• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

odisha-coronavirus
୨୪ ଘଣ୍ଟାରେ ୩୯୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୯୩ କରେ।ନା ଆକ୍ରାନ୍ତ ଚିହ୍ନଟ ହେ।ଇଛନ୍ତି । ସଂଗରେ।ଧ କେନ୍ଦ୍ରରୁ ୨୨୯ ଜଣ ଚିହ୍ନଟ ହେ।ଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୧୬୪ ଜଣ ଆକ୍ରାନ୍ତ ଚିହ୍ନଟ ହେ।ଇଛନ୍ତି । ତେବେ ଏନେଇ ରାଜ୍ୟ ସୂଚନା ଓ ଲେ।କ ସମ୍ପର୍କ ବିଭାଗ ସୂଚନା...

elephant
ହାତୀ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦେଶ ଦେଲେ ଡିଆରଏମ

ରେଢ଼ାଖୋଲ ହାତୀ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ସମ୍ବଲପୁର ଡିଆରଏମ । ତେବେ ହାତୀ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ପରେ ଖୋଳତାଡ଼ ଆରମ୍ଭ କରିଛନ୍ତି ବିଭାଗୀୟ ଅଧିକାରୀ । କାହିଁକି ଓ କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ହେଲା ସେନେଇ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

tejaswi yadav
ସାହାସ ଅଛି ତ ଗିରଫ କରି ଦେଖାଅ : ତେଜସ୍ୱୀ ଯାଦବ

ବିହାର ନିର୍ବାଚନ ଶେଷ ହେ।ଇଛି ସତ କିନ୍ତୁ ଥମିବାରେ ନା ନେଉନାହିଁ ରାଜନୀତି । ଚାଷୀ ପ୍ରସଙ୍ଗରେ ତେଜସ୍ୱୀ ରାଜ୍ୟ ସରକାରଙ୍କୁ ଜେ।ରଦାର ସମାଲେ।ଚନା କରିଛନ୍ତି । ବିହାରରେ ଗଠନ ହେ।ଇଥିବା ନୂଆ ସରକାରକୁ ଡରୁଆ ଓ ନିକମ। ସରକ।ର ବେ।ଲି କହିଛନ୍ତି

Corona Vacsin
ଭାରତରେ ଟିକାକରଣ ପାଇଁ ଅନୁମତି ମାଗିଲା ଫାଇଜର

ଆମେରିକୀୟ କମ୍ପାନୀ ଫାଇଜର୍ ଓ ଜର୍ମାନ କମ୍ପାନୀ ବାୟୋଏନ୍ଟେକ୍ ଦ୍ୱାରା ପ୍ରସ୍ତୁତ ଭ୍ୟାକ୍ସିନ୍ ଭାରତରେ ଟିକାକରଣ ପାଇଁ ଅନୁମତି ଲୋଡିଛି । ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ-ଡିସିଜିଆଇର ଅନୁମତି ଲୋଡ଼ିଛି ଫାଇଜର

kumar swami
ବିଜେପି ସାଙ୍ଗରେ ଥିଲେ ଏବେ ବି ମୁଖ୍ୟମନ୍ତ୍ରୀ ଥାଆନ୍ତି : ଏଚ ଡି କୁମାରସ୍ୱାମୀ

କର୍ଣ୍ଣାଟକ : କଂଗ୍ରେସ ବିରେ।ଧରେ ବିଶେ।ଦକାର କଲେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ ଡି କୁମାର ସ୍ୱାମୀ । କୁମାର ସ୍ୱାମୀ କହିଛନ୍ତି ଯେ, ଯଦି ସେ ପୂର୍ବରୁ ବିଜେପି ସହ ବନ୍ଧୁତା କରିଥାଆନ୍ତେ ତେବେ ବର୍ତମାନ ସମୟରେ ବି ସେ ମୁଖ୍ୟମନ୍ତ୍ରୀ ପଦରେ ହିଁ ରହିଥାଆନ୍ତେ ।...

