• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Doctor Prescription
ଡାକ୍ତରଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ କଡ଼ା ନିର୍ଦ୍ଦେଶ...

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନୋଟିସ କଲା ସ୍ୱାସ୍ଥ୍ୟ ବିଭାଗ ।

Check In Bag
ସାବଧାନ ! ସିଲ୍‌ ଥାଇ ବି ବିମାନବନ୍ଦରରେ ବ୍ୟାଗ୍‌ରୁ ହୋଇପାରେ ଚୋରି...

‘ବିନୋଦ ଆହୁରି କହିଛନ୍ତି ଯେ, ବ୍ୟାଗ୍‌ରେ ଟଙ୍କା ଥିବା ନେଇ ମଧ୍ୟ ମୁଁ ପ୍ରମାଣ କରିଛି । ବ୍ୟାଙ୍କରୁ ମୁଁ ଟଙ୍କା ଉଠାଇ ଆଣିଥିବାର ପ୍ରମାଣ ମଧ୍ୟ ରହିଛି। ମୁଁ ନିୟମିତ ଭାବେ ବିମାନରେ ଯାତାୟାତ କରେ । କିନ୍ତୁ ଏଭଳି ସ୍ଥିତି କେବେ ଉପୁଜିନଥିଲା ।’

Ninth Class Student
ନବମ ଶ୍ରେଣୀ ଛାତ୍ରୀ ଜନ୍ମ ଦେଲେ ଛୁଆ, ହଷ୍ଟେଲ ୱାଡେନ୍‌ ସସ୍‌ପେଣ୍ଡ

ପୋଲିସ ଏହି ଘଟଣାରେ ପୋକ୍ସୋ ଆକ୍ଟ ଜରିଆରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ମୁଖ୍ୟ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ।

RAM KIT
ହାର୍ଟ ଆଟାକ୍‌ ଆସିଲେ ତୁରନ୍ତ ଏହି କିଟ୍‌ରେ ଥିବା ଔଷଧ ଖାଆନ୍ତୁ, ଜୀବନ ବଞ୍ଚାନ୍ତୁ

ଏହାଦ୍ୱାରା ଅନେକ ଲୋକଙ୍କ ଜୀବନ ରକ୍ଷା କରିହେବ । ସବୁଠାରୁ ବଡ଼ କଥା ହେଲା ଏହି କିଟ୍‌ର ଦାମ୍‌ ମାତ୍ର ୫ ରୁ ୭ ଟଙ୍କା ।

Ayodhya Ram Mandir
ଅଯୋଧ୍ୟାରେ ପହଞ୍ଚିଲା ୫୦୦ କେଜିର ଢୋଲ, ରହିଛି ସୁନା ରୁପାର ପରସ୍ତ

ମାତା ସୀତାଙ୍କ ଜନ୍ମସ୍ଥାନ ନେପାଳ ଜନକପୁରରୁ ପ୍ରଭୁ ଶ୍ରୀରାମଙ୍କ ପାଇଁ ରୂପା ଜୋତା, ଅଳଙ୍କାର ଏବଂ ପୋଷାକ ସହିତ ୩୦୦୦ ରୁ ଅଧିକ ଉପହାର ଆସି ପହଞ୍ଚିଛି ।

MLA - MP
MP-MLAଙ୍କ ବିରୋଧରେ ଫୌଜଦାରୀ ମାମଲା, ଖୋର୍ଦ୍ଧାରେ ସର୍ବାଧିକ !

‘ଖୋର୍ଦ୍ଧା ଜିଲ୍ଲାରେ ରହିଛି ସର୍ବାଧିକ ୮୬ଟି ମାମଲା’ । ‘୫୩ଟି ମାମଲା ସହ ସୁନ୍ଦରଗଡ଼ ଦ୍ବିତୀୟ ସ୍ଥାନରେ’ ।

Exam Affect Due To Pandian Visit
ପାଣ୍ଡିଆନଙ୍କ ଗସ୍ତ, ପରୀକ୍ଷା ବେଳେ ବଜାଇଲେ ଡିଜେ

ଅଧ୍ୟାପକ ମରୁଡ଼ିକୁ ନେଇ ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସର ବିରୋଧ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଠାରୁ ୫୦ ମିଟର ଦୂରରେ ଥିଲା କାର୍ଯ୍ୟକ୍ରମ ।

5T School
ଉଦଘାଟନ ବେଳେ ଅସନ୍ତୋଷ ! ଅନ୍ୟ ସ୍କୁଲ ଛାତ୍ରୀଙ୍କୁ ଡାକି ଚାଲିଥିଲା କାର୍ଯ୍ୟକ୍ରମ

ପଦ୍ମନାଭପୁର ସ୍କୁଲରେ ଅଭିଭାବକଙ୍କ ହୋହଲ୍ଲା, ଧାରଣା ଦେଲେ । ଆସନ୍ତାକାଲି ପରିବାର ଥାନାରେ ଅଭିଯୋଗ କରିବାକୁ ନିଷ୍ପତ୍ତ ।

OTV Foundation Day
OTNର ୨୬ତମ ପ୍ରତିଷ୍ଠା ଦିବସ, ଗାଇଲେ..ନାଚିଲେ..ଧୂଳି ଉଡ଼େଇଲେ ! ଦେଖନ୍ତୁ ଭିଡିଓ...

