ସିନେମା ଜଗତଠାରୁ ଆରମ୍ଭ କରି ରାଜନୈତିକ କ୍ଷେତ୍ରରେ ମଧ୍ୟ ଦେଖାଯାଇଛି ଅନେକ ପରିବର୍ତ୍ତନ । ସାମରିକ କ୍ଷେତ୍ରରେ ମଧ୍ୟ ଭାରତ ଆହୁରି ସୁଦୃଢ଼ ହୋଇଛି ।
ପୂର୍ବରୁ ବ୍ୟବସାୟୀ ଜଣଙ୍କୁ କିଛି ଦୁର୍ବୁତ୍ତ ୧୦ଲକ୍ଷ ଟଙ୍କା ଦାଦା ବଟି ମାଗିଥିଲେ। ଦାଦାବଟି ନଦେବାରୁ ଏହି ଆକ୍ରମଣ ହୋଇଥିବା କୁହାଯାଉଛି।
ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି ।
ଆସନ୍ତା ଜାନୁଆରି ୭ ତାରିଖରୁ ମାଲଦାରୁ ନିୟମିତ ଭାବେ ଚାଲିବ ଏହି ଟ୍ରେନ।
ନୂଆ ବର୍ଷ ଆରମ୍ଭରୁ ବର୍ଷା ! ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ।
ଦିଗବାରେଣୀରୁ ବତୀଘର ଯାଏଁ ସମୁଦ୍ରକୂଳ ରାସ୍ତା ନୋ- ଭେହିକିଲ୍ ଜୋନ୍ । ସମସ୍ତ ଟୁରିଷ୍ଟ ବସ୍ ମାଳତୀପାଟପୁର ବସଷ୍ଟାଣ୍ଡରେ ରହିବ ।
ଯାନବାହନ ଯାଞ୍ଚ ସହିତ ବ୍ରେଥ୍ ଆନାଲାଇଜର୍ । କିଏ ମଦ ପିଇଥିଲା କି ଜାଣିବାକୁ ବ୍ରେଥ୍ ଆନାଲାଇଜର୍ ।
ଗୁଜରାଟ୍ ପର୍ଯ୍ୟଟନ ବିଭାଗ ଆରମ୍ଭ କରିବ ଯୋଜନା । ୨୦୨୪ ଦୀପାବଳୀ ଠାରୁ ବୁଡାଜାହାଜ ସେବା ଆରମ୍ଭ ଲକ୍ଷ୍ୟ ।
ମେଡ଼ିକାଲ ଷ୍ଟାଫ୍ ଓ 'ଆଲିସା' ନିର୍ଦ୍ଦେଶକଙ୍କ ନାଁରେ ଅଭିଯୋଗ । ଜାନୁଆରୀ ୫ ରେ ଆଦିବାସୀ ସଂଘର ରାୟଗଡ଼ା ବନ୍ଦ ଡାକରା ।
ରାଜ୍ୟରେ ସଂକ୍ରମଣ ବଢ଼ିବା ଆଶଙ୍କାକୁ ନେଇ ସତର୍କତା । ନୂଆବର୍ଷ ଉତ୍ସବ ଘରେ ପାଳିବାକୁ ସ୍ବାସ୍ଥ୍ୟ ବିଭାଗର ଅପିଲ ।
‘କଂଗ୍ରେସରେ ଥିଲା ବେଳେ ବିଜୁ ବାବୁ ପାରାଦୀପ ବନ୍ଦର କରିଥିଲେ’ । ‘ନବୀନଙ୍କ ବେଳେ ନୁହେଁ, ଜାନକୀ ମୁଖ୍ୟମନ୍ତ୍ରୀ ଥିଲା ବେଳେ IOCL ହୋଇଥିଲା’ ।
'ଇଣ୍ଡିଆନ୍ କାଉନସିଲ୍ ଅଫ୍ ହିଷ୍ଟୋରିକାଲ୍ ରିସର୍ଚ୍ଚ ପକ୍ଷରୁ ଗବେଷଣା ହେବ' । 'ସ୍ୱାଧିନତା ସଂଗ୍ରାମର ଅଜଣା ନାୟକଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯିବ' ।
ଯାତ୍ରୀଙ୍କ ଭାଗ୍ୟ ଭଲ ଯେ ସେହି ନଦୀଟି ପୁରା ବରଫ ପାଲଟିଯାଇଥିଲା । ଯାହାଫଳରେ ବିମାନଟି ଲ୍ୟାଣ୍ଡ କଲା ।
ଏହି ଉତ୍ସବ ସାରା ଦେଶରେ ଏକ ସକରାତ୍ମକ ମାହୋଲ ସୃଷ୍ଟି କରିବ । ଶାନ୍ତି ଓ ମୈତ୍ରୀ ପାଇଁ ଏହି ଜାନୁଆରୀ ୨୨ରେ ଦୀପ ଜଳାଇ ଦୀପାବଳି ପାଳିବାକୁ ଆହ୍ୱାନ ଦେଇଛନ୍ତି ମୋଦି ।
ପ୍ରତିଶୋଧ ନେବା ପାଇଁ ସେ ଶେଖରଙ୍କୁ ପାନେ ଦେବେ ବୋଲି ଚିନ୍ତା କଲେ । ଆଉ ବସ୍କୁ ଫସେଇବା ପାଇଁ ଆରମ୍ଭ କରିଥିଲେ ଷଡ଼ଯନ୍ତ୍ର ।
ଏହି ମହିଳା ଜଣକ ହେଉଛନ୍ତି ଅଫସାନା ଖାତୁନ । ୬ ବର୍ଷ ପୂର୍ବେ ନିଜାମୁଦ୍ଦିନ ନାମକ ଜଣେ ବ୍ୟକ୍ତିଙ୍କୁ ବିବାହ କରିଥିଲେ । ତାଙ୍କର ଦୁଇଟି ପୁତ୍ର ସନ୍ତାନ ରହିଛି । ଜଣକର ବୟସ ୨ ଓ ଅନ୍ୟ ଜଣଙ୍କୁ ୪ ବର୍ଷ ।
ସିଭିଲ ଓ ମେକାନିକାଲ ଉଭୟ କ୍ଷେତ୍ରରେ ଆସିଷ୍ଟାଣ୍ଟ ଇଞ୍ଜିନୟର ପାଇଁ ମୋଟ ୬୨୧ ପଦବୀ ପୁରଣ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ସେଥିମଧ୍ୟରୁ ସିଭିଲ ପାଇଁ ୫୮୦ ପଦବୀ ଓ ମେକାନିକାଲ ପାଇଁ ୪୧ ପଦବୀ ଖାଲି ରହିଛି ।
ବନ୍ଧୁ ବାନ୍ଧବଙ୍କ କହିବା କଥା, ପୂରା ପରିବାର ଏକ ରୁଟିନ ଲାଇଫ୍ ମେଣ୍ଟେନ୍ କରୁଥିଲେ । ସେମାନଙ୍କର ଗମ୍ଭୀର ସ୍ୱାସ୍ଥ୍ୟ ଜନିତ ସମସ୍ୟା ଥିଲା । ଶେଷ ଥର ପାଇଁ ସେମାନଙ୍କୁ ୨୦୧୯ରେ ଦେଖିବାକୁ ମିଳିଥିଲା । ତା’ପରଠାରୁ ତାଙ୍କ ଘର ତାଲା ପଡ଼ିଛି ।
ଗତଥର କେନ୍ଦ୍ର ସରକାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ଏହି କ୍ରମରେ ପେଟ୍ରୋଲ ଏବଂ ଡିଜେଲରେ ଲିଟର ପିଛା ୧୩ ଏବଂ ୧୬ ଟଙ୍କା ହ୍ରାସ ପାଇଥିଲା ।