ଗ୍ରୁପ୍ ଏ ଷ୍ଟ୍ରେପଟୋକୋକସ୍ (GAS) ଯୋଗୁ ସାଧାରଣତଃ ଶରୀର ଫୁଲିଥାଏ ଓ ଗଳାରେ ସମସ୍ୟା ହୋଇଥାଏ। ପିଲାମାନଙ୍କ ଗଳାରେ ଘା ମଧ୍ୟ ସୃଷ୍ଟି ହେବା ଦେଖାଯାଏ। ତେବେ କେତେକ ପ୍ରକାରର ଜୀବାଣୁ କ୍ଷେତ୍ରରେ ଲକ୍ଷଣ ଦ୍ରୁତଗତିରେ ମାଡ଼ି ଯିବାର ମଧ୍ୟ ନଜିର ରହିଛି।
୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।
୧୮ତମ ଲୋକସଭାର ପ୍ରଥମ ଅଧିବେଶନ ଜୁନ୍ ୨୪ ରୁ ଜୁଲାଇ ୩ ଯାଏଁ ଚାଲିବାକୁ ଥିବା ବେଳେ, ମୌସୁମୀ ଅଧିବେଶନ ଜୁଲାଇ ୨୨ରୁ ଅଗଷ୍ଟ ୯ ଯାଏଁ ଚାଲିପାରେ ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଭଣ୍ଡାରେଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି।
ଶିଶୁର ବାପା ଏକ ସଚେତନତା ଭିଡିଓ ବାର୍ତ୍ତା ଦେଇ କହିଛନ୍ତି, ଛୋଟ ପିଲାମାନଙ୍କୁ ମୋବାଇଲ ଦିଅନ୍ତୁ ନାହିଁ । ଯଥା ସମ୍ଭବ ପିଲାଙ୍କଠାରୁ ମୋବାଇଲ ଦୂରେଇକି ରଖନ୍ତୁ । ରାତି ସାରା ମୋବାଇଲକୁ ଚାର୍ଜରେ ବସାନ୍ତୁ ନାହିଁ । ଯାହାଫଳରେ ମୋବାଇଲ ଫାଟିବାର ସମ୍ଭାବନା ରହିଛି।
ପ୍ରଥମେ ପ୍ରଧାନମନ୍ତ୍ରୀ ଏକ ଫଟୋ ସେୟାର କରିଥିଲେ । ଏଥିରେ ମୋଦି ଲେଖିଥିଲେ କୋପ ୨୮ରେ ମିଲୋନୀଙ୍କ ସହ ସାକ୍ଷାତ ହୋଇଥିଲା । ଏହି ସମୟରେ ସ୍ଥାୟୀ ଏବଂ ସମୃଦ୍ଧ ଭବିଷ୍ୟତ ପାଇଁ ଭାରତ-ଇଟାଲି ମଧ୍ୟରେ ସହଯୋଗାତ୍ମକ ଉଦ୍ୟମ ଉପରେ ଆଲୋଚନା ହୋଇଥିଲା ।
ରୋଷେୟା କିମ୍ବା ସ୍ୱୟଂ ସହାୟକ ଗୋଷ୍ଠୀ ରାନ୍ଧିବାକୁ ଦେବା ପୂର୍ବରୁ ଭଲ ଭାବେ ଚାଖିବେ। ସାମଗ୍ରୀଗୁଡ଼ିକ ଖାଇବା ଯୋଗ୍ୟ ନଥିଲେ ନଷ୍ଟ କରିବା ଦିଗରେ ପଦକ୍ଷେପ ନେବେ ସ୍କୁଲ ପ୍ରଧାନଶିକ୍ଷକ।
ମୃତକଙ୍କ ପରିବାର ଲୋକ ବି ପହଞ୍ଚିଥିଲେ ଏୟାରପୋର୍ଟରେ। ପାର୍ଥିବ ଶରୀରକୁ ସେମାନଙ୍କ ଜନ୍ମମାଟିକୁ ନିଆଯାଇଛି । ଜହୁରଙ୍କ ଘର କଟକ ତିଗିରିଆ ଥାନା କରଡ଼ାପଲ୍ଲୀ ଗାଁରେ ।
ଟିମ୍ ଇଣ୍ଡିଆ ପୂର୍ବରୁ ସୁପର-୮ ପର୍ଯ୍ୟାୟରେ ପ୍ରବେଶ କରିସାରିଛି। ଗତକାଲି ଫ୍ଲୋରିଡ଼ାରେ ମ୍ୟାଚ ଥିବା ବେଳେ ତୁହାକୁ ତୁହା ବର୍ଷା ଯୋଗୁଁ ଗୋଟିଏ ବି ବଲ୍ ବୋଲିଂ କରିବା ସମ୍ଭବ ହୋଇନଥିଲା।
ଓଡ଼ିଶାରେ ପହଞ୍ଚିଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବର୍ତ୍ତମାନ କୋରାପୁଟ ଜିଲ୍ଲାରେ ସକ୍ରିୟ ରହିଛି। ଏହା ୩-୪ ଦିନ ପରେ ଅଗ୍ରସର ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ୧୭ ତାରିଖରୁ ବର୍ଷା ହେବ। ଉପକୂଳରେ ପ୍ରାକ୍ ମୌସୁମୀ ବର୍ଷା ହେଉଥିଲେ ବି ଗୁଳୁଗୁଳି କିନ୍ତୁ ରହିବ ବୋଲି କହିଛି ପାଣିପାଗ ବିଭାଗ।
ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ଦ୍ବିପାକ୍ଷିକ ଆଲୋଚନା । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କୁ ଭେଟିଲେ ।
କୋହ ଆଉ ଲୁହରେ ବତୁରି ଯାଇଛି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲି ଗାଁ ।
ସେହି ଚିତ୍ରକଳାଟିକୁ ନିର୍ବାଚନୀ ସଭାର ଭିଡ଼ ଭିତରୁ ସୁବାସଙ୍କଠୁ ସଂଗ୍ରହ କରିଥିଲେ ମୋଦି । କହିଥିଲେ, ଠିକଣା ଲେଖିଦିଅ, ନିଶ୍ଚୟ ଚିଠି ଲେଖିବି । ଆଉ ଏବେ ସୁବାସଙ୍କ ନିକଟକୁ ଆସିଛି ପ୍ରଧାନମନ୍ତ୍ରୀଙ୍କ ଚିଠି । ମୋଦିଙ୍କଠୁ ଚିଠି ପାଇ ଏବେ ଖୁସିରେ ଆତ୍ମହରା ସୁବାସ ।
ସକାଳୁ ସକାଳୁ ନୂଆ ପୋଷାକ ପିନ୍ଧି, ସାଜସଜା ସହ ମନରେ ଅସରନ୍ତି ଉତ୍ସାହ ନେଇ ରଜ ପାଳୁଛନ୍ତି କୁମାରୀ ଝିଅ। ପାଦରେ ଅଳତା, ମଥାରେ କୁଙ୍କୁମ ଆଉ ହାତରେ ରଙ୍ଗୀନ ମେହେନ୍ଦିର କାରୁକାର୍ଯ୍ୟ। ସାହି ସାହି ଓ ଗଳି ଗଳି, ଆମ୍ବ ତୋଟା ଆଉ ଖୋଲା ପଡ଼ିଆରେ ଲାଗିଥିବା ଦୋଳି ପାଖରେ ଏକାଠି...
ସବୁଠୁ ଚିନ୍ତାଜନକ ବିଷୟ ହେଲା ସରକାରୀ କାମରେ ପରିଚାଳନା ଦାୟିତ୍ୱ ନେଇଛନ୍ତି ଠିକା ସଂସ୍ଥା। କେଉଁ ବିଭାଗ ପାଇଁ କିଏ ଉତ୍ତରଦାୟୀ ତାର ବି ଉତ୍ତର ବାବୁ ମାନଙ୍କ ପାଖରେ ନାହିଁ। ରାଜ୍ୟରେ ଏମିତି ପ୍ରଶାସନିକ ଅବ୍ୟବସ୍ଥା ଦେଖି ତାଜୁବ ହୋଇଛନ୍ତି ନୂଆ ସିଏମ୍।
ବିଜେଡିର ଦଳୀୟ କାମରେ ମୁଣ୍ଡ ପୁରାଉଥିଲେ, ହେଲେ ଗତ ନିର୍ବାଚନରେ ଧରାପଡ଼ି ନିଲମ୍ବନ ହେଲେ। ପରେ ଅବଶ୍ୟ ତାଙ୍କ ଉପରୁ ନିଲମ୍ବନ ହଟିଥିଲେ ବି କାର୍ଯ୍ୟାନୁଷ୍ଠାନ ଖଣ୍ଡା ଝୁଲି ରହିଛି।
ବିଜେଡି ସରକାରର ଏଜେଣ୍ଟ ସାଜି କାମ କରୁଥିବାର ମିଳିଥିଲା ପ୍ରମାଣ । ନିର୍ବାଚନବେଳେ କେତେକଙ୍କ ବିରୋଧରେ ECI ବି ନେଇଥିଲେ ଆକ୍ସନ ।
ବଢ଼ିଆ ପାଗ ସାଙ୍ଗକୁ ଦୋଳି ଖେଳ । ପରିବେଶକୁ ରଙ୍ଗୀନ କଲା ରଜ ମହୋତ୍ସବ ସହ ପାରମ୍ପରିକ ଖେଳ ।
ଖୋଦ୍ ସିଏମଓରେ ଏକାଧିକ ଆଉଟସୋର୍ସ ନିଯୁକ୍ତିକୁ ଦେଖି ତାଜୁବ୍ ସିଏମ୍ ମୋହନ ।
ଆକାଶରେ ପ୍ରାୟ ୧ ଘଣ୍ଟା ବିଚରଣ କରିବା ସହ ଜଣେ ବ୍ୟକ୍ତି ଏହାକୁ ୧୫ରୁ ୩୦ କିଲୋମିଟର ଉପରେ ନଜର ରଖିପାରିବ। ଅତ୍ୟଧିକ ତାପମାତ୍ରା ବ୍ୟତୀତ ଉଚ୍ଚ ଶୃଙ୍ଗରେ ବି ଏହି ଡ୍ରୋନକୁ ପରିଚାଳନା କରାଯାଇପାରିବ ।