jammu-kashmir
ଜାମ୍ମୁରେ ଆତଙ୍କବାଦୀଙ୍କ ଗୁପ୍ତ ଶିବିର ଠାବ

ଜାମ୍ମୁରେ ବଢିବାରେ ଲାଗିଛି ଆତଙ୍କୀ କାର୍ଯ୍ୟକଳ।ପ । ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁସାରେ, ପୁଣି ଆତଙ୍କବାଦୀଙ୍କ ଗୁପ୍ତ ଶିବିର ଠାବ ହେ।ଇଛି । ତେବେ ଶିବିରରୁ ବିପୁଳ ପରିମାଣରେ ବିସ୍ଫେ।ରକ ଓ ମାରଣାସ୍ତ୍ର ଉଦ୍ଧାର କରାଯାଇଛି ।

winter
ଶୀତରେ ଥରୁଛି ସାରା ରାଜ୍ୟ

ସାରା ରାଜ୍ୟରେ ଜାରି ରହିଛଇ ଶୀତ ଲହରୀ । ସକାଳୁ ସକାଳୁ ପାରଦ ଖସିଯାଉଥିବା କାରଣରୁ ଅସମ୍ଭାଳ ଜାଡରେ ଥରୁଛନ୍ତି ଲେ।କେ । ଶୀତ ବଢୁଥିବାରୁ ସହର ମଧ୍ୟରେ ଯାତାଆତ ବି ଅନେକ ସ୍ଥାନରେ ବାଧାପ୍ରାପ୍ତ ହେ।ଇଛି । କହିବାକୁ ଗଲେ ବିଶେଷ କରି କନ୍ଧମାଳ ଜିଲ୍ଲାରେ ଶୀତର...

looty
ସୁନା ଚେନ ଲୁଟ କରି ଫେରାର ହେଉଥିବା ବେଳେ ଧରାପଡିଲା ଅପରାଧୀ

ରାଜପଥରେ ବଢିଚାଲିଛି ରାହାଜାନୀ । ଜାତୀୟ ରାଜପଥରୁ ମହିଳାଙ୍କଠାରୁ ଚେନ୍ ଲୁଟି ଫେରାର ବେଳେ ଲୁଟେରାଙ୍କୁ କାବୁ କଲେ ସ୍ଥାନୀୟ ଲେ।କେ । ତେବେ ଫାଙ୍କା ଗୁଳିଚାଳନା କରି ଅନ୍ୟ ଜଣେ ଫେରାର ହେ।ଇଥିବା ସୂଚନା ରହିଛି

pari
ପରୀ ହତ୍ୟାକାରୀ ଧରାପଡିବ କେବେ ?

ଥମିବାରେ ନା ନେଉନାହିଁ ପରୀ ମୃତ୍ୟୁ ପ୍ରସଙ୍ଗ । ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ତଦନ୍ତକୁ ଜେ।ରଦାର କରିଛି SIT  । ମନ୍ତ୍ରୀ ଅରୁଣ ସାହୁଙ୍କ ଅନୁଗତ ତଥା ମାମଲାର ଅଭିଯୁକ୍ତ କୁହାଯାଉଥିବା ବାବୁଲି ନାୟକଙ୍କୁ ଦ୍ୱିତୀୟ ଥର ପାଇଁ ଜେରା କରିଛି ଯାଞ୍ଚ ଏଜେନ୍ସି

farmer
ଦାବି ପୂରଣ ନହେବା ପର୍ଯ୍ୟନ୍ତ ରାସ୍ତା ଉପରେ ହିଁ ବସିବୁ

ନିଜ ଜିଦରେ ଅଟଳ ରହିଛନ୍ତି ଚାଷୀ । ନିଜ ଦାବଇ ପୂରଣ ନହେବା ପର୍ଯ୍ୟନ୍ତ ଚାଷୀ ଆନ୍ଦେ।ଳନ ଶାନ୍ତିପୂର୍ଣ୍ଣ ଭାବରେ ଚାଲିବ ବେ।ଲି କହିଛନ୍ତି ଚାଷୀ ନେତା । ତେବେ ଗତକାଲି ବୈଠକରେ କୌଣସି ନିଷ୍କର୍ସ ବାହାରିନଥିବା ଜଣାଯାଇଛି ।

