ବରିଷ୍ଠ ଅଭିନେତା ତଥା ବିଜେପି ନେତା ମିଥୁନ୍ ଚକ୍ରବର୍ତ୍ତି, ଜଣାଶୁଣା ବ୍ୟବସାୟୀ ସୀତାରାମ ଜିନ୍ଦଲ୍, ଗାୟିକା ଉଷା ଉଥପ୍ ଭଳି ୧୭ ଜଣଙ୍କ ନାଁ ପଦ୍ମ ଭୂଷଣ ପାଇଁ ଘୋଷଣା କରାଯାଇଛି। ଏହାବ୍ୟତୀତ ୧୧୦ ଜଣଙ୍କ ନାଁ ପଦ୍ମଶ୍ରୀ ସମ୍ମାନ ପାଇଁ ଘୋଷଣା ହୋଇଛି।
ସାଧାରଣତନ୍ତ୍ର ଦିବସ ପାଇଁ କଡ଼ା ସୁରକ୍ଷା ବଳୟରେ ରାଜଧାନୀ ଦିଲ୍ଲୀ। ୮ହଜାରରୁ ଅଧିକ ଫୋର୍ସ ମୁତୟନ କରାଯାଇଛି।
ଶଙ୍ଖ-ପଦ୍ମ ନିବିଡ଼ ସଂପର୍କ ଅଭିଯୋଗ । ଓଡ଼ିଶାରେ ତେଲେଙ୍ଗାନା ଥିଓରୀ ।
ଆଦିତ୍ୟ ଏଲ୍-୧ର ସଫଳତା ଆମକୁ ନୂଆ ସୋପାନକୁ ନେଇଛି । ଅନ୍ତରୀକ୍ଷ ବିଜ୍ଞାନରେ ଭାରତର ସଫଳତା ଯୁବଶକ୍ତିଙ୍କୁ ଉତ୍ସାହିତ କରିଛି ।
ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରିନସପାଲଙ୍କ ଫତୱା । ଛାତ୍ର ଅସନ୍ତୋଷ ସାଙ୍ଗକୁ ତେଜିଲା ରାଜନୀତି ।
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ରାଜ୍ୟ ବିଜେପି କ୍ୟାମ୍ପ ଚଳଚଂଚଳ ହୋଇଉଠିଛି।
ଓଡ଼ିଶାରୁ ଗୃହ ବିଭାଗ ସ୍ୱତନ୍ତ୍ରସଚିବ ସନ୍ତୋଷ ବାଲା ଓ କନଷ୍ଟେବଲ ସଂଯୁକ୍ତା ପଟ୍ଟନାୟକ ପାଇବେ ରାଷ୍ଟ୍ରପତି ପଦକ ।
ରାଜସ୍ଥାନର ସର୍ବପୁରାତନ ତଥା ୨୫୦ ବର୍ଷ ପୂର୍ବର ଜାନକୀଲା- ମୋହନଲାଲ୍ ଦୋକାନ ବୁଲି କିଛି ସାମଗ୍ରୀ କିଣିବେ।
ବିଧାନସଭା ନିର୍ବାଚନ ବେଳେ ବିଜେପି ଛାଡ଼ି କଂଗ୍ରେସ ଯାଇଥିଲେ ।
ଜାତୀୟ ଭୋଟର ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ । ନମୋ ନବ ମତଦାତା ସମ୍ମିଳନୀରେ ମୋଦିଙ୍କ ସମ୍ବୋଧନ ।
ସାଧାରଣ ନିର୍ବାଚନରେ ଭୋଟ ଦେବା ପାଇଁ ନୂଆ ବ୍ୟବସ୍ଥା । ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଦେବେ ଭୋଟ୍ ।
ଶ୍ରମିକଙ୍କ ସନ୍ଧାନ ଏବେବି ଜାରି ରହିଛି। ବର୍ତ୍ତମାନ ଭୁଶୁଡିପଡିଥିବା ଖଣିରୁ ୭୩ ଟି ମୃତଦେହ ବାହାର କରାଯାଇଛି।
ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା । ଓଜେଇଇ ପାଇଁ ଆଜିଠାରୁ ମାର୍ଚ୍ଚ ୧୫ ଯାଏଁ ରେଜିଷ୍ଟ୍ରେସନ ।
ସମାଜସେବୀ ଡାକ୍ତର ନାରାୟଣୀ ପଣ୍ଡାଙ୍କ ଆଉ ଏକ ବଡ ଉତ୍ସର୍ଗ । ସମ୍ବଲପୁର ସରକାରୀ ମହିଳା କଲେଜକୁ ଦାନ କଲେ ନିଜ ଘର ।
୫୩୮ଟି ସିମ୍, ୧୮ଟି ମୋବାଇଲ, ୫ଟି ବାୟୋମେଟ୍ରିକ ସ୍କାନର, ୨୫ଟି ଏଟିଏମ୍ କାର୍ଡ଼, ୨୫ଟି ଆଇଡି କାର୍ଡ, ଗୋଟିଏ ଲାପଟପ ସହ ୭ଟି ପାସବୁକ୍ ଜବତ କରିଛି ପୋଲିସ ।
‘ମୁଁ ନିଜକୁ ବିଶ୍ୱାସ କରିପାରିଲିନି ଯେ ମୁଁ ଗଢ଼ିଥିବା ମୂର୍ତ୍ତି ଏତେ ସୁନ୍ଦର କେମିତି ହେଲା । ସେହି ସମୟରେ ମୋ ପାଖରେ ଯେଉଁମାନେ ଥିଲେ ମୁଁ ତାଙ୍କୁ ଏକଥା ସଙ୍ଗେ ସଙ୍ଗେ ଜଣେଇଛି ।’
ମନ୍ତ୍ରୀଙ୍କ ଗସ୍ତରେ ପ୍ରୋଟକଲ୍ ପାଳନ ବେଳେ ହେଉଛି ସମସ୍ୟା । ଗତକାଲି ୫ ଲକ୍ଷ, ଆଜି ୩ ଲକ୍ଷରୁ ଅଧିକ କରିଛନ୍ତି ଦର୍ଶନ ।
ଅନୁଦାନ ସତ୍ତ୍ୱେ ୭ବର୍ଷ ପରେ ବି ଉଧୋଉନି ଜୟପୁର-ମାଲକାନଗିରି- ନବରଙ୍ଗପୁର ନୂଆ ଲାଇନ୍ ପ୍ରକଳ୍ପ, ଇଞ୍ଚେ ବି ଜମି ଦେଇ ପାରିଲେନି ରାଜ୍ୟ ସରକାର, ତେଜିଲା ରାଜନୀତି ।
ଶୀତଳଭଣ୍ଡାର ଅସୁବିଧା ଓ ଅଭାବୀ ବିକ୍ରି ଡର । ବାଧ୍ୟ ହୋଇ ମୂଳଠୁ କମରେ ବିକୁଛି ଚାଷୀ ।