• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Narendra Modi
ନବୀନଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବା ପଛରେ କାହା ଷଡ଼ଯନ୍ତ୍ର ? ପଚାରିଲେ ମୋଦି...

ଲୋକଙ୍କ ମନରେ ଉଠୁଥିବା ଏହି ସମସ୍ତ ପ୍ରଶ୍ନ ଉପରୁ ବା ରହସ୍ୟ ଉପରୁ ପରଦା ହଟିବାର ଆବଶ୍ୟକତା ରହିଛି । ବିଜେପି ସରକାର ଆସିଲେ ସ୍ପେଶାଲ କମିଟି ଗଠନ କରାଯିବ । ଅଚାନକ କେମିତି ତାଙ୍କ ସ୍ୱାସ୍ଥ୍ୟ ଖରାପ ହେଲା ତା’ର ଯାଞ୍ଚ ମଧ୍ୟ କରାଯିବ ବୋଲି କହିଛନ୍ତି...

Ajay Kumar
ମୁଖ୍ୟମନ୍ତ୍ରୀଙ୍କ ପ୍ରତି ପାଣ୍ଡିଆନଙ୍କ ଏଭଳି ବ୍ୟବହାର ଠିକ୍ ନୁହେଁ କହିଲା କଂଗ୍ରେସ

ବିଜେଡି ଓ ବିଜେପି ଉପରେ ବର୍ଷିଲେ ରାଜ୍ୟ କଂଗ୍ରେସ ପ୍ରଭାରୀ । ରାସନ୍ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ବଣ୍ଟନ ହେଉଛି ।

Narendra Modi
ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଲେ ମୋଦି

ଶେଷରେ ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଗସ୍ତ କରିବେ। ଅପରାହ୍ନ ୪ଟାରେ ବରୁଆ ପଡ଼ିଆରେ ବିଜେପିର ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ।

Crime
କି ନୃଶଂସ ! ବିନା କାରଣରେ... ଜଣକ ପରେ ଜଣେ ଆତ୍ମୀୟଙ୍କୁ ଟାଙ୍ଗିଆରେ ହାଣି ଜୀବନ ନେଲା

ଏପରି ନାରକୀୟ କାଣ୍ଡ ଘଟାଇବା ପରେ ମାନସିକ ଭାରସାମ୍ୟ ହରାଇ ବସିଥିବା ବ୍ୟକ୍ତିଜଣକ ଘରଠୁ ଶହେ ମିଟର ଦୂରରେ ଏକ ଗଛରେ ନିଜେ ବି ଝୁଲି ପଡ଼ି ଜୀବନ ହାରିଲା ।

Naveen PatnaiK
ବାରମ୍ବାର ଅପମାନ ! ପ୍ରଥମେ ସଭାରେ ନବୀନଙ୍କ ହାତକୁ ଟାଣିଲେ, ଏବେ ଗୋଡ଼ରେ ଖେଞ୍ଚିଲେ !

ମୁଖ୍ୟମନ୍ତ୍ରୀଙ୍କୁ ପାଣ୍ଡିଆନ୍ ଗୋଡ଼ରେ ଇଶାରା କରିବା ଦୃଶ୍ୟକୁ ନେଇ ବିଜେଡି କିମ୍ବା ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

Nawaj Sharif
ମାନିଲେ ନୱାଜ ! ଭାରତ ସହ ୧୯୯୯ ଲାହୋର ଶାନ୍ତି ଚୁକ୍ତିକୁ ପାକିସ୍ତାନ ଉଲ୍ଲଙ୍ଘନ କରିଛି

ପାକିସ୍ତାନ ମୁସଲିମ ଲିଗର ବୈଠକରେ ସରିଫ କରିଛନ୍ତି ଯେ “ପାକିସ୍ତାନ ୧୯୯୮ ମେ’ ୨୮ରେ ୫ଟି ଆଣବିକ ଅସ୍ତ୍ରର ପରୀକ୍ଷା କରିଥିଲା। ଏହାପରେ ବାଜପେୟୀ ସାହେବ ପାକିସ୍ତାନ ଆସିଥିଲେ ଓ ଆମ ସହ ଗୋଟିଏ ଚୁକ୍ତି କରିଥିଲେ। କିନ୍ତୁ ଆମେ ଉକ୍ତ ଚୁକ୍ତିକୁ ଉଲ୍ଲଙ୍ଘନ କରିଥିଲୁ। ସେଇଟା ଆମର...

Political Violence
ହାରିବା ଭୟରେ ରକ୍ତମୁଖା ହେଉଛି କି ଶାସକ ବିଜେଡି ? 

ଗାଡ଼ିରେ ବିଜେପି ପତାକା ଲାଗିଥିବା ଦେଖି ୪୦ରୁ ୫୦ ବ୍ୟକ୍ତି ତାଙ୍କ ଗାଡ଼ି ଉପରକୁ ଇଟା, ପଥର ମାଡ଼ ସହ ତାଙ୍କୁ ବିଧା ଗୋଇଠା ମାରିଥିଲେ । ତା’ ପୁଣି ପୋଲିସ ଉପସ୍ଥିତିରେ। ସେଠାରୁ ଜୀବନ ବଞ୍ଚାଇ ଥାନାକୁ ଆସି ଅଭିଯୋଗ କରିଥିଲେ ସୁବାସ। 

Prashant Jagdev
ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭାଙ୍ଗି ନାହାଁନ୍ତି EVM, CCTVରୁ ସ୍ପଷ୍ଟ

ସିସିଟିଭି ଫୁଜେଟ୍ ଜାରି କରି ସତ-ମିଛର ପର୍ଦ୍ଦାଫାସ୍ କଲେ ଅପରାଜିତା । ପରାଜୟ ଭୟରେ ତୃତୀୟ ମହଲା ଇଙ୍ଗିତରେ କରାଯାଇଛି ଗିରଫଦାରୀ କହିଛନ୍ତି ସରକାରୀ ଅଧିକାରୀ ।

Monk Sun Stroke
ଜଳବାୟୁ ପରିବର୍ତ୍ତନ ପାଇଁ କରୁଥିଲେ ତପସ୍ୟା, ଖରା ସହିନପାରି ଚାଲିଗଲା ସାଧୁଙ୍କ ଜୀବନ

ତପସ୍ୟାସ୍ଥଳ ନିକଟରେ କୌଣସି ଚିକିତ୍ସା ବ୍ୟବସ୍ଥା କାହିଁକି ନଥିଲା ବୋଲି ମଧ୍ୟ ପ୍ରଶ୍ନ କରିଛନ୍ତି ଲୋକେ ? ଏହାସହ ପ୍ରଶାସନର ଅବହେଳା ଯୋଗୁଁ ବାବାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ବାବାଙ୍କ ସେବାଦାର ।

Odisha Politics
ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ନବୀନ-ପାଣ୍ଡିଆନଙ୍କୁ ହିମନ୍ତଙ୍କ କଡ଼ା ସମାଲୋଚନା

ଅମିତ ଶାହ ମଧ୍ୟ ଓଡ଼ିଶା ଆସି ନବୀନ ଓ ପାଣ୍ଡିଆନଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି । ଅମିତ୍ ଶାହଙ୍କ ଗର୍ଜନରେ କମ୍ପିଲା ପାଣିକୋଇଲି ସଭା । କୋରେଇ ପାଣିକୋଇଲି ସଭାରେ ଅମିତ ଶାହ କହିଲେ ଚିଟଫଣ୍ଡ ଘୋଟାଲାକାରୀଙ୍କୁ ଜେଲ୍‌ରେ ପୂରାଯିବ ।

Narendra Modi
କନ୍ୟାକୁମାରୀ ବିବେକାନନ୍ଦ ରକ୍ ମେମୋରିଆଲରେ ୪୮ ଘଣ୍ଟା ତପସ୍ୟାରେ ବସିବେ ମୋଦି

ଜୁନ୍‌ ୧ ତାରିଖରେ ତପସ୍ୟା ସରିବା ପରେ ସେ ତାମିଲନାଡ଼ୁରୁ ଦିଲ୍ଲୀ ଅଭିମୁଖେ ବାହାରିବେ । ଜୁନ୍‌ ୪ ରେ ନିର୍ବାଚନ ଫଳାପଳ ପ୍ରକାଶ ପାଇବ ।

Charge Full
ମୋବାଇଲ୍ ଚାର୍ଜିଂ ପାଇଁ ଆଉ ଟେନ୍‌ସନ୍ ନାହିଁ, ଲଗାଇଲା ମାନେ ଫୁଲ୍‌ଚାର୍ଜ..!

ସୁପରକାପାସିଟର ପରି ଅଧିକ ଦକ୍ଷ ଶକ୍ତି ସଂରକ୍ଷଣ ଉପକରଣର ବିକାଶ ହୋଇପାରେ ବୋଲି ଅଙ୍କୁର ଗୁପ୍ତା କହିଛନ୍ତି। ଫୋନ

Prashant Jagdev
ସାମ୍ନାକୁ ଆସିଲା ସତ ! EVM ଭାଙ୍ଗିବା ମାମଲାରେ ଆସିଲା ସିସିଟିଭି ଫୁଟେଜ...

ଗତ ୨୫ ତାରିଖରେ ମତଦାନ ବେଳେ ବେଗୁନିଆ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗିବା ଅଭିଯୋଗ ମାମଲାରେ ପୋଲିସ ତାଙ୍କୁ ଗିରଫ କରି ଜେଲ ପଠାଇଛି । ଯାହାକୁ ନେଇ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛି ।

Odisha Politics
ଏପଟେ BJP ଜିଲ୍ଲାସଭାପତିଙ୍କୁ ଆକ୍ରମଣ, ସେପଟେ ମାର୍କେଟ କମ୍ପ୍ଲେକ୍ସ ଭଙ୍ଗାରୁଜା !

ଘଣ୍ଟେଶ୍ୱର ଜୋନକୁ ଯାଉଥିବା ବେଳେ ପୋଲିସ ଉପସ୍ଥିତିରେ ଏହି ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତେବେ ଏନେଇ ପୋଲିସ କିମ୍ବା ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।

Balasore Politics
ସରଗରମ ବାଲେଶ୍ୱର ରାଜନୀତି, କାହା ସପକ୍ଷରେ ଯିବ ଭୋଟ ?

ବାଲେଶ୍ୱର ସଦର ବିଧାନସଭା କ୍ଷେତ୍ର ପାଇଁ ବିଜେପିରୁ ମାନସ କୁମାର ଦତ୍ତ, ବିଜେଡିରୁ ସ୍ୱରୂପ ଦାସ ଓ କଂଗ୍ରେସରୁ ମୋନାଲିସା ଲେଙ୍କା ପ୍ରାର୍ଥୀ ହୋଇଛନ୍ତି ।

Prashant Jagdev
‘ଜଗଦ୍ଦେବଙ୍କ ବିରୋଧରେ ମିଛ କହିବାକୁ ବାଧ୍ୟ କରିଥିଲା ପୋଲିସ’

ବେଗୁନିଆ ଇଭିଏମ୍ ଭଙ୍ଗାରୁଜା ମାମଲା । ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ।

Himant Biswasharma
ନବୀନ-ପାଣ୍ଡିଆନଙ୍କୁ ହିମନ୍ତଙ୍କ ଅଲ୍ ଆଉଟ୍ ଆଟାକ୍, 'ମାଇକ୍ ଧରି ତାଙ୍କୁ ନିଜ ଇସାରାରେ ନଚାଉଛନ୍ତି'

'ମନ୍ଦବୁଦ୍ଧି ପାଇଁ ପାଣ୍ଡିଆନଙ୍କୁ ମିଳୁ ନୋବେଲ୍ । 4 ତାରିଖ ପରେ ପଠାଇ ଦିଆଯିବ ତାମିଲନାଡୁ ।'

Rahul Gandhi Stage Collapsed
ଏତେ ଲୋକ ଚଢ଼ିଲେ ଯେ, ସମ୍ଭାଳି ପାରିଲାନି ମଞ୍ଚ ! ଦେଖନ୍ତୁ ଭିଡିଓ...

ପୂରା ଘଟଣା ସୋମବାର ବିହାରରେ ଆୟୋଜିତ ଲୋକସଭା ନିର୍ବାଚନୀ ସଭାରେ ଘଟିଛି। ପାଟନା ଉପକଣ୍ଠ ପଲିଗଞ୍ଜ ଠାରେ ଆରଜେଡି ନେତ୍ରୀ ମିଶା ଭାରତୀଙ୍କ ପାଇଁ ନିର୍ବାଚନୀ ସଭାର ଆୟୋଜନ କରାଯାଇଥିଲା।

Mount Everest
ମାଉଣ୍ଟ ଏଭରେଷ୍ଟରେ ଟ୍ରାଫିକ୍‌ ଜାମ୍, ଲମ୍ବିଛି ପର୍ବତାରୋହୀଙ୍କ ଲମ୍ବା ଲାଇନ୍‌ ! ଦେଖନ୍ତୁ ଭିଡିଓ...

ଚଳିତ ଥର ପ୍ରାୟ ୫୦୦ ଜଣ ପର୍ବତାରୋହୀ ମାଉଣ୍ଟ ଏଭରେଷ୍ଟ ଚଢ଼ିବା ଆରମ୍ଭ କରିଛନ୍ତି । ଏଥିରୁ ପ୍ରାୟ ୨୫୦ ରୁ ୩୦୦ ଜଣ ମାଉଣ୍ଟ ଏଭରେଷ୍ଟ ଚଢ଼ିବାରେ ସଫଳ ହେବେ ।

Himant Biswa Sharma
‘ଓଡ଼ିଶାର ସବୁ ଚାକିରି ପାଣ୍ଡିଆନ୍‌ଙ୍କ ପାଖରେ, ରତ୍ନଭଣ୍ଡାର ଚାବି ବି ସେ ରଖିଛନ୍ତି’

‘୧ ଟଙ୍କା ଲେଖାଏଁ ଚାନ୍ଦା କରି ପାଣ୍ଡିଆନଙ୍କ ପାଇଁ ଟିକେଟ କିଣନ୍ତୁ । ପାଣ୍ଡିଆନଙ୍କ ପାଇଁ ଟିକେଟ କିଣି ତାମିଲନାଡୁ ପଠାଇ ଦିଅନ୍ତୁ । ପାଣ୍ଡିଆନ ନବୀନ ବାବୁଙ୍କୁ ହୋଷ୍ଟେଜ ରଖିଛନ୍ତି । ନବୀନ ବାବୁଙ୍କ ମାଇକ୍ କାହିଁକି ପାଣ୍ଡିଆନ ଧରୁଛନ୍ତି।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।