ଭୁବନେଶ୍ବରର ଜନତା ମୈଦାନରେ ଚାଲିଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଆଜି ଦ୍ୱିତୀୟ ଦିନରେ ପୁଞ୍ଜିନିବେଶର ସୁଅ ଛୁଟିଛି। ଉତ୍କର୍ଷ ଓଡ଼ିଶାରେ ଆଜି ହେବ ୩୦ଟି MOU । ଏନେଇ ଏମଓୟୁ ପ୍ରସ୍ତୁତ ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଏଥିରେ ସ୍ବାକ୍ଷର କରିବେ ବୋଲି ସୂଚନା ଦେଇଛନ୍ତି ଶିଳ୍ପ ସଚିବ...
ମୌନି ଅମାବାସ୍ୟା କାରଣରୁ ଅସମ୍ଭାଳ ଭିଡ ହୋଇଥିବା ବେଳେ ଦଳାଚକଟା ପରସ୍ଥିତି ଉପୁଜିଥିଲା। ଏହି ଦଳାଚକଟାରେ ୧୫ ଜଣଙ୍କ ମୃତ୍ୟୁ ଆଶଙ୍କା କରାଯାଉଥିବା ବେଳେ ଆହତଙ୍କ ସଂଖ୍ୟା ୫୦ରୁ ଅଧିକ ଥିବା କୁହାଯାଇଛି। ତେବେ କାହିଁକି ଏଭଳି ଦଳାଚକଟା ହେଲା ଏହାର ୫ଟି ମୁଖ୍ୟ କାରଣ ସମ୍ପର୍କରେ ଜାଣନ୍ତୁ...
ଆଜିର ଡିଜିଟାଲ ଯୁଗରେ କୌଣସି ସୂଚନା ପାଇବାର ପ୍ରଥମ ସୋର୍ସ Google ହି ରହିଥାଏ। ତେବେ ଗୁଗୁଲରେ ସବୁ କିଛି ସର୍ଚ୍ଚ କଲେ ଏହାର ଉତ୍ତର ମିଳିଥାଏ। ମାତ୍ର ବେଳେ ବେଳେ ଏହା କୌଣସି ୟୁଜରଙ୍କ ପାଇଁ ବୁମେରାଂ ସାବ୍ୟସ୍ତ ହୋଇପାରେ।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ବିଭାଗରେ ୧୬୭ ଡାକ୍ତର ପଦବୀରୁ ୯୯ଟି ଖାଲିପଡ଼ିଛି। ଡାକ୍ତରଙ୍କ ଅଭାବ ଯୋଗୁଁ ୱାର୍ଡରେ ଭର୍ତ୍ତି ହେଉଥିବା ରୋଗୀଙ୍କୁ ବି ମେଡ଼ିକାଲ କଲେଜକୁ ରେଫର କରାଯାଉଛି। ଆଉ ମେଡ଼ିକାଲ କଲେଜ ଆମ୍ବୁଲାନ୍ସରୁ ହିଁ ରୋଗୀଙ୍କୁ କଟକ ପଠାଇ ଦେଉଥିବା ଅଭିଯୋଗ ହେଉଛି।
ଆମେରିକାର ଏକ ଏଫ-୩୫ ଯୁଦ୍ଧବିମାନ ଟ୍ରେନିଂ ସମୟରେ ଧ୍ବଂସ ପାଇଛି। ତେବେ ବିମାନର ପାଇଲଟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସିଙ୍ଗଲ ସିଟର ଏହି ଯୁଦ୍ଧ ବିମାନଟି ଟ୍ରେନିଂ ସମୟରେ ଆଲାସ୍କାରେ ଖସି ପଡିଥିଲା। ଇନଫ୍ଲାଇଟ ତ୍ରୁଟି କାରଣରୁ ପାଇଲଟଙ୍କୁ କ୍ରାସ୍ର ଠିକ ପୂର୍ବରୁ ଇମର୍ଜେନ୍ସି ଏକ୍ସିଟ ନେବାକୁ ପଡିଥିଲା।...
ବୁଧବାର ଇସ୍ରୋ ପକ୍ଷରୁ ସାଟେଲାଇଟ ନାଭିଗେସନ ପାଇଁ ଉଦ୍ଦିଷ୍ଟ ଏନଭିଏସ-୦୨ର ସଫଳ ଉତକ୍ଷେପଣ କରାଯାଇଛି। ଏହା ସହିତ ଭାରତୀୟ ସ୍ପେଶ ମିଶନରେ ଆଉ ଏକ ସଫଳ ଉପଲବ୍ଧି ଯୋଡିବାରେ ସମର୍ଥ ହୋଇଛି ଇସ୍ରୋ।
ଉତ୍ତରପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ମହା କୁମ୍ଭମେଳା ୨୦୨୫ରେ ଘଟି ଯାଇଛି ବଡ ଅଘଟଣ। ଅମୃତ ସ୍ନାନ ସମୟରେ ଦଳାଚକଟା କାରଣରୁ ଅନ୍ୟୁନ ୧୫ ଜଣ ପ୍ରାଣ ହରାଇଥିବା ଆଶଙ୍କା କରାଯାଇଥିଲା ମଙ୍ଗଳବାର ବିଳମ୍ବିତ ରାତିରେ ଅଧିକ ଭିଡ କାରଣରୁ ଏଭଳି ଦୁର୍ଘଟଣା ଘଟିଥିଲା। ମୌନି ଅମାବାସ୍ୟା କାରଣରୁ ଅସମ୍ଭାଳ...
ଆମେରିକାର ସେୟାର ମାର୍କେଟରେ ମଧ୍ୟ ଡିପସିକ ପ୍ରଭାବ ପକାଇଛି। ଯାହାକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଚିନ୍ତା ପ୍ରକଟ କରିଛନ୍ତି। ଟେକନୋଲୋଜି କ୍ଷେତ୍ରରେ ଚୀନର ପ୍ରତିଯୋଗିତା ଦେଖି ଆମେରିକାର ଟେକନୋଲୋଜି କ୍ଷେତ୍ର ନିଶ୍ଚିତ ଭାବେ ଆଲର୍ଟରେ ଆସିବା ଦରକାର ବୋଲି କହିଛନ୍ତି ଟ୍ରମ୍ପ।
ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ନିବେଶ ପ୍ରତିଶ୍ରୁତିର ସୁଅ। ପ୍ରଥମ ଦିନରେ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୫୪ ଏମଓୟୁ ସ୍ବାକ୍ଷରିତ ହୋଇଛି। ଶିଳ୍ପ ସଚିବ ହେମନ୍ତ ଶର୍ମା ଏହି ସୂଚନା ଦେଇଛନ୍ତି। ଏହି ଏମଓୟୁ ଦ୍ବାରା ରାଜ୍ୟକୁ ୪ରୁ ସାଢେ ୪ ଲକ୍ଷ କୋଟି ଟଙ୍କାର ନିବେଶ ଆସିବ। ଏହା...
୪୫ କୋଟିରୁ ଅଧିକ ଶ୍ରଦ୍ଧାଳୁ ମହାକୁମ୍ଭ ମେଳାରେ ଯୋଗ ଦେବାକୁ ଥିବା ବେଳେ ଏଥିପାଇଁ ଚାଲୁଥିବା ଟ୍ରେନ ସଂଖ୍ୟା ଯଥେଷ୍ଟ ହେଉନାହିଁ। ପ୍ରତ୍ୟେକ ଟ୍ରେନରେ ଆବଶ୍ୟକତା ଠାରୁ ଅଧିକ ଯାତ୍ରୀ ରହୁଥିବା ବେଳେ ଏହା ବର୍ତ୍ତମାନ ବଡ ସମସ୍ୟା ସୃଷ୍ଟି କରିଛି।
ଟ୍ରେନ ଦୁର୍ଘଟଣାରେ ହରାଇଥିଲେ ଦୁଇଟି ଗୋଡ। ହେଲେ ଏହା ତାଙ୍କ ଆତ୍ମବିଶ୍ବାସକୁ ତିଳେ ମାତ୍ର ହଲାଇ ପାରି ନ ଥିଲା। ମୃତ୍ୟୁକୁ ଚକମା ଦେଇ ଫେରି ଆସିଥିବା ଗଦାଧର କ୍ରୀଡା ଜଗତରେ ନିଜର ଏକ ନିଆରା ପରିଚୟ ସୃଷ୍ଟି କରି ପାରିଛନ୍ତି।
ମହାରାଷ୍ଟ୍ରରେ ବ୍ୟାପୁଥିବା ନୂତନ ରୋଗ ଗୁଇଲାନ ବାର ସିଣ୍ଡ୍ରୋମ (ଜିବିଏସ)ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର କରିଛି। ସୋଲାପୁରରେ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ମଧ୍ୟ ଜଣାପଡିଛି। ଏହି ସଂକ୍ରମଣକୁ ରୋକିବା ପାଇଁ କଣ କଣ ଖାଦ୍ୟରୁ ଦୂରେଇ ରହିବା ଉଚିତ ଏହାର ଏକ ତାଲିକା ପ୍ରକାଶ ପାଇଛି।
ଭିକି କୌଶଲ ଓ ରଶ୍ମିକା ମନ୍ଦାନାଙ୍କ ଅଭିନୀତ ହିଷ୍ଟୋରିକାଲ ଆକ୍ସନ ଡ୍ରାମା ଛାବାକୁ ନେଇ ଲାଗି ରହିଥିବା ବିବାଦରେ ପୂର୍ଣ୍ଣଛେଦ ପଡିଛି। ନିର୍ଦ୍ଦେଶକ ଲକ୍ଷ୍ମଣ ଉତ୍ତେକର ଛାବା ଚଳଚ୍ଚିତ୍ରରେ ରହିଥିବା ଡ୍ୟାନ୍ସ ସିକ୍ୟୁଏନ୍ସକୁ ବାଦ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେଙ୍କ...
କ୍ଷମତାକୁ ପ୍ରତ୍ୟାବର୍ତ୍ତନ ପରେ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମସ୍ତ ପ୍ରକାର ସହାୟତା ରାଶି ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୯୦ ଦିନ ପାଇଁ ଆମେରିକା ପକ୍ଷରୁ ଦିଆଯାଉଥିବା ସମସ୍ତ ପ୍ରକାରର ସହାୟତା ରାଶିକୁ ବନ୍ଦ କରିବାକୁ ଟ୍ରମ୍ପ ନିର୍ଦ୍ଦେଶ ଦେଇଥିଲେ। ଏହା ସମଗ୍ର ବିଶ୍ବରେ ସ୍ବାସ୍ଥ୍ୟଗତ...
ଉତ୍ତର ପ୍ରଦେଶର ବାଘପତରେ ଜୈନ ଧର୍ମାବଲମ୍ବୀଙ୍କ ଏକ କାର୍ଯ୍ୟକ୍ରମରେ ଘଟିଯାଇଛି ବଡ ଦୁର୍ଘଟଣା। ବାଉଁଶରେ ତିଆରି କରାଯାଇଥିବା ମଞ୍ଚ ଭୁଷୁଡି ପଡିବାରୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।
ନିର୍ମଳାଙ୍କ ପେଡ଼ିରୁ ବାହାରିବ କ’ଣ? ଦେଶବାସୀଙ୍କ ସ୍ୱପ୍ନ ଆଉ ଅସରନ୍ତି ଆଶାକୁ ନେଇ ଆସୁଛି ସାଧାରଣ ବଜେଟ୍ । ଯାହା ଉପରେ ସାଧାରଣ ବର୍ଗ ସହ ମଧ୍ୟବିତ୍ତଙ୍କ ରହିଛି ନଜର । ଏଥର ବଜେଟରେ କେଉଁ ଦିଗ ପ୍ରତି ରହିବ ଅଧିକ ଫୋକସ୍? ମଧ୍ୟବିତ୍ତଙ୍କ ଆଶା ଆକାଂକ୍ଷାକୁ କେତେ...
ଫାଇନାନ୍ସ ଲୋନ୍ ନା ଗଞ୍ଜେଇ କାରବାର ଲିଙ୍କ୍ ? ସାପ ଦେଖାଇ ଡରାଉଥିଲେ, ବନ୍ଧୁକ ମୁନରେ ଧମକାଉଥିଲେ । ମୁଣ୍ଡ ଜାମିନ ରଖି ଦାବି କରିଥିଲେ ଦୁଇ କୋଟି ଟଙ୍କା । ୪ ଦିନ ନିକାଞ୍ଚ ସ୍ଥାନରେ ରଖି ଦେଇଥିଲେ ନିର୍ଯାତନା । ସେମାନଙ୍କୁ ଉଦ୍ଧାର ପରେ ଗଞ୍ଜାମ...
ମନ୍ତ୍ରୀଙ୍କଠୁ ନିଜକୁ ପାୱାରଫୁଲ୍ ଭାବୁଛନ୍ତି କି ଅଧିକାରୀ? ମଣ୍ଡିରେ କଟନୀ ଛଟନୀ ବିଷୟରେ ପ୍ରତିକ୍ରିୟା ରଖି ଏକ ସାଂଘାତିକ ବୟାନ ରଖିଛନ୍ତି ଯୋଗାଣ ମନ୍ତ୍ରୀ । କହିଛନ୍ତି ମିଲରମାନେ ଧାନ କାଟିବାକୁ ଜିଦ୍ ଧରି ବସୁଥିବା ବେଳେ, ଜଣେ ଆଇଏଏସ କହିଥିଲେ ମିଲର ଆଉ ଚାଷୀଙ୍କ ଭିତରେ ଆପଣ ପଶନ୍ତୁନି।...
ଭୋଟ୍ ପୂର୍ବରୁ ସଭାପତି ଲବି। ୨୪ ନିର୍ବାଚନର ବଡ଼ ବିପର୍ଯ୍ୟୟ ପରେ ବିଜେଡି କରିବାକୁ ଯାଉଛି ସାଂଗଠନିକ ନିର୍ବାଚନ । ଏଥିପାଇଁ ଚାଲେଞ୍ଜ ଯେତିକି, ଗୋଷ୍ଠୀ କନ୍ଦଳ ବି ସେତିକି । ଏହାରି ଭିତରେ ୨୪ରେ ଫେଲ୍ ମାରିଥିବା ଆଗଧାଡ଼ିର ନେତାଙ୍କୁ ନବୀନ ରାଜ୍ୟ କମିଟିରେ ସ୍ଥାନ ଦେବେ...
କାଲିଠୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ ଉତ୍ସାହିତ ଓଡ଼ିଶା, ଉତ୍ସାହିତ ଶିଳ୍ପସଂଘ । କାଲିଠୁ ଭୁବନେଶ୍ୱର ଜନତା ମୈଦାନରେ ଆରମ୍ଭ ହେଉଛି ଦୁଇଦିନିଆ ଶିଳ୍ପ ମହାକୁମ୍ଭ-ଉତ୍କର୍ଷ ଓଡିଶା କନକ୍ଲେଭ୍ । ଓଡ଼ିଶାରେ ଆୟୋଜିତ ଏ ଶିଳ୍ପପତି ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ସବୁ ପ୍ରସ୍ତୁତି...