୨୨ କ୍ୟାରେଟ୍ ସୁନାର ମୂଲ୍ୟ ୫୫ ହଜାର ଟଙ୍କା ରହିଛି ।
ସେମାନଙ୍କ କେମେଷ୍ଟ୍ରୀ ସାଧାରଣ ଲୋକଙ୍କୁ ବି ଖଟ୍କା ଲାଗୁଥିଲା । ସେମାନଙ୍କର ବଡି ଲାଙ୍ଗୁଏଜ୍ ସେମାନଙ୍କୁ ମ୍ୟାଚ୍ କରୁନଥିଲା ।
କାହିଁକି ଜଣେ ସ୍ୱାମୀ ନିଜ ପତ୍ନୀଙ୍କୁ ମାଡ଼ କଲା ଏସିଡ୍ ? ତାହା ପୁଣି କୋର୍ଟ ପରିସରରେ । କାରଣ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ ।
୪ ବର୍ଷ ପୁରୁଣା ମାମଲାରେ ରାହୁଲ ଗାନ୍ଧିଙ୍କୁ ୨ ବର୍ଷ ସଜା ହେବା ପରେ, ତାଙ୍କ ପାଇଁ ଆହୁରି ଅନେକ ଅଡ଼ୁଆ ବଢ଼ିବାକୁ ଯାଉଛି ବୋଲି ଆଶଙ୍କା କରୁଛନ୍ତି ସମ୍ବିଧାନ ବିଶାରଦ ।
ରାସ୍ତା ତ ରାସ୍ତା, ଏହା ମଧ୍ୟରେ ଫରକ କ’ଣ ? କାହିଁକି ଏହାକୁ ଏଭଳି ବିଭିନ୍ନ ପ୍ରକାର ନାଁରେ ପାର୍ଥକ୍ୟ ସୃଷ୍ଟି କରାଯାଇଛି ।
କେବଳ ଏହି ଗଛର କାଠ ନୁହେଁ ଦୁନିଆରେ ଏମିତି ଅନେକ ଜିନିଷ ରହିଛି ଯାହାର ଦାମ୍ ସାଧାରଣ ଲୋକଙ୍କ ହୋସ୍ ଉଡ଼ାଇଦେବ ।
ଯୁଦ୍ଧ ସମୟରେ ଗୋଟିଏ ଜାହାଜରୁ ଅନ୍ୟ ଗୋଟିଏ ଜାହାଜକୁ ଯବାନମାନଙ୍କୁ ମଧ୍ୟ ସ୍ଥାନାନ୍ତର ହେବାର କୌଶଳ ଶିଖାଯାଉଛି ।
ସାରା ନିଜକୁ ମହାଦେବଙ୍କ ଭକ୍ତ ବୋଲି ପ୍ରମାଣ କରିବା ସହ ଭଗବାନ ଶିବଙ୍କ ନିକଟରେ ଛିଡ଼ା ହୋଇ ଫଟୋ ପୋଷ୍ଟ କରିଥିଲେ । ଆଉ ମଥାରେ ଚନ୍ଦନ ମାରିଥିଲେ ।
ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇ ଥିଲେ । ରାଜ୍ୟରେ ମେଣ୍ଟ ସରକାର ବେଳେ ମନ୍ତ୍ରୀ ଥିଲେ ମନମୋହନ ।
ତୁର୍କୀ ଏବଂ ସିରିୟା ପରେ ଏବେ ଏସିଆରେ ସେହିଭଳି ଏକ ବଡ଼ ଧରଣର ଭୁ-କମ୍ପ ହେବ ବୋଲି ଆଶଙ୍କା କରାଯାଇଛି ।
କ୍ୟାଟ୍ ଫ୍ୟାମିଲିରେ ବାଘର ଶରୀର ସବୁଠାରୁ ବଡ଼ ହୋଇଥାଏ । ବାଘ ଶରୀରରେ ଥିବା କଳା ଦାଗ ଯୋଗୁଁ ତାକୁ ସହଜରେ ଚିହ୍ନି ହୋଇପାରେ । ସିଂହ ତୁଳନାରେ ବାଘ ଅଧିକ ଲମ୍ବା ଏବଂ ଅଧିକ ମୋଟା ବା ସୁସ୍ଥ ଦେଖାଯାଆନ୍ତି ।
SHGଙ୍କ ପାଇଁ ଆସୁଥିବା ଟଙ୍କାରେ ମହାଜନୀ କାରବାର । କେଉଁଠି ସବୁ ଅର୍ଥ ଚଳୁ ତ କେଉଁଠି ସୁଧ ବେପାର ଅଭିଯୋଗ ।
କେନ୍ଦ୍ର ଓ ଛତିଶଗଡ଼ ଉପରେ ବର୍ଷିଲା ବିଜେଡି । ରାଜ୍ୟ କୋର୍ଟକୁ ବଲ୍ ଫିଙ୍ଗି ବିରୋଧୀଙ୍କ କଡ଼ା ସମାଲୋଚନା ।
କଂପ୍ୟୁଟରରୁ ମିଳିଲା କାନ୍ଦଭରା ଫଟୋ ଓ ଭଏସ ମେଲ୍ ! ମୃତ୍ୟୁ ପାଇଁ ପ୍ରବର୍ତ୍ତାଇବାର ପ୍ରମାଣ ଖୋଜୁଛି ପୋଲିସ ।
ସୋସିଆଲ ମିଡିଆରେ କିଛି ଫଟୋ ଏବେ ଭାଇରାଲ ହେଉଛି । ସେହି ଫଟୋ ଗୁଡ଼ିକୁ ଦେଖିଲେ ଆପଣ ଭାବିବେ ଯେ ଡୋନାଲ୍ଡ ଟ୍ରମ୍ପଙ୍କୁ ପୋଲିସ ଗିରଫ କରିଛି ।
ଏହି ଛୋଟ ବିଦ୍ୟୁତ ପ୍ରକଳ୍ପ କରିବା ପାଇଁ କେଦାର ପ୍ରସାଦ ନିଜ ହାତରୁ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ।
ଯିଏ ବି ଦେଖୁଛି ଟିକେ ଅଟକି ଯାଉଛି । ଆଉ ଲାଇକ୍ କମେଣ୍ଟ ସହ ଅନେକ ଳୋକ ଭିଡିଓକୁ ସେୟାର ମଧ୍ୟ କରୁଛନ୍ତି ।
ରେଳ ଷ୍ଟେସନ୍ରେ ଥିବା ରେଲୱେ ପୋଲିସ ଷ୍ଟେସନ୍ରେ ଦଶରଥ ଏହି ମୋବାଇଲ ଧରି ପହଞ୍ଚିଲେ ଆଉ ତାକୁ ପୋଲିସ ଜିମାରେ ଦେଲେ ।
ପୋଷ୍ଟ ଅଫିସ୍ରେ RD କଲେ ଆପଣଙ୍କୁ ଅତି କମ୍ରେ ୫.୮ ହାରରେ ସୁଧ ମିଳିବ । ସବୁଠାରୁ ବଡ଼ କଥା ହେଲା, ସରକାର ପ୍ରତି ୩ ମାସରେ ଏହାର ସୁଧ ହାର ନିର୍ଣ୍ଣୟ କରନ୍ତି ।
ମୋଟ୍ ୮୬୮ ପୋଷ୍ଟ ପାଇଁ SBI ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଆବେଦନ କରିବାର ଶେଷ ତାରିଖ ହେଉଛି ୩୧ ମାର୍ଚ୍ଚ ୨୦୨୩ ।