• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Odisha Train Tragedy
Train Tragedy: କେତେ ଖୋଜା ଖୋଜି ପରେ ପାଇଲେ ପୁଅକୁ, ହେଲେ ସେ ଏବେ...

ଦୁଇ ଦିନ ଖୋଜି ଖୋଜି ପୁଅକୁ ପାଇଲେ ବାପା ଓ ମାଆ। ହସ୍ପିଟାଲରୁ ହସ୍ପିଟାଲ ଖୋଜି ବୁଲୁଥିଲେ ନେପାଳର ଦମ୍ପତି ।

Mamata Banerjee
କେତେ ରଖିଛନ୍ତି କଳାଧନ ! ମମତା ବାଣ୍ଟିଲେ ୨୦୦୦ ଟଙ୍କିଆ ନୋଟ...

ସୋସିଆଲ ମିଡିଆରେ ମମତାଙ୍କ ଗସ୍ତ ଓ ତାଙ୍କ କାର୍ଯ୍ୟକଳାପକୁ ନେଇ ଖୁବ୍‌ ସମାଲୋଚନା କରାଯାଉଛି । ଆଉ ଏହାରି ପଛରେ ସବୁଠାରୁ ବଡ଼ କାରଣ ହେଲା, ୨୦୦୦ ଟଙ୍କିଆ ନୋଟ ।

Train Accident
Train Tragedy: ୪ ଦିନ ପରେ ବି ମୃତଦେହ ଚିହ୍ନଟ ଦ୍ୱନ୍ଦ୍ୱ, ଗୋଟିଏ ଶବକୁ ଏକାଧିକ ଦାବିଦାର

ଶେଷ ବିକଳ୍ପ ଭାବେ ଆରମ୍ଭ ହେଲା ଡିଏନ୍ଏ ମ୍ୟାଚିଂ । ଏମ୍ବେଲମିଂ ପ୍ରଣାଳୀରେ ଶବକୁ ଅଧିକ ଦିନ ସଂରକ୍ଷିତ ରଖିବାକୁ ଗୁରୁତ୍ୱ ।

Train Tragedy
Train Tragedy: ୪୦ ମୃତଦେହ ଏମିତି ଥିଲା, ଯାହାର ଶରୀରରେ ନା ଥିଲା କ୍ଷତ ଚିହ୍ନ ନା ରକ୍ତର ଦାଗ

ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ବଗିରୁ ଏଭଳି ୪୦ ମୃତଦେହ ମିଳିଥିବା ଚର୍ଚ୍ଚା । ଏଲ.ଟି ଲାଇନ୍ ଛିଡ଼ି ବିଦ୍ୟୁତ୍ ଆଘାତରୁ ବଗିରେ ଅନେକଙ୍କ ମୃତ୍ୟୁ ସନ୍ଦେହ ।

Train Tragedy
Train Tragedy: ଖୋଜି ଖୋଜି ନୟାନ୍ତ, ତଥାପି ପାଉ ନାହାନ୍ତି ! ବଞ୍ଚିଛନ୍ତି କି ମରିଛନ୍ତି ଜଣା ନାହିଁ...

ଆପଣା ଲୋକଙ୍କ ଶବ ଖୋଜିବାରେ ନାକେଦମ୍ ଆତ୍ମୀୟ । ବିଭିନ୍ନ ହସ୍ପିଟାଲରେ ନିଜ ଲୋକଙ୍କୁ ଖୋଜି ନୟାନ୍ତ ପ୍ରିୟ ପରିଜନ । ଜାଣି ପାରୁନାହାନ୍ତି ନିଖୋଜ ଥିବା ମଣିଷଟି ବଞ୍ଚିଛି କି ନାହିଁ ।

AI
ଗୁଗୁଲ ଆଣିଲା AI ଦ୍ୱାରା ପ୍ରସ୍ତୁତ ସିକ୍ୟୁରିଟି ସିଷ୍ଟମ, IT କମ୍ପାନୀ ରହିବେ ଅଧିକ ସୁରକ୍ଷିତ...

