• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

auditorium
କାଲିଠୁ ୫୦ ପ୍ରତିଶତ କ୍ଷମତାରେ ଖୋଲିବ ଅଡିଟୋରିୟମ

ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛି। ତେଣୁ ଆଜି ଦିଲ୍ଲୀ ସରକାର ଅନଲକ୍‌-୭ର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ତେବେ ନୂଆ ନିର୍ଦ୍ଦେଶ ମୁତାବକ ଆସନ୍ତାକାଲି ଅର୍ଥାତ୍‌ ସୋମବାରଠାରୁ ଦିଲ୍ଲୀରେ ଏଜୁକେଶନ ଟ୍ରେନିଂ ଓ ମିଟିଂ ପାଇଁ ସ୍କୁଲ, ଅଡିଟୋରିୟମ ଆଦି ୫୦ ପ୍ରତିଶତ କ୍ଷମତା ସହ...

Education
ବିବାଦମୁକ୍ତ ହେବ ତ ଯୁକ୍ତ ଦୁଇ ବିକଳ୍ପ ମୂଲ୍ୟାୟନ?

ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସାଢେ ତିନି ଲକ୍ଷ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କର ପରୀକ୍ଷା ଫଳ ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ବିକଳ୍ପ ମୂଲ୍ୟାୟନ ଜରିଆରେ ମାର୍କ ପାଇବେ ଛାତ୍ରଛାତ୍ରୀ। ତେବେ ମାଟ୍ରିକରେ ଖରାପ ପ୍ରଦର୍ଶନ କରିଥିବା...

Ratha Jatra
ରାତିରେ ରଥଖଳା

ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ। ସରିଲାଣି କପଡ଼ା ଲଗା। ଦୁଇଦିନ ପରେ ମହାପ୍ରଭୁ ବାହାରିବେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ। ରାତିରେ ରଥଖଳାରୁ ତିନି ରଥର ଦର୍ଶନ କରି ମୁଣ୍ଡିଆ ମାରନ୍ତୁ

Corona Virus
ଆମ ମାନଙ୍କ ଅସାବଧାନତା ପାଇଁ ଶୀଘ୍ର ପଳାଇ ଆସିବ କି କରୋନାର ତୃତୀୟ ଲହର?

ଦ୍ୱିତୀୟ ଲହରର ନିଆଁ ପ୍ରଶମିତ ନହେଉଣୁ, ପୁଣି ବିପଦକୁ ଡାକୁଛି ଲୋକଙ୍କ ବେପରୁଆ ପଣ। ସହର ବଜାର ଓ ପର୍ଯ୍ୟଟନ ସ୍ଥଳୀରେ ଅସମ୍ଭବ ଭିଡ଼, ଧିମା ପଡ଼ିଥିବା ସଂକ୍ରମଣକୁ ପୁଣି କାଳେ ବଢ଼ାଇଦେବ, ସେଇ ଆଶଙ୍କାରେ କେନ୍ଦ୍ର ସରକାର। ହେଲେ ଲୋକେ ଯେମିତି ନିଦାବିଷ୍ଣୁ କାହାର କିଛି ପରଓ୍ୱାୟ...

Blue Whales
ହ୍ୱେଲ୍ ମାଛ ମାପେ ସମୁଦ୍ରର ଗଭୀରତା

କ’ଣ ଆପଣ ଜାଣନ୍ତି ହ୍ୱେଲ୍ ମାଛର ଶବ୍ଦ ସମୁଦ୍ରର ଗଭୀରତା ମାପିପାରେ ! ହେଲେ କେମିତି ଦେଖନ୍ତୁ ପୁରା ରିପୋର୍ଟ।

Balasore
ଦିନେ ୭୫ ହଜାର ଟଙ୍କା ରୋଜଗାର କରୁଥିଲେ, ଏବେ ପରିବା ବିକୁଛନ୍ତି

ଯେଉଁ ହାତ ଦିନେ ବିଦେଶରେ ଖାଦ୍ୟ ତିଆରି କରି ମନ ମୋହୁଥିଲା, ସେହି ହାତ ଆଜି ଭିଟାମାଟିରେ ନିକିତି ଧରି ବଞ୍ଚିବାର ରାହା ଖୋଜୁଛି। ଯିଏ ଦିନେ ଷ୍ଟାର୍ ହୋଟେଲର କୁକ୍ ଭାବେ କିମିଆ କରିଥିଲେ ରୁଷ୍ ଲୋକଙ୍କୁ, ସିଏ ଆଜି ରାସ୍ତାକଡ଼ର ପରିବା ବିକାଳି ହୋଇଛନ୍ତି

Saryu River Mishap
ସରଜୁ ନଦୀ ଘାଟରେ ବୁଡ଼ ପକାଇବା ବେଳେ ଅଘଟଣ : ବୁଡ଼ିଗଲେ ଗୋଟିଏ ପରିବାରର ୧୨ଜଣ

ବୁଡ଼ ପକାଇବା ବେଳେ ଅଘଟଣ । ଉତ୍ତରପ୍ରଦେଶ ଅଯୋଧ୍ୟାରେ ସରଜୁ ନଦୀର ଗୁପ୍ତାର ଘାଟରେ ବୁଡ଼ ପକାଇବା ବେଳେ ଗୋଟିଏ ପରିବାରର ୧୨ଜଣ ବୁଡ଼ି ଯାଇଛନ୍ତି । ସେମାନଙ୍କ ମଧ୍ୟରୁ ୬ ଜଣଙ୍କୁ ମୃତ୍ୟୁ ହୋଇ ଯାଇଛି ଏବଂ ୩ ଜଣଙ୍କୁ ଉଦ୍ଧାର କରାଯାଇଛି ।

Balasore
ଦିନେ ୭୫ ହଜାର ଟଙ୍କା ରୋଜଗାର କରୁଥିଲେ, ଏବେ ପରିବା ବିକୁଛନ୍ତି

ଯେଉଁ ହାତ ଦିନେ ବିଦେଶରେ ଖାଦ୍ୟ ତିଆରି କରି ମନ ମୋହୁଥିଲା, ସେହି ହାତ ଆଜି ଭିଟାମାଟିରେ ନିକିତି ଧରି ବଞ୍ଚିବାର ରାହା ଖୋଜୁଛି। ଯିଏ ଦିନେ ଷ୍ଟାର୍ ହୋଟେଲର କୁକ୍ ଭାବେ କିମିଆ କରିଥିଲେ ରୁଷ୍ ଲୋକଙ୍କୁ, ସିଏ ଆଜି ରାସ୍ତାକଡ଼ର ପରିବା ବିକାଳି ହୋଇଛନ୍ତି।

Corona Virus
ଆମ ମାନଙ୍କ ଅସାବଧାନତା ପାଇଁ ଶୀଘ୍ର ପଳାଇ ଆସିବ କି କରୋନାର ତୃତୀୟ ଲହର?

ଚିନ୍ତା ବଢ଼ାଇଛି ସହର, ବଜାର ଓ ପର୍ଯ୍ୟଟନ ସ୍ଥଳ। ବିପଦକୁ ଡାକୁଛି ବେପରୁଆପଣ। ବାସ୍ତବ ଚିତ୍ର ଆଖି ସାମ୍ନାରେ ଦେଖାଦେଉଛି ଜଳଜଳ କରି। ଶିମ୍ଲା, ମସୌରି ହିଲ୍ ଷ୍ଟେସନ୍ ହେଉ କି ହରିଦ୍ୱାର ଓ ବାରାଣସୀ ଆଦି ଧାର୍ମିକ ସ୍ଥଳ ସବୁଠି ଡରାଇଲା ଭଳି ଭିଡ଼। ସାମାଜିକ ଦୂରତା...

Odisha DGP
ଏୟାର ଲିଫ୍ଟ ହେଲେ ଡିଜିପି: ହେଲେ କାହିଁକି?

ତେବେ ଉଭୟଙ୍କୁ ଏୟାରଲିଫ୍ଟ କରିବା ପାଇଁ ଆସିବାକୁ ଥିବା ଭାରତୀୟ ବାୟୁସେନାର ଏକ ହେଲିକପ୍ଟର ଖରାପ ପାଗ ଯୋଗୁଁ ଆଗକୁ ବଢ଼ି ନପାରି ଛତିଶଗଡ଼ ମହାସମୁନ୍ଦରୁ ଫେରିଯାଇଥିଲା। ହେଲେ ସୌଭାଗ୍ୟକୁ ଏତିକି ବେଳେ ହେଲିକ୍ପଟର ଯୋଗେ କୋରାପୁଟ୍-ମାଲକାନଗିରି ଗସ୍ତରେ ଯାଉଥିବା ଡିଜିପି ଅଭୟଙ୍କ ପାଖେ ଏ ଖବର ପହଞ୍ଚିଯାଇଥିଲା।...

Ratha Jatra
ଦିନକ ପରେ ବଡ଼ଦାଣ୍ଡକୁ ଚାଲି ଆସିବେ ମହାପ୍ରଭୁ: ସୁରକ୍ଷା ପାଇଁ ମୁତୟନ ହେବେ ୬୫ ପ୍ଲାଟୁନ୍‌ ଫୋର୍ସ

ଅପେକ୍ଷା ଆଉ ମାତ୍ର ଦିନକର। ବଡ଼ଦାଣ୍ଡରେ ଗଡ଼ିବ ମହାପ୍ରଭୁଙ୍କ ତିନି ରଥ। ପତିତଜନଙ୍କ ଉଦ୍ଧାର ଲାଗି ବଡ଼ ଦେଉଳର ରତ୍ନ ସିଂହାସନରୁ ଆସି ରଥାରୁଢ଼ ହେବା ପରେ ଜନ୍ମବେଦୀରେ ବିଜେ ହେବେ ଚତୁର୍ଦ୍ଧାମୁରତି। ଗତବର୍ଷ ଭଳି ଏ ବର୍ଷ ବି କରୋନା କଟକଣା ଭିତରେ ଆୟୋଜିତ ହେଉଥିବା ଐତିହାସିକ...

Wood Jagannath Mandir
କାଠରେ ନିର୍ମାଣ ହୋଇଛି ଶ୍ରୀମନ୍ଦିର, ମୁଖ୍ୟମନ୍ତ୍ରୀଙ୍କୁ ଉପହାର ଦେବାକୁ ଇଚ୍ଛା ରଖିଛନ୍ତି କାରିଗର

ଛୋଟ ଛୋଟ କାଠ ଟୁକୁରାରେ ତିଆରି ହୋଇଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଶ୍ରୀମନ୍ଦିର। ଚତୁପାର୍ଶ୍ୱରେ ଘେରି ରହିଛି ମେଘନାଦ ପ୍ରାଚୀର। ଆଉ ଭିତରେ ସ୍ନାନ ବେଦୀ ଠାରୁ ଆରମ୍ଭ କରି ଆଡପ ମଣ୍ଡପ, ଚକ୍ରତୀର୍ଥ, ପାର୍ଶ୍ୱ ଦେବତା ଓ ଅନ୍ୟମନ୍ଦିର, ତା ସହ ମନ୍ଦିର ସମ୍ମୁଖରେ ରହିଛି ଅରୁଣ...

Aseema Panda
ସୋସିଆଲ ମିଡ଼ିଆରେ ଭାଇରାଲ ଖବର ମିଛ, ଜୀବିତ ଅଛନ୍ତି କଣ୍ଠଶିଳ୍ପୀ ଅସୀମା ପଣ୍ଡା

କେବଳ ଏତିକି ନୁହେଁ ବରଂ କୌଣସି ବଡ଼ ଗଣମାଧ୍ୟମ ସଂସ୍ଥା ଏମିତି ଖବର ପରିବେଷଣ କରୁନାହାନ୍ତି, ତେଣୁ ଦୟାକରି ଏପରି ମିଛ ଖବର ପ୍ରଚାର କରନ୍ତୁ ନାହିଁ ବୋଲି ଅସୀମା କହିଛନ୍ତି। ବର୍ତ୍ତମାନ ମୋ ପରିବାରର ଖରାପ ସମୟ ପଡ଼ିଛି

Ratha Jatra
ରଥଯାତ୍ରା ସୁରକ୍ଷାର ସମୀକ୍ଷା କଲେ ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା

ସହରର ଅନ୍ୟ ସ୍ଥାନ ଗୁଡ଼ିକରେ କେବଳ ଔଷଧ ଦୋକାନ, ମେଡ଼ିକାଲ୍ ଉପକରଣ ଦୋକାନ ଏବଂ ଚଷମା ଦୋକାନ ଗୁଡ଼ିକୁ ଅନୁମତି ରହିବ। ପୁରୀ ଜିଲ୍ଲା ବାହାରୁ ଆସୁଥିବା ଲୋକଙ୍କ ଚଳପ୍ରଚଳକୁ ରୋକିବା ପାଇଁ ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯିବା ସହ ୮ଟି ଚେକିଂ ପଏଣ୍ଟର ବ୍ୟବସ୍ଥା କରାଯିବ...

JOB
ଦୁଇରୁ ଅଧିକ ପିଲା ଥିଲେ ମିଳିବ ନାହିଁ ସରକାରୀ ଚାକିରି

ଯୋଗୀ ଆଦିତ୍ୟନାଥ ଏହାକୁ ଲାଗୁ କରିବା ନେଇ ପୂର୍ବରୁ ଇସାରା ମଧ୍ୟ ଦେଇସାରିଥିଲେ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଯେଉଁମାନେ ସରକାରଙ୍କ ଏହି ଆଇନ ଉଲଙ୍ଘନ କରନ୍ତି ସେମାନେ ସରକାରଙ୍କ ପକ୍ଷରୁ ମିଳୁନଥିବା କୌଣସି ବି ଜନମଙ୍ଗଳକାରୀ ଯୋଜନାର ଲାଭ ପାଇବେ ନାହିଁ ବୋଲି ସରକାରଙ୍କ ପକ୍ଷରୁ ସ୍ପଷ୍ଟ...

Farmer
କଲେକ୍ଟର କରିଦେଲେ କୋଟିପତି

ତେବେ କୃଷକଙ୍କ କହିବା ଅନୁସାରେ, ୧୯୬୧ ମସିହାରେ ମଧ୍ୟପ୍ରଦେଶ ଅନ୍ତର୍ଗତ ସନୱାଲିଆ ରୁଡ଼ିରେ ଥିବା ତାଙ୍କର ପୈତୃକ ଜମିକୁ ତାଙ୍କ ଭାଇଙ୍କଠାରୁ କିଛି ଲୋକ ଖୁବ୍‌ କମ୍‌ ଦାମ୍‌ରେ ସବୁ ଜମି ନେଇ ଯାଇଥିଲେ। ସେହି ସମୟରେ ତାଙ୍କ ଭାଇଙ୍କ ବୟସ ମଧ୍ୟ ଖୁବ୍‌ କମ୍‌ ଥିଲା। ତେଣୁ...

Ratha Jatra
ଆଜି ଶ୍ରୀଜିଉଙ୍କ ଉଭା ଯାତ୍ରା: କାଲି ସିଂହଦ୍ୱାରକୁ ଆସିବେ ତିନି ରଥ

ତେଣୁ ଆଗୁଆ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି। ଯଦି କୌଣସି ପର୍ଯ୍ୟଟକ କିମ୍ବା ଅତିଥି ପୁରୀ ସହରର ହୋଟେଲ, ଲଜ୍, ଧର୍ମଶାଳା, ଗେଷ୍ଟ ହାଉସରେ ରହୁଥିଲେ। ଆଜି ସୁଦ୍ଧା ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। କର୍ଫ୍ୟୁ ବଳବତ୍ତର ଥିବା ସମୟରେ ବଡ଼ଦାଣ୍ଡରେ ବାହନ ଚଳାଚଳ ଉପରେ...

Superstition
ଅନ୍ଧବିଶ୍ୱାସ ହେଲା କାଳ, ଚେଙ୍କ ନେଇ ଗଲା ଜୀବନ

ମୁର୍ଖାମୀ କୁହନ୍ତୁ କିମ୍ବା ପାରମ୍ପରିକ ବିଶ୍ୱାସ। ଅନ୍ଧବିଶ୍ୱାସ ଅନ୍ଧଗଳିରୁ ମୁକୁଳି ପାରୁନି ମଣିଷ। ଗତ ମାସ ୧୯ ତାରିଖରେ ଯାହାର ଭୟଙ୍କର ପରିଣାମ ଦେଖିବାକୁ ମିଳିଥିଲା ଗଂଜାମ ଚମାଖଣ୍ଡିରେ। ଗୁଣିଗାରେଡ଼ି ସନ୍ଦେହରେ ତିନି ତିନି ଜଣଙ୍କୁ ଗାଁ ଲୋକେ ସଂଘବଦ୍ଧ ଭାବେ ମାଡ଼ ମାରିବା ସହ ପ୍ଲାସରେ ଦାନ୍ତ...

Mother Dies Of Snakebite
ପୁଅକୁ ବଂଚାଇବା ଲାଗି ନିଜ ଜୀବନ ଦେଇଦେଲା ମାଆ

ପୁଅ ପାଇଁ ବଳିଦାନ ପରେ ଚିର ନିଦ୍ରାରେ ଶୋଇଛି ମାଆ। ସେ ଏମିତି ଅଫେରା ରାଇଜକୁ ଯାଇଛି ଯେ, ଆଉ ଫେରିବନି। ଆଉ ଏପଟେ ଏତେ କଅଁଳ ବୟସରୁ ସେ ଘଟଣା କଣ ସିନା ବୁଝିନି, ହେଲେ ମାଆକୁ ଖୋଜି ପାଇବାକୁ ଯେମିତି ଘୁରି ବୁଲୁଛି ତା କୁନି...

Ratha Jatra
ପାଖେଇ ଆସୁଛି ଘୋଷଯାତ୍ରା: ଆଜି ନବଯୌବନ ଦର୍ଶନ

ଛଳଛଳ ଭକ୍ତର ଆଖି, ଯୋଡ଼ ହସ୍ତ ନବଯୌବନ ରୂପରେ କାଳିଆକୁ ଟିକେ ଦର୍ଶନର ଅସୁମାରି ଆବେଗ। ହେଲେ ଦୁଆର ବନ୍ଦ, ସିଂହଦ୍ୱାର ଗୁମୁଟରେ ବିରାଜିତ ପତିତପାବନଙ୍କ ସାନିଧ୍ୟରେ ସୀମିତ ଭକ୍ତ ସାମାନ୍ୟ ସାନ୍ତ୍ୱନା ସିନା ମିଳୁଛି ହେଲେ ତୃପ୍ତ ହେଉନି ମନ। ଆଜି ନେତ୍ରୋତ୍ସବ, ଅନବସର ସରିବା ପରେ...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି