• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Marriage
ମାତ୍ର ୫୦୦ ଟଙ୍କାରେ ବିବାହ କଲେ ମାଜିଷ୍ଟ୍ରେଟ୍‌

ନିଜ ବାହାଘରକୁ ଆକର୍ଷଣୀୟ କରିବା ଲାଗି ବର୍ତ୍ତମାନ ସମୟରେ ଲକ୍ଷାଧିକ ଟଙ୍କାର ବ୍ୟୟଅଟକଳ କରୁଛନ୍ତି ଉଭୟ ବରଓ କନ୍ୟା ପକ୍ଷ। ଆଉ ନିଜ ବାହାଘରରୁ କିଛି ଭିନ୍ନ ଢଙ୍ଗରେ କରିବା ପାଇଁ ସମସ୍ତେ ଚାହାଁନ୍ତି, ଇଚ୍ଛା କରିବା ମଧ୍ୟ ସ୍ୱାଭାବିକ। ବରଯାତ୍ରୀଙ୍କୁ ଖାସ୍‌ ଚର୍ଚ୍ଚା ଦେବାଲାଗି ଅନେକ ସ୍ୱତନ୍ତ୍ର...

Balabhadra Pahandi
ଶ୍ରୀଗୁଣ୍ଡିଚା ଘରକୁ ଯାଉଛନ୍ତି ଶ୍ରୀଜିଉ, ଗୋଟି ପହଣ୍ଡିରେ ବିଜେ ହେବେ ମହାପ୍ରଭୁ

ସେପଟେ ଆସନ୍ତାକାଲି ଆଡ଼ପ ଅବଢା ମିଳିବ ବୋଲି ଜଣାପଡ଼ିଛି। ତେବେ ୭ ଦିନ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ରହିବେ ଶ୍ରୀଜିଉ। ଏହା ପରେ ପଞ୍ଚମୀ ଦିନ ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ। ଏହିଦିନ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାର ବିଧି ରହିଛି।

hacked to death
ଏକା ସାଙ୍ଗରେ ଚାଲିଗଲେ ସ୍ୱାମୀ-ସ୍ତ୍ରୀ

ଅସୁସ୍ଥ ସ୍ତ୍ରୀର ଚିକିତ୍ସା କେମିତି କରିବେ, ସେହି ଚିନ୍ତାରେ ପର୍ଶୁରାମ ବିଷ ପିଇ ଦେଇଥିବା ଅଭିଯୋଗ ହୋଇଛି। ପଡ଼ୋଶୀମାନେ ଭଦ୍ରକ ମେଡିକାଲକୁ ନେଇଥିଲେ ମଧ୍ୟ ସେଠାରେ ପର୍ଶୁରାମଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଆରପଟେ ସ୍ତ୍ରୀ କବିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କର ମଧ୍ୟ ଜୀବନ ଚାଲିଗଲା। ଗାଁ...

Lav Agarwal On Corona
କରୋନା ସଂକ୍ରମଣ: ଟପ୍‌ ୫ ରାଜ୍ୟ ମଧ୍ୟରେ ରହିଛି ଓଡ଼ିଶା

ଦେଶର ୫୫ ଜିଲ୍ଲାରେ ପଜିଟିଭିଟି ହାର ୧୦%ରୁ ଅଧିକ ରହିଛି । ୫୫ ସର୍ବାଧିକ ସଂକ୍ରମିତ ଜିଲ୍ଲାମାନଙ୍କ ମଧ୍ୟରୁ ଓଡ଼ିଶାରୁ ଗୋଟିଏ ଜିଲ୍ଲା ରହିଥିବା ନେଇ ସୂଚନା ମିଳିଛି। ପ୍ରେସମିଟରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ ଏନେଇ ସୂଚନା ଦେଇଛନ୍ତି। ଏହାସହ ରାଜସ୍ଥାନର ସର୍ବାଧିକ ୯...

Baripada Jagannath Temple
ବାରିପଦା ଜଗନ୍ନାଥ ମନ୍ଦିର ଚାରିପାଖରେ ୧୪୪ ଧାରା ଜାରି କଲା ପ୍ରଶାସନ

ବାରିପଦା ଜଗନ୍ନାଥ ମନ୍ଦିର ଚାରିପାଖରେ ୧୪୪ ଧାରା ଜାରି କଲା ପ୍ରଶାସନ। ମନ୍ଦିର ଚାରିପାଖ ୫ ଶହ ମିଟର ଦୂରତା ପର୍ଯ୍ୟନ୍ତ ଏହି ୧୪୪ ଧାରା ଜାରି ହୋଇଛି। ଆାଜିଠାରୁ ବାହୁଡ଼ା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ସୂଚନା ଦେଇଛନ୍ତି ଏସଡିପିଓ। ଶାନ୍ତିଶୃଂଖଳା ରକ୍ଷା ପାଇଁ...

snake
"ଚିକିତ୍ସା କରାଅ ନଚେତ୍‌ ମାରିଦିଅ"

ସାପ କାମୁଡ଼ାକୁ ମାସେରୁ ଅଧିକ ସମୟ ବିତିଥିବାରୁ ଝିଅର ହାତ ନଷ୍ଟ ହେବାକୁ ବସିଛି। ଅର୍ଥ ଅଭାବରୁ ତାଙ୍କୁ ଉନ୍ନତ ଚିକିତ୍ସା ମିଳିପାରିନାହିଁ। ପରିବାର ଲୋକେ ଚିକିତ୍ସା ଲାଗି ସହାୟତା ପ୍ରଦାନ କରିବାକୁ ଦାବି କରିଛନ୍ତି। ମଂଜୁଳାକୁ କାମୁଡିଥିବା ନାଗ ସାପଟିକୁ ଧରି ଏବେବି ପରିବାର ଲୋକେ ଘରେ...

Odisha Bandh
୧୫ରେ ଓଡ଼ିଶା ବନ୍ଦ

ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ରେ ବାମ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ ସାରା ଓଡ଼ିଶା ବନ୍ଦ କରିବାକୁ ଡାକରା ଦେଇଛି ବାମ ଦଳ। ବନ୍ଦକୁ ସଫଳ କରିବାକୁ ଆଜି ଭୁବନେଶ୍ୱରରେ ବାମ ଦଳ ପକ୍ଷରୁ ରାଲିର ଆୟୋଜନ କରାଯାଇଥିଲା।...

Prime Minister Narendra Modi
୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ଉତ୍ତର-ପୂର୍ବାଞ୍ଚଳର ୮ଟି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦି ଆଲୋଚନା କରିଛନ୍ତି। ସିକିମ, ତ୍ରିପୁରା, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି। କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀମାନଙ୍କୁ ମାର୍ଗଦର୍ଶନ ଦେଇଛନ୍ତି ମୋଦି। ଆମକୁ ଆହୁରି ଅଧିକ ସତର୍କ ରହିବାକୁ ପଡ଼ିବ ବୋଲି କହିଲେ ପ୍ରଧାନମନ୍ତ୍ରୀ। ଏହାସହ...

Bhubaneswar Youth
ଜୀବନ ଯୁଦ୍ଧରେ ହାରିଗଲେ ଦିବ୍ୟରଞ୍ଜନ

ଜୀବନ ଯୁଦ୍ଧରେ ହାରିଗଲେ କଟକର ଦିବ୍ୟରଞ୍ଜନ ବେହେରା । କରୋନାରେ ପୀଡିତ ହୋଇଥିଲେ ଦିବ୍ୟରଞ୍ଜନ । ଭୁବନେଶ୍ବରରେ ଚାଲିଥିଲା ଇକମୋ ଚିକିତ୍ସା ।

Musical Instrument
କରୋନା ସାଜିଛି ଦାଉ,ମୃଦଙ୍ଗ କାରୀଗରଙ୍କ କାରବାର ଠପ୍

କରୋନା ସାଜିଛି ଦାଉ,ମୃଦଙ୍ଗ କାରୀଗରଙ୍କ କାରବାର ଠପ୍ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ମୃଦଙ୍ଗ କାରୀଗରଙ୍କ ଉପରେ ଦାଉ ସାଜିଛି କରୋନା ।

Sundargarh - Forest Officers Face Public Wrath Over Elephant Attack
ହାତୀ ଘର ଭାଙ୍ଗିବା ନେଇ ଅଟକ ରହିଲେ ରେଞ୍ଜର ଓ ଫରେଷ୍ଟର

ହାତୀ ଘର ଭାଙ୍ଗିବା ନେଇ ଅଟକ ରହିଲେ ରେଞ୍ଜର ଓ ଫରେଷ୍ଟର । ହାତୀପଲ ଘର ଭାଙ୍ଗିବାକୁ ନେଇ ସୁନ୍ଦରଗଡ଼ ମାଲଦାରେ ଉତ୍ତେଜନା । ରେଞ୍ଜର ଓ ଫରେଷ୍ଟରଙ୍କୁ ୪ ଘଣ୍ଟା ଧରି ଅଟକ ରଖିଲେ ଗ୍ରାମବାସୀ ।

two little dancer
ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ବାରିପଦାର ୨ କୁନିଝିଅ

ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ବାରିପଦାର ୨ କୁନିଝିଅ । ବାରିପଦାର ୨ କୁନି ଝିଅ ନିଜ ନାଚର ଯାଦୁରେ କରିଛନ୍ତି କିମିଆ। ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଜିତିଲେ ପୁରଷ୍କାର ।

Ratha Jatra
ନିର୍ଦ୍ଧାରିତ ସମୟ ପୂର୍ବରୁ ବଡ଼ଦାଣ୍ଡରେ ଗଡ଼ିଲା ରଥ

ପ୍ରଥମେ ବଳଭଦ୍ରଙ୍କ ରଥରେ ଛେରା ପହଁରା କରିବା ପରେ ଶ୍ରୀଜଗନ୍ନାଥଙ୍କ ରଥରେ ଛେରାପହଁରା କରିଥିଲେ ମହାରାଜା। ପରେ ଦେବୀ ରଥରେ ଛେରା ପହଁରା କରିଛନ୍ତି ଗଜପତି। ମହାରାଜା ପ୍ରଥମେ ରଥ ଉପରେ ଶ୍ରୀଜିଉମାନଙ୍କର ଆଳତୀ କରିଥିଲେ।

jagatguru sankaracharjya
ବଡ଼ଦାଣ୍ଡରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

ଜଗନ୍ନାଥଙ୍କ ଦର୍ଶନ କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ। ବିଶ୍ବର ଶୁଭ ମନାସିଲେ, ମହାପ୍ରଭୁଙ୍କ କୃପାରୁ କରୋନା ରୋଗ ଦୂରେଇ ଯାଉ ବୋଲି ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କଲେ ଶଙ୍କରାଚାର୍ଯ୍ୟ

jagannath pahandi
ରଥାରୂଢ ହେଉଛନ୍ତି ତିନି ଠାକୁର

ବଡ଼ ଦାଣ୍ଡରେ ତିନି ଠାକୁର,ବହ୍ମାଣ୍ଡ ନାୟକ ସେ । ବଡ଼ଦାଣ୍ଡକୁ ପହଣ୍ଡି କରି ଝୁଲି ଝୁଲି ଆସୁଛନ୍ତି ତିନି ଠାକୁର । ଭାଇଭଉଣୀଙ୍କୁ ସାଙ୍ଗରେ ଧରି ଯାଉଛନ୍ତି ଗୁଣ୍ଡିଚା ଘର ।

Chera pahanra
ଛେରାପହଁରା ନୀତି କରୁଛନ୍ତି ମହାରାଜା

ତିନି ରଥରେ ଛେରାପହଁରା କରୁଛନ୍ତି ଗଜପତି ମହାରାଜା। ବିଧି ଅନୁସାରେ ତିନିରଥରେ ଶ୍ରୀଜିଉମାନେ ବିରାଜମାନ କରିବା ପରେ ଗଜପତି ମହାରାଜା ତାମ୍ର ଯାନରେ ଆସି ଶ୍ରୀଜିଉଙ୍କ ସେବା କରିବାର ଅନନ୍ୟ ପରମ୍ପରା ରହିଛି। ପ୍ରଥମେ ବଳଭଦ୍ରଙ୍କ ରଥରେ ଛେରା ପହଁରା କରିବା ପରେ ଶ୍ରୀଜଗନ୍ନାଥଙ୍କ ରଥରେ ଛେରାପହଁରା କରିଥିଲେ...

Pahandi Of Lord Balabhadra
ରଥାରୂଢ ହେଉଛନ୍ତି ବଳିଆର ଭୂଜ, ଶ୍ରୀ ବଳଦେବ

ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ବଡ଼ଭାଇ ବଳଭଦ୍ର। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀବଳଭଦ୍ରଙ୍କୁ ଟାହିଆ ଲାଗୁ କରାଯାଇଛି। ପରେ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେବେ ଶ୍ରୀ ବଳଭଦ୍ର।

Pahandi Of Lord Jagannath
ପଡ଼ୁଛି ଆଲଟ, ଚାମର: ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛି କାଳିଆ ସାଆନ୍ତ

ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥଙ୍କୁ ଟାହିଆ ଲାଗି କରାଯାଇଛି

Pahandi Of Lord Sudarsan
ଆରମ୍ଭ ହେଲା ଶ୍ରୀଜିଉଙ୍କ ପହଣ୍ଡି: ବଡ଼ଦାଣ୍ଡକୁ ବିଜେ ହେଲେ ସୁଦର୍ଶନ ମହାପ୍ରଭୁ

ଶ୍ରୀଜିଉଙ୍କର ଆରମ୍ଭ ହେଲା ପହଣ୍ଡି। ଅପେକ୍ଷାର ହେଲା ଅନ୍ତ। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ସୁଦର୍ଶନ। ସାତ ପାହାଚ ଓ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେଉଛନ୍ତି ସୁଦର୍ଶନ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ...

Pahandi Of Lord Balabhadra
ମୁଣ୍ଡରେ ଟାହିଆ ଲାଗିଛି, ବଡ଼ଠାକୁରଙ୍କର ପହଣ୍ଡି ଚାଲିଛି

ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ବଡ଼ଭାଇ ବଳଭଦ୍ର। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀବଳଭଦ୍ରଙ୍କୁ ଟାହିଆ ଲାଗୁ କରାଯାଇଛି। ପରେ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେବେ ଶ୍ରୀ ବଳଭଦ୍ର।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି