• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

NEET Exam
NEET ବିବାଦ; ଧର୍ମେନ୍ଦ୍ର କହିଲେ କୌଣସି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳାଯିବନି

ପୁନଃ ପରୀକ୍ଷା ବଦଳରେ NTA ପକ୍ଷରୁ ଏକ ଏକ୍ସପର୍ଟ କମିଟି ଗଠନ କରାଯାଇ ଗ୍ରେସ ମାର୍କ ବ୍ୟବସ୍ଥା ହୋଇଥିଲା। ଗ୍ରେସ ମାର୍କ ରଦ୍ଦ ସହ ପୁଣି ପରୀକ୍ଷା କରିବାକୁ NTA ନିଷ୍ପତ୍ତି ନେଇଥିଲା।

Heavy Rain
ଆଶ୍ୱସ୍ତି ! ୧୭ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ତେବେ ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି।

CM Office
ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ !

ଏହି କ୍ରମରେ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ନଗର ଉନ୍ନୟନ ତଥା ସଂସଦୀୟ ବ୍ୟାପାର ସଚିବ ଜି.ମାଥିଭାତନନ୍ ପ୍ରମୁଖ ରାଜ୍ୟ ଅତିଥି ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।

NEET
NEET ବିବାଦ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ଦୁଇ ସପ୍ତାହ ମଧ୍ୟରେ ଏନଟିଏକୁ ଜବାବ ମାଗିଛନ୍ତି ଉଚ୍ଚତମ ନ୍ୟାୟାଳୟ। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୮ ତାରିଖରେ ହେବ।

Lord Jagannath
ବାରମ୍ବାର ସଭା ମଞ୍ଚରୁ ଗ୍ୟାରେଣ୍ଟି ଦେଇଥିଲେ । ସରକାରକୁ ଆସୁ ଆସୁ ଅବିଳମ୍ବେ ପୂରଣ କରିଦେଲେ

ରତ୍ନବେଦୀରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ସରୁ ସରୁ ଭକ୍ତଙ୍କ ପାଇଁ ଖୋଲି ଦିଆଗଲା ଜଗନ୍ନାଥ ମନ୍ଦିରର ସିଂହଦ୍ୱାର ସହ ଅନ୍ୟ ତିନି ଦ୍ୱାର ବ୍ୟାଘ୍ର, ହସ୍ତୀ ଓ ଅଶ୍ୱ ଦ୍ୱାର । ଯାହାକି ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦ୍ୱାର ଭାବେ ବିବେଚିତ।

BJP Politics
ଶପଥ ଗ୍ରହଣର 24 ଘଣ୍ଟା ପରେ ବି ଅପେକ୍ଷାରେ ବହୁ ଆଶାୟୀ

ସମ୍ୱଲପୁର ବିଧାୟକ ତଥା ବିଜେପିର ବରିଷ୍ଠ ନେତା ଜୟନାରାୟଣ ମିଶ୍ରଙ୍କୁ ମନ୍ତ୍ରୀ ପଦ ମିଳିନି। ଯେଉଁଥିଲାଗି ସେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି।

Officers
ଶପଥ ନେଲେ ମୋହନ ସରକାର, ବିଜେଡି ମାର୍କା ବାବୁଙ୍କ ଛାତି ଧଡ ଧଡ

ନଗର ଉନ୍ନୟନ ବିଭାଗରେ ୧୦ ବର୍ଷ ଆଉ ସଂସଦୀୟ ବ୍ୟାପାର ବିଭାଗରେ ୧୩ ବର୍ଷ ହେଲା ପ୍ରମୁଖ ସଚିବ ରହିଲେଣି ଏହି ଅଧିକାରୀ।

NEET
NEET ବିବାଦ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ, ପୁଣି ପରୀକ୍ଷା ଦେବେ ୧୫୬୩ ଛାତ୍ରଛାତ୍ରୀ

୨୩ରେ ପରୀକ୍ଷା , ୩୦ରେ ବାହାରିବ ରେଜଲ୍ଟ । ପେପର ଲିକ୍ ହୋଇନି କହିଲେ ଶିକ୍ଷାମନ୍ତ୍ରୀ ।

Officers
କ’ଣ ପାଇଁ ଗୋଟିଏ ଜାଗାରେ ଗାଦିମାଡ଼ି ବସିଛନ୍ତି ସରକାରୀ ବାବୁ ?

​​​​​​​ଗୋଟିଏ ଗୋଟିଏ ବିଭାଗରେ ୮-୧୦ ବର୍ଷ ଧରି ଅଛନ୍ତି ସରକାରୀ ଅଧିକାରୀ । ବିଜେପି ସରକାର ଆସିବା ପରେ ଟେନସନରେ ବିଜେଡି ମାର୍କା ବାବୁ ।

BJP Politics
୬ ମନ୍ତ୍ରୀ ପଦ ପାଇଁ ଅନେକ ଆଶାୟୀ, କିନ୍ତୁ ଛିଡୁନି ଅଙ୍କ

ବିଜେପି ସରକାରର ଘୋଷଣା ହୋଇନଥିବା ୬ ମନ୍ତ୍ରୀ ପଦକୁ ନେଇ ଚର୍ଚ୍ଚା ଜୋର୍ । ଶପଥ ଗ୍ରହଣର 24 ଘଣ୍ଟା ପରେ ବି ଅପେକ୍ଷାରେ ବହୁ ଆଶାୟୀ ।

Lord Jagannath
ଖୋଲିଲା ଚାରି ଦ୍ୱାର, ଶ୍ରୀଜୀଉଙ୍କୁ ଦର୍ଶନ ଯନ୍ତ୍ରଣାରୁ ମୁକ୍ତି ପାଇଲେ ସାଧାରଣ ଶ୍ରଦ୍ଧାଳୁ

ନୂଆ ସରକାର ଆସୁ ଆସୁ ଖୋଲିଦିଆଗଲା ଶ୍ରୀମନ୍ଦିରର ୪ ଦ୍ବାର । ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ଉପସ୍ଥିତିରେ ଖୋଲିଲା ୪ ଦ୍ବାର ।

Mohan Majhi Friend Akshaya Behera
୪ ଥର ବିଧାୟକ ପରେ ବି ମୋହନଙ୍କ ଚାଳ ଛପର ଘର !

ଯେତେବେଳେ ଟିଭିରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ମୋହନ ମାଝି ବୋଲି ଘୋଷଣା ହେଲା, ସେତେବେଳେ ତାଙ୍କ ପାଦ ଆଉ ତଳେ ରହିଲା ନାହିଁ ।

Twin City Heavy Rain
ପ୍ରବଳ ବର୍ଷା ! ଭୁବନେଶ୍ୱର-କଟକରେ ବିଜୁଳି ଘଡ଼ଘଡ଼ି ସହ ଜୋରଦାର ପବନ..

କଟକର ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ଜମିଥିବା ସୂଚନା ମିଳିଛି।

Andhra Pradesh EXIT POLL
ଆଶ୍ଚର୍ଯ୍ୟ କଲା ଆନ୍ଧ୍ରର EXIT POLL, NDAକୁ ୯୮ରୁ ୧୨୦, YSRCPକୁ ୫୫ରୁ ୫୭ ସିଟ୍

ଏନଡିଏ ମେଣ୍ଟରେ ଥିବା ଦଳ ମାନଙ୍କ ପ୍ରଦର୍ଶନକୁ ଦେଖିଲେ ବିଜେପି ସପକ୍ଷରେ ୪ରୁ ୬ ସିଟ୍ ଯାଉଥିଲା ବେଳେ ଟିଡିପିକୁ ୭୮ରୁ ୯୬, ଜେଏସପି ୧୬ରୁ ୧୮ ସିଟ୍ ପାଇବାର ସମ୍ଭାବନା ଥିବା କୁହାଯାଇଛି। 

Odisha Politics Exit poll
ଜୁନ୍ ୪ ଫାଇନାଲ ରେଜଲ୍ଟ ପୂର୍ବରୁ ହୃଦସ୍ପନ୍ଦନ ବଢ଼ାଇଲା ଏକ୍‌ଜିଟ୍ ପୋଲ୍ ସର୍ଭେ ଫଳାଫଳ

ଇଣ୍ଡିଆ ଟୁଡେ ଆକ୍ସିସ ଏକଜିଟ୍ ପୋଲ୍ ଅନୁସାରେ, ଓଡ଼ିଶାର ୨୧ ଲୋକସଭା ସିଟ୍ ମଧ୍ୟରୁ ଜବରଦସ୍ତ ପ୍ରଦର୍ଶନ ସହ ବିଜେପି ୧୮ରୁ ୨୦ ସିଟ୍ ହାସଲ କରିବାକୁ ଥିବା ବେଳେ ବେଳେ ବିଜେଡି ୦ରୁ ୨ ଏବଂ କଂଗ୍ରେସ ମାତ୍ର ଗୋଟିଏ ସିଟ୍ ହାସଲ କରିପାରେ।

Odisha Politics BJP
ଓଡ଼ିଶାରେ ବିଜେପି ଗ୍ରାଫ୍ ଉପରମୁହାଁ

କେମିତି ସଫଳ ହେବାକୁ ଯାଉଛି ବିଜେପି? କୁହାଯାଉଛି, ଚଳିତ ନିର୍ବାଚନରେ ଅଣଓଡ଼ିଆ ଏବଂ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ସାଜିଛି ମୁଖ୍ୟ ଫାକ୍ଟର।

Poll Voilence
କଡ଼ ଲେଉଟାଉଥିବା ରାଜ୍ୟ ରାଜନୀତିରେ ରକ୍ତପାତ...

ମାର୍ଶାଘାଇ ବ୍ଲକ ଯମପଡ଼ା ପଞ୍ଚାୟତର ୭୫ ବର୍ଷିୟ ପୁରୁଷୋତ୍ତମ ସ୍ୱାଇଁ । ଯାହାଙ୍କୁ ବିଜେଡି କର୍ମୀ ଗାଡ଼ି ମଡ଼ାଇ ହତ୍ୟା କରିଥିବା ଅଭିଯୋଗ ହୋଇଛି ।

Puri Fire Tragedy
ପୁରୀ ବାଣ ଟ୍ରାଜେଡ଼ି ମୃତ୍ୟସଂଖ୍ୟାରେ ଲାଗୁନି ବ୍ରେକ୍

SRC ଆସନ୍ତା ୫ ତାରିଖରେ ପୁରୀରେ ଏହାର ସ୍ୱତନ୍ତ୍ର ତଦନ୍ତ କରିବେ। ସେପଟେ ଏହି ଘଟଣାରେ ଚାରି ଚାରି ଜଣଙ୍କୁ ହରାଇ ଉଜୁଡ଼ି ଯାଇଛି ଖଣ୍ଡିଆବନ୍ଧର ଗୋଟିଏ ପରିବାର ।

Odisha Politics Exit poll
ଓଡ଼ିଶା MP ସିଟକୁ ନେଇ ଏକଜିଟ୍ ପୋଲ୍ ପରେ ହଲଚଲ୍ ରାଜନୀତି

ଅଧିକାଂଶ ସର୍ଭେରେ ବିଜେପିକୁ ୧୫ରୁ ଊର୍ଦ୍ଧ୍ବ ସିଟ୍ ମିଳିବା ସମ୍ଭାବନା । ବିଧାନସଭା ଫଳାଫଳରେ ବି ପଡ଼ିପାରେ ପ୍ରଭାବ ।

Odisha Politics BJP
ଏକଜିଟ୍ ପୋଲ୍‌ରେ ବିଜେପିକୁ ବଡ଼ ସଫଳତା, କ’ଣ ଥିଲା ଷ୍ଟ୍ରାଟେଜୀ ?

ଓଡ଼ିଶାରେ ବିଜେପିର ବଡ ସଫଳତା ପଛରେ କାମ କଲା କେଉଁ ଷ୍ଟ୍ରାଟେଜି ? ‘ଓଡ଼ିଆ ଅସ୍ମିତା’ ପ୍ରସଙ୍ଗ ନା ‘ବିଜେଡିରେ ପାଣ୍ଡିଆନ୍ ରାଜ୍’ ପ୍ରସଙ୍ଗ ?

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।