କ୍ରୀଡ଼ା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଟ୍ରଫି । କାର୍ଯ୍ୟକ୍ରମରେ ପ୍ରତିଭା ପ୍ରଦର୍ଶନ କଲେ ଓଟିଭି କର୍ମଚାରୀ ।

ARM Loot
ମାତ୍ର ୭ ମିନିଟରେ ATM ସଫା, ୧୨ ଲକ୍ଷ ଲୁଟ୍

ଦୁଇଟି ଯାକ ଲୁଟ୍‌ରେ ବାହାର ରାଜ୍ୟର ଲୁଟେରା ସାମିଲ ଥିବା ସନ୍ଦେହ କରାଯାଉଥିବା ବେଳେ ଏଯାଏଁ କିନ୍ତୁ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ।

Egg
ଅଣ୍ଡା ବଢ଼ାଉଛି ଅଡୁଆ ! ଖୋଲା ବଜାରରେ ଚଢ଼ା ଦର, ନିଅଣ୍ଟ ପଡୁଛି ଅଣ୍ଡା

ଅଣ୍ଡା ପାଇଁ ସରକାର ଦେଉଥିବା ଟଙ୍କା ପର୍ଯ୍ୟାପ୍ତ ହେଉନି କହିଲେ ଅଙ୍ଗନୱାଡ଼ି କର୍ମୀ ।

Cyber Fraud
ସାଇବର ଲୁଟେରାଙ୍କ ନୂଆ ତରିକା ! ନୂଆ ଆକାଉଣ୍ଟ ଖୋଲନ୍ତୁ, ୫% କମିଶନ ନିଅନ୍ତୁ

ଠକେଇ ଘଟଣାର ତଦନ୍ତ ସମୟରେ ପୋଲିସ ଆଇଟି ଟିମ୍‌ର ସହାୟତା ନେଇଥିଲା ।

BJD vs Congress
ସୋସିଆଲ ମିଡିଆରେ ପ୍ରଶ୍ନ... ‘ଓଡିଶାକୁ କିଏ କରୁଛି ବଦନାମ’

ପ୍ରଶ୍ନ ସହ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଫଟୋ ।

BJD
ଭୋଟ୍ ପୂର୍ବରୁ ଚାଉଳ ପଲିଟିକ୍ସ ! ମୋଦି ସରକାରଙ୍କ ମାଗଣା ଚାଉଳରେ ରାଜ୍ୟ ସରକାରଙ୍କ ମୋହର

କିଛି ସ୍ଥାନରେ ବିରୋଧ ପରେ ହଟିଲା ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର୍ । ଚାଉଳ ବଣ୍ଟନ କେନ୍ଦ୍ରରୁ ହଟିଲା ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର ।

Air Strip
‘ମାଲକାନଗିରିରେ ଏୟାରପୋର୍ଟ ନୁହେଁ, ତୁଚ୍ଛା ଏୟାରଷ୍ଟ୍ରିପ୍ କେବଳ’...

ଭୋଟ୍ ପୂର୍ବରୁ ଭେଳିକି କହି ରାଜ୍ୟ ସରକାରଙ୍କୁ ବର୍ଷିଲେ ବିରୋଧୀ ।

Suchana seth
ବଡ଼ ଖୁଲାସା ! କାହିଁକି ନିଜ ଛୁଆକୁ ମାରି ବ୍ୟାଗ୍‌ରେ ଧରି ବୁଲିଲେ ମହିଳା CEO ?

କର୍ଣ୍ଣାଟକର ଚିତ୍ରାଦୁରଗାଠାରେ ପୁଅର ମୃତଦେହକୁ ଗୋଟିଏ ବ୍ୟାଗରେ ଧରି ଯାଉଥିବାବେଳେ ପୋଲିସ ତାଙ୍କୁ ଗିରଫ କରିଥିଲା । ଗୋଆର ଏକ ହୋଟେଲରେ ସୂଚନା ସେଠ ତାଙ୍କ ପୁଅକୁ ହତ୍ୟା କରିବା ପରେ ମୃତଦେହକୁ କର୍ଣ୍ଣାଟକ ନେଇ ଚାଲିଯାଇଥିଲେ ।

Taraprasad Bahinipati
‘୬୦ ଟିକେଟ ଫାଇନାଲ, କେବଳ ଜିତିବା ଲୋକଙ୍କୁ ହିଁ ଦିଆଯିବ; ଏଥର ସରକାର ଗଢ଼ିବୁ’

'ନିଜର ଏକତା ପ୍ରମାଣିତ କରିବାକୁ ବସ୍‌ରେ ଏକାଠି ହୋଇ ବୁଲିବୁ' । 'ସାଂସଦ ଓ ମୋ ଭିତରେ ପଡୁନଥିଲା, ଏବେ ସବୁ ଛାଡ଼ି ସରକାର ଗଢ଼ିବୁ’।

Narendra Modi
ମାଲଡିଭ୍‌ସ ରାଜନୀତିରେ ଝଡ଼ ! ରାଷ୍ଟ୍ରପତିଙ୍କୁ ହଟାଇବାକୁ ଆସିପାରେ ଅନାସ୍ଥା...

ଭାରତ ଆମର ନିକଟତମ ପଡ଼ୋଶୀ ଓ ସହଯୋଗୀ କହିଲା ସଂଘ । 'ସଙ୍କଟ ସମୟରେ ଭାରତ ହିଁ ପ୍ରଥମେ ଆମ କଥା ଶୁଣିଥାଏ'

Lakshadweep
ବଦଳିବ ଲାକ୍ଷାଦ୍ୱୀପ ଚେହେରା, ମିନିକଏରେ ଖୁବ୍‌ଶୀଘ୍ର ଏୟାରପୋର୍ଟ

ଉଭୟ ସେନା ଓ ବେସାମରିକ ବିମାନ ଚଳାଚଳ କରିବ । ପର୍ଯ୍ୟଟନର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।