ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା । ବିଜେପି କର୍ମୀଙ୍କ ସମେତ ଜନତାଙ୍କ ମଧ୍ୟରେ ଉତ୍ସାହ ।
ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ମିଳିଲାନି ବେଲ୍ । ରାୟ ବିରୋଧରେ ସୁପ୍ରିମକୋର୍ଟ ଯିବ ଆମ୍ ଆଦମୀ ପାର୍ଟି ।
Quick Click Ad Media ପ୍ରୋପ୍ରାଇଟର ବିମାଳାନନ୍ଦ ଭୂୟାଁ ଗିରଫ । ପୂର୍ବରୁ ଗିରଫ ହୋଇଥିଲେ ବିମାଳାନନ୍ଦଙ୍କ ପତ୍ନୀ ରମି ଭୂୟାଁ ।
ବୟସ ହୋଇଯାଇଥିବା ନବୀନଙ୍କୁ ରିଟାୟର୍ଡ କରାଇବାକୁ ଆହ୍ୱାନ । ଚିଟ୍ଫଣ୍ଡ, ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ବି ଟାର୍ଗେଟ୍ ।
ରାଜଧାନୀରେ ୫ ବର୍ଷରେ କେତେ ବିକାଶ ହୋଇଛି, ସେନେଇ ବିତର୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆହ୍ୱାନ ଦେଇଛନ୍ତି ଅପରାଜିତା
ପୋଲିଂ କର୍ମଚାରୀଙ୍କୁ ଲୋକେ ଅଟକ ରଖିବାକୁ କେନ୍ଦ୍ରକରି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ଅତିରିକ୍ତ ଏସପି ପହଞ୍ଚିଛନ୍ତି।
ବିଶେଷ କରି ମାଓ ଅଧ୍ୟୁଷିତ ଅଞ୍ଚଳ ଓ 18 ଛୁଇଁବା ପରେ ପ୍ରଥମଥର ଭୋଟ୍ ଦେଉଥିବା ଭୋଟରଙ୍କ ଭିତରେ ତ ଦେଖିବା ଭଳି ଥିଲା ଉତ୍ସାହ।
ଦ୍ୱିତୀୟ ଦଫା ଲଢ଼େଇରେ ୫ ସଂସଦୀୟ କ୍ଷେତ୍ର ଓ ୩୫ ବିଧାନସଭା କ୍ଷେତ୍ରରେ ମତଦାନ ।
ଅପରାହ୍ଣରେ ମୁମ୍ବାଇର ଏକ ମତଦାନ କେନ୍ଦ୍ରରେ ଦେଖିବାକୁ ମିଳିଥିଲା ପୁରା ବଚ୍ଚନ ଫ୍ୟାମିଲିକୁ ।
ଲୋକଙ୍କୁ ହାତ ହଲାଇ ଅଭିବାଦନ ଜଣାଇବା ସହିତ ଭୋଟ୍ ମାଗିଥିଲେ ଏହି ଟପ୍ ବିଜେପି ହେଭିୱେଟ୍। ଜନତାଙ୍କ ଜୋଶ୍ ବି ପ୍ରତିଫଳିତ ହୋଇଥିଲା ମୋଦିଙ୍କ ମୁହଁରେ।
କଟକରେ କହିଥିଲେ- ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ, ସ୍ୟାଣ୍ଡ, କୋଇଲା ଓ ଖଣି ମାଫିଆ ଦେଇଛି।
ସପ୍ତାହର ଚିକିତ୍ସା ପରେ ଭୁବନେଶ୍ୱର ଏମ୍ସରୁ ଆଜି ଡିସଚାର୍ଜ ହୋଇଥିବା ପ୍ରଦୀପ ରଖିଛନ୍ତି ବିସ୍ଫୋରକ ବୟାନ ।
ଓଡ଼ିଶାର ପୁରପଲ୍ଲୀରେ ଗୋଟିଏ ନାରା ସବୁଠି ଗୁଞ୍ଜରିତ ହେଉଛି । ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।
'ସବୁକୁ କବଜା କରିଥିବା ମାଫିଆର ଭାଙ୍ଗିଦେବୁ ଅଣ୍ଟା । ଆମ ସରକାର କ୍ଷମତାକୁ ଆସିଲେ ଭାଙ୍ଗିଦେବୁ ଅଣ୍ଟା ।’
ସୋସିଆଲ ମିଡିଆରେ ପୁରୀ ସୋ'କୁ ନେଇ ମୋଦିଙ୍କ ମନ୍ତବ୍ୟ । ଅତି ଚମତ୍କାର ଥିଲା ପୁରୀ, କହିଲେ ମୋଦି ।
କାର୍ଯ୍ୟକ୍ରମଟି ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅଧ୍ୟକ୍ଷତାରେ ସୁଚାରୁ ରୁପେ ସମ୍ପାଦିତ ହୋଇଥିଲା।
ରାଜ୍ୟର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଆଗରୁ କିଛି ସ୍ଥାନରେ ପ୍ରାକ୍-ନିର୍ବାଚନୀ ହିଂସା ଓ ଖାସ୍ କରି ଖଲ୍ଲିକୋଟ ହତ୍ୟାକାଣ୍ଡ ପରେ, ବିଶୃଙ୍ଖଳାକାରୀଙ୍କୁ ସାବାଡ଼ କରିବାକୁ ତୟାର୍ ଓଡ଼ିଶା ପୋଲିସ।
ହଜାର ହଜାର କର୍ମୀଙ୍କ ନେଇ ବାରମ୍ବାର ଶକ୍ତି ପ୍ରଦର୍ଶନ କରି ବିଜେଡି ପ୍ରାର୍ଥୀ ଦିଲୀପ ନାୟକଙ୍କ ଟିକେଟ ବଦଳାଇବା ପାଇଁ ଚାପ ପ୍ରୟୋଗ କରିଥିଲେ ।
ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଉଚ୍ଛେଦ ବେଳେ ଏହାର ଅତିଥି ଗୃହ, ମହନ୍ତଙ୍କ ରହଣୀସ୍ଥଳ ଓ ଯାତ୍ରୀ ନିବାସ ସବୁ କିଛି ଧୂଳିସାତ୍ । କେବଳ ବଞ୍ଚିଛି ସ୍ୱଳ୍ପ ଗାଦି ଗୃହ ।
ରାଜ୍ୟରେ ସ୍ଥିତି କଣ ଅଛି, ଆଉ କଣ ଷ୍ଟ୍ରାଟେଜି ଦରକାର ସେ ବିଷୟରେ ବିଜେପି ରାଜ୍ୟ ଟିମ୍କୁ ଗୁରୁମନ୍ତ୍ର ଦେବେ ମୋଦି।