ବନ ବିଭାଗକୁ ଖବର ଦିଆଯିବା ପରେ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏହା ଏକ କଲରାପତରିଆ ବାଘ ବୋଲି ଅନୁମାନ କରାଯାଉଛି।
ଡିସେମ୍ବର ମାସ ଯାକ ମଦ୍ୟପାନ କରି ଗାଡି ଚାଳନା, ହେଲମେଟ ବିହୀନ ଗାଡ଼ି ଚାଳନା, ଅତ୍ୟଧିକ ବେଗରେ ଗାଡ଼ି ଚାଳନା, ଗାଡ଼ି ଚାଳନା ବେଳେ ମୋବାଇଲ ବ୍ୟବହାର, ରଙ୍ଗସାଇଡ ଗାଡ଼ି ଚାଳନା ଓ ମାଲବାହୀ ଯାନରେ ଓଭରଲୋଡିଂ ଆଦିକୁ କଡ଼ାକଡ଼ି ଭାବେ ଯାଞ୍ଚ କର ।
ବିଧାନସଭା ନିର୍ବାଚନରେ ମଧ୍ୟ ବିଜେପିର ଭୋଟ୍ ପ୍ରତିଶତ ବୃଦ୍ଧି ପାଉଥିବା ଧର୍ମେନ୍ଦ୍ର କହିଛନ୍ତି।
ଡିସେମ୍ବର ୧୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଏହି ଆବେଦନ ପ୍ରକ୍ରିୟା ୫ ଜାନୁଆରୀ ୨୦୨୪ ପର୍ଯ୍ୟନ୍ତ ଚାଲିବ ।
ନିଜ ପାଇଁ ସଂଘର୍ଷ କରୁଥିବା ସହଦେବଙ୍କ ପରିବାର ଏବେ ମଧ୍ୟ ସରକାରୀ ସହାୟତା ଅପେକ୍ଷାରେ । ଆବାସ ଯୋଜନାରେ ଖଣ୍ଡେ ଘର ଓ ଆଉ ଦୁଇ ଜଣଙ୍କୁ ମାସିକ ରାସନ୍ ଯୋଗାଇ ଦେଲେ ତାଙ୍କର ଦୁଃଖ ଲାଘବ ହୋଇପାରନ୍ତା ।
ଗଣପତିଙ୍କ ପାଖରେ ବର୍ତ୍ତମାନ ୫୦ଟି କୁକୁଡା ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫ଟି ଲଢୁଆ କୁକୁଡା ରହିଛନ୍ତି । ଟାଇଗରକୁ କିଣିବା ପାଇଁ ଏବଂ ତାକୁ ଦେଖିବାକୁ ବିଭିନ୍ନ ଜିଲ୍ଲାରୁ ଲୋକମାନେ ଆସୁଥିବା ଦେଖିବାକୁ ମିଳିଛି ।
ଲୋକସଭା ସେକ୍ରେଟାରିଏଟର ଅନୁରୋଧ କ୍ରମେ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି କମିଟି ଗଠନ କରାଯାଇଛି ।
ଗତ ୩୦ ତାରିଖ ରାତିରେ ସଂପୃକ୍ତ ମହିଳା PEOଙ୍କ ବାସଭବନକୁ ଆସିଥିଲେ। ଆଉ ସଂଜିତଙ୍କୁ ଶୋଇଥିବା ଅବସ୍ଥାରେ ତକିଆରେ ମୁହଁକୁ ଚାପି ହତ୍ୟା କରିବା ପରେ ଘଟଣାସ୍ଥଳରୁ ଖସିଯାଇଥିଲେ। ଶେଷରେ ସଦର ପୋଲିସ ସଂପୃକ୍ତ ମହିଳାଙ୍କୁ ଗିରଫ କରିଛି।
ବୋମା ତିଆରି କରୁଥିବା ଛାତ୍ର ଜଣକ ହେଉଛନ୍ତି ଆଲ୍ହାବାଦ ବିଶ୍ୱବିଦ୍ୟାୟରେ ଏମ୍ଏ ପାଠ ପଢ଼ୁଥିବା ପ୍ରଭାତ ଯାଦବ । ସେ ପିସି ବାନାର୍ଜୀ ହଷ୍ଟେଲ୍ରେ ରହୁଥିଲେ । ସେଇଠାରେ ହିଁ ଏହି ବୋମା ବିସ୍ଫୋରଣ ହୋଇଛି ।
