• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

ପତିତପାବନ ମନ୍ଦିର ହେବ ରୁପା ଛାଉଣୀ
Srimandir: ପତିତପାବନ ଗୁମୁଟ ଦ୍ୱାର ବନ୍ଧ ବି ହେବ ରୁପା ଛାଉଣୀ

ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।

ମଧ୍ୟାହ୍ନ ଭୋଜନ ଦର ଟଙ୍କାଟେ ବଢ଼ିଲା
Mid Day Meal: ୧ ଟଙ୍କା ବଢ଼ିଲା ମଧ୍ୟାହ୍ନ ଭୋଜନ ଦର

ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୪୩ ଲକ୍ଷ ବିଦ୍ୟାର୍ଥୀ ମଧ୍ୟାହ୍ନ ଭୋଜନ ପାଉଛନ୍ତି ।

 ସମବାୟ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ ଚରମବାଣୀ
Odisha Politics: ମୁଖ୍ୟମନ୍ତ୍ରୀଙ୍କ ଚରମବାଣୀ, ଚାଷୀଙ୍କ ସହ ଖେଳିଲେ ସିଧା ଝାରପଡ଼ା ଜେଲ୍ !

ବର୍ଷ ବର୍ଷ ଧରି ଦୁର୍ନୀତିର ଗନ୍ତାଘର ପାଲଟିଥିଲା ସମବାୟ ସଂସ୍ଥା ! ଅଡିଟ୍ ହେଉନଥିବାରୁ କେଳେଙ୍କାରୀ ବଢ଼ିଥିବା ଅଭିଯୋଗ ।

ନିୟନ୍ତ୍ରଣକୁ ଆସୁନି ଜୟପୁରର ତେଲେଙ୍ଗିରି ଡ୍ୟାମ୍ ଲିକେଜ୍
Koraput Telengiri Dam: ଭୟ ବଢ଼ାଉଛି ତେଲେଙ୍ଗିରି ଡ୍ୟାମ୍ ଲିକେଜ୍ !

ନିର୍ମାଣ ପରଠୁ କନଷ୍ଟ୍ରକ୍ସନ ସ୍ଲୁଇସ୍ ବନ୍ଦ ନହେବାରୁ ସାଂଘାତିକ ସ୍ଥିତି । ୨୦୧୯ ଭୋଟ୍ ପୂର୍ବରୁ ତରବରିଆ ଉଦଘାଟନକୁ ନେଇ ଉଠିଲା ପ୍ରଶ୍ନ ।

୧୫ ତାରିଖରୁ ଚାଷୀଙ୍କୁ ଟୋକନ୍ ଦିଆଯିବ ଏବଂ ନଭେମ୍ବର ୨୦ରୁ ଡିସେମ୍ବର ୭ ଯାଏଁ ଧାନ ସଂଗ୍ରହ ଚାଲିବ ।
Paddy Procurement: ୨୦ରୁ ଧାନ ସଂଗ୍ରହ, ୧୫ରୁ ଟୋକନ ବଣ୍ଟନ

ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶ ଆୟୋଜନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ। 

ଭୋଟ୍ ଦେଲା ଝାଡ଼ଖଣ୍ଡ । ପ୍ରଥମ ପର୍ଯ୍ୟାୟରେ ୪୩ ବିଧାନସଭା ସିଟରେ ପଡ଼ିଲା ଭୋଟ୍ ।
ନେତା ବାଛୁଛି ଝାଡ଼ଖଣ୍ଡ, ଫାଷ୍ଟ୍ ଫେଜରେ ୪୩ ବିଧାନସଭା ସିଟରେ ପଡ଼ିଲା ଭୋଟ୍

ଶାନ୍ତି ଶୃଙ୍ଖଳା ଭିତରେ ସନ୍ଧ୍ୟା ୫ ସୁଦ୍ଧା ୬୪ ପ୍ରତିଶତ ମତଦାନ ହୋଇଥିବା ବେଳେ, ବିଭିନ୍ନ ସ୍ଥାନରେ ଲାଲ୍ ବାହିନୀର ଧମକ ସତ୍ତ୍ୱେ ଲୋକେ ମତାଧିକାର ସାବ୍ୟସ୍ତ କରିଥିବା ଦେଖିବାକୁ ମିଳିଛି।

Vedanta Land Acquisition Issue
ବେଦାନ୍ତ କ୍ଷତିଗ୍ରସ୍ତଙ୍କୁ ସରକାର ଫେରାଇବେ ସେମାନଙ୍କ ଜମି

ଏତେ ବର୍ଷ ପରେ ଏହି ଟଙ୍କା କିପରି ଫେରାଇବେ ତାକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି କ୍ଷତିଗ୍ରସ୍ତ। 

Manoj Mishra
ଆହୁରି ତେଜିଲା ଓଲିଉଡ୍ ସିନେ ଇଣ୍ଡଷ୍ଟ୍ରି କଳି

ଅଭିନେତା ମନୋଜ ମିଶ୍ର କହିଛନ୍ତି ସିନେମା ଆମ ଓଡ଼ିଶାର ଅସ୍ମିତା, ଯିଏ ସିନେମାର ଶତ୍ରୁ- ସେ ମୋର ବି ଶତ୍ରୁ ।

Subhadra Yojana Odisha
ସୁଭଦ୍ରା ଟଙ୍କା ପାଇଁ ଆବେଦନ କରି ବି ଆପଣଙ୍କ ଆକାଉଣ୍ଟକୁ ଆସୁନି କି ଟଙ୍କା ?

ସମସ୍ୟାର ସମାଧାନ କରି ଆସନ୍ତା ୨୪ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟନ୍ତ୍ରୀ ପ୍ରଭାତୀ ପରିଡ଼ା। 

ମ୍ୟାରେଜ ସିଜିନରେ ସାଇବର ଲୁଟେରାଙ୍କ ନୂଆ ଖେଳ
ସାଇବର ଠକେଇର ନୂଆ ପ୍ଲଟ୍

ହିମାଚଳ ପ୍ରଦେଶରେ ଏଭଳି ନୂଆ ଧରଣର ଠକେଇ ସାମ୍ନାକୁଆସିବା ପରେ ଏନେଇ ସତର୍କ କରିଛି କମିଶନରେଟ୍ ପୋଲିସ୍।

ଭାରତୀୟ ସେୟାର ବଜାରରେ ଭୂକମ୍ପ
Share Market Down: ୫ ଦିନରେ ୨୩ ଲକ୍ଷ କୋଟି କ୍ଷତି !

ବିଭିନ୍ନ କମ୍ପାନିଗୁଡ଼ିକର ଦ୍ୱିତୀୟ ତ୍ରୈମାସିକ କାରବାର ଦୁର୍ବଳ ରହିଛି । ଏସିଆର ବିଭିନ୍ନ ଷ୍ଟକ୍ ବଜାରରେ ମାନ୍ଦାବସ୍ଥାର ପ୍ରଭାବ ମଧ୍ୟ ପଡ଼ିଛି ।

Manoj Mishra
Manoj Mishra: ମନୋଜଙ୍କ କାଉଣ୍ଟର ପରେ ତାଙ୍କୁ ପୁଣି ଧୋଇଲେ ନିର୍ମାତା-ନିର୍ଦ୍ଦେଶକ

ସୀମା ଭିତରେ ରହିବାକୁ ସବ୍ୟସାଚୀଙ୍କ ଜବାବ । କଥା ନୁହେଁ କାମରେ କରି ଦେଖାଇବାକୁ ସରଘରିଆଙ୍କ ଆହ୍ବାନ ।

ଭୋଟ୍ ଦେଲା ଝାଡ଼ଖଣ୍ଡ । ପ୍ରଥମ ପର୍ଯ୍ୟାୟରେ ୪୩ ବିଧାନସଭା ସିଟରେ ପଡ଼ିଲା ଭୋଟ୍ ।
Jharkhand Election: ଭୋଟ୍ ଦେଲେ ବହୁ ହାଇପ୍ରୋଫାଇଲ୍ ନେତା ଓ ସେଲିବ୍ରିଟି

ପ୍ରଥମ ପର୍ଯ୍ୟାୟରେ ୪୩ ବିଧାନସଭା ସିଟରେ ପଡ଼ିଲା ଭୋଟ୍ । ମତାଧିକାର ସାବ୍ୟସ୍ତ କଲେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ।

ମ୍ୟାରେଜ ସିଜିନରେ ସାଇବର ଲୁଟେରାଙ୍କ ନୂଆ ଖେଳ
E-Wedding Card Scam: ବାହାଘର କାର୍ଡରେ କ୍ଲିକ୍‌ କଲେ ହୋଇଯାଉଛି ଆକାଉଣ୍ଟ ଗୋଲ୍ !

ଲିଙ୍କ୍ ଛୁଇଁଦେଲେ ନିମିଷକେ ଚାଲିଯାଉଛି ବ୍ୟକ୍ତିଗତ ତଥ୍ୟ । ଟ୍ରାନ୍ସଫର ସହ ଗୋଲ୍ ହୋଇଯାଇ ପାରେ ଆକାଉଣ୍ଟ ।

ପଞ୍ଚୁକ ପ୍ରଥମ ଦିନରେ ଶ୍ରୀମନ୍ଦିରରେ ଅସମ୍ଭାଳ ଗହଳି
Puri Srimandir: ପଞ୍ଚୁକ ପ୍ରଥମ ଦିନରେ ଶ୍ରୀମନ୍ଦିରରେ ଅସମ୍ଭାଳ ଗହଳି

କେବଳ ସିଂହଦ୍ୱାର ବାଟ ଦେଇ ପ୍ରବେଶ କରୁଛନ୍ତି ଶ୍ରଦ୍ଧାଳୁ । ଶ୍ରୀଜିଉଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ କଲେ ଲକ୍ଷାଧିକ ଭକ୍ତ ।

ମନୋଜଙ୍କ ବିରୋଧରେ ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ
Ollywood Actor Manoj Mishra: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ସାଇବର ଥାନାରେ ଏତଲା

ସଂପର୍କରେ ମନୋଜ ମିଶ୍ରଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। 

Pleasure Marriage
Pleasure Marriage: ଭାରତର ଏହି ପଡ଼ୋଶୀ ଦେଶରେ ମାତ୍ର କିଛି ଦିନ ପାଇଁ ବିବାହ, ତା’ପରେ ହୁଏ ଛାଡ଼ପତ୍ର !

ଆଜ୍ଞା ହଁ । ଆମେ ଯାହା କହୁଛୁ ସତ କହୁଛୁ । ଏହି ଦେଶରେ ଆପଣ ଟୁରିଷ୍ଟ ଭଳି ଯିବେ, କିନ୍ତୁ ସେଠାରେ ଆପଣଙ୍କୁ ମହିଳାମାନେ କିଛି ଦିନ ପାଇଁ ସ୍ୱାମୀ ଭଳି ଗ୍ରହଣ କରିବେ । ଆଉ ଏହା ଆଇନ ସଂଗତ ମଧ୍ୟ । ଦେଶରେ ଏଭଳି...

ପେଜର ବିସ୍ଫୋରଣ କରିଥିଲା ଇସ୍ରାଏଲ, ସ୍ୱୀକାର କଲେ ପ୍ରଧାନମନ୍ତ୍ରୀ
Pager Blast: ପେଜର ଆଟାକ୍‌ରେ ୪୦ ଜଣଙ୍କ ମୃତ୍ୟୁ, ନିଜକୁ ଦାୟୀ କଲା ଇସ୍ରାଏଲ

ଅନୁମତି ଦେଇଥିବା ସ୍ୱୀକାର କଲେ ପିଏମ୍ ବେଞ୍ଜାମିନ୍ ନେତାନ୍ୟାହୁ । ଗତ ସେପ୍ଟେମ୍ବରରେ ଲେବାନନରେ ହୋଇଥିଲା ପେଜର ଆଟାକ୍।

ସତରେ ପୁଟିନ୍‌ଙ୍କୁ ଫୋନ୍‌ କରିଛନ୍ତି ଟ୍ରମ୍ପ ?
Trump-Putin Ukraine Phone Call: କ’ଣ ପୁଟିନ୍‌ଙ୍କୁ ଫୋନ୍‌ କରି ଏପରି କହିଛନ୍ତି ଟ୍ରମ୍ପ ?

ଟ୍ରମ୍ପ ନିଜର ନିର୍ବାଚନୀ ପ୍ରଚାର ବେଳେ କହିଥିଲେ ଯେ ‘ଯଦି ମୁଁ ନିର୍ବାଚନରେ ଜିତିବି ତେବେ, ଗୋଟିଏ ଦିନରେ ଋଷ-ୟୁକ୍ରେନ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ବନ୍ଦ କରିଦେବି ।’

କିଏ ଏହି ସଞ୍ଜୀବ ଖାନ୍ନା ?
CJI Sanjiv Khanna: ଦିନେ ତୃତୀୟ ଶ୍ରେଣୀର ଓକିଲ ଥିଲେ ସଞ୍ଜୀବ ଖାନ୍ନା !

ଦିଲ୍ଲୀ ଆୟକର ବିଭାଗର ସିନୟର ଷ୍ଟାଣ୍ଡିଂ କାଉନସେଲ୍‌ ଭାବେ ସେ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ସହକାରୀ ସରକାରୀ ଓକିଲ ଭାବେ ମଧ୍ୟ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।