ରାଷ୍ଟ୍ରୀୟ ବେତନ ସ୍ତର ସବୁ ରାଜ୍ୟରେ ଲାଗୁ କରିବା ବାଧ୍ୟତାମୂଳକ ହୋଇନାହିଁ, ତେଣୁ କିଛି ରାଜ୍ୟରେ ଦିନକୁ ୧୭୬ ଟଙ୍କାରୁ ବି କମ୍ ମଜୁରୀ ଦିଆଯାଉଛି ।
ମା ପାଲି ମୁଣ୍ଡାକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି । ପୁଅକୁ ଅଟକ ରଖି ତଦନ୍ତ କରୁଛି ଚମ୍ପୁଆ ଥାନା ପୋଲିସ ।
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାନ୍ତିଲାଲ ଭୂରିଆଙ୍କୁ ମଧ୍ୟପ୍ରଦେଶର ରତଲାମ ଆସନରୁ ଟିକେଟ ଦିଆଯାଇଥିବା ବେଳେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ପୁଅ ବୀରେନ୍ଦ୍ର ରାୱତଙ୍କୁ ହରିଦ୍ୱାରରୁ ଟିକେଟ ଦିଆଯାଇଛି।
ନିଆଁରେ ପୋଡି ହୋଇ ମୃତ୍ୟୁବରଣ କରିଥିଲେ ଜିନେସ କାଣ୍ଡୁଲାନା ।
ପୂର୍ବରୁ ଏହି କଲେଜ ଜମି ଦୁର୍ନୀତି ମାମଲାରେ ଜେରା କରିଥିଲା ଇଡି । ସଭାପତି ପଦରେ ୨୦୧୦ ମସିହାରୁ ଥିଲେ ପ୍ରୟାସକାନ୍ତି ସାମଲ।
ଆକାଉଣ୍ଟଧାରୀ ସହ ସୋସିଆଲ୍ ମିଡିଆ ଉପରେ ବି ହେବ କାର୍ଯ୍ୟାନୁଷ୍ଠାନ । କଡ଼ା ଚେତାବନୀ ଶୁଣାଇଲେ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ।
୧୪୩ ଜଣଙ୍କର ମୃତ୍ୟୁ, ଶହେରୁ ଅଧିକ ଗୁରୁତର । ୪ ବନ୍ଧୁକଧାରୀଙ୍କ ସମେତ ୧୧ ଅଭିଯୁକ୍ତ ଅଟକ ।
ବିଜେପିର ଶୀର୍ଷ ନେତାଙ୍କୁ ନେଇ ୩ ଘଣ୍ଟା ଧରି ବସିଥିବା ବୈଠକରେ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇଥିବା ସୂଚନା ମିଳିଛି ।
ଏହା ପୂର୍ବରୁ ଯେତେବେଳେ ଇଡି BRS ନେତା କେ. କବିତାଙ୍କୁ ଗିରଫ କରିଥିଲା ସେତେବେଳେ ମଧ୍ୟ ସୁକେଶ ଏମିତି ଏକ ମେସେଜ୍ ଦେଇଥିଲା । ଏହା ମାର୍ଚ୍ଚ ୧୧ ତାରିଖର ଘଟଣା ।
କିଛି ଦିନ ହେବ ମହିଳା ଜଣକ ସ୍ୱାମୀଙ୍କଠାରୁ ଅଲଗା ହୋଇ ଅନ୍ୟ ଏକ ଘରେ ରହୁଛନ୍ତି । ତେଣୁ ସ୍ୱାମୀ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଉ ନ୍ୟାୟ ଭିକ୍ଷା କଲେ । କୋର୍ଟଙ୍କ ସମ୍ମୁଖରେ ନିଜ ବୈବାହିକ ଅଧିକାର ପାଇଁ ଆବେଦନ କଲେ ।
