ରାହୁଲ ରାୟଗଡ଼ାରେ ଏକ ବିରାଟ ଜନସମାବେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଥିଲା । ହେଲିକପ୍ଟର ଯୋଗେ ଦିନ ୧୨ଟାରେ ସେ ରାୟଗଡ଼ାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଥିଲା ।
ରହୁଲ ନଆସିବା ଖବର ପ୍ରକାଶ ପାଇବା ପରେ ଏବେ କଂଗ୍ରେସ କର୍ମୀଙ୍କ ମହଲରେ ନିରାଶା ଦେଖିବାକୁ ମିଳିଛି ।
ଆଶା କରାଯାଉଥିଲା କି ବିଜେପି ତାଙ୍କୁ ବରୀ ଆସନରୁ ପ୍ରାର୍ଥୀ କରିବ। ହେଲେ ୨୦୨୪ ନିର୍ବାଚନରେ ମଧ୍ୟ ଦେବାଶିଷଙ୍କୁ ନିରାଶ ହେବାକୁ ପଡିଛି।
ଯନ୍ତ୍ରଣା ଅସହ୍ୟ ହେବା ପରେ ପୋଲିସ ତାକୁ ନେଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲା ।
ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ।
ଲିଙ୍ଗରାଜ ମନ୍ଦିରରୁ ଦୌଡ଼ି ଦୌଡ଼ି ଜଟଣୀ ପର୍ଯ୍ୟନ୍ତ ଯାଇଥିଲେ । ତା’ପରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ଗହଣରେ ନାମାଙ୍କନ ଭରିଲେ ମନ୍ମଥ ।
ପ୍ରାର୍ଥୀ ଘୋଷଣା କଲା ବିଜେଡି । କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ ।
ଶ୍ରମିକ ପ୍ରତିନିଧି ସୁଶାନ୍ତ ନାୟକଙ୍କ ନେତୃତ୍ବରେ ଆୟୋଜିତ ସଭାରେ ଇମ୍ଫାର ଭି.ପି. ବିନୟ ଅଗ୍ରୱାଲ ଓ ସିନିୟର୍ ମ୍ୟାନେଜର ସାରଦା ପ୍ରସାଦ ରାଓ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଶ୍ରମିକ ମାନଙ୍କ ଅଧିକାର ସମ୍ପର୍କରେ ଆଲୋଚନା କରାଯାଇଥିଲା । କୁଶଳୀ ଶ୍ରମିକ ମାନଙ୍କୁ ପୁରସ୍କୃତ...
୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା। କାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ।
ବର୍ତ୍ତମାନ ସ୍ଥିତିରେ ଗୋଟିଏ ପଟେ ଜିନ୍ସର ବଜାର ସ୍ଥିର ରହିଥିବା ବେଳେ ଅନ୍ୟପଟେ କଟନ୍ ପ୍ୟାଣ୍ଟର ବି ବଢ଼ିଲାଣି ଚାହିଦା । ଜିନ୍ସ ପ୍ୟାଣ୍ଟ ଷ୍ଟାଇଲରେ ବା ଡିଜାଇନ୍ରେ କଟନ୍ ପ୍ୟାଣ୍ଟ ବି ଉପଲବ୍ଧ ହେଲାଣି । ତେଣୁ ଜିନ୍ସ ଏବଂ କଟନ ପ୍ୟାଣ୍ଟ ମଧ୍ୟରେ ଏବେ କମ୍ପିଟିସନ୍...
ଏଥିରେ ମୃତ୍ୟୁ ବରଣ କରିଥିବା ଛାତ୍ର ଜଣକ ହେଳେ, ଯଶବନ୍ତ ନାଗର । ସେ ଝଲାୱର ଜିଲ୍ଲା ମନୋହର ଥାନା ଅଞ୍ଚଳର ବାସିନ୍ଦା । କୋଟରେ ହ୍ୟୁମାନିଟିଜ୍ରେ ସେ ବ୍ୟାଚଲର ଡିଗ୍ରୀ ପାଠ ପଢ଼ୁଛନ୍ତି ।
ଲକ୍ଷ୍ମୀ ଟକିଜିର ମାଲିକ କହିଛନ୍ତି ସରକାର ଯଦି ସହଯୋଗ ଯୋଗାଇଦେବେ ତେବେ ପୁଣି ଫିଲ୍ମ ହଲ କରିବା ପାଇଁ ଆମେ ପ୍ରସ୍ତୁତ । ଏପଟେ ଆଦର୍ଶ ଆଚରଣ ବିଧି ହଟିବା ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ।
ଜଟଣୀ ସିଟ୍ ହାତେଇବାକୁ ବିଜେଡି ଓ କଂଗ୍ରେସର ଝାଳବୁହା ପରିଶ୍ରମ । ଜଟଣୀ ଗଡ଼ରେ ପଦ୍ମ ଫୁଟାଇବାକୁ ବିଜେପିର ଜୋରଦାର ପ୍ରୟାସ ।
ରାଜ୍ୟ ସରକାରଙ୍କ ଇ-ଫାଇଲ କିଏ ଦେଖୁଛି ବୋଲି ସେ ପ୍ରଶ୍ନ କରିଛନ୍ତି ଅପରାଜିତା ?
ଦିଲ୍ଲୀ ଅଭିମୁଖେ ଉଡ଼ିବାର ୧୦ ମିନିଟ ପରେ ପୁଣି ଫେରିଲା । ଭୁବନେଶ୍ବର ଫେରି ବିମାନର ଏମର୍ଜେନ୍ସି ଲ୍ୟାଣ୍ଡିଂ ।
ଖବର ଅନୁସାରେ ଆଜି ବଡ଼ି ଭୋରରୁ ଏହି ଧମକପୂର୍ଣ୍ଣ ଇମେଲ୍ ଆସିଥିଲା, ଖବର ଜଣାପଡ଼ିବା ପରେ ଅଗ୍ନିଶମ ବାହିନୀ ସମତେ ପୋଲିସ ପହଞ୍ଚି ଆରମ୍ଭ କରିଥିଲା ତନାଘନା ।
ସଭା ଆରମ୍ଭରୁ ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁ ଅଜୟ ନାୟକ ବିଜେଡି ସରକାର ଏବଂ ପାଣ୍ଡିଆନଙ୍କ ଉପରେ ବର୍ଷିଥିଲେ। ତେବେ ଏନେଇ ବିଧାୟକ ବ୍ୟୋମକେଶଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଏହି ମିଶ୍ରଣ ପର୍ବ ପରେ ବିଜେଡି ମହଲରେ ମୃଦୁ କମ୍ପନ ସୃଷ୍ଟି ହୋଇଥିବା ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି ।
ନିୟମ ଖିଲାପକାରୀଙ୍କ ବିରୋଧରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ଦେଇଛି ଅବକାରୀ ବିଭାଗ।
ତେଲେଙ୍ଗାନାର ଏସସି-ଏସଟି, ଓବିସିଙ୍କ ଅଧିକାର ତାଙ୍କୁ ମିଳିବ। କିନ୍ତୁ ଏହାକୁ ଏଡିଟ୍ କରି ଫେକ୍ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ କରାଯାଉଥିଲା ।
ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ବିଜେପି ସଭାପତି କିଶୋର ପଣ୍ଡା ଓ ଜିଲ୍ଲା ବିଜେପି ଉପସଭାପତି ସଞ୍ଜୟ ରଥ ଅତନୁଙ୍କ ଉପରେ ପ୍ରବଳ ବର୍ଷି କହିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାବାସୀଙ୍କ ରେଳପଥ ସ୍ୱପ୍ନ ସାକାର କରିବାରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅବଦାନ ବିନ୍ଦୁ ନୁହେଁ ସିନ୍ଧୁ ପରି ।