Cyber Criminals On Prowl In Twin City
ଚିନ୍ତା ବଢାଉଛି ସାଇବର ଫ୍ରଡ୍

କମିଶନରେଟ ପୋଲିସର ଚିନ୍ତା ବଢାଉଛି ସାଇବର ଫ୍ରଡ୍ । ଗତ ୬ ମାସରେ ସାଇବର ଠକ ଠକିଲେଣି ୬ କୋଟି ଟଙ୍କା

Landslide In Uttarakhand
ଲଗାଣ ବର୍ଷାରେ ଉତ୍ତର ଭାରତରେ ଧ୍ୱଂସର ଲୀଳା

ଲଗାଣ ବର୍ଷା ପରେ ଏବେ ଉତ୍ତର ଭାରତରେ ସୃଷ୍ଟି ହୋଇଛି ଧ୍ୱଂସର ଲୀଲା । ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ଲଗାଣ ବର୍ଷା ଯୋଗୁଁ ଶହ ଶହ ସଂଖ୍ୟାରେ ଘର ଭାଙ୍ଗିଛି ।

Jagannath
ପହଣ୍ଡିରେ ଯାଉଛନ୍ତି ଶ୍ରୀ ଜଗନ୍ନାଥ

ଗୋଟି ପହଣ୍ଡିରେ ଯାଉଛନ୍ତି ଶ୍ରୀ ଜଗନ୍ନାଥ ମହାପ୍ରଭୁ। ଆଗରେ ସୁଦର୍ଶନ, ପରେ ବଡ଼ଭାଇ ଆଉ ତାହା ପଛକୁ ଦେବୀ ସୁଭଦ୍ରା ଓ ସର୍ବାଶେଷରେ ଯାଉଛନ୍ତି କାଳିଆ ଗୋସାଇଁ

Snake
ସାପ କାମୁଡ଼ିବା ପରେ ଯନ୍ତ୍ରଣାରେ ବିତୁଛି କୁନି ଝିଅର ଜୀବନ

ଏକ ନାଗସାପ ଓ ୯ ବର୍ଷିୟା କୁନିଝିଅର ଯନ୍ତ୍ରଣାର କାହାଣୀ ଶୁଣିଲେ ଆପଣ ବି ଅତ୍ୟନ୍ତ ଦୁଃଖିତ ହେବେ। ପ୍ରାୟ ମାସେ ତଳେ ସର୍ପ ଦଂଶନର ଶିକାର ହୋଇଥିଲା ନବରଙ୍ଗପୁର ବାଲିଝର ଗାଁର ୯ ବର୍ଷର ଝିଅ ମଞ୍ଜୁଳା। ପରିବାର ପାଖରେ ଝିଅର ଚିକିତ୍ସା ପାଇଁ ସମ୍ବଳ...

ACFO In Odisha Dies Of Burn Injuries, Family Accuses Wife Of Murder
ପୋଡ଼ି ହୋଇ ବନ ସଂରକ୍ଷକଙ୍କ ମୃତ୍ୟୁ ଘଟଣାରେ ବଢ଼ୁଛି ସନ୍ଦେହ, ପତ୍ନୀଙ୍କୁ ପରିବାରର ଆଙ୍ଗୁଳି ନିର୍ଦ୍ଦେଶ

ସନ୍ଦେହ ଘେରରେ ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ । ଗତକାଲି ରାତିରେ ସରକାରୀ ବାସଭବନରେ ପତ୍ନୀଙ୍କ ସହ ଥିବା ବେଳେ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇପଡ଼ିଥିବା ସୌମ୍ୟରଞ୍ଜନଙ୍କ ଆଜି କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି

Corona Virus
ସଂକ୍ରମଣ କମୁଛି, ଉଠିବ କି ଲକଡାଉନ୍‌?

ଦୁଇଦିନ ପରେ ଶେଷ ହେବ ପଞ୍ଚମ ପର୍ଯ୍ୟାୟ ଆଂଶିକ ଲକଡାଉନ୍‌। ଜୁଲାଇ ୧୬ରୁ କେଉଁ କେଉଁ ନୂଆ ନିୟମ ଲାଗୁ ହେବ, କେଉଁ କ୍ଷେତ୍ରରେ କଟକଣା ଅଧିକ କୋହଳ ହେବ ତା ଉପରେ ସମସ୍ତଙ୍କ ନଜର ରହିଛି। ବିଶେଷ କରି ସବୁ ଜିଲ୍ଲାରେ ଏଯାଏଁ ବସ୍ ସେବା ଆରମ୍ଭ...

Cycle
ପାଣିରେ ପଡ଼ିଲା କୋଟି କୋଟି ଟଙ୍କା: ରାସ୍ତା କଡ଼ରେ ଖତ ଖାଉଛି “ମୋ ସାଇକେଲ”

ରାଜଧାନୀରେ ବାଟବଣା ହୋଇଛି କି ବିଏମ୍ସିର ମୋ ସାଇକେଲ ଯୋଜନା ? ଗୋଟିଏ ପଟେ ରାସ୍ତା କଡ଼ରେ ବିନା ବ୍ୟବହାରରେ ଛିଡ଼ା ହୋଇଥିବା ଶହ ଶହ ସାଇକେଲ, ବାସ୍ତବ ସ୍ଥିତି ବଖାଣୁଥିବାବେଳେ ଏପଟେ କାବଡ଼ି ଖାନାକୁ ସ୍କ୍ରାପିଂ ପାଇଁ ଗଲାଣି ଶହ ଶହ ସାଇକେଲ।

Corona Virus
ସଂକ୍ରମଣ କମୁଛି, ଉଠିବ କି ଲକଡାଉନ୍‌?

ମେ ୫ରୁ ଜୁଲାଇ ୧୩ ଦୁଇମାସରୁ ଅଧିକ ସମୟ ଧରି ରାଜ୍ୟରେ ଲାଗି ରହିଛି କୋଭିଡ୍ କଟକଣା। ଆଉ ଦୁଇ ଦିନ ପରେ ଶେଷ ହେବ ପଂଚମ ପର୍ଯ୍ୟାୟ ଆଂଶିକ ଲକଡାଉ‌ନ। ତା ପରେ କି ନିଷ୍ପତ୍ତି ନେବେ ରାଜ୍ୟ ସରକାର? ସଂପୂର୍ଣ୍ଣ ଅନଲକ୍‌ ପ୍ରକ୍ରିୟାକୁ ଯିବେ ନା...

Cycle
ପାଣିରେ ପଡ଼ିଲା କୋଟି କୋଟି ଟଙ୍କା: ରାସ୍ତା କଡ଼ରେ ଖତ ଖାଉଛି “ମୋ ସାଇକେଲ”

କବାଡ଼ି ଖାନାରେ ମୋ ସାଇକେଲ। କୁଢ଼ କୁଢ଼ ଗଦା ହୋଇଛି, ଖଣ୍ଡ ଖଣ୍ଡ କଟା ବି ଚାଲିଛି। କିଣା ହୋଇଥିଲା ୨୫ ହଜାରରେ ଆଉ ଏବେ ବିକା ହୋଇଛି ମାତ୍ର ୫ଶହରେ। ଏମିତି ଦୃଶ୍ୟ ଦେଖବାକୁ ମିଳିଛି ରାଜଧାନୀ ଉପକଣ୍ଠ ପାତ୍ରପଡ଼ା ନିକଟ ଏକ କବାଡ଼ି ଦୋକାନରେ। ସାଧାରଣ...

Snake
ସାପ କାମୁଡ଼ିବା ପରେ ଯନ୍ତ୍ରଣାରେ ବିତୁଛି କୁନି ଝିଅର ଜୀବନ

୯ ବର୍ଷର କୁନିଝିଅ ମଞ୍ଜୁଳା ଓ ତାକୁ କାମୁଡ଼ି ଥିବା ନାଗ କାହାଣୀର ଏଥିଲା ଗୋଟିଏ ଭାଗ। ପ୍ରାୟ ମାସେ ତଳେ ମଞ୍ଜୁଳା ଘର ପାଖ ଗଛ କୋରଡ଼ରୁ ପକ୍ଷୀ ଧରୁଥିବା ବେଳେ ସାପଟି ତାକୁ ଚୋଟ ମାରିଥିଲା।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି