• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Plant Blast
KJS ଆହ୍ଲୁୱାଲିଆ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ

କେମିତି ହେଲା ବିସ୍ଫୋରଣ ଏନେଇ ପ୍ଲାଣ୍ଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

Pahadi gang
୮ ଜଣଙ୍କୁ ବାନ୍ଧିଲା ପୋଲିସ, ସମସ୍ତ ଡକାୟତ ଝାଡ଼ଖଣ୍ଡର

ପାଖାପାଖି ୨୦ ଲକ୍ଷ ଟଙ୍କା ଲୁଟିଥିବା ନେଇ ତଥ୍ୟ ପାଇଛି ପୋଲିସ।

Cheetah
କୁନୋ ଜାତୀୟ ଉଦ୍ୟାନରେ ଜନ୍ମ ନେଲେ ତିନି ଚିତା ବାଘ

କୁନୋ ଜାତୀୟ ଉଦ୍ୟାନକୁ ୩ଟି ନୂଆ ଅତିଥି ଆସିଥିବା ସେ ସୋସିଆଲ ମିଡିଆ 'ଏକ୍ସ'ରେ ସୂଚନା ଦେଇଛନ୍ତି । 

Narsingh Mishra
ସୁକତେଲ ପ୍ରକଳ୍ପ ଲୋକାର୍ପଣ ସମାରୋହରେ ଧୋଇଦେଲେ ନରସିଂହ

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସଭାମଞ୍ଚରେ ନରସିଂହ ମିଶ୍ରଙ୍କ ଧୂଲେଇ ।

Kamia Jani
ରାଜ୍ୟପାଳଙ୍କୁ ଭେଟିଲେ ବୈଦିକ ବ୍ରାହ୍ମଣ ପରିଷଦ

ରାଜଭବନରେ ଭେଟି ସ୍ମାରକ ପତ୍ର ଦେଲା ବୈଦିକ ବ୍ରାହ୍ମଣ ପରିଷଦ । ୧୧ ଜଣିଆ ସଦସ୍ୟ ରାଜ୍ୟପାଳଙ୍କୁ ଭେଟିଲେ ।

Run Way
ନୂଆ ଟେକ୍ନୋଲୋଜି ! ଘନ କୁହୁଡ଼ି ଥିଲେ ବି ସୁରକ୍ଷିତ ଲ୍ୟାଣ୍ଡ କରିପାରିବ ବିମାନ

ଘନ କୁହୁଡିରେ ବି ପାଇଲଟଙ୍କୁ ଦୃଶ୍ୟମାନ ହେବ ରନୱେ । ଭୁବନେଶ୍ୱର ବିମାନ ବନ୍ଦରରେ ଚାଲିଛି କ୍ୟାଟ-2 ଭିଜନ ସମ୍ପ୍ରସାରଣ ।

Ram Ayenge...
‘ରାମ ଆୟେଙ୍ଗେ....’ ରାମଙ୍କର ଗୋଟିଏ ଭଜନ ରାତାରାତି କରିଦେଲା ଷ୍ଟାର ! ମୋଦି ବି କଲେ ପ୍ରଶଂସା

ସବୁଠାରୁ ବଡ଼ କଥା ହେଲା ସ୍ୱାତୀ ମିଶ୍ରଙ୍କ ଏହି ଗୀତକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଶ୍ରୀ ରାମଲାଲାଙ୍କୁ ସ୍ୱାଗତ କରିବା ପାଇଁ ସ୍ୱାତୀ ମିଶ୍ରଙ୍କର ଏହି ଭଜନ ଖୁବ୍‌ ସୁନ୍ଦର । ଏହା ଭକ୍ତଙ୍କୁ ମନ୍ତ୍ରମୁଗ୍ଧ କରିଦେବ...

Crime
ହୋଟେଲ ରୁମ୍‌ରେ IIT ଛାତ୍ରୀଙ୍କ ମୃତଦେହ, ଅଧ ରାତିରେ ନିଶାରେ କରିଥିଲେ ଚେକ୍‌ଇନ୍‌

ଐଶ୍ୱର୍ଯ୍ୟା ପୁଲୁରୀ ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ ବିଭାଗର ଚତୁର୍ଥ ବର୍ଷର ବି.ଟେକ୍ ଛାତ୍ରୀ ଥିଲେ । ଯାଞ୍ଚରୁ ଜଣାପଡିଛି ଯେ ଝିଅମାନଙ୍କ ସହ ଦୁଇଜଣ ପୁଅ ମଧ୍ୟ ହୋଟେଲରେ ଚେକ୍ ଇନ୍ କରିଥିଲେ ।

BMC
ରାଜସ୍ୱ ଚିନ୍ତା, କଠୋର ହେଲା BMC

ରାଜସ୍ୱ ଆଦାୟ ଲକ୍ଷ୍ୟ ପୂରଣ ହୋଇନଥିବାରୁ କଡ଼ା ଆଭିମୁଖ୍ୟ ।

High Court Bench
'ବେଞ୍ଚ ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାରଙ୍କର କୌଣସି ଆନ୍ତରିକତା ନାହିଁ'

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ, କେନ୍ଦ୍ର ଆଇନମନ୍ତ୍ରୀଙ୍କ ମତକୁ ନେଇ ଖବର ପରେ ମନ୍ତ୍ରାଳୟର ସ୍ପଷ୍ଟୀକରଣ `

Odisha Politics
ସରକାରୀ ଟଙ୍କାରେ ବିଜେଡି କରୁଛି କି ବ୍ରାଣ୍ଡ ନବୀନର ପ୍ରମୋସନ ?

BSKY ନବୀନ କାର୍ଡ ଆୱାରନେସ୍ ପାଇଁ ସ୍କୁଲରୁ ପଞ୍ଚାୟତ ଯାଏଁ ପ୍ରୋଗ୍ରାମ । ‘ନୂଆ ଓ’ କାର୍ଯ୍ୟକ୍ରମରେ ପିଲାଙ୍କ ସାର୍ଟିଫିକେଟରେ ଶଙ୍ଖ ଚିହ୍ନ ।

High Court
ପୁଣି ଚର୍ଚ୍ଚାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ! ଆଉ ମହତ୍ତ୍ୱପୂର୍ଣ୍ଣ ନୁହେଁ କହିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଗୁରୁତ୍ବପୂର୍ଣ୍ଣ ମନ୍ତବ୍ୟ । ଇ-କୋର୍ଟରେ ମିଳୁଛି ହାଇକୋର୍ଟ ଭଳି ସୁବିଧା: କେନ୍ଦ୍ର ଆଇନମନ୍ତ୍ରୀ  ।

Accident
ଦେଖାଗଲାନି ରାସ୍ତା ! ପିଟି ହୋଇଗଲେ ବସ୍-ଟ୍ରକ୍, ଲିଭିଗଲା ୩ ଜୀବନ ଦୀପ

ଅବେଳରେ ଆଖି ବୁଜିଲେ ୩ ଜଣ, ମୃତ୍ୟୁସହ ଲଢୁଛନ୍ତି ଆଉ ୩ ।

Pension Scheme
ନୂଆ ନିୟମ ! ପତ୍ନୀ ଚାହିଁଲେ ସ୍ୱାମୀ ପରିବର୍ତ୍ତେ ପିଲାଙ୍କ ନାଁରେ କରିପାରିବେ ପେନ୍‌ସନ୍‌

ମହିଳା କର୍ମଚାରୀ ଚାହିଁଲେ ନିଜର ନୋମିନି ନିଜେ ବାଛିପାରିବେ । ନୂଆ ନିୟମରେ ସ୍ପଷ୍ଟ ଭାବେ କୁହାଯାଇଛି ଯେ, ଜଣେ ମହିଳା ନିଜ ସ୍ୱାମୀଙ୍କ ପରିବର୍ତ୍ତେ ପିଲାଙ୍କୁ ପେନ୍‌ସନ୍‌ ନୋମିନି ଭାବେ ରଖିପାରିବେ ।

IRCTC Super APP
ଗୋଟିଏ ସୁପର ଆପ୍‌ ଇନ୍‌ଷ୍ଟଲ କରିବେ, ବାକି ସବୁ ଭୁଲିଯିବେ...

IRCTCର ଏହି ନୂଆ ‘ସୁପର ଆପ୍‌’ ଯଦି ଜଣେ ଯାତ୍ରୀ ଡାଉନ୍‌ଲୋଡ୍‌ କରିବେ ତେବେ ଖୁବ୍‌ ସହଜରେ ସବୁ ସେବା ପାଇପାରିବେ । ଏନେଇ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।

Rape
ବୟଫ୍ରେଣ୍ଡ ସହ ବୁଲିବାକୁ ଯାଇଥିଲେ ନାବାଳିକା, ୧୩ ଜଣ କଲେ ଦୁଷ୍କର୍ମ...

ନିଜ ସାଙ୍ଗ ସାଥି ଫଟୋଗ୍ରାଫର ମାନଙ୍କୁ ମଧ୍ୟ ଡାକିଥିଲେ । ଏମିତି ମୋଟ ୧୧ ଜଣ ସେହି ନାବାଳିକାଙ୍କ ସହ ବାରମ୍ବାର ଦୁଷ୍କର୍ମ କରିଥିଲେ । 

Flight Crash
ଉଡ଼ିବା ବେଳେ ଘସି ହେଲା ଫ୍ଲାଇଟ୍‌, ଜଳିଗଲା ପୂରା ବିମାନ.. ଅଳ୍ପକେ ବର୍ତ୍ତିଲେ ୩୬୦ ଯାତ୍ରୀ

ଜଳନ୍ତା ବିମାନରେ ନିଆଁକୁ ଆୟତ୍ତ କରାଯାଇଛି। ସେପଟେ ତଟରକ୍ଷୀ ବାହିନୀ ବିମାନର କୌଣସି କ୍ଷତି ହୋଇନଥିବା ଏୟାରପୋର୍ଟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। 

Former BJD Leader
ଦୁର୍ନୀତି ବିରୋଧରେ କହିବାରୁ ପୂର୍ବତନ ବିଜେଡି ନେତାଙ୍କୁ ଛୁରାମାଡ଼

ତନ୍ମୟ ମହାନ୍ତିଙ୍କୁ ଛୁରାମାଡ଼ କରିଛନ୍ତି ଦୁଇ ଜଣ । ରେମୁଣା ବିଧାୟକ ସୁଂଧାଶୁ ପରିଡ଼ାଙ୍କୁ ଦାୟୀ କଲେ ।

Corona
ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା... ପୁଣି ୫ ପଜିଟିଭ..

ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୮କୁ ବୃଦ୍ଧି, ଜଣେ ସୁସ୍ଥ ସୂଚନା ।

Manorama Mohanty
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ ହେବେ ମନୋରମା ମହାନ୍ତି

ଗୁଜରାଟ ଅହମ୍ମଦାବାଦ ସ୍ଥିତ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଅଛନ୍ତି ମନୋରମା । ମନୋରମାଙ୍କ ପଦୋନ୍ନତି ହେବା ସହ ନୂଆ ଦାୟିତ୍ବ ଦିଆଯାଇଛି।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।