ଗୁଗୁଲ କ୍ଲାଉଡ୍‌ ସିକ୍ୟୁରିଟି ଏଆଇ ୱର୍କ ବେଞ୍ଚ ଆରମ୍ଭ କରିବା ନେଇ ଗୁଗୁଲ ନିଜେ ଘୋଷଣା କରିଛି । ଏହା ସ୍ୱୟଂ ଏକ ଲାର୍ଜ ଲାଙ୍ଗୁଏଜ୍ ମଡେଲ ଯୁକ୍ତ ଫ୍ଲାଟ୍‌ଫର୍ମ ।

Bahanaga Train Tragedy
ବାହାନଗା ଟ୍ରେନ୍ ଟ୍ରାଜେଡି: ମୃତଦେହ ଚିହ୍ନଟ ସହ ସଠିକ୍ ପରିବାରକୁ ହସ୍ତାନ୍ତର ଏବେ ବଡ଼ ଚ୍ୟାଲେଞ୍ଜ

୨୭୫ ଭିତରୁ ୧୭୦ ଶବ ନେଇ ସାରିଲେଣି ସଂପର୍କୀୟ । ବାକି ମୃତଦେହ ସଂରକ୍ଷଣ ପାଇଁ ପାରାଦୀପରୁ ଆସିଲା ସ୍ପେଶାଲ କଣ୍ଟେନର ।

Train Accident
ଦୁର୍ଘଟଣା ପଛରେ ଅଛି କି ଅପରାଧିକ ଷଡ଼ଯନ୍ତ୍ର ? ଉତ୍ତର ଖୋଜିବାକୁ ଆକ୍ସନ ମୋଡ୍‌ରେ CBI

ତଦନ୍ତ ଆରମ୍ଭ କଲା କେନ୍ଦ୍ରୀୟ ଦୃତଦନ୍ତକାରୀ ସଂସ୍ଥା । ରେଳ ଉପକରଣରେ ଟାମ୍ପରିଂ ଆଶଙ୍କା ଦିଗକୁ ଅଧିକ ଫୋକସ୍ ।

Train Tragedy
କେମିତି ଦୁର୍ଘଟଣାଗ୍ରସ୍ତ ହେଲା କରମଣ୍ଡଳ ? ଗୋଟି ଗୋଟି କରି କହିଲେ କରମଣ୍ଡଳର ଲୋକୋ ପାଇଲଟ...

ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ୨ ଲୋକୋ ପାଇଲଟ ଏବେ ଚିକିତ୍ସାଧୀନ ।

NIRF Ranking Utkal University
NIRF Ranking 2023: ୧ ନମ୍ବର ସ୍ଥାନରେ IIT ମାଡ୍ରାସ

NIRF ରାଙ୍କିଙ୍ଗରେ ଇଞ୍ଜିନିୟରିଂ, ମେଡିକାଲ, ମ୍ୟାନେଜମେଣ୍ଟ, ଆଇନ, ଫାର୍ମାସି, କୃଷି ବିଜ୍ଞାନ ଭଳି ଶିକ୍ଷାନୁଷ୍ଠାନ ସମେତ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକର ମାନ ନିର୍ଦ୍ଧାରଣ କରାଯାଇଛି ।

Mukesh Khanna says Shaktimaan film will be made on big budget of ₹200-300 crore: ‘Contract has been
୩୦୦ କୋଟି ବଜେଟ୍‌ରେ ଆସୁଛି ଶକ୍ତିମାନ

ରଣବୀର ସିଂହ ଏଥିରେ ଅଭିନୟ କରିପାରନ୍ତି ବୋଲି ସେ ଆଶଙ୍କା କରିଛନ୍ତି । କିନ୍ତୁ ଅଫିସିଆଲି କିଛି କୁହାଯାଇ ନାହିଁ ।

Bodies Will Stock In Container
AIIMSରେ ଯାଗା ନାହିଁ, କଣ୍ଟେନରରେ ସଂରକ୍ଷିତ ରହିବ ମୃତଦେହ

ଏନେଇ ଏହାର ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ ସୂଚନା ଦେଇଛନ୍ତି ।

Indian Wrestler
ଗୃହମନ୍ତ୍ରୀଙ୍କ ସହ ଆଲୋଚନା ପରେ ବି ଆନ୍ଦୋଳନ ଚାଲିବ କହିଲେ କୁସ୍ତିଯୋଦ୍ଧା

ଭାରତୀୟ ରେସଲିଂ ଫେଡେରେସନ ସଭାପତି ବ୍ରିଜ ଭୁଷଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନା ନେଇ ଚାଲିଥିବା ଆନ୍ଦୋଳନ ଜାରି ରହିବ ।

Bahanaga Train Accident
ବାହାନଗା ରେଳ ଦୁର୍ଘଟଣା ନେଇ ଥାନାରେ ଏତଲା

ରେଲୱେ ଆକ୍ଟ ୧୫୩, ୧୫୪ ଓ ୧୭୫ରେ ମଧ୍ୟ ମାମଲା ରୁଜୁ ହୋଇଛି । କେସ୍ ରୁଜୁ ପରେ ଡିଏସ୍‌ପି ରଞ୍ଜିତ ନାୟକଙ୍କୁ ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଥିବା ନେଇ ସୂଚନା ରହିଛି ।

Indian Food
ମହାକାଶଚାରୀଙ୍କୁ ମହାକାଶରେ ଦିଆଯିବ ଭାରତୀୟ ଖାଦ୍ୟ, ଜାଣନ୍ତୁ ମେନୁ...

ISRO ମୁଖ୍ୟ ଏସ୍‌ ସୋମନାଥଙ୍କ କହିବାନୁଯାୟୀ, ମହାକାଶଚାରୀଙ୍କୁ ମିଶନ ସମୟରେ ଭାରତୀୟ ଖାଦ୍ୟ ପରଷାଯିବ । ହେଲେ ଧିରେ ଧିରେ ଏଥିପ୍ରତି ଅଧିକ ଯତ୍ନବାନ ହେବା ସହ ଏହାର ବିକଳ୍ପ ଚିନ୍ତା ମଧ୍ୟ କରାଯାଉଛି ।

Train Acciednt
Train Accident: ଶବ ପକେଟ୍‌ରେ ବାଜିଲା ଫୋନ୍‌, ଲୋକ ରିସିଭ୍‌ କରି କହିଲେ ସେ ଆଉ ନାହାନ୍ତି...

ଏକଥା ଶୁଣି, ଫୋନ୍‌ ଆରପାଖରେ ଥିବା ଲୋକଟି ଥଥ ମମ ହୋଇପଡ଼ୁଥାଏ । ଆଉ ପଚାରୁଥାଏ ଆପଣ କିଏ କହୁଛନ୍ତି ? କେଉଁଠୁ କହୁଛନ୍ତି ? କେଉଁଠି ଦୁର୍ଘଟଣା ଘଟିଛି ? ଆଉ ଶେଷରେ କହିଲେ, ଯାହାକୁ ଫୋନ୍‌ କରିଛି ତାଙ୍କ ନାଁ ମୁନିସି..

Train Accident
‘ସବୁକିଛି ମୋ ଆଖି ସାମ୍ନାରେ ଘଟିଗଲା, ଦୁର୍ଘଟଣା ପୂର୍ବରୁ ଆସିଥିଲା ଡବଲ ରିଙ୍ଗ୍‌ ସିଗ୍ନାଲ...’

ମୁଁ ପ୍ରାୟ ସେହି ଲେବୁଲ କ୍ରସିଂ ପାଖରେ ବସେ । ପବନ ଖାଇବାକୁ ସେଠି ବସେ । କାଲି ବି ବସିଥିଲି । ସମ୍ପୂର୍ଣ୍ଣ ଘଟଣା ମୋ ଆଖି ସାମ୍ନାରେ ଘଟିଛି ।

Balasore Train Accident
Train Accident: ଏଇତ ମଣିଷ ପଣିଆ; ଗୁରୁତରଙ୍କୁ ରକ୍ତଦାନ ପାଇଁ ମେଡିକାଲରେ ହଜାର ହଜାର ଯୁବକଙ୍କ ଭିଡ଼...

ସ୍ଥାନୀୟ ହସ୍ପିଟାଲରେ ଆଉ ଯାଗା ନଥିବା ବେଳେ ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି ।

Train Accident In Balasore
Train Accident: ଅତି ହୃଦୟ ବିଦାରକ ! ଦୁଇ ନୁହେଁ ୩ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ, ଯୁଆଡ଼େ ଦେଖିବ ଖାଲି ଶବ

ଆହୁରି ଅନେକ ଅଛନ୍ତି ଯେଉଁମାନେ ଏବେ ବି ବଗି ତଳେ ଚାପି ହୋଇ ରହିଥିବା ପରିବାର ଲୋକଙ୍କୁ ଖୋଜୁଛନ୍ତି ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।