ଛୁରା ମାଡ଼ ପରେ ହସ୍ପିଟାଲରେ ୬ ଦିନ ଧରି ଚିକିତ୍ସା ପରେ ମଙ୍ଗଳବାର ଡିସଚାର୍ଜ ହେଲେ ବଲିଉଡ ଅଭିନେତା ସୈଫ ଅଲୀ ଖାନ୍ । ସୁସ୍ଥ ହେବା ପରେ ମୁମ୍ବାଇ ଲୀଳାବତୀ ହସ୍ପିଟାଲରୁ ତାଙ୍କୁ ଡିସଚାର୍ଜ କରାଯାଇଛି । ବାନ୍ଦ୍ରା ସ୍ଥିତ ଘରେ ପଶି ଦୁର୍ବୃତ୍ତ ଛୁରା ମାଡ଼...
ସାଧାରଣତଃ ଜେନେଟିକ୍ସର ସୁନ୍ଦରତା ଉପରେ ପ୍ରଭାବ ରହିଥାଏ। ତେବେ ଆମେ ଆମ ଶରୀର, ମନ ଓ ମାନସିକତାକୁ ଯେଉଁଭଳି ରଖୁ ଆମ ବ୍ୟକ୍ତିତ୍ବରେ ଏହାର ଝଲକ ଦେଖିବାକୁ ମିଳିଥାଏ।
ସୋମବାର ଟ୍ରମ୍ପ ଶପଥ ଗ୍ରହଣ କରିଥିବା ବେଳେ ଏଥିରେ ସମଗ୍ର ବିଶ୍ବର ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ। ଏହା ମଧ୍ୟରେ ଜଣେ ବ୍ୟକ୍ତି ସବୁଠୁ ଅଧିକ ଖୁସି ଥିବା ନଜର ଆସିଥିଲେ। ସେହି ବ୍ୟକ୍ତି ଜଣଙ୍କ ଆଉ କେହି ନୁହନ୍ତି ବରଂ ଟ୍ରମ୍ପଙ୍କ ଘନିଷ୍ଠ ବନ୍ଧୁ ଏଲନ୍ ମସ୍କ।...
ସେପଟେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ବରଗଡ଼ ପୋଲିସ। ଅଭିଯୁକ୍ତ ରାହୁଲ ଭୋସାଗରକୁ ଅଟକ ରଖିଥିଲା ପୋଲିସ। ଧନୁଯାତ୍ରା ଦିନ ରାହୁଲକୁ ପୀଡିତା ଯୁବତୀଙ୍କ ସହ ଦେଖାଯାଇଥିଲା। ଯୁବତୀଙ୍କ ସହ ରାହୁଲ ମଲକୁ ମଧ୍ୟ ଯାଇଥିବା ସିସିଟିଭି ଫୁଟେଜରେ ସ୍ପଷ୍ଟ ହୋଇଛି।
ଏମିତି ଏକ ବିଶ୍ବବିଦ୍ୟାଳୟ ରହିଛି ଯେଉଁଥିରେ ସର୍ବାଧିକ ବିଲିୟନାରୀ ମାନେ ପାଠ ପଢିଛନ୍ତି। ଏହି ତାଲିକାର ପ୍ରଥମ ସ୍ଥାନରେ ରହିଛି ୯୨୨ ବର୍ଷ ପୁରୁଣା ଏକ ବିଶ୍ବବିଦ୍ୟାଳୟ।
ଏଚଆରଏମଏସ୍ ତଥ୍ୟ ଅନୁସାରେ ବାଲେଶ୍ବର ଜିଲ୍ଲାର ଭୋଗରାଇରେ ୩୦୨ ଓ ଜଳେଶ୍ବରରେ ୧୮୦ ଜଣ ସରକାରୀ ଚାକିରିଆ ବର୍ଷ ବର୍ଷ ଧରି ରାସନ ସାମଗ୍ରୀ ହାତୋଉଥିବା ଇକେୱାଇସିରୁ ଧରା ପଡ଼ିଛି। ତେଣୁ ସେମାନଙ୍କୁ ଚିହ୍ନଟ କରି କାର୍ଡ ପ୍ରତ୍ୟାହାର ପାଇଁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଖାଦ୍ୟ ଓ ଯୋଗାଣ...
