• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

bjp
SCPCR ରେ ବିଜେପି ଓ କଂଗ୍ରେସର ବିକ୍ଷୋଭ

SCPCRରେ ବିଜେପି, କଂଗ୍ରେସର ବିକ୍ଷୋଭ ।  ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ କାର୍ଯ୍ୟାଳୟ  ଆଗରେ ବିକ୍ଷୋଭ ପ୍ରଦର୍ଶନ ।  ପରୀ ଓ ଶିଶୁ ନିଖୋଜ ପ୍ରସଙ୍ଗରେ ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ । ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ।

jagi-mangat
ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗରେ ହାଜର ହେଲେ ଓଟିଭି ଏମଡି

ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗରେ ହାଜର ହେଲେ ଓଟିଭି ଏମଡି ।  ଭିଡିଓ କନଫରେନସିଂ ଜରିଆରେ ଓଟିଭି ଏମଡି ଜଗୀ ମଙ୍ଗତ ପଣ୍ଡା ହାଜର ହୋଇଛନ୍ତି । 

sura routray
''ପ୍ରମାଣ ନାହିଁ, କେବଳ ପବ୍ଲିସିଟି ପାଇଁ ଓଟିଭି ଷ୍ଟାଫଙ୍କୁ ଗିରଫ କରାଯାଉଛି "

ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲାରେ ଗିରଫଦାରି ଘଟଣା । ତୀବ୍ର ପ୍ରତିକ୍ରିୟା ପ୍ରକାଶ କଲେ କଂଗ୍ରେସ ବିଧାୟକ ସୁର ରାଉତରାୟ । କହିଲେ, ଏମିତି ଗିରଫଦାରି ଅନ୍ୟାୟ

chief secretery
ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଜିଲ୍ଲାରେ ଧର୍ମାନୁଷ୍ଠାନ ଖୋଲିବ ନା, ନାହିଁ ସେ ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ମନ୍ଦିର ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ହାତରେ ରହିଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

otv
ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା : ଓଟିଭି ରଖିଲା ପ୍ରତିକ୍ରିୟା

ଭୁବନେଶ୍ୱର ନାବାଳିକ ଗଣଦୁଷ୍କର୍ମ ମାମଲାରେ ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗତକାଲି ରାତିରେ ୪ ଜଣଙ୍କୁ ଗିରଫ କରାଯାଇଛି । ତେହବ ଏହାରି ମଧ୍ୟରେ ଓଟିଭିର କର୍ମଚାରୀ ମଧ୍ୟ ରହିଛନ୍ତି

balasore case
ଯମ ଦୂତ ସାଜିଲେ ନିଜ ଲୋକ : ଗାଁ ଦାଣ୍ଡରୁ ଉଠାଇ ନେଲେ, ପୋଖରୀ କୂଳରେ...

ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅଞ୍ଚଳରୁ ନାବାଳିକା ନିଖୋଜ ଘଟଣାର ପର୍ଦ୍ଦାଫାସ । ପରକୀୟା ପ୍ରୀତି ସମ୍ପର୍କରେ ଜାଣି ଯିବାରୁ ନାବାଳିକାକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ପୋଲିସ ସୂଚନା ଦେଇଛି

Ashwini Choubey
ବୁଥରେ ମିଳିବ କରୋନା ଟୀକା

ବୁଥରେ ଦିଆଯିବ କରୋନା ଟିକା । ଲୋକଙ୍କୁ କରୋନା ଟିକା ଦେବାକୁ ଭୋଟ୍ ସମୟରେ ପୋଲିଂ ବୁଥ ଭଳି ବୁଥ୍ ପ୍ରସ୍ତୁତ କରାଯିବ । ଏହି ବୁଥରେ କରୋନା ଟିକା ଦିଆଯିବ । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ

aparajita
କୃଷି ଆଇନ ସମ୍ପର୍କରେ ଲୋକଙ୍କୁ ସଚେତନ କରିବ ବିଜେପି

ତେବେ ବିଜେପି ପକ୍ଷରୁ କୃଷି ଆଇନ ସପକ୍ଷରେ ଲୋକଙ୍କୁ ସଚତେନ କରିବା ଲାଗି ନିଷ୍ପତ୍ତି ହୋଇଛି। ସାରା ଦେଶରେ ୭୦୦ ସାମ୍ବାଦିକ ସମ୍ମିଳନୀ ଓ କୃଷକଙ୍କ ସହ ବୈଠକ କରି, କୃଷି ଆଇନର ଫାଇଦା ସଂପର୍କରେ ଚାଷୀଙ୍କୁ ବୁଝାଇବ ବିଜେପି

arrest
ଇନଫୋସିଟି ଗଣଦୁଷ୍କର୍ମ ମାମଲାରେ ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗତକାଲି ରାତି ଅଧରେ କ୍ରାଇମବ୍ରାଞ୍ଚ ଚଢାଉ କରି ଏହି ୪ ଜଣଙ୍କୁ ଗିରଫ କରିଛିି ।

konark
ବାଲି ଚୋରି ଘଟଣାରେ ପୁଣି ଥରେ ତଦନ୍ତ ଆରମ୍ଭ କରିଛି ଏଏସଆଇ

କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରୁ କର୍ମଚାରୀଙ୍କ ଦ୍ୱାରା ବାଲି ଚୋରିର ପୁନଃ ତଦନ୍ତ କଲା ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ । ବାଲି ଚୋରି ଅଭିଯୋଗ ଆସିବା ପରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ଭେକ୍ଷଣ ସଂସ୍ଥା ଓଡିଶା ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ପୁନର୍ବାର ଏହି ଘଟଣାର ଅନୁସନ୍ଧାନ କରିଛନ୍ତି 

bar
ବାର ଓ ରେଷ୍ଟୁରାଣ୍ଟ ଖୋଲିବାକୁ ଅନୁମତି ଦେବେ କି ସରକାର ?

ଭୁବନେଶ୍ୱର : ଭୁବନେଶ୍ୱରର ବିଭିନ୍ନ ବାର୍ ଓ ରେଷ୍ଟୁରାଣ୍ଟ ଉପରେ ପୋଲିସର ଚଢାଉ ପ୍ରସଙ୍ଗରେ ମୁହଁ ଖୋଲିଛି ବାର ଆଣ୍ଡ ରେଷ୍ଟୁରାଣ୍ଟ ସଂଘ । ଦୀର୍ଘ ୯ ମାସ ଧରି ବାର୍ ଓ ହୋଟେଲ ବନ୍ଦ ରହିବା ଯୋଗୁଁ କର୍ମଚାରୀ ମାନଙ୍କୁ ଦରମା ଓ ଘର ଭଡ଼ା ଦେବାରେ...

jajpur
ଆତ୍ମହତ୍ୟା ଲାଗି କାହିଁକି ଉଦ୍ୟମ କରୁଥିଲେ ମହିଳା?

ନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । ମିଳିଥିବା ସୂଚନା ଅନୁସାରେ, ଯାଜପୁର ପାଣିକୋଇଲି ଥାନା ଆଖୁଆପଦା ନିକଟ ବୈତରଣୀ ନଦୀ ବ୍ରିଜ ଉପରେ ଚଢ଼ି ଜଣେ ମହିଳା ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ

BJP
ପୁରୀ ହାଜତ ମୃତ୍ୟୁ ଘଟଣାରେ ସିବିଆଇ ତଦନ୍ତ ଦାବି କଲା ବିଜେପି

ପୁରୀ ହାଜତ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବି କଲା ବିଜେପି। ଗତ ନଭେମ୍ବର ୧୮ରେ ବାଶେଳି ସାହି ଥାନାରେ କେ.ରମେଶଙ୍କ ହାଜତ ମୃତ୍ୟୁ ଘଟଣାକୁ ଚାପି ଦେବାକୁ ଉଦ୍ୟମ ହେଉଥିବା ଅଭିଯୋଗ ଆଣିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ।

farmer
ଚାଷୀ ଆନ୍ଦୋଳନକୁ ଦୃଷ୍ଟିରେ ରଖି ସୀମାରେ ବଢିଲା ସୁରକ୍ଷା

ନୂଆ କୃଷି ଆଇନ ବିରୋଧରେ ଚାଲିଥିବା କୃଷକଙ୍କ ଆନ୍ଦୋଳନ ଆଜି ୧୮ ଦିନରେ ପହଞ୍ଚିଛି । ଆଜି ଆନ୍ଦୋଳନରେ ସାମିଲ ହୋଇଛନ୍ତି ରାଜସ୍ଥାନର କୃଷକ ଶହ ଶହ କୃଷକ । ଦିଲ୍ଲୀ-ଜୟପୁର ରାଜରାସ୍ତାକୁ ଓହ୍ଲାଇଛନ୍ତି ।

manoj-sahu
ଏବେ ବି କରୋନା ଯାଇଛି, ଢିଲା ଜମା ବି ମାରନି

ଡାଃ ସାହୁ କହିଛନ୍ତି କରୋନା ଏବେ ବି ଅଛି, ଯୁଦ୍ଧ ରେ ସମ୍ପୂର୍ଣ୍ଣ ଭାବରେ ଆମେ ଜିତି ନାହୁଁ । ଆମେରିକା ର ସ୍ଥିତି ଏବେ ବି ସଙ୍ଗୀନ । ପ୍ରତ୍ୟକ ଦିନ ଦୁଇ ଲକ୍ଷ ରୁ ଅଧିକ କେସ୍ ସାମ୍ନାକୁ ଆସୁଛି । ମୃତ୍ୟୁ ସଂଖ୍ୟା ଦୈନିକ...

balangir
ବଲାଙ୍ଗିର ଜେଲ୍ କର୍ତ୍ତୃପକ୍ଷଙ୍କୁ ଘାରିଛି ସୁରକ୍ଷା ଚିନ୍ତା

ଚର୍ଚ୍ଚାରେ ବଲାଙ୍ଗିର ଜିଲ୍ଲା କାରାଗାର। ଜେଲ୍ ଭିତରେ ଅନେକ ହାର୍ଡକୋର ଅପରାଧି ରହୁଥିବା ବେଳେ ଜେଲ୍ କର୍ତ୍ତୃପକ୍ଷଙ୍କୁ ଘାରିଛି ସୁରକ୍ଷା ଚିନ୍ତା । କର୍ମଚାରୀଙ୍କ ଅଭାବ ଯୋଗୁଁ କମ ସଂଖ୍ୟକ କର୍ମଚାରୀରେ ସୁରକ୍ଷା ଯୋଗାଇବା ବଡ ଚ୍ୟାଲେଜଂ ସୃଷ୍ଟି ହୋଇଛି

bjpbengal-1605168594
କୃଷି ଆଇନ ସମ୍ପର୍କରେ ଚାଷୀଙ୍କୁ ବୁଝାଇବ ବିଜେପି

କୃଷକ ସମାବେଶ କରି କେନ୍ଦ୍ର କୃଷି ଆଇନ ସମ୍ପର୍କରେ ଚାଷୀଙ୍କୁ ବୁଝାଇବା ବିଜେପି । କଟକ, ବରଗଡ଼, ଢେଙ୍କାନାଳ, ବାଲେଶ୍ୱର, ଜୟପୁର ରେ କୃଷକ ସମାବେଶ କରିବ ଦଳ ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ

bjd
ଡିସେମ୍ବର ୨୬ରେ ୨୩ ତମ ପ୍ରତିଷ୍ଠା ଦିବସ ପାଳିବ ବିଜେଡି

ଡିସେମ୍ବର ୨୬ରେ ୨୩ ତମ ପ୍ରତିଷ୍ଠା ଦିବସ ପାଳିବ ବିଜେଡି । ତେବେ ଏନେଇ  ସୂଚନା ଦେଇଛନ୍ତି ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର । ତେବେ ଏହା ପୂର୍ବରୁ ଆସନ୍ତା ୨୦ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାକୁ ଥିବା ବେଳେ ୨୧ରେ ରାଜ୍ୟ ପରିଷଦ...

tarabahinipati-
ସଂସଦରେ ବିଲ୍ ପାସ୍ ବେଳେ ବିଜେଡି ସାଜିଛି କାନ୍ଥର ବିଲେଇ

ଚାଷୀ ସମସ୍ୟା ନେଇ ପ୍ରତିକ୍ରିୟା ରଖିଲେ କଂଗ୍ରେସ ନେତା ତାରା ବାହିନୀପତି । କହିଲେ,   କଂଗ୍ରେସ ଚାଷୀଙ୍କ ପାଖକୁ ଯାଇ ମଣ୍ଡିରେ ପହଞ୍ଚିବ ଓ ସଚେତନ କରିବ ବୋଲି କହିଲେ ତାହା ।

dharmendra
ଚାଷୀଙ୍କ ଫାଇଦା ପାଇଁ କେନ୍ଦ୍ର କରିଛି ଆଇନ

ନୂଆଦିଲ୍ଲୀ : କେନ୍ଦ୍ର କୃଷି ଆଇନକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି କରୁଛନ୍ତି ବିରୋଧୀ । ଭ୍ରମ ସୃଷ୍ଟି କରି ନିଜ ଫାଇଦା ହାସଲ କରିବାକୁ ଚେଷ୍ଟା କରାଯାଉଛି । ଚାଷୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ଆଜି ଏପରି ଢଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚାଷୀଙ୍କ...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି