• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

bjd-bjp politics
ପିଏମ ଆବାସକୁ ନେଇ ବିଜେଡ଼ି-ବିଜେପି ମୁହାଁମୁହିଁ, ପୋଲିସ ମୁତୟନ

ଧାରଣା,ବିକ୍ଷୋଭ,ନାରାବାଜି। ବହୁ ଚର୍ଚ୍ଚିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାଂଘାତିକ ଦୁର୍ନୀତି ବିରୋଧରେ ବିଜେପିର ଗର୍ଜନ କରିଛି। ଗ୍ରାଉଣ୍ଡ ଜିରୋରେ ହଙ୍ଗାମା ମଚାଇଛି ଦଳ। ୩ ଦିନିଆ ଆନ୍ଦୋଳନକ୍ରମରେ ଆଜି ରାଜ୍ୟର ସବୁ ବ୍ଲକ ଅଫିସ ଆଗରେ ଦୁର୍ନୀତି ଓ ଅନିୟମିତତା ବିରୋଧରେ ଗର୍ଜିଛି ବିଜେପି। ତାସହ ଚେତାଇ ଦେଇଛି...

Corona Virus
ଲକଡାଉନ୍‌ ଓ ସପ୍ତାହନ୍ତ ସଟଡାଉନ୍‌ ପରେ ବି କାହିଁକି କମୁନାହିଁ ସଂକ୍ରମଣ?

ସାମୟିକ ଆଶ୍ୱସ୍ତୀ ପରେ କରୋନା ସଂକ୍ରମଣକୁ ନେଇ ପୁଣି ଚିନ୍ତା ବଢିଛି। ଜୁନ୍ ମାସ ଶେଷ ଆଡ଼କୁ ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ପରିଲକ୍ଷିତ ହୋଇଥିଲେ ମାତ୍ର ଜୁଲାଇ ଆରମ୍ଭରେ ହଠାତ୍ ବଦଳିଯାଇଛି ଟ୍ରେଣ୍ଡ୍। ଉପକୂଳର ୫ ଜିଲ୍ଲା ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଓ...

IPS Reshuffle In Odisha
IPS ସ୍ତରରେ ଅଦଳବଦଳ

IPS ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।ଅଖିଳେଶ୍ୱର ସିଂହଙ୍କୁ ଜଗତସିଂହପୁର ଏସପି ଭାବେ ନିଯୁକ୍ତ କରାଯାଇଥିବାବେଳେ ନବରଙ୍ଗପୁର ଏସପି ହୋଇଛନ୍ତି ପି.ଏସ୍. ପରଶୋତ୍ତମ ଦାସ। ସେହିପରି ରାହୁଲ ଜୈନ୍ ହୋଇଛନ୍ତି ବରଗଡ଼ ଜିଲ୍ଲାର ନୂଆ ଏସପି

Ratha Jatra Flowers
ଏମାନଙ୍କ ସୋଲରେ ସଜା ହୁଏ ତିନି ରଥ

ସୋଲରେ ତିଆରି ସୁନ୍ଦର ସୁନ୍ଦର ଫୁଲ ମାଳ। ଏସବୁରେ ସଜେଇ ହେବେ ଶ୍ରୀଜିଉଙ୍କ ତିନି ରଥ। ଖୋର୍ଦ୍ଧା ଗୁରୁଜଙ୍ଗ ଭୋଇ ସାହିରୁ ମହାପ୍ରଭୁଙ୍କ ସେବା ପାଇଁ ଯିବ ଏହି ସୋଲ ଫୁଲ। ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଏହି ସେବା କରିବାର ସୁଯୋଗ ପାଇ କେତେ ଖୁସି ଭୋଇ...

Nabajoubana Darshan
ଆଜି ଶ୍ରୀ ଜିଉଙ୍କ ନବଯୌବନ ଦର୍ଶନ, ନୂଆ ରୂପରେ ଝଟକୁଛନ୍ତି ମହାପ୍ରଭୁ

ଆଜି ଜଗନ୍ନାଥ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ବନକଲାଗି ନୀତି ପରେ ନୂଆ ରୂପରେ ଅତି ସୁନ୍ଦର ଦିଶୁଛନ୍ତି ମହାପ୍ରଭୁ, କାଲି ଉଭା ଯାତ୍ରା ପରେ ପରେ ସୋମବାର ଦିନ ଘୋଷଯାତ୍ରାରେ ବାହାରିବେ ଶ୍ରୀଜିଉ

Bhadrak Farmer Problem
ବର୍ଷା ନାହିଁ, ଜମି ଫାଟି ଆଁ କଲାଣି: ମୁଣ୍ଡରେ ହାତ ଦେଇ ବସିଛି ଚାଷୀ

ଆଷାଢ ସରିବାକୁ ବସିଲାଣି, ଆଗକୁ ଶ୍ରାବଣ ହେଲେ ଚାଷ ଜମି ଫାଟି ଆଁ କଲାଣି, ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲାର ବିଭିନ୍ନ ବ୍ଲକର ଚାଷ ଜମରେ। ଜିଲ୍ଲାରେ ଜୁନ ମାସରେ ସ୍ୱାଭାବିକଠାରୁ ଆଧା ପରିମାଣରେ ବର୍ଷା ହୋଇଛି। ନିଅଣ୍ଟିଆ ବର୍ଷାକୁ ନେଇ ଚାଷୀ କୂଳ ହତାଶ।...

Lav Agarwal
ଦେଶର ୯୦ ଜିଲ୍ଲାରେ ରହିଛି ୮୦ ପ୍ରତିଶତ ସଂକ୍ରମଣ

୬୬ଟି ଜିଲ୍ଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଉପରେ ରହିଛି। ଓଡ଼ିଶାର ୨ଟି ଜିଲ୍ଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଉପରେ ଥିବା କହିଛନ୍ତି ଲବ୍ ଅଗ୍ରୱାଲ। ସେପଟେ ଗର୍ଭବତୀ ମହିଳା ଟିକା ନେବା ଜରୁରୀ ବୋଲି କହିଛନ୍ତି ଡାକ୍ତର ଭି.କେ. ପଲ୍।

COVID-19 vaccine
ଫାଇଜର ଟିକା ନେଲେ ନେବାକୁ ପଡ଼ିବ ତୃତୀୟ ଡୋଜ୍‌

କୋଭିଡର ମୂଳ ଭୂତାଣୁର ସଫଳ ମୁକାବିଲା ପାଇଁ ତୃତୀୟ ଡୋଜର ଆବଶ୍ୟକତା ରହିଛି। ଭାରତରେ ଦେଖାଦେଇଥିବା ଡେଲଟା ଭାରିଆଣ୍ଟ ଓ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା ବିଟା ଭାରିଆଣ୍ଟ ବିରୋଧରେ ମଧ୍ୟ ତୃତୀୟ ଡୋଜ ଅଧିକ ଫଳପ୍ରଦ ହେବ ବୋଲି ଫାଇଜର ପକ୍ଷରୁ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ତଥ୍ୟରୁ ଜଣାପଡିଛି।

 Torturing Minor Daughter Case
ଶିଶୁକୁ ନିର୍ଯାତନା ଅଭିଯୋଗରେ ୨ ଗିରଫ

ଭୁବନେଶ୍ୱର ଉପକଣ୍ଠ ବାଲିପାଟଣାରେ ୭ବର୍ଷର ଶିଶୁକୁ ନିର୍ଯାତନା ଘଟଣାରେ ୨ ଗିରଫ ହୋଇଛନ୍ତି। ପିଲାର ବାପା ବିଲାଲ ଖାଁ ଓ ସାବତ ମାଆକୁ ବାଲିପାଟଣା ପୋଲିସ ଥାନା ଗିରଫ କରିଛି। ଦୁହିଁଙ୍କ ବିରୋଧରେ ୩୦୭ ଭଳି ସଂଗୀନ ଦଫା ଲଗା ଯାଇଥିବା ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ କହିଛନ୍ତି

barsh-anubhab
ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ ଓ ବର୍ଷା

ପୁଣି ଫ୍ୟାମିଲି କୋର୍ଟରେ ଅନୁଭବ ଓ ବର୍ଷା ହାଜର ହୋଇଛନ୍ତି। କଟକ ଫ୍ୟାମିଲି କୋର୍ଟରେ ଆଜି ହାଜର ହୋଇଥିଲେ ସାଂସଦ ଅନୁଭବ ମହାନ୍ତି, ତାଙ୍କ ସହ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ମଧ୍ୟ ହାଜର ହୋଇଥିଲେ। କୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଉଭୟ ହାଜର ହୋଇଥିଲେ।

Union Ministers
ମୋଦିଙ୍କ କ୍ୟାବିନେଟ୍‌ର ସବୁଠୁ ଧନୀମନ୍ତ୍ରୀ କିଏ?

ମୋଦି କ୍ୟାବିନେଟ୍‌ରେ ସବୁଠୁ ଧନୀ ମନ୍ତ୍ରୀ ହେଉଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ। ପ୍ରଧାନମନ୍ତ୍ରୀ ତାଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଦାୟିତ୍ୱ ଦେଇଛନ୍ତି। ସୂଚନା ଅନୁସାରେ, ତାଙ୍କ ପାଖରେ ୩୭୯ କୋଟି ଟଙ୍କା ରହିଛି। କଂଗ୍ରେସ ଶାସନ ସମୟରେ ବି ସେ ସବୁଠୁ ଧନୀ ମନ୍ତ୍ରୀ ଥିଲେ।

Narayan Rane
ଦିନେ ଚିକେନ୍‌ ଦୋକାନୀ ଥିଲେ, ଏବେ କ୍ୟାବିନେଟ୍‌ ମନ୍ତ୍ରୀ

ମହାରାଷ୍ଟ୍ରର ଟାଣୁଆ ନେତା ନାରାୟଣ ରାଣେ | ଶିବସେନାରୁ ନିଜ ରାଜନୀତି ଆରମ୍ଭ କରିଥିବା ନାରାୟଣ ରାଣେ ମୋଦି କ୍ୟାବିନେଟ୍‌ରେ ମନ୍ତ୍ରୀ ଭାବେ ଶପଥ ନେଇସାରିଛନ୍ତି। କେବଳ ସେ କ୍ୟାବିନେଟ୍‌ ମନ୍ତ୍ରୀ ନୁହେଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ Micro, Small and Medium Enterprises ମନ୍ତ୍ରଣାଳୟର ଦାୟିତ୍ୱ ମଧ୍ୟ ପାଇଛନ୍ତି

Ashwini Vaishnaw
ଅଶ୍ୱିନୀଙ୍କୁ ରେଳ ବିଭାଗ ଦାୟିତ୍ୱ ମିଳିବା ପରେ ସାରା ଦେଶର ଜୋରଦାର ଚାଲିଛି ଚର୍ଚ୍ଚା, ହେଲେ କାହିଁକି?

ସେହିପରି ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବାବେଳେ ସେ ପିଏମ୍ଓରେ ଉପସଚିବ ଏବଂ ପରେ ବାଜପେୟୀଙ୍କ ବ୍ୟକ୍ତିଗତ ସଚିବ ରହି ବିଜେପି ଟପ୍ ବ୍ରିଗେଡଙ୍କ ଦୃଷ୍ଟିକୁ ଆସିଥିଲେ। ପ୍ରଶାସନିକ ସେବାରୁ ଅବ୍ୟାବହତି ପରେ ସେ ଜି.ଇ. ଟ୍ରାନ୍ପୋର୍ଟସେନରେ ଏମଡ଼ି ଓ ସିମେନ୍ସର ଭାଇସ୍ ପ୍ରେସିଡେଣ୍ଟ ଭାରେ କାର୍ଯ୍ୟ କରିଥିଲେ।...

Pakhala
ପଖାଳ ଖାଇଲେ କରୋନା ଭାଇରସ୍‌ରୁ ମିଳିବ ନିସ୍ତାର?

କରୋନା କାଳରେ ଚାରିଆଡ଼େ ଖୋଜା ପଡ଼ିଛି ଇମ୍ୟୁନିଟି, ହେଲେ ଦେଖିଲା ବେଳକୁ ଆମରି ରୋଷେଇ ଘରେ ଥିବା ବାସି ପଖାଳରେ ଇମ୍ୟୁନିଟିର ପୂରା ଗନ୍ତାଘର। ହଁ... ଗାଲୁଗପ ନୁହେଁ, ଇଏ ଗବେଷଣାର କଥା ଜଣାପଡ଼ିଛି, ବାସି ପଖାଳ ଓ ତୋରାଣିରେ ଶରୀରକୁ ଏତେ ପରିମାଣରେ ରୋଗ ପ୍ରତିରୋଧକ ଶକ୍ତି...

New Union Minister
ଦାୟିତ୍ୱ ମିଳିଲା: କିଏ କେତେ କାମ କରୁଛି ତାହା ଦେଖିବେ ଦେଶବାସୀ...

ଶିଳ୍ପ ବିକାଶକୁ ତ୍ୱରାନ୍ୱିତ ଲାଗି ଏହି କ୍ଷେତ୍ରର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହାକୁ ସଂକଟମୁକ୍ତ କରିବା ପାଇଁ ରାଣେ କି ପଦକ୍ଷେପ ନେଉଛନ୍ତି ତାହା ଦେଖିବା କଥା। ତେଣେ ନିଜ ବାପା ମାଧବରାଓ ସିନ୍ଧିଆଙ୍କ ଭଳି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମିଳିଛି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ

Ratha Jatra
ରଥଯାତ୍ରା: ସମୀକ୍ଷା ବୈଠକ କଲେ ମୁଖ୍ୟମନ୍ତ୍ରୀ

ଏଥିସହ ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା ଏବଂ ରଥଯାତ୍ରାର ବିଭିନ୍ନ ଆନୁସଙ୍ଗିକ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ବୈଠକରେ ଆଇନ, ଗଣଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀଙ୍କ ସମେତ ପୋଲିସ ଡିଜି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସପି ସାମିଲ ହୋଇଥିଲେ। ଗତବର୍ଷ ଭଳି ଏବର୍ଷ...

Farmer
କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ମଣ୍ଡି ଭିତ୍ତିଭୂମି ସୁଦୃଢ଼ କରିବାକୁ ୧ ଲକ୍ଷ କୋଟି ଟଙ୍କା ଅନୁଦାନକୁ ମିଳିଲା ମଂଜୁରୀ

ବୈଠକ ପରେ ପ୍ରେସମିଟ୍‌ରେ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହି ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟମାନଙ୍କ ପାଇଁ ୨୩ ହଜାର ୧୨୩ କୋଟି ଟଙ୍କାର ଜରୁରୀକାଳୀନ କୋଭିଡ଼ ପାଣ୍ଠି ମଂଜୁର କରାଯାଇଛି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି।

Konak
“ସୌନ୍ଦର୍ଯ୍ୟକରଣ ପୂର୍ବରୁ ଆମକୁ ଥଇଥାନ କର”

କରୋନା କଟକଣା ଯୋଗୁଁ ବେଶ କିଛିଦିନ ନୀରବତା ପରେ ଏବେ କୋଣାର୍କର ପାରିପାର୍ଶ୍ଵିକ ବିକାଶ ପାଇଁ ସରକାର ତତ୍ପର ହୋଇପଡିଛନ୍ତି। ଜାତୀୟ ରାଜପଥ ବିଭାଗ ଦ୍ଵାରା ୩୬ କୋଟି ଟଙ୍କା ବ୍ୟୟରେ ଚନ୍ଦ୍ରଭାଗାରୁ କୋଣାର୍କ ଓ କୋଣାର୍କ ଲାବଣ୍ୟ ଲଜଠାରୁ ଆଶ୍ରମ ସ୍କୁଲ ପର୍ଯ୍ୟନ୍ତ ୪ କିଲୋମିଟର ୫୦୦...

Bhubaneswar DCP
ସାଇବର୍‌ ଲୁଟେରାଙ୍କଠାରୁ କେମିତି ପାଇବେ ରକ୍ଷା? ଟ୍ୱିଟ୍‌ କରି ସୂଚନା ଦେଲା କମିଶନରେଟ୍‌ ପୋଲିସ

ଏହି ଲିଙ୍କ୍ ଖୋଲିବା ମାତ୍ରେ ଆକାଉଣ୍ଟରୁ ଟଙ୍କା ଗାଏବ ହୋଇଥିବାର ଆଶଙ୍କା ଅଛି। କାରଣ ଲିଙ୍କ୍ ଖୋଲିଲେ, ସେମାନଙ୍କୁ ପାଖକୁ ବ୍ୟାଙ୍କ ଆକାଉଣ୍ଟର ଗୋପନୀୟ ତଥ୍ୟ ସବୁ ଲିକ୍ ହୋଇପାରେ। ତେଣୁ ଏପରି ଲିଙ୍କ୍ ଉପରେ କ୍ଲିକ୍ ନ କରିବାକୁ କମିଶନରେଟ ପୋଲିସ ପରାମର୍ଶ ଦେଇଛି।

Ratha Jatra
ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ସେପଟେ, ଶ୍ରୀକ୍ଷେତ୍ରରେ ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଗତକାଲି ମହାପ୍ରଭୁଙ୍କ ସରିଛି ଖଳି ପ୍ରସାଦ ଲାଗି ନୀତି। ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ବିଳମ୍ବିତ ରାତିରେ ଖଳିକୁ ଦଇତାପତିମାନେ ଲାଗି କରିଛନ୍ତି। ଏହି ଦିବ୍ୟ ପ୍ରଲେପକୁ ରୁପା ପିଙ୍ଗଣରେ ରଖି ଦଇତାପତି...

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି