ସାନ୍ତାଳୀରେ ବିଧାୟକଙ୍କ ବିବୃତ୍ତିକୁ ନେଇ ଚର୍ଚ୍ଚା । ବାଚସ୍ପତିଙ୍କ ବାରଣ ସତ୍ତ୍ବେ ସ୍ଥାନୀୟ ଭାଷା ବ୍ୟବହାରକୁ ନେଇ ପ୍ରଶ୍ନ ।
ତର୍ଜମା ଲାଗି ଗଲା ଆଦିବାସୀ ଉପଦେଷ୍ଟା ପରିଷଦ ।
ରେସ୍କ୍ୟୁ ସରିବା ଆଶାରେ ହେଲା ମକଡ୍ରିଲ । ଚୋର-ପୋଲିସ ଖେଳୁଛନ୍ତି ଓ ଯୋଗ କରୁଛନ୍ତି ଶ୍ରମିକ ।
୨୬ଟି କାର୍ଯ୍ୟ ଦିବସ ବାକି ଥାଇ ସରିଗଲା । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କଂଗ୍ରେସ ଏହାକୁ ଦୁର୍ଭାଗ୍ୟ ବୋଲି କହିଛି ।
ସ୍କୁଲରେ ତାଲା ପକାଇ ଛାତ୍ରଛାତ୍ରୀ ଦେଲେ ଧାରଣା ।
ଶ୍ରମିକ ମାନଙ୍କୁ ଲମ୍ବା ଭାବେ ଶୋଇବା ପରେ ଉପରକୁ ଟଣା ଯିବ।
ବ୍ଲକ କାର୍ଯ୍ୟାଳୟ ଆଗରେ ସେମାନେ ଦୁର୍ନୀତି ବିରୋଧରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପରେ ବିଜେପି କର୍ମୀମାନେ ବ୍ଲକ କାର୍ଯ୍ୟାଳୟରେ ପଶିବା ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଛନ୍ତି ।
ପରିବାର ଲୋକ କୌଣସି ଅଘଟଣ ଘଟିବା ଆଶଙ୍କା କରି ଏନେଇ ଥାନାରେ ଏତଲା ଦେଇଛନ୍ତି ।
ଆପଣଙ୍କ ମନେଥିବ ଟନେଲ ଅଘଟଣ ବେଳର ସେହି କାହାଣୀ । ଯେଉଁଠି ଗ୍ରାମବାସୀ କହିଥିଲେ, ଟନେଲ ନିର୍ମାଣ ପୂର୍ବରୁ ଏଠାରେ ବୖଖନାଥ ଠାକୁରଙ୍କ ମନ୍ଦିର ଥିଲା।
ଆମକୁ ଖାଦ୍ୟ ରାନ୍ଧିବାକୁ ବି ପଡ଼ିବ ନାହିଁ । ମେସିନ୍ ସବୁ କିଛି କରିପାରିବ । କିନ୍ତୁ ଏଥିରେ ସାମାନ୍ୟ ରିସ୍କ ଅଛି ।
ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ଓ ହେଲପର ସାମାନ୍ୟ ଆହତ ହୋଇଛନ୍ତି।
ଖବର ପାଇବା ପରେ ଖୁସିରେ ଆତ୍ମବିଭୋର ହେବା ସହ କିନ୍ନରଙ୍କ ପାଇଁ ଏକ ସ୍ୱତନ୍ତ୍ର ଉଦାହରଣ ସୃଷ୍ଟି କରିଛନ୍ତି ଦୀପା।
ବିଭାଗୀୟ ମନ୍ତ୍ରୀ ତୁଷାରକାନ୍ତି ବେହେରା ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି।
ଇନଭେଷ୍ଟରମାନଙ୍କୁ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ ପାଇଁ ସରକାରୀ ସହାୟତା ପ୍ରଦାନ ପାଇଁ ବି ସେ ଦାବି ରଖିଛନ୍ତି ।
କିଛି ଦିନ ତଳେ ଅଭିନେତ୍ରୀ ରଶ୍ମିକା ମାନ୍ଧାନା, ସାରା ତେନ୍ଦୁଲକର, କାଜୋଲ, କ୍ୟାଟ୍ରିନା କୈଫଙ୍କ ଭିଜୁଆଲକୁ ନେଇ ଡିପ୍ ଫେକ୍ କରାଯାଇଥିଲା ।
ଡ୍ରିଲିଂ କରିବା ବେଳେ ଏକ ଲୁହା ଛଡ ପଡ଼ିଥିଲା ବାଟରେ। ତେଣୁ ଖନନ ବନ୍ଦ କରାଯାଇଥିଲା। ଗ୍ୟାସ କଟରରେ ତାକୁ କାଟି ହଟାଯାଇଛି। ଏହା ପରେ ପୁଣି ଡ୍ରିଲିଂ କାମ ଆରମ୍ଭ ହୋଇଛି ।
ଏନଜିଓ, ଇକୋ କ୍ଲବ, ସ୍ୱୟଂ ସହାୟକ ଗୋଷ୍ଠୀ ଓ ଗ୍ରାମପଞ୍ଚାୟତର ସ୍ୱେଚ୍ଛାସେବୀଙ୍କ ସହଯୋଗରେ ଏହି ସବୁ ପର୍ଯ୍ୟଟନସ୍ଥଳୀକୁ ପ୍ଲାଷ୍ଟିକମୁକ୍ତ ରଖିବାକୁ ଲୋକଙ୍କୁ ସଚେତନ କରାଯିବ ।
ପୁଣିଥରେ ଗଜପତି ଜଙ୍ଗଲକୁ ଫେରିଛି । ବାଘ ପାଦ ଚିହ୍ନ ଓ କ୍ୟାମେରା ଟ୍ରାପରୁ ବାଘର ଉପସ୍ଥିତି ସ୍ପଷ୍ଟ ହୋଇଛି ।