୫ ବର୍ଷୀୟ ରାମଲାଲାଙ୍କ ୩ଟି ବାଳୁତ ବିଗ୍ରହ ତିଆରି କରାଯାଇଥିଲା। ପୁରାଣରେ ବର୍ଣ୍ଣିତ ରାମଲାଲା ଶୈଶବାବସ୍ଥାର ରୂପକୁ ଆଧାର କରି ଏହାକୁ ତିଆରି କରାଯାଇଛି ।
ପୁର ପଲ୍ଲୀରେ ଶୁଭୁଛି ଜୟ ଶ୍ରୀରାମ ନାରା । ଭଗବାନଙ୍କୁ ସ୍ୱାଗତ କରିବା ପାଇଁ ଯେମିତି ସୂର୍ଯ୍ୟ ଦେବତା ମଧ୍ୟ ଆଜି ନତମସ୍ତକ ହୋଇଛନ୍ତି ।
ଉତ୍ପାତିଆ ହାତୀଙ୍କୁ ଚେକ୍ ଦେବେ ପ୍ରଶିକ୍ଷିତ ହାତୀ । ଧନଜୀବନ ରକ୍ଷା ପାଇଁ ବନ ବିଭାଗର ନୂଆ ପ୍ଲାନ ।
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ କାଠଗଡ଼ାରେ ରାଜ୍ୟ ସରକାର । ଭୁବନେଶ୍ୱର ପରେ ସମ୍ବଲପୁରରେ ବି ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ ।
ଭିଡିଓଟି ଖୁବ୍ ମଜାଦାର ଲାଗୁଛି । ଥରେ ଦେଖିବେ ନିଶ୍ଚୟ । ଅନ୍ୟପଟେ ଏହି ବାଘ ହାବୁଡ଼ରେ ଯିଏ ପଡ଼ିଛି ସିଏ ଜାଣିଛି କେମିତି ଥିଲା ତାର ପରିସ୍ଥିତି ।
ସାମ୍ନାକୁ ଆସିଲା ରାମଲାଲାଙ୍କ ପ୍ରଥମ ଝଲକ। ଗର୍ଭଗୃହରେ ଶ୍ରୀବିଗ୍ରହ ସ୍ଥାପନ କରାଯିବା ପରେ ପ୍ରଥମ ଥର ଲାଗି ଫଟୋ ସାମ୍ନାକୁ ଆସିଛି।
ପାଣି ପାଇଁ ଡହଳ ବିକଳ ହେଉଛନ୍ତି ଜୟପୁର ଓ ବୋରିଗୁମା ବ୍ଲକର ଲୋକ। ଜଳ ଜୀବନ ମିଶନ ଜରିଆରେ ହେଉଥିବା ଏ ପ୍ରକଳ୍ପ କାମରେ ଅହେତୁକ ବିଳମ୍ବକୁ ନେଇ ବଢୁଛି ଜନ ଅସନ୍ତୋଷ।
୧୯୫୧ ପରଠୁ ଏଠି ବିଧାନସଭା ନିର୍ବାଚନରେ ଅଧିକାଂଶ ଥର ଲୋକେ ସେଇ ନେତାଙ୍କୁ ନିର୍ବାଚିତ କରିଛନ୍ତି, ଯିଏ କ୍ଷମତାରେ ରହିଛନ୍ତି। ତେବେ ୨୦୨୪ରେ ପାଣିପାଗ କିଛି ଅଲଗା।
ଅର୍ପଣ ରଥ ବୁଲାଇ ମହାପ୍ରଭୁ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଗୁଆ, ଚାଉଳ ଦେବାକୁ ଅନୁରୋଧ କରିଥିଲେ ସରକାର। ଯାହାକୁ ସରକାରଙ୍କ ପ୍ରଚାର ଯାତ୍ରା କହିଥିଲେ ଗଜପତି ମହାରାଜ ।
ଆଠଗଡ଼ ନୂଆପାଟଣାରୁ ଅଯୋଧ୍ୟା ଗଲା ଖଣ୍ଡୁଆ ପାଟ । ପ୍ରାଣ ପ୍ରତିଷ୍ଠା ଉତ୍ସବ ଦିନ ଖଣ୍ଡୁଆ ପାଟ ପିନ୍ଧିବେ ରାମଲାଲା ।
ଖାନନଗର ହାଇସ୍କୁଲରେ ଘଟିଥିଲା ଘଟଣା । ନାବାଳକକୁ ପ୍ରଲୋଭିତ କରି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲା ଚିନ୍ତାମଣି।
କେଶରୀପାଟଣା ଗାଁ ନିକଟରେ ଦୁର୍ଘଟଣା । ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ।
ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଭଳି ଏକ ଐତିହାସିକ ଓ ପବିତ୍ର କାର୍ଯ୍ୟକ୍ରମର ସେ ସାକ୍ଷୀ ହେବାକୁ ଯାଉଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।
ମାତା ଜାନକୀଙ୍କ ସହ ରହିଛି ଗଭୀର ସଂପର୍କ । ମାଲକାନଗିରର ସୀତାକୁଣ୍ଡ ଓ କେନ୍ଦୁଞ୍ଜରର ସୀତାବିଞ୍ଜର କଥା ।
ଗର୍ଭଗୃହରେ ବିଗ୍ରହ ସ୍ଥାପନ ପରେ ଅଗ୍ରପୂଜ୍ୟଙ୍କ ପୂଜାର୍ଚ୍ଚନା ।
କେବଳ ସେତିକି ନୁହେଁ, କୋଚିଂ ସେଣ୍ଟର ମାନେ, ଭଲ ରାଙ୍କ କିମ୍ବା ମାର୍କ ନେଇ ପିଲାଙ୍କୁ କୌଣସି ଲୋଭନୀୟ ପ୍ରତିଶ୍ରୁତି ଦେଇପାରିବେନି।
ବ୍ୟାପକ ଅନିୟମିତତା ଅଭିଯୋଗ କଲେ ଅଶାୟୀ । କଟ୍ ଅଫ୍ ତାଲିକା ପ୍ରକାଶ କରାଯାଇନଥିବା ଅଭିଯୋଗ ।
ବାଲେଶ୍ୱର ବସ୍ତାରେ ଜଳକା ନଦୀରୁ ଉଦ୍ଧାର । ନଦୀର ଡଲଫିନ୍ ପୋଖରୀରେ ଛାଡ଼ିଲେ ।
ଯେତେବେଳେ ଲୋକାର୍ପଣ ଉତ୍ସବ ପାଇଁ ତାରିଖ ଧାର୍ଯ୍ୟ କରାଗଲା, ନା ଜଗତଗୁରୁଙ୍କ ପରାମର୍ଶ ନିଆଯାଇଥିଲା ନା ତାଙ୍କୁ ପଚରା ଯାଇଥିଲା। ନିଶ୍ଚିତ ଭାବେ ଏଥିରେ ତ୍ରୁଟି ଘଟିଛି।