ଦୁଷ୍କର୍ମ କରିବା ପରେ ତାଙ୍କୁ ପୁଣି ଷ୍ଟେସନ୍ରେ ଛାଡ଼ିଥିଲା । ଆଉ ଏକ ଲୋକାଲ ଟ୍ରେନ୍ ଟିକେଟ କରି ଧରାଇ ଦେଇଥିଲା ।
ମେଟା CEO ମାର୍କ ଜୁକରବର୍ଗ ଓ ହ୍ୱାଟ୍ସଆପ୍ ମୁଖ୍ୟ ଉଭୟ ନିଜର ହ୍ୱାଟ୍ସଆପ୍ ଚ୍ୟାନେଲରେ ଏହି ଘୋଷଣା କରିଛନ୍ତି । ସେମାନେ ଲେଖିଛନ୍ତି ଏହା ନିଶ୍ଚିତ ଭାବେ ଚାଟ୍ ପ୍ରକ୍ରିୟାକୁ ସହଜ କରିବ
ଭିଡିଓରେ, ଊତ୍ତର ପ୍ରଦେଶର ଏକ ବିବାହ ଉତ୍ସବରେ ନବବଧୂ ବନ୍ଧୁକ ଚଳାଉଛନ୍ତି । ଥରେ ନୁହେଁ ବାରମ୍ବାର ଆକାଶକୁ ଗୁଳି ଫୁଟାଉଛନ୍ତି । ଭିଡିଓରେ ତାଙ୍କ ବର ମଧ୍ୟ ରହିଛନ୍ତି ।
ଏକା ଲଢିବୁ ନା ସାଥୀ ହେବୁ, ସ୍ଥିର କରିବେ ନଡ୍ଡା- ଅମିତ୍ ଶାହା । ବିଜେଡିର ସଂସଦୀୟ କ୍ଷେତ୍ର ୱାରି ସମୀକ୍ଷା ଜାରି ।
ଜଳବନ୍ଦୀରେ ଉବୁଟୁବୁ କଟକ ସହର । ପାଣିପାଗ ବିଭାଗର ଚେତାବନୀ, କାଲିଠୁ ତାତିରେ ଜଳିବ ଓଡ଼ିଶା ।
ଫତେଗଡ଼ ରାମ ମନ୍ଦିର ହୁଣ୍ଡି ଓ ସିନ୍ଦୁକ ତାଡ଼ି ଲୁଟିଲେ ଅଳଙ୍କାର ସହ ଦାନ ଅର୍ଥ । ବାଲେଶ୍ୱର ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ହୁଣ୍ଡି ବାକ୍ସରେ ବି ବୁଲାଇଲେ କଳାକନା ।
୨୦୧୦ ମସିହା ପରଠାରୁ ସାରା ଦେଶରେ ଆର୍ଥ ଆଓ୍ଵାର କାର୍ଯ୍ୟକ୍ରମ ପାଳନ କରାଯାଉଛି । ସମସ୍ତ ସରକାରୀ ସଂସ୍ଥା, ବିଭିନ୍ନ ସଂଗଠନ, ରାଜନୈତିକ ଦଳ ଓ ଗଣମାଧ୍ୟମ ସଂସ୍ଥା ଗୁଡ଼ିକୁ ଏହି ଆର୍ଥ ଆୱାର ପାଳନ କରିବା ପାଇଁ ପରାମର୍ଶ ଦିଆଯାଇଛି ।
ମୁଣ୍ଡ ବିନ୍ଧା ସାଙ୍ଗକୁ ବାନ୍ତି ବି ହେଉଥିଲା । ତେଣୁ ତୁରନ୍ତ ସର୍ଜରୀ କରିବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ ।
ପୁରା ଘଟଣାର ଭିଡିଓ ରେକର୍ଡଂ କରି ସୋସିଆଲ ମିଡିଆରେ ମଧ୍ୟ ପୋଷ୍ଟ କରିଛନ୍ତି । ଯାହାକୁ ଆମେ ଚାହିଁଲେ ବି ଦେଖାଇପାରିବୁ ନାହିଁ । ତେବେ ଏହି ଭିଡିଓ ଯେତେବେଳେ ପୋଲିସ ପାଖରେ ପହଞ୍ଚିଲା ସେତେବେଳେ ପୋଲିସ ମଧ୍ୟ ଦେଖି ତାଜୁବ ହୋଇଗଲା ।
ଜେଲ୍ରୁ ବାହାରିବା ପରେ ତୁରନ୍ତ ବିବାହ ବନ୍ଧନରେ ବାନ୍ଧି ହୋଇସାରିଛି । ଆଉ ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଦେଇଛି ।