ଟୋଲ ପ୍ଲାଜାରେ ନିରବଚ୍ଛନ୍ନ ଯାତାୟାତ ସହ ଇଲେକ୍ଟ୍ରୋନିକ୍ ଟୋଲ୍ ପ୍ଲାଜାର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ NHAI ଏମିତି ପଦକ୍ଷେପ ନେଇଥିବା କହିଛି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ।
ସିଂହାସନ ପୂଜାର୍ଚ୍ଚନା ସହ ସରଜୁ ତଟରେ ହେଲା କଳସ ପୂଜନ । ବିଗ୍ରହ ପ୍ରତିଷ୍ଠା ଦିନକ ପୂର୍ବରୁ ଗର୍ଭଗୃହରେ ଶଙ୍ଖଧ୍ବନି ଓ ବେଦମନ୍ତ୍ର ।
ବୃଦ୍ଧଙ୍କ ଜୀବନ ଫେରିଲା ପରେ ପରିବାର ଲୋକେ ତାଙ୍କୁ ପୁଣି ଥରେ ମେଡିକାଲରେ ଭର୍ତ୍ତି କରିଛନ୍ତି । ଏବେ ତାଙ୍କର ଚିକିତ୍ସା ଚାଲିଛି ।
୨୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣେ ଅଧିକାରୀ ଭିତିରି ସୂଚନା ଦେଇଛନ୍ତି । ମୃତ୍ୟୁ ସଂଖ୍ୟା ଆଗକୁ ଆହୁରି ବଢ଼ିପାରେ ବୋଲି କୁହାଯାଉଛି।
ଦିଲ୍ଲୀରେ ପୁଣି କଂଗ୍ରେସ ହାତ ଧରିଛନ୍ତି ଗମାଙ୍ଗ ପରିବାର । ଅଜୟ ମାକେନ, ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସାମିଲ ହେଲେ । ପୂର୍ବତନ ସାଂସଦ ସଂଜୟ ଭୋଇ ବି କଂଗ୍ରେସକୁ ଫେରିଲେ ।
ଉତ୍ତର ପ୍ରଦେଶର ବୃନ୍ଦାବନରେ ଏକ ମାଙ୍କଡ ଆଇଫୋନ୍ ନେଇଯିବାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି।
ଅଭିଯୁକ୍ତ ଜଣକ ନାଁ ବିଜୟ ବୋଲି ପୋଲିସ ସୂଚନା ଦେଇଥିବା ବେଳେ ସେ ଜଣେ ଅଟୋ ଡ୍ରାଇଭର ବୋଲି ଜଣାପଡ଼ିଛି । ସେ ସବୁବେଳେ ନିଜ ପତ୍ନୀକୁ ମାରପିଟ୍ କରେ ବୋଲି ପାଖ ପଡ଼ୋଶୀ ବି ଅଭିଯୋଗ କରିଛନ୍ତି ।
ପ୍ରଗନ୍ନାନନ୍ଦ କହିଛନ୍ତି ତାଙ୍କର ବିଶ୍ୱାସ ହେଉନି ଯେ, ବିଶ୍ୱ ଚାମ୍ପିଅନ୍ ବିଶ୍ୱନାଥ ଆନନ୍ଦ ଏତେ ଶୀଘ୍ର ଟୁର୍ଣ୍ଣାମେଣ୍ଟରୁ ବାହାରିଯାଇଛନ୍ତି ।
ଗୁଆ ଚାଉଳ ସଂଗ୍ରହ ନେଇ ପରିଚାଳନା କମିଟି କହି ନାହିଁ । ସରକାରଙ୍କ ସ୍ତରରେ ତାହା କରାଯାଉଛି ଏବଂ ଏଥିରେ ଶ୍ରୀମନ୍ଦିର ପରିଚାଳନା କମିଟି ସଂଶ୍ଳୀଷ୍ଟ ନାହିଁ।
କେନ୍ଦ୍ରମନ୍ତ୍ରୀଙ୍କୁ ସ୍ୱାଗତ ଆଉ ବିଜେଡି ନେତା-ମନ୍ତ୍ରୀଙ୍କୁ ବିରୋଧ ।
ଏବେ ସୁଦ୍ଧା ୭ଟି ରାଜ୍ୟ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ମଦ ବନ୍ଦ ପାଇଁ ନିଷ୍ପତ୍ତି ନେଇଛନ୍ତି।
ଯିଏ କି ଦୁଇ ଦୁଇ ଥର ମଣିଷ ମାରିଛି । ଦିନେ ନିଜ ଯାଆକୁ ହତ୍ୟା କରିଥିଲା । ଆଉ ଏବେ ଜଣେ ପୁରୁଷ ରକ୍ତରେ ଖେଳିଛି ହୋଲି ।
ପ୍ରାୟଶ୍ଚିତ ଓ କର୍ମକୁଟି ପୂଜନ ଅନୁଷ୍ଠିତ ହୋଇଥିବା ବେଳେ, କାଲି ମୂର୍ତ୍ତିର ପରିସର ପ୍ରବେଶ କାର୍ଯ୍ୟକ୍ରମ ରହିଛି।
ଆଠମଲ୍ଲିକରେ ତୀବ୍ର ରୂପ ନେଇଛି ନଳିନୀ-ରମେଶ କନ୍ଦଳ ! ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ବିଜେଡିରେ ତୀବ୍ର ଗୋଷ୍ଠୀ କନ୍ଦଳ !
ବାଲିଅନ୍ତା ହୋଟେଲ ବ୍ୟବସାୟୀଙ୍କୁ ଲେଡି କେୟାରଟେକର କଲା ହତ୍ୟା । ହତ୍ୟାକାଣ୍ଡର ଗୁମର ଖୋଲିଲା କମିଶନରେଟ୍ ପୋଲିସ ।
ଏହି ଜଲ୍ଲିକଟ୍ଟୁରେ ୧୦୦୦ ଷଣ୍ଢ ଏବଂ ୭୦୦ ବଳଦ ପଞ୍ଜିକୃତ ହୋଇଛନ୍ତି । ଜିଲ୍ଲାପାଳ ସଂଗୀତଙ୍କ ଉପସ୍ଥିତିରେ ଶପଥ ଗ୍ରହଣ ସମାରୋହ ପରେ ସକାଳ ୮ ଟାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।
ଏହି ଧୂପକାଠି ପ୍ରାୟ ଦେଢ଼ ମାସ ପର୍ଯ୍ୟନ୍ତ ଜଳିବ ବୋଲି ଅନୁମାନ କରାଯାଉଛି । ଏହାକୁ ପ୍ରସ୍ତୁତ କରିବା ପାଇଁ ପ୍ରାୟ ୬ ମାସ ସମୟ ଲାଗିଥିଲା ।
ମୁଖ୍ୟମନ୍ତ୍ରୀ ମହାପ୍ରସାଦ ଛୁଇଁ କହନ୍ତୁ ହିଂଜିଳିରୁ କେହି ଦାଦନ ଯାଇନାହାନ୍ତି ବୋଲି କହିଛନ୍ତି ଧର୍ମେନ୍ଦ୍ର । ତେବେ ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।
ଘଟଣାକୁ ଗୁରୁତର ସହ ନେଲା ବେସାମରିକ ବିମାନ ଚଳାଚଳ ବିଭାଗ ।
ମକର ସଂକ୍ରାନ୍ତିରୁ ତ୍ରିଦିନାତ୍ମକ ଯଜ୍ଞର ଶୁଭାରମ୍ଭ, ବେଦଧ୍ବନିରେ କଂପୁଛି ଚଉଦିଗ । ଶ୍ରୀସେତୁରୁ ଶ୍ରୀମାର୍ଗ ଯାଏଁ ସ୍ଥିତି ପରଖିଲେ ମୁଖ୍ୟ ଶାସନ ସଚିବ ଓ ଡିଜିପି ।