ସବୁଠାରୁ ବଡ଼ କଥା ହେଲା ମହିଳା ସବ୍ ଇନ୍ସ୍ପେକ୍ଟରଙ୍କୁ ଆକ୍ରମଣ କରାଯାଇଥିଲେ ମଧ୍ୟ ଏହି ଘଟଣାରେ ଏବେ ସୁଦ୍ଧା କାହାରିକୁ ଗିରଫ କରାଯାଇ ନାହିଁ ।
ଜିଲ୍ଲାପାଳଙ୍କ ପ୍ରତିକ୍ରିୟା ପାଇଁ ଚେଷ୍ଟା କରିଥିବା ବେଳେ ସେ କ୍ୟାମେରା ଆଗରେ ପ୍ରତିକ୍ରିୟା ଦେବାକୁ ମନାକରିଦେଇଛନ୍ତି।
କିଛି ବିଜେଡି କର୍ମୀଙ୍କ ନାଁରେ ଏତଲା ଦେଇଛନ୍ତି । ପାଣ୍ଡିଆନଙ୍କ ଗସ୍ତ ବେଳେ ଶନିବାର ହୋଇଥିଲା ଗଣ୍ଡଗୋଳ ।
ଏବେ ସଂସ୍ଥା ପକ୍ଷରୁ ବିଦ୍ଧିବଦ୍ଧ ଭାବେ ୱେବ୍ସାଇଟ୍ରେ ମଧ୍ୟ ଏହି ଦର ଅପ୍ଡେଡ୍ କରାଯାଇଛି ।
ହାଇଟେକ୍ କର୍ତ୍ତୃପକ୍ଷଙ୍କୁ କାଠଗଡ଼ାକୁ ଟାଣିଲା ବିଜେପି । 'ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍ ନାହିଁ, କେମିତି ଚାଲିଥିଲା ଚିକିତ୍ସା' ।
ମାଲଡିଭସ୍ ବିରୋଧରେ ଭାରତର କଡ଼ା ଆଭିମୁଖ୍ୟ, 'ସସପେଣ୍ଡ ନୁହେଁ, ବହିଷ୍କାର କର' ।
ସାଢେ ୪ କୋଟିର ହରିଲୁଟ୍, ସମିତିରେ ପଡିଲା ତାଲା । ଜମାକାରୀଙ୍କୁ ୧୫ ସୁଦ୍ଧା ପ୍ରଥମ କିସ୍ତି ମିଳିବ: ଜିଲ୍ଲାପାଳ ।
ପରିକ୍ରମା ପ୍ରକଳ୍ପ ପାଇଁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ । ନିମନ୍ତ୍ରଣ ପାଇଥିବା କହିଲେ ପୁରୀ ଶଙ୍କରାଚାର୍ଯ୍ୟ ।
ଗତ ୫ ତାରିଖରେ ଅହମ୍ମଦାବାଦ ଗୋଟାରୁ ଧ୍ୱଜଦଣ୍ଡ ଧରି ବାହାରିଥିଲେ ନିର୍ମାଣକାରୀ ସଂସ୍ଥା। ୩ ଦିନର ଯାତ୍ରା ପରେ ଏହି ଧ୍ୱଜଦଣ୍ଡ ଅଯୋଧ୍ୟାରେ ପହଞ୍ଚିଛି।
ପଦ୍ମ ଫୁଲ ଉପରେ ଠିଆ ହୋଇଛନ୍ତି ଶ୍ରୀରାମ । ତାଙ୍କର ହାତରେ ଶୋଭା ପାଉଛି ଧନୁ ତୀର ।
କଙ୍ଗୋରେ ଫସିଥିଲା ଆଳି ମାନପୁର ଗାଁର ଦିବାକର ଜେନାଙ୍କ ମୃତଦେହ । ପାଣି ପାଇପ ମିସ୍ତ୍ରୀ ଭାବେ କାମକରୁଥିଲେ ଦିବାକର ।
ଶୋଭନ ପୂର୍ବତନ ବାଚସ୍ପତି ସ୍ୱର୍ଗତ ଶରତ କରଙ୍କ ସାନପୁଅ । ଶୋଭନଙ୍କୁ ନେଇ ଏବେ ମାହାଙ୍ଗା ଅଞ୍ଚଳରେ ଜୋର ଚର୍ଚ୍ଚା ।
ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଲେ ବଳଭଦ୍ର । ଦଳରେ ଅବହେଳା ଅଭିଯୋଗ କରି ଇସ୍ତଫା ଦେଲେ ।
ଏହା ବିଷୟରେ ଲୋକା କିଛି ଜାଣିନଥିବାରୁ ନାନା ଆଲୋଚନା କରୁଛନ୍ତି । କିନ୍ତୁ ବାସ୍ତବରେ ଏହା ପଛରେ ରହିଛି ବଡ଼ ଧାର୍ମିକ ମହତ୍ୱ ।
ବଡ଼ କଥା ହେଉଛି ସୋସିଆଲ ମିଡିଆ ଉପରେ ଥିବା ତାଙ୍କର ବିଶ୍ୱାସ ସଠିକ୍ ପ୍ରମାଣିତ ହୋଇଛି ।
ମହିଳା ଜଣକ ଅନ୍ୟ ଜଣକୁ ବିବାହ କରିଛନ୍ତି କି ନାହିଁ, ଏଥିରେ କିଛି ଫରକ ପଡ଼ିବ ନାହିଁ ।
ମଣ୍ଡିକୁ ଆସୁନି ଧାର୍ଯ୍ୟ ଲକ୍ଷ୍ୟ ଅନୁଯାୟୀ ଧାନ । କେଉଁଠି କଟନୀ ଛଟନୀ, କେଉଁଠି ବିଳମ୍ବରେ ଖୋଲିଛି ମଣ୍ଡି ।
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଧାରଣା । ସ୍ଥାନୀୟ ବିଧାୟକଙ୍କ ବିରୋଧରେ ନାରାବାଜି ।
କୋରାପୁଟର କଳାଜିରା ଚାଉଳକୁ ଚିହ୍ନିବେ ସମସ୍ତେ । ଢେଙ୍କାନାଳର ମଗଜି ଲଡ଼ୁ ଏବେ ଜାତୀୟ ସ୍ତରରେ ପରିଚିତ ।
ପ୍ରକଳ୍ପର ଲୋକାର୍ପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ । ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ।