ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ, ରାଜ୍ୟରେ ୧୯୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୧୧୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୮୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଯାତ୍ରା ପାଇଁ ଆସିଲେ ମାଆ। ମଙ୍ଗଳାର୍ପଣ ହେବା ପରେ ପରେ ଆରମ୍ଭ ହୋଇଯାଇଛି ପହଣ୍ଡି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛନ୍ତି ବଡ଼ଦାଣ୍ଡକୁ। ଏପଟେ ଚାମର ପଡ଼ୁଛି, ଆଲଟ ହେଉଛି ତାହା ସାଙ୍ଗକୁ ବିଜେ କାହାଳୀ ବି ବାଜୁଛି। ଦେବୀ ସାଙ୍ଗରେ ହଳଦୀ ରଙ୍ଗର...
ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥଙ୍କୁ ଟାହିଆ ଲାଗି କରାଯାଇଛି। ପରେ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେବେ ଶ୍ରୀ ଜଗନ୍ନାଥ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା...
ଠାକୁରଙ୍କ ସାଙ୍ଗେ ଆସୁଛି କଳା ଛତ୍ର। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂଢ଼ ହୋଇସାରିଲେଣି। ଏହାପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ର ଓ ସଭା ଶେଷରେ କାଳିଆ ହାତୀ ପହଣ୍ଡିରେ ଆସିବ
ଶ୍ରୀଜିଉଙ୍କର ଆରମ୍ଭ ହେଲା ପହଣ୍ଡି। ଅପେକ୍ଷାର ହେଲା ଅନ୍ତ। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ସୁଦର୍ଶନ। ସାତ ପାହାଚ ଓ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେଉଛନ୍ତି ସୁଦର୍ଶନ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ...
ପ୍ରଥମେ ସୁଦର୍ଶନ ମହାପ୍ରଭୁ, ପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ର ଓ ସଭା ଶେଷରେ କାଳିଆ ହାତୀ ପହଣ୍ଡିରେ ଆସିବ। ସାତ ପାହାଚ ନିକଟରେ ଦୁଇ ଭାଇଙ୍କୁ ଟାହିଆ ଲାଗି ହେବ। ଗୋଟିଏ ପୁଅ ନୃତ୍ୟରେ ପ୍ରକମ୍ପିତ ହେଉଥିବ ପୂରା ବଡ଼ଦାଣ୍ଡ। ସେପଟେ ନିର୍ଦ୍ଧାରିତ ସମୟ...
ଏଣିକି ଅଧିକ ଆମୋଦଦାୟକ ହେବ ଓଡ଼ିଶାରେ ବେଳାଭୂମି ପର୍ଯ୍ୟଟନ । କାହିଁକି ନା ରାଜ୍ୟର ପ୍ରମୁଖ ୬ଟି ସମୁଦ୍ରତଟରେ ଗୋଆ ଭଳି ବେଳାଭୂମି କୁଟୀର ବା ଅସ୍ଥାୟୀ ବାର ନିର୍ମାଣ ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଯେଉଁଠି ମିଳିବ ଭଳିକି ଭଳି ସୁସ୍ୱାଦୁ ଖାଦ୍ୟ ସାଙ୍ଗକୁ...
ଇତିହାସର ପୁନରାବୃତ୍ତି। ପୁଣି ଭକ୍ତ ବିନା ଘୋଷଯାତ୍ରାରେ ବାହାରିବେ ମହାପ୍ରଭୁ। ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଗତଥର ଭଳି ଏଥର ବି ଭକ୍ତବିନା ବଡ଼ାଦଣ୍ଡରେ ଗଡ଼ିବ ତିନି ରଥ। କାଲି ପ୍ରତ୍ୟୁଷରୁ ଯାତ୍ରା ପାଇଁ ଶ୍ରୀଜିଉ ସଜବାଜ ହେଉଥିବା ବେଳେ ଏପଟେ...
ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ହେବା ପରେ ବଢିଛି ରାଜ୍ୟର ଆଶା। ଏଠାରୁ ହିଁ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବାରୁ ତାଙ୍କ କାର୍ଯ୍ୟ କାଳରେ ରେଳ ଭିତ୍ତିଭୂମି ବିକାଶରେ ଓଡ଼ିଶା ଅଗ୍ରାଧିକାର ପାଇବ ବୋଲି ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନୈତିକ ଦଳମାନେ ଆଶା ବାନ୍ଧିଛନ୍ତି।
ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ରାତି ପାହିଲେ ରତ୍ନ ସିଂହାସନ ଛାଡ଼ି ଜନ୍ମବେଦୀ ଅଭିମୁଖେ ବାହାରିବେ କାଳିଆ ସାଆନ୍ତ । କରୋନା କାଳରେ ଲଗାତର ଦ୍ୱିତୀୟ ବର୍ଷ ପାଇଁ ଭକ୍ତଶୂନ୍ୟ ବଡ଼ଦାଣ୍ଡରେ ଗଡ଼ିବ ବିଶ୍ୱନିୟନ୍ତାଙ୍କ ବିଶ୍ୱ ରଥ । ଏଥିପାଇଁ ପୁରୀରେ ବ୍ୟାପକ ପ୍ରସ୍ତୁତି ।...
ମହାବାତ୍ୟା ଭଳି ମାଡ଼ିଆସିଥିବା ମହାମାରୀରେ କେତେ କେତେ ପରିବାର ଉଚ୍ଛନ୍ନ ହୋଇଯାଉଛି ।କାହା ଜୀବିକା ଚାଲିଯାଉଛି ତ ଆଉ କାହାର ଜୀବନ। କେଉଁଠି ବୟସକୁ ଜାଣିବା ଆଗରୁ ଶୈଶବ ଅବସ୍ଥାରେ ବାପ ଛେଉଣ୍ଡ ହୋଇଯାଉଛି ସନ୍ତାନଟିଏ ତ ଆଉ କେଉଁଠି ମୂରବି ଶୂନ୍ୟ ହୋଇଯାଉଛି ଘର ପରିବାର।
କେବଳ ଏତିକି ନୁହେଁ ବରଂ ଶ୍ରୀଜିଉଙ୍କ ଆଜି ଅନେକ ନୀତିକାନ୍ତି ରହିଛି। ସୂଚନା ଅନୁସାରେ, ଆଜି ରାତିରୁ ହିଁ ଠାକୁରଙ୍କ ଦେହରେ ସେନା ପଟ୍ଟାଲାଗି ହେବ। ଏହି କାମ ସମୟ ସାପେକ୍ଷ ବୋଲି ବରିଷ୍ଠ ସେବାୟତମାନେ କହିଛନ୍ତି। ଏହାସହ ଆସନ୍ତାକାଲି ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ନୀତିକାନ୍ତି ସବୁ...
ଏଥିରୁ ୨ ଜଣ କ୍ୟାବିନେଟ୍ ଏବଂ ୯ ଜଣ ରାଷ୍ଟ୍ରମନ୍ତ୍ରୀ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ମହିଳା ମନ୍ତ୍ରୀଙ୍କ ମଧ୍ୟରେ ୭ ଜଣ ବିଜେପି ସାଂସଦ ରହିଛନ୍ତି। ମୋଦି ମନ୍ତ୍ରିମଣ୍ଡଳର ମହିଳା ମନ୍ତ୍ରୀଙ୍କ ବାବଦରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହେଉଛି ଯେ, ମୋଟ ୧୧ ଜଣ ମହିଳା ମନ୍ତ୍ରୀଙ୍କୁ...
ଉଚ୍ଛନ୍ନ ହୋଇଯାଇଛି ପରିବାର, ଉଜୁଡ଼ି ଯାଇଛି ସଂସାର। ସାତ ଜନ୍ମର ସାଥୀ ହେବାର ପ୍ରତିଶ୍ରୁତି ଦେଇଥିବା ମଣିଷଟିଏ ଆଜି ଅତୀତ। ତାଙ୍କୁ ଝୁରି ଝୁରି ଆଖିରୁ ଲୁହ ମରିଗଲାଣି, ଅସମ୍ଭାଳ କୋହରେ ଛାତି ବି ପଥର ହୋଇଗଲାଣି ।ଅବୋଧ ଟିକି ପିଲାଟି ବି ବୁଝିବ କିପରି? ବାପାର ଫଟୋ...
ରେଳମନ୍ତ୍ରୀ ହେବାପରେ ଅଶ୍ୱିନୀଙ୍କଠାରୁ ବଢ଼ିଲା ଓଡ଼ିଶାର ଆଶା। କାରଣ ଅଶ୍ୱିନୀ ବୈଷ୍ଣବଙ୍କ କର୍ମଭୂମି ଓଡ଼ିଶା। ଏଠାରୁ ହିଁ ବିଜେପି-ବିଜେଡି ସମର୍ଥନରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି ସେ। ତେଣୁ ରାଜ୍ୟବାସୀଙ୍କ ଆଶା, ରେଳବାଇ କ୍ଷେତ୍ରରେ ବର୍ଷବର୍ଷ ଧରି ଓଡ଼ିଶା ଯେଉଁ ଅବହେଳାର ଶିକାର ହୋଇଆସିଛି ସେଥିରେ ଲାଗିବ ବ୍ରେକ୍
ପୁରୀ ବଡ଼ଦାଣ୍ଡରେ ରଥ ଗଡ଼ିବ, କିନ୍ତୁ ରଥାରୁଢ଼ ଦିଅଁ କି ତାଙ୍କ ଦିବ୍ୟରଥକୁ ଚର୍ମ ନେତ୍ରରେ ଦେଖି ପାରିବନି ଭକ୍ତ। ଭକ୍ତଟିଏ ପାଇଁ ୟାଠୁ ବଳି କଷ୍ଟ ଆଉ କଣ ବା ହେଇପାରେ? ବିଶ୍ୱ ନିୟନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ନବଦିନାତ୍ମ ଯାତ୍ରା ଲାଗି ସଜେଇ ହୋଇଛି ଶ୍ରୀକ୍ଷେତ୍ର ପୁରୀ।...
ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ । ଦ୍ୱିତୀୟ ଲହରୀରେ ସଂକ୍ରମଣ ଧୀରେ ଧୀରେ ଖସୁଛି । ଗତ ମାସ ୧୫ ତାରିଖ ପର ଠାରୁ ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୩ ହଜାରକୁ ଖସି ଆସିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୮୨ ନୂତନ ସଂକ୍ରମିତ ଚିହ୍ନଟ...
ଏହି ହାତୀ ପଲ କରଞ୍ଜିଆ ରେଞ୍ଜର ମହୁଲିଆସୁଳି,ରାଉତାଲିପାଟ,ତୁଟି ସାହି ,ହଳଦିଆ, କାଶିଆ ପୋଖରିଆ,ଶିରମଣିପୁର,ଘରମାବେଡା, ସୁନାପୋଷି ଅଞ୍ଚଳରେ ଉତ୍ପାତ ଜାରି ରଖିଛନ୍ତି। ଯାହା ଫଳରେ ଉଭୟ ଗାଁର ଲୋକେ ଏବେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ବନବିଭାଗର ନାନାଦି ପ୍ରୟାସ ସତ୍ତ୍ୱେ ହାତୀ ପୁନର୍ବାର ଆସୁଥିବା ବିଭାଗ ସୂଚନା ଦେଇଛି
ନାମ ସଂକୀର୍ତନ ଚାଲିଛି । ରାମ ନାମରେ ଫାଟି ପଡ଼ୁଛି ଗଗନ ପବନ। ସମସ୍ତଙ୍କ ମୁହଁରେ କେବଳ ସୁବୁଛି ହରିନାମ। ନାମ ସଂକୀର୍ତନରେ ସୃଷ୍ଟି ହେଉଛି ଏକ ଆଧ୍ୟାତ୍ମିକ ପରିବେଶ । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ପିପିଲି ନିକଟ ବାଲିଗାଁରେ ଥିବା ଭକ୍ତ...
ଆଦିବାସୀ ଅଧ୍ୟୁସିତ ବଣ ପାହାଡ ଘେରା କୁଚିଣ୍ଡା ଉପଖଣ୍ଡର ଶିରିଡ ଗାଁରେ ଅପହଂଚ ମୋବାଇଲ ନେଟୱାର୍କ। । ଇଂଟରନେଟ ସେବା ଉପଲବ୍ଧ ହେଉନଥିବାରୁ ଚାଷୀଙ୍କ ଧାନ ବିକ୍ରି ଠାରୁ ଆରମ୍ଭ କରି ଗ୍ରାମର ଉନ୍ନୟନ ମୂଳକ କାମ, ପୋଷ୍ଟ ଅଫିସ କାମ କି ଛାତ୍ର ଛାତ୍ରୀଙ୍କ ପାଠପଢା ସବୁ...