ଆଡମିଟ କାର୍ଡରେ ପରୀକ୍ଷାର୍ଥୀଙ୍କ ନାଁ ସନ୍ନି ଲିଓନି ବୋଲି ଲେଖାଯାଇଛି । ଖାଲି ସେତିକି ନୁହେଁ ଆଡ୍ମିଟ୍ କାର୍ଡରେ ସନ୍ନି ଲିଓନିଙ୍କର ଫଟୋ ମଧ୍ୟ ଲାଗିଛି ।
ରାଜସ୍ଥାନର ଅଜମେରରେ ୨୧ ବର୍ଷ ବୟସରେ ଆଧ୍ୟାତ୍ମିକତା ପାଇଁ ସାଂସାରିକ ଜୀବନ ପରିତ୍ୟାଗ କରିଥିଲେ।
ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୯.୫୪ ଗତେ କନ୍ୟା ରାଶିର । ଘାତବାର- ମେଷ ରାଶିର ।
ଆମ୍ବୁଲାନ୍ସ ଆସିନପାରିବାରୁ ହସପିଟାଲ ପହଞ୍ଚିବାରେ ଡେରି । ହସପିଟାଲ ନେବା ବାଟରେ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ ।
ଅତିଷ୍ଠ ହୋଇ ସ୍ତ୍ରୀ କସ୍ତୁରୀ ଏକ ଧାରୁଆ ଛୁରୀରେ ସ୍ୱାମୀର ବେକ ଓ ପିଠିକୁ କାଟି ଦେଇଥିଲେ।
ଭାରତୀୟ ବାୟୁସେନାର ବାୟୁଶକ୍ତି-୨୪ ଏକ୍ସରସାଇଜ୍ । ବାୟୁସେନାର ୧୨୦ ଯୁଦ୍ଧ ବିମାନ ଅଭ୍ୟାସରେ ସାମିଲ ।
ସ୍ୱିଡେନରେ ନୂଆ ପରିବାର ପାଇଲା କୁନି ପୁଅ ରାଜେନ୍ଦ୍ର । ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ସ୍ୱିଡେନର ଦମ୍ପତି ।
ଆଗାମୀ ୩ଦିନ ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ରାତ୍ରିରୁ ସକାଳ ମଧ୍ୟରେ ଘନ କୁହୁଡି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଓଜୋନ୍ ଏଲିଗାଣ୍ଟରେ ଫ୍ଲାଟ ପାଇଁ ୮୮ଲକ୍ଷ ଟଙ୍କା ଅଗ୍ରିମ ଦେଇଥିବା ଜଣାପଡ଼ିଛି। ତାଙ୍କର ବିଭିନ୍ନ ବ୍ୟାଙ୍କରେ ୩କୋଟିରୁ ଅଧିକ ଟଙ୍କା ଜମାଥିବା ଭିଜିଲାନ୍ସ ହାତରେ ତଥ୍ୟ ଲାଗିଛି।
କୃଷକ ସଂଗଠନର ଏହି ଆନ୍ଦୋଳନ ଡାକରାରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନ୍ ମାନଙ୍କର ମିଳିତ ମଞ୍ଚ, ସ୍ୱାଧୀନ ଫେଡେରେସନ୍ ସମୁହ ସାମିଲ ହୋଇଛନ୍ତି।
ଖାଲି ସେତିକି ନୁହେଁ ଇନ୍କମ୍ଟାକ୍ସ ବିଭାଗ ୨୧୦ କୋଟି ଟଙ୍କାର ରିକଭରୀ ମାଗିଛି । କ’ଣ ଚାଲିଛି ଏ ଦେଶରେ ବୋଲି କଂଗ୍ରେସ ପକ୍ଷରୁ ପ୍ରଶ୍ନ କରିଛନ୍ତି ମାକେନ୍ ।
ମୃତକ ୨୭ ବର୍ଷୀୟ ବଂଶ ଜାଁଲି ବୋଲି ଜଣାପଡ଼ିଛି । ବଂଶ ଏକ କମ୍ପାନୀରେ ଜଣେ ମାର୍କେଟିଂ ଏଜେଣ୍ଟ ଭାବେ କାମ କରୁଥିଲେ। ଘରେ କେବଳ ତାଙ୍କ ମା’ ଥିବା ଜଣାଯାଇଛି।
ନିଜ ପରିବାରକୁ ରୋଗ ଶୋକ ଭୟରୁ ମୁକ୍ତ ରଖିବା ପାଇଁ ହିନ୍ଦୁ ଧର୍ମାବଲମ୍ବୀ ମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇଥାନ୍ତି।
ସିଂହଟି ତାଙ୍କୁ ଘୋଷାଡ଼ି ଆଣିଥିଲା। ଏହାପରେ ତଳେ ପକାଇ ଖିନିଭିନ କରି ମାରି ଦେଇଥିଲା।
ଆକ୍ରୋଶମୂଳକ ଭାବେ ଇଡି ଚଢ଼ାଉ କରାଯାଇଛି। ନିର୍ବାଚନ ପୂର୍ବରୁ ଏଭଳି ଚଢ଼ାଉ କରିବା ପଛର ଅର୍ଥ କ’ଣ ବୋଲି କହିଛନ୍ତି ପ୍ରଫୁଲ୍ଲ।
ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ହେବା ପରେ ଅନେକ ଫାଇଦା ପାଇଛି ରାଜ୍ୟ।
ମଙ୍ଗଳବାର ଲକ୍ଷ୍ନୌ ସହରର ରାଜା ବଜାର ଅଞ୍ଚଳରୁ ଏହି ଖବର ସାମ୍ନାକୁ ଆସିଲା । ଜଣେ ଛାତ୍ର ନିଜ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛି ।
ଖଣ୍ଡଗିରିରେ ଦୁଲୁକିବ ଯାତ୍ରା ପେଣ୍ଡାଲ। ୧୮ ତାରିଖରୁ ନାମୀଦାମୀ ୧୨ଟି ଯାତ୍ରା ପାର୍ଟି ନିଜ ନିଜର ଯାତ୍ରା ମଞ୍ଚସ୍ଥ କରିବେ। ଏ ନେଇ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି। ଯାତ୍ରାରେ ରେକର୍ଡ ଡ୍ୟାନ୍ସ, ମେଲୋଡି କାର୍ଯ୍ୟକ୍ରମରେ ଶାଳୀନତା ଉପରେ ଗୁରୁତ୍ୱ ଦିଆଯାଇଛି।
ବରପଦା ଇଂଜିନିୟରିଂ କଲେଜରେ ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ । କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ରେଡ୍ ।