ଶ୍ମଶାନ କାନ୍ଥ ଭୁଶୁଡ଼ିଗଲା ଗୋଟିଏ ପରିବାରର ୫ ଜଣଙ୍କ ଜୀବନ ଚାଲିଗଲା ।
ଡାକ୍ତର ଯୋଗାଇବାକୁ AIIMSକୁ ଚିଠି ଲେଖିଲେ ଜେଲ କର୍ତ୍ତୃପକ୍ଷ । ଡାକ୍ତରଙ୍କ କାହିଁକି ଆବଶ୍ୟକତା ପଡିଲା, ଆପର ପ୍ରଶ୍ନ ।
୩୨ ଜଣ ଯବାନଙ୍କୁ ନେଇ ବସଟି ଦାନ୍ତେୱାଡାର ଫରସପାଲିରୁ ଫେରୁଥିଲା ଜଗଦଲପୁର । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ନିୟୋଜିତ ଯବାନ ଫେରୁଥିଲେ । ଆହତ ଯବାନଙ୍କୁ ଧିମ୍ରାପାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ଆଉ କିଛି ଆହତ ଯବାନଙ୍କୁ ତୁକାପାଲ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ତାରିଖ ପାଖେଇ ଆସୁଥିବା ବେଳେ ବିଜେପିର ହେଭିୱେଟ ଅମିତ ଶାହ ପ୍ରଚାର କରିବେ ।
ମିଡିଆ ଓ ଅନ୍ୟ ବାଟ ଜରିଆରେ ଦ୍ୱନ୍ଦ୍ୱ ସୃଷ୍ଟି କରୁଥିଲା ବିଜେଡି। ଏବେ ଯେଉଁ ମୁହାଁମୁହିଁ ଲଢ଼େଇ ହେବ, ତାର ଫଳାଫଳ କଣ ହେବ, ତାହା ସମସ୍ତେ ଜାଣିଛନ୍ତି।
ଖୁବ୍ଶୀଘ୍ର ଏକ ନୂଆ ଢ଼ଙ୍ଗରେ ଖବର ଶୁଣିବାକୁ ପ୍ରସ୍ତୁତ ହୁଅନ୍ତୁ । ଯାହା ଆପଣ ଆଗରୁ କେବେ ଶୁଣିନଥିବେ । ବିଲକୁଲ ନୂଆ ଢ଼ଙ୍ଗରେ ଡିଡି ନ୍ୟୁଜ୍କୁ ଅନୁଭବ କରିବେ ।
ସୁଧାଂଶୁ ଶେଖର ପରିଡ଼ାଙ୍କ ଜାଗାରେ ବିଦ୍ୟାସ୍ମିତା ମହାଳିକ ପ୍ରାର୍ଥୀ ହୋଇଛନ୍ତି । ଚିଲିକାରୁ ପ୍ରାର୍ଥୀ ହୋଇଛନ୍ତି ରଘୁନାଥ ସାହୁ । ସେଠାରେ ଆଗରୁ ବିଜେଡିର ବିଧାୟକ ଥିଲେ ପ୍ରଶାନ୍ତ ଜଗଦ୍ଦେବ। ପ୍ରଶାନ୍ତଙ୍କୁ ବିଜେଡି ଦଳରୁ ବହିଷ୍କାର କରିଛି ।
ବଡ଼ଚଣାରୁ ସରପ୍ରାଇଜ୍ କାର୍ଡ ଖେଳିଛନ୍ତି ନବୀନ। ସେଠାରେ ବିଜେଡି ପ୍ରାର୍ଥୀ ହେଲେ ବର୍ଷା ପ୍ରିୟଦର୍ଶନୀ । ଅନ୍ୟମାନଙ୍କ ମଧ୍ୟରେ ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରପଡ଼ାରୁ ଗଣେଶ୍ୱର ବେହେରା, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ଚମ୍ପୁଆରୁ ସନା ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଲିକ, ସିମୁଳିଆରୁ ସୁଭାସିନି ସାହୁ...
ବେଲଗୁଣ୍ଠା ବ୍ଲକ୍ ଉଢୁରା ଗାଁଟି ସୁରୋଡ଼ା ନିର୍ବାଚନମଣ୍ଡଳୀରେ ଯାଉଛି। ତେଣୁ ଶୁକ୍ରବାର ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଓ ତାଙ୍କ ପତ୍ନୀ ତଥା ବିଧାୟକ ପ୍ରାର୍ଥୀ ସଂଘମିତ୍ରା ସ୍ୱାଇଁ ପ୍ରଚାର କରିବାକୁ ଯାଇଥିଲେ।
କଂଗ୍ରେସ ଏଥର ୯ରୁ ୯୦ ନା ଜିରୋ ହେବ ବୋଲି ସେ ସମର୍ଥକଙ୍କୁ ପଚାରୁଛନ୍ତି। ତେବେ ଏନେଇ ଚିରଞ୍ଜୀବ ବିଶ୍ୱାଳ, ପ୍ରଶାନ୍ତ ମୁଦୁଲି, ବିଜେଡି କି କଂଗ୍ରେସର ପ୍ରତିକ୍ରିୟା ମିଳିପାରିନାହିଁ ।
ଓଡ଼ିଶାରେ ଖୁଚୁରା ମୁଦ୍ରାସ୍ଫୀତି ସବୁଠୁ ଉପରେ । ଅଧିକାଂଶ ଖାଉଟି ସାମଗ୍ରୀ ପାଇଁ ଅନ୍ୟ ଉପରେ ନିର୍ଭର କରୁଛି ଓଡ଼ିଶା ।
ଓଡ୍ରାଫ ଓ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରହିଛି ।
ପ୍ରଥମେ ଅପରାଜିତା ଫୁଲକୁ ଭଲ ଭାବେ ଧୋଇବା ପରେ ଏହାକୁ ଗରମ ପାଣିରେ ଫୁଟା ଯାଉଛି, ଫୁଲ ପାଣିରେ ଫୁଟି ସାରିବା ପରେ ଏହାକୁ ପାଣିରୁ ଛାଣି ଦିଆଯାଉଛି ଏବଂ ସେହି ପାଣିରେ ପୂର୍ବରୁ ଭିଜା ଯାଇଥିବା ଚାଉଳ ପକାଯାଉଛି।
ହିଂସାକାଣ୍ଡ ସତ୍ତ୍ୱେ ଲୋକେ ଭୋଟ ଦେବାକୁ ଆସୁଛନ୍ତି । ଦିନ ୧୨ଟା ସୁଦ୍ଧା ପଶ୍ଚିମବଙ୍ଗରେ ୩୩.୫୬ ପ୍ରତିଶତ ଭୋଟ ପଡ଼ିସାରିଛି । ସେହିଭଳି ମଣିପୁରରେ ୨୭.୭୪ ପ୍ରତିଶତ ଭୋଟ ଗ୍ରହଣ ସରିଛି ।
ଆଜି ପଶ୍ଚିମ ବଙ୍ଗର ୩ଟି ଆସନରେ ଭୋଟ ଗ୍ରହଣ ଚାଲିଛି । ଭୋଟ ଗ୍ରହଣର କିଛି ଘଣ୍ଟା ପୂର୍ବରୁ ଏଭଳି ଘଟଣା ସାମ୍ନାକୁ ଆସିଛି ।
ପାଟ୍ଟଶାଣୀ ବିଜେପି ସହ ଆଲୋଚନା କରିଥିବା ମଧ୍ୟ କୁହାଯାଉଛି। ତେବେ ଏନେଇ ପାଟଶାଣୀଙ୍କ ପକ୍ଷରୁ କିଛି ପ୍ରତିକ୍ରିୟା ମିଳିପାରିନାହି।
ବାଲେଶ୍ୱର ପୌରପାଳିକାର ୮ ଓ ୧୩ ନମ୍ବରରେ ମିଳୁନି ପାଣି । ୱାର୍ଡରେ ସପ୍ତାହେ ହେବ ଆସୁନି ପାନୀୟ ଜଳ ।
ନୋଟାରେ ଭୋଟ୍ ଦେବାକୁ ଭୋଟରଙ୍କ ଚେତାବନୀ । ସରକାର ପ୍ରତିଶ୍ରୁତି ପାଳନ କରିନାହାନ୍ତି କହିଲା କଂଗ୍ରେସ ।
ଦୀର୍ଘ ସମୟ ଧରି ଅମାନତୁଲାଙ୍କୁ ଇଡି କାର୍ଯ୍ୟାଳୟରୁ ନବାହାରିବା ଦେଖି ତାଙ୍କୁ ଗିରଫ କରାଯାଇଥିବା ନେଇ ଅଭିଯୋଗ ଆଣିଥିଲେ ଆପ୍ ବିଧାୟକ ଓ ମନ୍ତ୍ରୀ।
ବୀରପ୍ରତାପପୁର ଓଡ଼ିଶା ସମବାୟ କତା ନିଗମ ଦ୍ୱାରା ପ୍ରସ୍ତୁତ ଦଉଡ଼ି । ପ୍ରାୟ ମାସେ ଧରି ଦଉଡ଼ି ତିଆରିରେ ଲାଗିଥିଲେ ୧୪ ଜଣ କାରିଗର ।