‘ଶାରୀରିକ ଅସୁସ୍ଥତା ପାଇଁ ମୁଁ ଆସନ୍ତା ୧୦ ଦିନ ଯାଏ ମୋବାଇଲ ଫୋନ୍ ଅଫ କରିବି। ବାରମ୍ବାର ଫୋନ ଆସୁଥିବାରୁ ମୁଁ ଡିଷ୍ଟର୍ବ ହେଉଛି। ମତେ ଭୁଲ୍ ବୁଝିବେ ନାହିଁ। ଦରକାର ହେଲେ ହାଇଦ୍ରାବାଦ ଯିବ।‘ କରୋନାରୁ ସୁସ୍ଥ ହୋଇଥିବା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଫେସବୁକରେ ଏକ...
ଭୁବନେଶ୍ୱର ଭୀମଟାଙ୍ଗି ଅଂଚଳରେ ମହିଳାଙ୍କୁ ବୀଭତ୍ସ ହତ୍ୟାକାଣ୍ଡ ପଛରେ ରହିଛି ପୂର୍ବ ସମ୍ପର୍କ । ଏକଥା ନିଜେ କହିଛନ୍ତି ଅଭିଯୁକ୍ତଙ୍କ ମା’ସାବିତ୍ରୀ ପ୍ରଧାନ। ମୃତ ମହିଳା ପ୍ରିୟଙ୍କାଙ୍କ ସହ ତାଙ୍କ ପୁଅ ଜଗନ୍ନାଥଙ୍କ ନିବିଡ଼ ସମ୍ପର୍କ ଥିଲା ବୋଲି ସେ କହିଛନ୍ତି।
ପୁଣି ଖାକିରେ ଲାଗିଲା କଳଙ୍କ, ଓଏପିଏଫ କର୍ମଚାରୀଙ୍କ ନାଁରେ ଲଭ ସେକ୍ସ ଧୋକା ଅଭିଯୋଗ ହୋଇଛି। ସୁରକ୍ଷା ଦାୟିତ୍ୱ ବହନ କରୁଥିବା ପୋଲିସ ବିଭାଗର ଜଣେ କର୍ମଚାରୀ ବିଧବା ମହିଳାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଏନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିବା ପରେ ସଂପୃକ୍ତ...
ପ୍ରେମ ପ୍ରତାରଣାରୁ ପ୍ରଚଣ୍ଡ ପ୍ରତିଶୋଧ? ନା ଏକତରଫା ପ୍ରେମରୁ ଜଘନ୍ୟ କାଣ୍ଡ? ଭୁବନେଶ୍ୱର ଭୀମଟାଙ୍ଗୀ ମହିଳା ହତ୍ୟାକାଣ୍ଡର କାରଣକୁ ନେଇ ଚର୍ଚ୍ଚା ଭୀମଟାଙ୍ଗୀ ଫେଜ୍ ଓ୍ୱାନରେ ରହୁଥିବା ଯାଜପୁର କୁଆଖିଆ ଅଞ୍ଚଳର ୨୬ ବର୍ଷୀୟ ମହିଳା ପ୍ରିୟଙ୍କା ପ୍ରିୟଦର୍ଶନୀ ସାହୁଙ୍କ ହତ୍ୟାକୁ ୨୪ ଘଣ୍ଟା ବିତିଯାଇଥିବା ବେଳେ ମିଳିପାରିନି...
ଟିକା ମିଳିଗଲା ତ ଭଲ କଥା, ନହେଲେ ଆାଉ ଗୋଟିଏ ଦିନର ଯୁଦ୍ଧକୁ ଅପେକ୍ଷା ରହିଛି। ଢେଙ୍କାନାଳରେ ବି ସମାନ ଚିତ୍ର ଦେଖିବାକୁ ମିଳିଛି। ପ୍ରବଳ ଭିଡ଼ ସାଙ୍ଗକୁ ପାଟିତୁଣ୍ଡ,ହୋ ହାଲ୍ଲା ବି ହୋଇଛି। ଗତକାଲି ମଧ୍ୟ ଟିକା ପାଇଁ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଜଗତସିଂହପୁର...
କ୍ୟାବିନେଟରେ ୮୧ ଜଣ ମନ୍ତ୍ରୀ ରହିବାର ବ୍ୟବସ୍ଥା ଥିବା ବେଳେ, ଏବେ ମାତ୍ର ୫୩ ଜଣ ମନ୍ତ୍ରୀ ଅଛନ୍ତି। ଅର୍ଥାତ୍ ଆହୁରି ୨୮ ଜଣଙ୍କୁ ମନ୍ତ୍ରୀ କରିବାର ବିକଳ୍ପ ମହଜୁଦ ରହିଛି ପ୍ରଧାନମନ୍ତ୍ରୀଙ୍କ ପାଖରେ। ତେଣୁ ଆସନ୍ତାବର୍ଷ ହେବାକୁ ଥିବା ୫ଟି ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି,...
କାଲି ସଂଧ୍ୟାରେ କେନ୍ଦ୍ର କ୍ୟାବିନେଟ ସଂପ୍ରସାରଣ ହେବ। ଏନେଇ ଜାତୀୟ ଗଣମାଧ୍ୟମରୁ ମିଳିଛି ସୂଚନା । ଆସନ୍ତାକାଲି ହେବ ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ସଂପ୍ରସାରଣ। ତେବେ କାହାକୁ ମନ୍ତ୍ରୀପଦ ମିଳିବ ତାହାକୁ ନେଇ ଏବେଠୁ ଜୋରସୋରରେ ଚର୍ଚ୍ଚା ଚାଲିଛି
କେନ୍ଦ୍ର ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ ହେବା ନେଇ ଜାତୀୟ ଗଣମାଧ୍ୟମରେ ଜୋରଦାର ଚାଲିଛି ଚର୍ଚ୍ଚା। ତେବେ ଦିଲ୍ଲୀରେ ଏନେଇ ଆଜି ମାନସମନ୍ଥନ ହେଉଥିବା ଜଣାପଡ଼ିଛି। କେଉଁ ବିଭାଗରେ କିଏ ମନ୍ତ୍ରୀ ରହିବେ? କାହାର ମନ୍ତ୍ରୀ ପଦ ଯିବ? କାହାକୁ ନୂଆ ଦାୟିତ୍ୱ ମିଳିବ? କିଏ ସଂଗଠନ ପାଇଁ କାମ କରିବ?
କରୋନା ଭାଇରସର ଦ୍ୱିତୀୟ ଲହର ଧିମା ହେବା ପରେ ମାର୍କେଟ୍ ଓ ହିଲ୍ ଷ୍ଟେସନରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଛି। ଏହାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଲୋକଙ୍କୁ ଚେତାବନୀ ଦେଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ୍ କହିଛନ୍ତି, ହିଲ୍ ଷ୍ଟେସନ୍ ଯାଉଥିବା ଲୋକେ କରୋନା ନିୟମର...
ପୁଣି ଖାକିରେ ଲାଗିଲା କଳଙ୍କ, ଓଏପିଏଫ କର୍ମଚାରୀଙ୍କ ନାଁରେ ଲଭ ସେକ୍ସ ଧୋକା ଅଭିଯୋଗ ହୋଇଛି। ସୁରକ୍ଷା ଦାୟିତ୍ୱ ବହନ କରୁଥିବା ପୋଲିସ ବିଭାଗର ଜଣେ କର୍ମଚାରୀ ବିଧବା ମହିଳାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଏନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିବା ପରେ ସଂପୃକ୍ତ...
ଚାଷୀମାନେ କିପରି ସୁବିଧାରେ ଜମିରେ ଜଳସେଚନ ସୁବିଧା ପାଇବେ ଏଥିପାଇଁ ବିଜୁ କୃଷକ ଯୋଜନାରେ ଡିପ ବୋର ୱେଲ(ଗଭୀର ନଳକୂପ) ଖନନ କରିଥିଲେ।ଏହାପରେ ବିଦ୍ୟୁତ ବିଭାଗ ପକ୍ଷରୁ ଖମ୍ବପୋତା ସହ, ତାର ମଧ୍ୟ ଟଣା ହୋଇଛି, କିନ୍ତୁ ବିଦ୍ୟୁତ ସଂଯୋଗ ହୋଇନି ।ହେଲେ ଚାଷୀଙ୍କ ପାଖକୁ ଆସିଛି ଲକ୍ଷାଧିକ...
ଭଡା ଘରୁ ଉଦ୍ଧାର ହେଲା ବ୍ୟାଙ୍କ ଅଫିସରଙ୍କ ମୃତଦେହ। ଗଂଜାମ ସୋରଡା ଥାନା ସାରୁଅ ସାହିର ଏକ ଭଡାଘରୁ ବ୍ୟାଙ୍କ ଅଫିସର ଏନ୍. ଦେବେନ୍ଦରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଦେବେନ୍ଦର ସୋରଡା ପଂଜାବ ନେସନାଲ ବ୍ୟାଙ୍କରେ କ୍ଷେତ୍ର ପରିଦର୍ଶକ ଭାବେ କାର୍ଯ୍ୟ କରୁଥିଲେ
ଉତ୍କଳ ବିଶ୍ୱବିଦ୍ୟାଳୟ ସଂସ୍କୃତ ବିଭାଗ କୋଠାରେ ଅଗ୍ନିକାଣ୍ଡ। ଖବର ପାଇବା ପରେ ଘଟଣା ସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି
ଭୁବନେଶ୍ୱର ଭୀମଟାଙ୍ଗି ଅଂଚଳରେ ମହିଳାଙ୍କୁ ବୀଭତ୍ସ ହତ୍ୟାକାଣ୍ଡ ପଛରେ ରହିଛି ପୂର୍ବ ସମ୍ପର୍କ । ଏକଥା ନିଜେ କହିଛନ୍ତି ଅଭିଯୁକ୍ତଙ୍କ ମା’ସାବିତ୍ରୀ ପ୍ରଧାନ। ମୃତ ମହିଳା ପ୍ରିୟଙ୍କାଙ୍କ ସହ ତାଙ୍କ ପୁଅ ଜଗନ୍ନାଥଙ୍କ ନିବିଡ଼ ସମ୍ପର୍କ ଥିଲା ବୋଲି ସେ କହିଛନ୍ତି।
ଭୁବନେଶ୍ୱର ଭୀମଟାଙ୍ଗି ଅଂଚଳରେ ମହିଳାଙ୍କୁ ବୀଭତ୍ସ ହତ୍ୟାକାଣ୍ଡ ପଛରେ ରହିଛି ପୂର୍ବ ସମ୍ପର୍କ । ଏକଥା ନିଜେ କହିଛନ୍ତି ଅଭିଯୁକ୍ତଙ୍କ ମା’ସାବିତ୍ରୀ ପ୍ରଧାନ। ମୃତ ମହିଳା ପ୍ରିୟଙ୍କାଙ୍କ ସହ ତାଙ୍କ ପୁଅ ଜଗନ୍ନାଥଙ୍କ ନିବିଡ଼ ସମ୍ପର୍କ ଥିଲା ବୋଲି ସେ କହିଛନ୍ତି। ବିବାହ ପୂର୍ବରୁ ଜଗନ୍ନାଥଙ୍କୁ ଜାଣିଥିଲେ ପ୍ରିୟଙ୍କା।...
ଦିନେ ଦିନ ମଜୁରିଆ ଥିଲେ, ଏବେ ୟୁଟ୍ୟୁବ୍ ସାହାଯ୍ୟରେ ୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ବାସୀ ପଖାଳ ଓ ପିଆଜର ଭିଡ଼ିଓ କରି ରୋଜଗାର କରୁଛନ୍ତି ଲକ୍ଷଲକ୍ଷ ଟଙ୍କା, ଦେଖନ୍ତୁ ଏହି ଭିଡ଼ିଓ
ଆବାସ ଯୋଜନା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ପୁଣି ଥରେ ବିଜେପି ଟାର୍ଗେଟ କରିଛି। ରାଜ୍ୟରେ ଜିଓ ଟ୍ୟାଗିଂ ହୋଇପାରୁନି ଏବଂ ଅଣଫନି ପ୍ରଭାବିତ ଜିଲ୍ଲା ପାଇଁ ଆବାସ ଘର ମାଗିଛନ୍ତି।
ବିଜେପିର ଶିବସେନାଠାରୁ ଦୁଇ ଗୁଣାରୁ ଅଧିକ ବିଧାୟକ ଥିବାରୁ ଦଳ ମୁଖ୍ୟମନ୍ତ୍ରୀ ପଦ ଛାଡିବ ନାହିଁ ବୋଲି ନେତାଏ ସ୍ପଷ୍ଟ କରି ଦେଇଛନ୍ତି। ଖୋଦ୍ ଦେବେନ୍ଦ୍ର ଫର୍ଣ୍ଣାଭିସ୍ ମଧ୍ୟ ଏଭଳି ସମ୍ଭାବନାକୁ ଖଣ୍ଡନ କରିଛନ୍ତି। ତେବେ ଦଳ ଯାହା ନିଷ୍ପତ୍ତି ନେବେ ସେଥିରେ ସେ ଏକମତ ବୋଲି କହିଛନ୍ତି...
ଆକାଶ ଛୁଆଁ ତୈଳଦରକୁ ନେଇ ତ୍ରାହି ତ୍ରାହି ଭିତରେ ବିକଳ୍ପ ଖୋଜିଲାଣି ଜନତା। ଏଇ ଯେମିତି ଭୁବନେଶ୍ୱରର ଖବରକାଗଜ ବିତରକ ଜଗନ୍ନାଥ ମହାପାତ୍ର ପେଟ୍ରୋଲ ଦର ରେକର୍ଡ ଭାଙ୍ଗିବା ଦେଖି ପୁରୁଣା ଗାଡି ଛାଡି ଏବେ ବ୍ୟାଟେରୀ ଚାଳିତ ଯାନ କିଣିଛନ୍ତି।