ଦୁର୍ନୀତି ଅଭିଯୋଗ ଆଣି ବହିଷ୍କାର କଲେ। ଆଉ ବର୍ଷେ ପରେ ପୁଣି ଥରେ ଆପଣାଇଲେ। ଦୁର୍ନୀତି ପାଇଁ ରେମୁଣାର ତତ୍କାଳୀନ ବିଜେଡି ବିଧାୟକ ସୁଧାଂଶୁ ପରିଡାଙ୍କୁ ନବୀନ ଦଳରୁ ବହିଷ୍କାର କରିଥିଲେ। ମାତ୍ର ଏବେ ତାଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କରାଯାଇଛି।
୨୦୨୨ରେ ବୟଫ୍ରେଣ୍ଡ ଶାରନ ରାଜଙ୍କୁ ବିଷ ଦେଇ ହତ୍ୟା କରିଥିଲେ ଗ୍ରୀଷ୍ମା। ଉଭୟ ପରସ୍ପରକୁ ପ୍ରେମ କରୁଥିବା ବେଳ ଗ୍ରୀଷ୍ମା ସମ୍ପର୍କ ଶେଷ କରିବାକୁ ଚାହୁଁଥିଲେ।
ସିବିଆଇ ବଳପୂର୍ବକ ଭାବେ ଏହି କେସ ପଶ୍ଚିମବଙ୍ଗ ପୋଲିସ ହାତରୁ ନେଇଥିଲା। ଯଦି ଏହି କେସ କୋଲକାତା ପୋଲିସ ଅଧୀନରେ ଥାଆନ୍ତା ତେବେ ଫାଶୀ ଦଣ୍ଡାଦେଶ ନିଶ୍ଚିତ ଭାବେ ହୋଇଥାନ୍ତା ବୋଲି ମମତା କହିଛନ୍ତି।
ବରଗଡ଼ କୁର୍ଲା ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଯୁବତୀ ଉଦ୍ଧାର ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ମୁଖ୍ୟ ଅଭିଯୁକ୍ତକୁ ଫେରାର କରିବାରେ ଓ ପ୍ରମାଣ ନଷ୍ଟ କରିବାରେ ଏମାନେ ସହଯୋଗ କରିଥିଲେ।
ପଟୌଦୀ ପରିବାରର ଇତିହାସକୁ ଦୃଷ୍ଟି ଦେଲେ ଏମାନେ ଆଫଗାନିସ୍ତାନରୁ ସ୍ଥାନାନ୍ତରିତ ହୋଇଥିବା ଜଣାପଡ଼େ। ପଟୌଦୀ ଖାନଦାନର ପ୍ରତିଷ୍ଠାତା ଭାବେ ସୈଫଙ୍କ ଜେଜେବାପା ଫୈଜ ତଲବ ଖାନ ପ୍ରସିଦ୍ଧ। ତେବେ ବ୍ରିଟିଶରଙ୍କୁ ସାହାଯ୍ୟ କରିବା ପରେ ପଟୌଦୀ ଇଷ୍ଟେଟ ସ୍ଥାପନ କରିଥିଲେ ଫୈଜ।
କୋଲକାତା ଆରଜି କର ମେଡିକାଲର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଦୋଷୀ ସଂଜୟ ରୟକୁ ଆଜୀବନ ଜେଲ। କୋଲକତାର ସିଆଲଦା କୋର୍ଟ ପୂର୍ବରୁ ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କରିସାରିଥିବା ବେଳେ ସୋମବାର ଆଜୀବନ କାରାଦଣ୍ଡ ପ୍ରଦାନ କରିଛନ୍ତି।
ଗୋଟିଏ ପଟେ ଏହି ଦେଶ ଋଣ ଭାରରେ ଛଟପଟ ହେଉଥିବା ବେଳେ ଅନ୍ୟ ପଟରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଏହାକୁ ଆଉ ଏକ ଝଟକା ଦେଇଛି। IMF ପକ୍ଷରୁ ପ୍ରକାଶିତ ନୂତନ ରେଟିଂରେ ପାକିସ୍ତାନ ତଳକୁ ଖସିଛି।
ଖୋ ଖୋ ବିଶ୍ବକପର ପ୍ରଥମ ସଂସ୍କରଣରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛନ୍ତି ଭାରତୀୟ ପୁରୁଷ ଓ ମହିଳା ଦଳ। ଉଭୟ ଦଳ ରବିବାର ଅନୁଷ୍ଠିତ ଫାଇନାଲରେ ନେପାଳକୁ ପରାସ୍ତ କରିଛନ୍ତି। ଭାରତୀୟ ମହିଳା ଦଳ ୭୮-୪୦ରେ ନେପାଳକୁ ହରାଇଥିବା ବେଳେ ପୁରୁଷ ଦଳ ୫୪-୩୬ରେ ସମାନ ଦଳକୁ...
ସାଧାରଣତଃ ଶୀତ ପ୍ରଧାନ ଅଞ୍ଚଳର ଷ୍ଟ୍ରବେରୀ ଚାଷ ଏଠି ଯେ ସମ୍ଭବ, କିଛି ବର୍ଷ ତଳେ କାହାର ବି ଧାରଣା ନଥିଲା। ହେଲେ ବିଗତ ପ୍ରାୟ ଦୁଇ ବର୍ଷ ହେବ ଏ ଦୁଇ ଜିଲ୍ଲାର ଚାଷୀଙ୍କ ଆର୍ଥିକ ପ୍ରଗତିର ନୂଆ ଆଶା ଓ ଦିଶା ଦେଇଛି...
ଡାକ୍ତରଙ୍କୁ ଭଗବାନଙ୍କ ଦ୍ବିତୀୟ ଅବତାର କୁହାଯାଏ। ଏହାକୁ କାମରେ କରି ଦେଖାଇଛନ୍ତି ହାଇଦ୍ରାବାଦର ଏକ ଡାକ୍ତରୀ ଟିମ। ୧୩ ମିନିଟରେ ୧୩ କିମି ଯାତ୍ର କରି ବଞ୍ଚାଇଛନ୍ତି ବହୁମୂଲ୍ୟ ଜୀବନ।
ରାସନ କାର୍ଡକୁ ନେଇ ଆସିଲା ଆଖି ଖୋସିଲା ଭଳି ତଥ୍ୟ। ଆୟକର ଦାତା ବି ହାତେଇଛନ୍ତି ରାସନ କାର୍ଡ। ପୂର୍ବ ସରକାରର ଫନ୍ଦିକୁ ଟାର୍ଗେଟ୍ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ ।
ନବ ଦାସ ହତ୍ୟା ମାମଲାକୁ ନେଇ ପୁଣି ବଡ଼ ରାଜନୈତିକ ହଟଚମଟ। ଫୋରେନସିକ୍ ଟୁଇଷ୍ଟ ପରେ ତେଜିଲା ରାଜନୀତି। ବିଜେପି ଆଣିଲା ସାଂଘାତିକ ଅଭିଯୋଗ ।
ଏଲନ ମସ୍କଙ୍କ ବହୁ ପ୍ରତୀକ୍ଷିତ ଷ୍ଟାରସିପର ପରୀକ୍ଷଣ ବିଫଳ ହୋଇଛି। ଗୁରୁବାର ଷ୍ଟାରସିପର ସପ୍ତମ ପରୀକ୍ଷଣ ବିଫଳ ହୋଇଛି। ମଝି ଆକାଶରେ ଷ୍ଟାରସିପରେ ବିସ୍ଫୋରଣ ହୋଇଥିବା ବେଳେ ଶହ ଶହ ଖଣ୍ଡରେ ଏହା ପରିଣତ ହୋଇଥିଲା।
ରାଷ୍ଟ୍ରପତି ଭବନରେ ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁ ସମସ୍ତ ଖେଳାଳିଙ୍କୁ ପୁରସ୍କୃତ କରିଥିଲେ। ମନୁ ଭାକର, ଡି ଗୁକେଶ, ହରମନପ୍ରୀତ ସିଂ ଏବଂ ପାରା ଆଥଲେଟ୍ ପ୍ରବୀଣ କୁମାରଙ୍କୁ ଖେଳରତ୍ନରେ ସମ୍ମାନିତ କରାଯାଇଥିଲା।