୟବହାର ପରେ ଅଦରକାରୀ ଟାୟାରକୁ ଲୋକେ ବାହାରେ ଫୋପାଡି ଦିଅନ୍ତି। କିନ୍ତୁ ଏଥିରୁ ଯେ ଏତେ ସୁନ୍ଦର ଉପଯୋଗୀ ଜିନିଷ ତିଆରି ହୋଇପାରିବ, ତାହା କେହି ଭାବି ନଥାନ୍ତି ଯାହା କରି ଦେଖାଇଛନ୍ତି ମହାରାଷ୍ଟ୍ର ପୁଣେର ଜଣେ ମହିଳା ଟାୟାରରୁ ତିଆରି କରୁଛନ୍ତି ସୁନ୍ଦର ସୁନ୍ଦର ଜୋତା ଓ...

Mamata banarjee
ମଞ୍ଚ ଉପରେ ନାଚିଲେ, ଝୁମିଲେ ମମତା ବାନାର୍ଜୀ

ନାଚିଲେ ମମତା ବାନାର୍ଜୀ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନାଚକୁ ନେଇ ଏବେ ଜୋରଦାର ଚର୍ଚ୍ଚା। କୋଲକାତାରେ ଆରମ୍ଭ ହୋଇଥିବା ସଙ୍ଗୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ।  ଏହି ସମୟରେ ମଞ୍ଚରେ ଉପସ୍ଥିତ ଥିବା ଆଦିବାସୀ କଳାକାର ନାଚିଥିଲେ। ଯାହାକୁ ଦେଖି ଖୋଦ୍ ମୁଖ୍ୟମନ୍ତ୍ରୀ...

FasTag
ଜାନୁଆରୀ ପହିଲାରୁ ଟୋଲ୍ ଗେଟରେ ବାଧ୍ୟତାମୂଳକ ହେବ ଫାସଟ୍ୟାଗ୍

ଦେଶର ସମସ୍ତ ଟୋଲଗେଟରେ ଫାଷ୍ଟ ଟ୍ୟାଗ୍ ବ୍ୟବସ୍ଥା କରାଯିବା ସହ ଗାଡ଼ି ଚାଳକ ଏଥିପ୍ରତି ସଚେତନ ହୋଇ ଫାଷ୍ଟଟ୍ୟାଗ୍ ବ୍ୟବହାର କରିବାକୁ ସେ ଆହ୍ୱାନ ଦେଇଛନ୍ତି।

winter
ଥରୁଛି ଓଡିଶା: ଜାଣନ୍ତୁ କେତେ ଦିନ ପରେ କମିବ ଶୀତ

ଉପକୂଳରୁ ଉତ୍ତର, ପୂର୍ବରୁ ପଶ୍ଚିମ। ସବୁଠି ଜାଡ଼ ଓ ଥଣ୍ଡାର ପ୍ରକୋପ । ସାରା ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ । ସକାଳ ୯ଟା ନବାଜିଲେ ସୂର୍ଯ୍ୟ ଦେବଙ୍କ ଦର୍ଶନ ମିଳୁନି। ଯଦି ବି ମିଳୁଛି ତେବେ କୋହଲା ପାଗ ଲାଗି ରହୁଛି। ସଂଧ୍ୟା ବେଳେ ଶୀତର...

Karnjia
୨୮ ବର୍ଷ ହେଲାଣି ସରିପାରୁନାହିଁ ପ୍ରକଳ୍ପ?

ଅଧପନ୍ତରିଆ ଭାବେ ପଡ଼ି ରହିଛି ମୟୁରଭଞ୍ଜ ହାତିବାରୀରେ ନିର୍ମାଣ ହେଉଥିବା ଦେଓ ଜଳ ପ୍ରକଳ୍ପ। ଜମି ଅଧିଗ୍ରହଣ ଓ ବିସ୍ଥାପନ ସମସ୍ୟା ଯୋଗୁଁ ଦୀର୍ଘ ବର୍ଷ ହେଲା ପ୍ରକଳ୍ପ ଆଗକୁ ବଢ଼ି ପାରୁନି। ୫୨ କୋଟି ଟଙ୍କାର ବ୍ୟୟ ଅଟକଳ ଏବେ ୯୦୦ କୋଟି ଟଙ୍କା ହୋଇଗଲାଣି।

D-BROTHERS
ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭାଇଙ୍କୁ ୩ ଦିନ ରିମାଣ୍ଡରେ ନେଲା ପୋଲିସ

ସିଡିଏ ଘରୁ ପୁଳି ପୁଳା ଗୁଳି ଓ ବନ୍ଧୁକ ଜବତ ହେବା ମାମଲାରେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭାଇଙ୍କୁ ୩ ଦିନ ପାଇଁ ରିମାଣ୍ଡରେ ନେଇଛି ପୋଲିସ୍। ଜେଲରେ ଥାଇ କଟକରେ ଡି ବ୍ରଦର୍ସ କିପରି ଚଳାଇଥିଲେ ବନ୍ଧୁକ କାରବାର?

pm-modi
ଚାଷୀଙ୍କୁ ଆଜି କଣ କହିବେ ମୋଦି?

ଆଜି ପୁଣି ଚାଷୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୬ଟି ରାଜ୍ୟର ଚାଷୀଙ୍କ ସହ ମୋଦି ନୂଆ କୃଷି ଆଇନ ସଂପର୍କରେ ଆଲୋଚନା କରିବେ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ଅବସରରେ ମଧ୍ୟାହ୍ନରେ ଚାଷୀଙ୍କ ସହ ସେ ଭିଡିଓ କନ୍ଫରେନ୍ସ ଆଲୋଚନା କରିବେ...

Bhubaneswar ANM
ଶୀତ କାକରରେ ଥରି ଥରି ବଡଦିନ ପାଳିଲେ ଏଏନଏମ କର୍ମୀ

ଖୋଲା ଆକାଶ ତଳେ ପଡ଼ି ରହିଛନ୍ତି ଏଏନ୍ଏମ୍ କର୍ମୀ।  ଛଟେଇକୁ ବିରୋଧ ଓ ସ୍ଥାୟୀ ନିଯୁକ୍ତି ଦାବିରେ ଜାରି ରହିଛି ଆନ୍ଦୋଳନ। ଗତ ମାସଠାରୁ ଧାରଣାରେ ବସିଥିବା ଏନ୍ଏମ୍ ଓ ସ୍ୱାସ୍ଥ୍ୟ କର୍ମୀ ମାନେ ଧାରଣା ସ୍ଥଳରେ ପାଳନ କରିଛନ୍ତି ବଡ଼ ଦିନ। ସ୍ୱାସ୍ଥ୍ୟକର୍ମୀ ମାନେ ଏକତ୍ରିତ ହୋଇ...

Christmas Day
ଧରାବତରଣ କଲେ ପ୍ରଭୁ ଯୀଶୁ, କରୋନା କଟକଣା ମଧ୍ୟରେ ପାଳନ ହେଉଛି ବଡଦିନ

ଧରାପୃଷ୍ଟରେ ଅବତରଣ କରିଛନ୍ତି ପ୍ରଭୁ ଯୀଶୁ। ଆଜି ମଧ୍ୟରାତ୍ରୀରେ ପ୍ରଭୁ ଯୀଶୁ ମେରୀଙ୍କ କୋଳ ମଣ୍ଡନ କରିଛନ୍ତି ।ଯେଉଁ ଦିବ୍ୟ ମୁହୂର୍ତ୍ତକୁ ଅନେଇ ବସିଥିଲେ ଖ୍ରୀଷ୍ଟ ଧର୍ମାବଳମ୍ବୀ ସେହି ସମୟ ଆସି ପହଞ୍ଚିଥିଲା। କରୋନା କଟକଣା ଯୋଗୁ ପୂର୍ବ ବର୍ଷ ଭଳି ଏଥର ନଥିଲା ସେହି ସରାଗ

bothra on gamucha
ଗାମୁଛା କହିବ ହତ୍ୟାକାଣ୍ଡର କଳା କାହାଣୀ?

ସରୋଜ ଘରୁ ମିଳିଥିବା ଗାମୁଛା ଘଟଣା ସମ୍ପର୍କରେ ପୂରା ତଥ୍ୟ ଦେବ ବୋଲି କହିଲେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା। ପରୀକୁ ବୋହିବା ପରେ ତା' ଦେହରୁ ବାହାରିଥିବା ରକ୍ତକୁ ସେ ଗାମୁଛାରେ ପୋଛିଥିଲା ସରୋଜ। ତେବେ ସେହି ଗାମୁଛା ସରୋଜ ଘରୁ ଜବତ କରାଯାଇଛି।

bothra4656
ପରୀ ହତ୍ୟା ସମ୍ପର୍କରେ ଜାଣିଥିଲେ ପରିବାର ଲୋକେ?

ସରୋଜର କାରାନାମା ସମ୍ପର୍କରେ ଜାଣିଥିଲେ ପରିବାର ଲୋକେ। କିଛି ଏମିତି କଥା କହିଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା। ଏହାସହ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଘଟଣା ସମ୍ପର୍କରେ ପରିବାରର କେହି ଜଣେ ସଦସ୍ୟ ଜାଣିଥିଲେ। ପରିବାରର କେହି ନା କେହି ଏହା ସମ୍ପର୍କରେ ଜାଣିଛନ୍ତି ବୋଲି...

Bothra
କେମିତି କରିଥିଲା ହତ୍ୟା? ଡେମୋ ଦେଖାଉଛି ସରୋଜ...

ନୟାଗଡ ପରୀ ହତ୍ୟା ମାମଲାରେ ଘଣ୍ଟାକୁ ଘଣ୍ଟା କିଛି ନା କିଛି ନୂଆ ତଥ୍ୟ ଆସିବାରେ ଲାଗିଛି । ତେବେ ବର୍ତ୍ତମାନ ସମୟରେ ମିଳିଥିବା ସୂଚନା ଅନୁସାରେ, ଘଟଣା ସ୍ଥଳକୁ ଯାଇ ଡେମୋ ଦେଖାଇଛି ସରୋଜ। ହତ୍ୟା ଘଟିଥିବା ସ୍ଥାନ ଅର୍ଥାତ ଯଦୁପୁରକୁ ନେଇ ସରୋଜକୁ ଡେମୋ କରାଇଲା...

bothra555
ପରୀ ହାଡକୁ ନେଇ ମହାଖୁଲାସା କଲେ ଅରୁଣ ବୋଥ୍ରା: ଜାଣନ୍ତୁ କଣ କହିଲେ...

ପରୀ ମାମଲାରେ ପୁଣି ଏକ ମହାଖୁଲାସା କରିଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା। ବୋଥ୍ରା କହିଛନ୍ତି ଯେ, ପରୀର କୌଣସି ହାଡ ନିଖୋଜ ହୋଇନାହିଁ। ପୋଷ୍ଟମର୍ଟମ ରିପୋର୍ଟରେ କୌଣସି ହାଡ ନଥିବା କଥା କୁହାଯାଇନାହିଁ। ହାଡ ମିଳିନଥିବା ସମ୍ପର୍କରେ ବିଶେଷଜ୍ଞ ଡାକ୍ତରମାନେ କିଛି କହିନାହାନ୍ତି ବୋଲି ବୋଥ୍ରା କହିଛନ୍ତି।

pathak
ପାଠକ ବାପା ଓ ପୁଅଙ୍କ ଜାମିନ ଆବେଦନ ଖାରଜ

ପାଠକ ବାପା ଓ ପୁଅଙ୍କ ଖାରଜ ହେଲା ଜାମିନ। ଭୁବନେଶ୍ୱର ସ୍କାଏ କିଙ୍ଗ ୬୫ ଲକ୍ଷ ଟଙ୍କା ଠକେଇ ମାମଲାରେ ଜାମିନ  ଆବେଦନ ଖାରଜ କଲେ କୋର୍ଟ। ମିଳିଥିବା ସୂଚନା ଅନୁସାରେ,  ଜାମିନ ଆବେଦନ ଖାରଜ କରିଛନ୍ତି ଏଡିଜେ-୩ କୋର୍ଟ

Pradeep panigrahi
ଜେଲରେ ଆଇନଜୀବୀଙ୍କୁ ଭେଟିପାରିବେ ପ୍ରଦୀପ ପାଣିଗ୍ରାହୀ

ଜେଲରେ ଓକିଲଙ୍କୁ ଭେଟିପାରିବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଧାୟକ ପ୍ରଦୀପ ପାଣିଗ୍ରାହୀ ମାମଲାରେ ରିଟ୍ ଆବେଦନର ବିଚାର କରି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।ଜେଲରେ ଓକିଲଙ୍କ ସହ ପ୍ରଦୀପଙ୍କର ଆଲୋଚନା ହୋଇପାରିବ।

HighCourt
ପରୀ ମାମଲାରେ ଚାର୍ଜସିଟ୍ ଦାଖଲ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ପରୀ ମାମଲାରେ ଚାର୍ଜସିଟ୍ ଦାଖଲ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଘଟଣାର ତଦନ୍ତ କରୁଥିବା ଏସଆଇଟିକୁ ଚାର୍ଜସିଟ୍ ଦାଖଲ କରିବା ଲାଗି ଦେଲେ ନିର୍ଦ୍ଦେଶ।

Pradeep
ଜେଲରୁ ମୁକୁଳି ପାରିବେ ନାହିଁ ପ୍ରଦୀପ ସେଠୀ

ଜେଲରୁ ଏବେ ବାହାରି ପାରିବେନି ଚିଟଫଣ୍ଡ ଦୁର୍ନୀତିର ଦୋଷୀ ସାବ୍ୟସ୍ତ ପ୍ରଦୀପ ସେଠୀ। ୭ବର୍ଷ ଜେଲରେ କଟାଇଥିବାରୁ ତାଙ୍କୁ ମୁକ୍ତ କରିବାକୁ ଆବେଦନ କରି ପ୍ରଦୀପ ସେଠୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟର ଦୁଇଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରି ଆବେଦନକୁ ଖାରଜ କରି ଦେଇଛନ୍ତି।

pari
ଆଜି ସନ୍ଧ୍ୟାରେ ପକ୍ସୋ କୋର୍ଟରେ ହାଜର ହେବ ସରୋଜ ସେଠୀ

ବହୁ ଚର୍ଚ୍ଚିତ ନୟାଗଡ ନାବାଳିକା ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଅଭିଯୁକ୍ତ ସରୋଜ ସେଠୀଙ୍କ ରିମାଣ୍ଡ ଅବଧି ଆଜି ଶେଷ ହେଉଛି। ଅଧିକ ତଥ୍ୟ ସଂଗ୍ରହ ପାଇଁ ଏସଆଇଟି ସରୋଜଙ୍କୁ ତିନିଦିନ ପାଇଁ ରିମାଣ୍ଡରେ ନେଇଥିଲା। ଆଜି ସନ୍ଧ୍ୟାରେ ସରୋଜକୁ ନୟାଗଡ ପକ୍ସୋ କୋର୍ଟରେ ହାଜର କରାଯିବ।

bjp
ପରୀ ପାଇଁ ବିଜେପି ପଦଯାତ୍ରାର ଆଜି ଅନ୍ତିମ ଦିନ

ନୟାଗଡ଼ ପରୀ ପାଇଁ ବିଜେପିର ପଦଯାତ୍ରାର ଆଜି ଅନ୍ତିମ ପର୍ଯ୍ୟାୟ। ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରୁ ବାହାରିଥିବା ପଦଯାତ୍ରା ଇଟାମାଟିରେ ପହଞ୍ଚିଛି। ଆଜି ଇଟାମାଟିରୁ ବିଜେପି ନେତା ଓ କର୍ମୀ ଯଦୁପୁର ଯିବେ। ଯଦୁପୁର ସିଦ୍ଧେଶ୍ୱର ମନ୍ଦିର ନିକଟରେ ପହଞ୍ଚିବା ପରେ ସେଠାରେ ପୂଜାର୍ଚ୍ଚନା କରାଯିବ।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି