• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

Builder Arrested
ରସକିଆ ବିଲଡ଼ର୍‌, ବାରମ୍ବାର ମିଛ କହି ଅନେକ ଝିଅଙ୍କୁ ହୋଇଥିଲା ବାହା

ନିଜକୁ ବିଲଡର କହି ଲକ୍ଷାଧିକ ଟଙ୍କାର ଯୌତୁକ ନେଉଥିଲା। ପରେ ସେମାନଙ୍କୁ ଯୌତୁକ ନିର୍ଯାତନା ଦେଇ ଘରୁ ତଡ଼ି ଦେଉଥିଲା ପ୍ରିୟବ୍ରତ। ପ୍ରୟିବ୍ରତ ସହ ତାର ପରିବାର ଲୋକେ ମଧ୍ୟ ଏଥିରେ ସଂପୃକ୍ତ ଥିଲେ ବୋଲି ୨ ଯୁବତୀ ଅଭିଯୋଗ କରିଛନ୍ତି।

Family Problem
କରୋନା ପାଇଁ ଜୀବିକା ହରାଇଲେଣି କାରିଗର

ଏଠି କାଠ ଦେହରେ ସଂଚାର ହୁଏ ପ୍ରାଣ ।ଶିଳ୍ପୀର ନିହାଣ ସ୍ପର୍ଶରେ ଜୀବନ୍ତ ହୁଏ କାଠରେ ତିଆରି ହେଉଥିବା ବିଭିନ୍ନ କଳା । କାହିଁ କେଉଁ ପୁରୁଷ ଅମଳରୁ ପାରମ୍ପରିକ କଳାକୁ ବଂଚାଇ ରଖିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ନୁଆଁପଡାର ମହାରଣା ପରିବାର। ନିର୍ଜିବ କାଠ ଦେହରେ...

Ashwini Vaishnav
ଅଶ୍ୱିନୀ ବୈଷ୍ଣବଙ୍କୁ ମିଳିଲା ରେଳ ମନ୍ତ୍ରଣାଳୟ ଦାୟିତ୍ୱ

ଅଶ୍ୱିନୀ ବୈଷ୍ଣବଙ୍କୁ ମିଳିଲା କେନ୍ଦ୍ର ରେଳ ମନ୍ତ୍ରଣାଳୟର ଦାୟିତ୍ୱ। ନୂଆ କରି ସାଂସଦ ହେଲେ, ଏବେ କେନ୍ଦ୍ରରେ କ୍ୟାବିନେଟ୍‌ ମନ୍ତ୍ରୀ ହେଲେ। ଆଉ ବର୍ତ୍ତମାନ ସମୟରେ ଗୁରୁତ୍ୱପୂର୍ଣ୍ଣ ବିଭାଗ ବି ପାଇଲେ।

Dilip Kumar
ଦିଲୀପ ଚାଲିଗଲେ, ଛାଡ଼ିଗଲେ ଅନେକ ସ୍ମୃତି

ଦିଲୀପ କୁମାରଙ୍କ ନିଧନ ସହ ବଲିଉଡରେ ଏକ ଯୁଗର ଅବସାନ ଘଟଛି। ୧୯୪୪ରୁ ୧୯୯୮ ଦୀର୍ଘ ୫ ଦଶନ୍ଧିରୁ ଅଧିକ ସମୟର ଫିଲ୍ମ କ୍ୟାରିୟରରେ ସେ ଛାଡ଼ିଯାଇଛନ୍ତି ଅନେକ ଅଲିଭା ସ୍ମୃତି। ଯାହାକୁ ଆଜି ମନେପକାଉଛନ୍ତି ତାଙ୍କର ଅଗଣିତ ପ୍ରଶଂସକ ଓ ଶୁଭେଚ୍ଛୁ।

Youtube Education
ୟୁଟ୍ୟୁବ୍‌ରେ ପାଠ ପଢ଼ାଯାଉଛି. ହେଲେ କେତେ ପିଲା ପାଉଛନ୍ତି ଶିକ୍ଷା?

ମହାମାରୀ ଯୋଗୁଁ ୟୁ-ଟ୍ୟୁବ୍‌ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। କିନ୍ତୁ ରାଜ୍ୟର ବହୁ ଉପାନ୍ତ ଅଞ୍ଚଳରେ ଏହି ଅନ୍ଲାଇନ୍ ଶିକ୍ଷାରେ ବାଧକ ସାଜିଛି ଭିତ୍ତିଭୂମିର ଅଭାବ। ଏଭଳି ସ୍ଥିତିରେ ଅନ୍ଲାଇନ୍ ଶିକ୍ଷାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ନିକଟକୁ ଯାଇ କମ୍ୟୁନିଟି ଶିକ୍ଷାଦାନ ବ୍ୟବସ୍ଥା ଆପଣେଇଛି ନୂଆପଡ଼ା ଜିଲ୍ଲା...

Pipili Girl
ଏମିତି ବାପା କାହାକୁ ନମିଳୁ...

ଭୁବନେଶ୍ୱର ଉପକଣ୍ଠରେ କୁନି ପିଲାଟିକୁ ଲୋମଟାଙ୍କୁରା ନିର୍ଯାତନା ଦିଆଯାଇଥିବା ଜଣାପଡ଼ିଛି। ଦ୍ୱିତୀୟ ପତ୍ନୀ ସହ ମିଶି ଖୋଦ୍ ବାପାଟିଏ କଅଁଳ ପିଲାଟିକୁ ଅମାନବୀୟ ଅତ୍ୟାଚାର କରିଥିବା ଅଭିଯୋଗ ହୋଇଛି। କେବେ ଶିକୁଳିରେ ବାନ୍ଧି ମାଡ଼ ତ ଆଉ କେବେ ଗରମ ପାଣିରେ ହାତ ବୁଡ଼ାଇ ଦଣ୍ଡ ଦେଇଛି

Two Odia Minister
ମୋଦିଙ୍କ ନୂଆ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇଲେ ୨ ଓଡ଼ିଆ ସାଂସଦ

କେନ୍ଦ୍ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପରେ ମୋଦିଙ୍କ ନୂଆ ଟିମରେ ଓଡ଼ିଶାରୁ ସ୍ଥାନ ପାଇଛନ୍ତି ଦୁଇ ଜଣ ସାଂସଦ। ରାଜ୍ୟସଭା ସାଂସଦ ଅଶ୍ୱିନୀ କୁମାର ବୈଷ୍ଣବ କ୍ୟାବିନେଟ୍ ପାହ୍ୟା ମନ୍ତ୍ରୀ ହୋଇଥିବାବେଳେ ଓ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ହୋଇଛନ୍ତି ମନ୍ତ୍ରୀ। ଉଭୟେ ପ୍ରଥମ ଥର ସାଂସଦ ସାଙ୍ଗକୁ ମିନିଷ୍ଟର...

Ashwini Vaishnaw
କେନ୍ଦ୍ରରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ

ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ମୋଦି ସରକାରର ମନ୍ତ୍ରୀ। ଓଡ଼ିଶାରୁ କେନ୍ଦ୍ର କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ। ଶ୍ରୀ ବୈଷ୍ଣବ ରାଜ୍ୟସଭାରୁ ସାଂସଦ ଭାବରେ ନିର୍ବାଚିତ ହୋଇଛନ୍ତି

SCB Medical
SCB ମେଡ଼ିକାଲରେ ଲାଗିବ ୯ ECMO ମେସିନ୍‌

କଟକ ଏସସିବି ମେଡିକାଲରେ ଲାଗିବ ୯ ଇକମୋ ମେସିନ୍।ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ଓଡ଼ିଶାକୁ ୯ଟି ଇକମୋ ମେସିନ୍‌ ଆସିବ। ଆସିବାକୁ ଥିବା ସମସ୍ତ ମେସିନ୍‌ ଏସସିବିରେ ହିଁ ଲାଗିବ

kicking minor boy at Bhubaneswar
ଚା’ ଦୋକାନୀଙ୍କ ନାବାଳକ ପୁଅକୁ ମାଡ଼ ଘଟଣା: ବହିଷ୍କାର ହେଲେ ୨ ହୋମଗାର୍ଡ଼

ରାଜଧାନୀ ଭୁବନନେଶ୍ୱରରେ ଚା ଦୋକାନୀଙ୍କ ନାବାଳକ ପୁଅକୁ ପିସିଆର ଭ୍ୟାନ୍ ଟିମ୍ ମାଡ଼ ମାରିବା ଘଟଣା ମାମଲାରେ ୨ଜଣ ହୋମାଗାର୍ଡଙ୍କୁ ବହିଷ୍କାର କରାଯାଇଥିବା ସୂଚନା ମିଳିଛି। ମାମଲାରେ ଜଣେ OAPF ର ଯବାନ ସସପେଣ୍ଡ ହୋଇଛନ୍ତି

Ashwini Vaishnaw
କେନ୍ଦ୍ର କ୍ୟାବିନେଟ୍‌ରେ ସ୍ଥାନ ପାଇପାରନ୍ତି ଅଶ୍ୱିନୀ ବୈଷ୍ଣବ

କ୍ୟାବିନେଟ ମନ୍ତ୍ରୀ ହେବେ ବୈଷ୍ଣବ ! କ୍ୟାବିନେଟ ମନ୍ତ୍ରୀ ହୋଇପାରନ୍ତି ଅଶ୍ୱିନୀ ବୈଷ୍ଣବ। ଏନେଇ ଜୋରସୋରରେ ଚର୍ଚ୍ଚା ଚାଲିଛି। ଏହାସହ ସାମ୍ନାକୁ ଆସିଲା ଶପଥ ନେବାକୁ ଥିବା ୪୩ ମନ୍ତ୍ରୀଙ୍କ ତାଲିକା। ତାଲିକାର ୬ନମ୍ବର ସ୍ଥାନରେ ରହିଛି ଅଶ୍ୱିନୀ ବୈଷ୍ଣବଙ୍କ ନାଁ। ତେବେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାର ୨...

Narendra Modi
ଏହି ମାନଙ୍କୁ ସନ୍ଧ୍ୟାରେ ମିଳିପାରେ ମନ୍ତ୍ରୀ ପଦ, ଦେଖନ୍ତୁ ପୂରା ତାଲିକା

ସେହିପରି, କେନ୍ଦ୍ର ଏମ୍ଏସ୍ଏମ୍ଇ ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବି ଇସ୍ତଫା ଦେଇଛନ୍ତି । ଏହାସହ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ ବି ଇସ୍ତଫା ଦେଇଛନ୍ତି। ଅନ୍ୟପକ୍ଷରେ ଗତକାଲିଠାରୁ କେନ୍ଦ୍ରମନ୍ତ୍ରୀ ଥାବରଚାନ୍ଦ ଗେହଲୋଟଙ୍କୁ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି।

Bishweswar Tudu,Ashwini Vaishnaw
ଓଡ଼ିଶାରୁ ୨ ମନ୍ତ୍ରୀ ସାମିଲ ହେବା ନେଇ ସ୍ପଷ୍ଟ ହେଲା ଚିତ୍ର

ଆଜି ସନ୍ଧ୍ୟାରେ ମୋଦିଙ୍କ ଟିମର ନବକେଳବର । ନୂତନ କ୍ୟାବିନେଟରେ କାହାକୁ ମିଳିବ ମନ୍ତ୍ରୀପଦ ? ଏପରି କଳ୍ପନା ଜଳ୍ପନା ମଧ୍ୟରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କ ନାଁ ଚର୍ଚ୍ଚାରେ ରହିଥିଲା । କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ମୟୂରଭଂଜ ସାଂସଦ ।

Ramesh Pokhriyal
ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ପୂର୍ବରୁ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ସନ୍ତୋଷ ଗଙ୍ଗୱାର ଓ ରମେଶ ପୋଖରିଆଲ

କେନ୍ଦ୍ର ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ପୂର୍ବରୁ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସନ୍ତୋଷ ଗଙ୍ଗୱାର ଓ ରମେଶ ପୋଖରିଆଲ। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପୂର୍ବରୁ କିଛି ମନ୍ତ୍ରୀ ଇସ୍ତଫା ଦେଇଥିବା ସୂଚନା ମିଳିଛି। କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଶ୍ରମମନ୍ତ୍ରୀ ଥିଲେ ଗଙ୍ଗୱାର। ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ମଧ୍ୟ ଇସ୍ତଫା ଦେଇଛନ୍ତି।ସ୍ୱାସ୍ଥ୍ୟ ଗତ...

NarendraModi
ମୋଦି ମନ୍ତ୍ରୀମଣ୍ଡଳରେ କିଏ କିଏ ହେବେ ସାମିଲ?

ଆଜି ସଂଧ୍ୟା ୬ରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଂପ୍ରସାରଣ ହେବ। ଏଥିପାଇଁ ବିଜ୍ଞପ୍ତ ପ୍ରକାଶ ପାଇଛି। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ରାଷ୍ଟ୍ରପତି ଭବନରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାପୂର୍ବରୁ ସେଭେନ୍ ଲୋକକଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ନେତାଙ୍କ ଭିଡ଼ ଲାଗିଲାଣି

NarendraModi
ମୋଦିଙ୍କ ଟିମ୍‌ରେ ସାମିଲ ହୋଇପାରନ୍ତି ୧୮ ମନ୍ତ୍ରୀ, ସନ୍ଧ୍ୟା ୬ରେ ଶପଥ ଗ୍ରହଣ ଉତ୍ସବ

ମୋଦିଙ୍କ ଟିମ୍‌ରେ ସାମିଲ ହୋଇପାରନ୍ତି ନୂଆ ୧୮ ମନ୍ତ୍ରୀ। ରାଷ୍ଟ୍ରପତି ଭବନକୁ ୧୮ ଜଣଙ୍କ ନାଁ ଯାଇଥିବା ସୂଚନା ମିଳିଛି। ଜ୍ୟୋତିରାଦିତ୍ୟ ସିନ୍ଧିଆ, ସର୍ବାନନ୍ଦ ସୋନୱାଲ୍‌ ନାଁ ଯାଇଥିବା ସୂଚନା ମିଳିଛି। ଏହାସହ ପଶୁପତି ପାରସ, ନାରାୟଣ ରାଣେ, ଭୂପେନ୍ଦ୍ର ଯାଦବଙ୍କ ନାଁ ମଧ୍ୟ ଯାଇଥିବା ସୂଚନା ମିଳିଛି

Vizag Accident
ଭୁଶୁଡିପଡିଲା ନିର୍ମାଣାଧୀନ ଜାତୀୟ ରାଜପଥର ଓଭରବ୍ରିଜ୍

ଭୁଶୁଡିପଡିଲା ନିର୍ମାଣାଧୀନ ଜାତୀୟ ରାଜପଥର ଓଭରବ୍ରିଜ୍ । ବ୍ରିଜ ତଳେ ଚାପି ହୋଇ ରହିଛି କାର ଓ ଟ୍ରକ । ପୋଲିସ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏହି ସଂଖ୍ୟା ବଢିବା ଆଶଙ୍କା କରାଯାଉଛି

Gajapati Maharaj
ସୁସ୍ଥ ହେଲେ ମହାପ୍ରଭୁ

ଆଜି ସୁସ୍ଥ ହୋଇଛନ୍ତି ମହାପ୍ରଭୁ ଜଗନ୍ନାଥ। ଏହି ସମ୍ବାଦ ପହଞ୍ଚିଛି ପୁରୀ ଗଜପତିଙ୍କ ପାଖରେ। ଏହା ପରେ କେମିତି ରଥଯାତ୍ରା ହେବ ଶୁଣନ୍ତୁ .....

Bhubaneswar Murder Case
ପ୍ରିୟଙ୍କାଙ୍କୁ ମାଇଲା କିଏ ଓ କାହିଁକି?

ପ୍ରେମ ପ୍ରତାରଣାରୁ ପ୍ରଚଣ୍ଡ ପ୍ରତିଶୋଧ? ନା ଏକତରଫା ପ୍ରେମରୁ ଜଘନ୍ୟ କାଣ୍ଡ? ଭୁବନେଶ୍ୱର ଭୀମଟାଙ୍ଗୀ ମହିଳା ହତ୍ୟାକାଣ୍ଡର କାରଣକୁ ନେଇ ଚର୍ଚ୍ଚା ଭୀମଟାଙ୍ଗୀ ଫେଜ୍ ଓ୍ୱାନରେ ରହୁଥିବା ଯାଜପୁର କୁଆଖିଆ ଅଞ୍ଚଳର ୨୬ ବର୍ଷୀୟ ମହିଳା ପ୍ରିୟଙ୍କା ପ୍ରିୟଦର୍ଶନୀ ସାହୁଙ୍କ ହତ୍ୟାକୁ ୨୪ ଘଣ୍ଟା ବିତିଯାଇଥିବା ବେଳେ ମିଳିପାରିନି...

Girl Builds Mini Chariot
ଆଇସ୍କ୍ରିମ୍ କାଠିରେ ତିଆରି ହୋଇଛି ନନ୍ଦିଘୋଷ

ସୁସ୍ମିତା ମହାରଣା ବଡ଼ଦାଣ୍ଡରେ ତିଆରି କରିଛନ୍ତି କୁନି ନନ୍ଦିଘୋଷ। ନନ୍ଦିଘୋଷ ରଥ ସମ୍ମୁଖରେ ରଖିଛନ୍ତି ତାଙ୍କ ଆଇସ୍କ୍ରିମ୍ କାଠିର ନନ୍ଦିଘୋଷ ରଥକୁ। ଚାଲନ୍ତୁ ଦେଖିବା କେତୋଟି କାଠିରେ ସେ ତିଆରି କରିଛନ୍ତି।

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି