ବିରୋଧୀ ବିକାଶ ବିରୋଧୀ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ବିଧାନସଭା ସହ ଲୋକସଭାରେ ବି ଭଲ ରେଜଲଟ ନେଇ ନବୀନଙ୍କ ଦୃଢ଼ୋକ୍ତି ।
ଗଜପତି, ଅନୁଗୁଳ, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହିବାର ସମ୍ଭାବନା ରହିଛି।
ବିଜେଡି ସରକାର ବିରୋଧରେ ବିଜେପିର ୬୦ ପୃଷ୍ଠିଆ ଚାର୍ଜସିଟ୍ । ଓଡ଼ିଆ ଅସ୍ମିତାକୁ ମୁଖ୍ୟ ମୁଦ୍ଦା କଲା ରାଜ୍ୟ ବିଜେପି ।
କଂଗ୍ରେସ ଗୋପାଲ ଦାସ ପ୍ରାର୍ଥୀ ହୋଇଥିବା ବେଳେ ନିଜ ସମର୍ଥକଙ୍କ ସହିତ କରୁଛନ୍ତି ପ୍ରଚାର ।
ଟିଭିରେ ଚାଲିଥିବା କ୍ଲିପ୍କୁ ବା ଲାଇଭ୍ ସୋ’କୁ ରେକର୍ଡ କରି କିଛି ସୋସିଆଲ ମିଡିଆ ୟୁଜର ଏହାକୁ ନିଜ ହ୍ୟାଣ୍ଡେଲ୍ରେ ଅପ୍ଲୋଡ କରିଛନ୍ତି । ଭିଡିଓ ଅପ୍ଲୋଡ୍ ହେବାର କିଛି ସମୟ ଭିତରେ ଅନେକ ୟୁଜର୍ସ ଏହାକୁ ଦେଖିସାରିଲେଣି ।
ପର୍ଯ୍ୟାପ୍ତ ପାଣି ପିଉଛନ୍ତି, ପଇଡ଼ ପିଇ ପ୍ରଚାର କରୁଛନ୍ତି ନେତା । ଭୋଟ୍ ପାଖେଇ ଆସୁଥିବାରୁ ଏଭଳି ଉପାୟ ଆପଣାଇ ଜନତାଙ୍କ ପାଖରେ ପହଞ୍ଚୁଛନ୍ତି ନେତା ।
ଜିଲ୍ଲା ପର୍ଯ୍ୟବେକ୍ଷକ ଓ ଯାଜପୁର ସାଂସଦଙ୍କ ଉପସ୍ଥିତିରେ ପ୍ରାର୍ଥୀ ବର୍ଷା ପ୍ରିୟଦର୍ଶନୀଙ୍କ ସହ ଦାବିଦାର ଥିବା ଆଶାୟୀ ରାଜନାରାୟଣ ମହାପାତ୍ର, ଜନ୍ମେଜୟ ଲେଙ୍କାଙ୍କୁ ଗୋଟିଏ ମଂଚରେ ବସାଇ ଆଲୋଚନା ହୋଇଛି।
ହିନ୍ଦୋଳରୁ ସୀମାରାଣୀ ନାୟକଙ୍କ ଟିକେଟ କାଟି ମହେଶ ସାହୁଙ୍କୁ ଦେବା ମହଙ୍ଗା ପଡ଼ିଛି। ଅସନ୍ତୋଷ ପ୍ରକାଶ କରି ଦଳକୁ ବାଏ ବାଏ କରିଛନ୍ତି ସୀମାରାଣୀ।
ଜେଜେ ସଚ୍ଚିଦାନନ୍ଦ ଦେବ ଓ ମାଆ ତଥା ୬ଥରର ବିଧାୟିକା ଉଷା ଦେବୀଙ୍କ ପରେ ରାଜନୀତିରେ ଭାଗ୍ୟ ପରୀକ୍ଷା କରୁଛନ୍ତି ଶ୍ରୀରୂପ।
ବନ ବିଭାଗ କର୍ମଚାରୀଙ୍କ କହିବା କଥା, ବନାଗ୍ନି ଖବର ପାଇବା ପରଠୁ ସେମାନେ ନିଆଁ ଲିଭା କାମରେ ଲାଗିଛନ୍ତି । ହେଲେ ବୋଲ ମାନୁନି ନିଆଁ ।
ସୁରତର ବିଜେପି ପ୍ରାର୍ଥୀ ମୁକେଶ ଦଲାଲଙ୍କୁ ଅପ୍ରତିଦ୍ୱନ୍ଦୀ ଭାବେ ବିଜୟୀ ଘୋଷଣା କରାଯାଇଥିଲା।
ବଡଖେମୁଣ୍ଡି ରାଜ ପରିବାରର ସଦସ୍ୟ ଶ୍ରୀଧର ଦେବ କଂଗ୍ରେସ ଟିକେଟରେ ଦିଗପହଣ୍ଡିରୁ ଲଢୁଛନ୍ତି ନିର୍ବାଚନ।
ପ୍ରାର୍ଥୀ ଘୋଷଣା ପରଠୁ ଦଳ ଛାଡିଲେଣି ୫ ବିଧାୟକ । ୨ ସାଂସଦ ଓ ପୂର୍ବତନ ବିଧାୟକ ବି ଛାଡିଲେଣି ବିଜେଡି ।
ଟିକେଟକୁ ନେଇ ନେତାଙ୍କ ଭିତରେ ତେଜିଲା ଅସନ୍ତୋଷ । ଦଳ ଛାଡ଼ି ପ୍ରବଳ ବର୍ଷିଲେ ରାସେଶ୍ବରୀ ପାଣିଗ୍ରାହୀ ।
ବିଜେଡି ଭିତରେ କନ୍ଦଳ ଏବେ ଉଗ୍ର ରୂପ ନେଲାଣି । ଚରମ ସୀମାରେ ପହଞ୍ଚିଛି ଗୋଷ୍ଠୀ କନ୍ଦଳ । ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି ବିଜେଡି କଳି । କେବଳ ବିଜେପୁର ନୁହେଁ ପୂର୍ବରୁ ଅନେକ ଏଭଳି ଉଦାହରଣ ରହିଛି ।
ଜଳୁଛି ସାରା ରାଜ୍ୟ। ଅସହ୍ୟ ତାତିରେ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ। ଆଗାମୀ ୪ ଦିନ ଯାଏଁ ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ଲାଗି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।
ପାର୍ଟି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବ୍ୟକ୍ତିଗତ ସମସ୍ୟା ପାଇଁ ଇସ୍ତଫା ଦେଉଥିବା ଲେଖିଛନ୍ତି ସୀମାରାଣୀ।
ଆରପଟେ ବାକି ଥିବା ୬ ବିବାଦୀୟ ନିର୍ବାଚନ ମଣ୍ଡଳୀ କଣ୍ଟା ଏବେ ବିଜେଡି ତଣ୍ଟିରେ ଲାଗିଛି।
ଷ୍ଟିଲ ସିଟିର ସାମଗ୍ରୀକ ବିକାଶ ପାଇଁ ଭୋଟରଙ୍କ ମନ ଜିଣିବାକୁ ଭେଟେରାନ୍ ନା ନୂଆ ମୁହଁଙ୍କୁ ବାଛିବେ ଭୋଟର ।
ଆସନ୍ତା ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନିଜ ପାରମ୍ପରିକ ସିଟ୍ ହିଞ୍ଜିଳିରୁ ପ୍ରଚାର ଅଭିଯାନ ଅନୁକୂଳ କରିବାର କାର୍ଯ୍ୟକ୍ରମ ରହିଛି ।