ତିନି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ସାଙ୍ଗନୌର ବିଧାୟକ ଭଜନଲାଲ ଶର୍ମାଙ୍କୁ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି ।
ମହିଳାମାନେ ଶିବରାଜଙ୍କୁ ଧରି କାନ୍ଦୁଥିବାର ଏକ ଭିଡିଓ ମଧ୍ୟ ଦେଖିବାକୁ ମିଳିଛି । ସେହି ମହିଳାଙ୍କ ମଧ୍ୟରେ ଗୋଟିଏ କଥା ଥିଲା, ଆମେ ଆପଣଙ୍କ ମୁହଁକୁ ଚାହିଁ ଦେଇଥିଲୁ ଭୋଟ ।
ରାଜ୍ୟପାଳ କହିଛନ୍ତି ଯେ, ‘ଯଦି ମୁଖ୍ୟମନ୍ତ୍ରୀ ମୋର କୌଣସି କଥା ସହ ସହମତ ନୁହଁନ୍ତି, ତେବେ ଏହାର ଅର୍ଥ ନୁହେଁ ଯେ ସେ ମୋତେ ଶାରୀରିକ ଭାବେ ଆଘାତ ଦେବାକୁ ଷଡ଼ଯନ୍ତ୍ର କରିବେ ।’
ଏକାଧିକ ଲୁଟ୍ ମାମଲାରେ ଲୁଟେରା ସିସିଟିଭି ନଜରକୁ ଆସିଥିଲେ ବି ପୋଲିସ୍ କିନ୍ତୁ ସେମାନଙ୍କ ପାଖରେ ପହଞ୍ଚି ପାରିନାହିଁ।
ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ତାଙ୍କ ନାଁରେ ମାମଲା ଚାଲୁ ରହିଛି। ଅର୍ଚ୍ଚନାଙ୍କ ସ୍ୱାମୀଙ୍କ ନାଁରେ ବି ମାମଲା ଚାଲିଥିବା ବେଳେ ସେ ପୂର୍ବରୁ ଜାମିନରେ ଆସିଛନ୍ତି।
ରେଭେନ୍ସା ବିଶ୍ୱବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗର ସବୁଜ ଘରେ କରାଯାଉଛି ଏହି ଏକ୍ସପେରିମେଣ୍ଟ।
ବରାଗଡ ପ୍ରାଥମିକ ବିଦ୍ୟାଳୟରେ ୪୭ ପିଲାଙ୍କ ପାଇଁ ଜଣେ ଶିକ୍ଷୟିତ୍ରୀ । ଉତ୍ତରା ଶାସନ ପ୍ରାଥମିକ ବିଦ୍ୟାଳୟରେ ୯୮ ପିଲାଙ୍କ ପାଇଁ ୯ଜଣ ଶିକ୍ଷକ ।
ଜେରାରୁ ମିଳୁଥିବା ସୂଚନାରୁ ବାହାରେ କରାଯାଉଛି ରେଡ୍ । ଆଜି ବି ଟିଟିଲାଗଡ଼ର କିଛି ସ୍ଥାନରେ ରେଡ୍ ହେବାର ସୂଚନା ମିଳିଛି ।
ଆଭ୍ୟନ୍ତରୀଣ ଓଡିଶାରେ ଶୀତର ପ୍ରଭାବ ଅଧିକ ରହିଛି। ଆସନ୍ତା ଦୁଇ ଦିନ ଭିତରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଓଡ଼ିଶାରେ ଚର୍ଚ୍ଚିତ ଓ ବଡ଼ ଆୟକର ରେଡ୍ । ରେଡକୁ ନେଇ ସାରା ଦେଶ ତାଟକା ।
୫ ହଜାର ଜନସଂଖ୍ୟା ବିଶିଷ୍ଟ ଏହି ପଞ୍ଚାୟତର ୧୨ଶହରୁ ଅଧିକ ଯୁବକ ଓ ଯୁବତୀ ରାଜ୍ୟ ବାହାରେ ପେଟପାଟଣା ପାଇଁ ଖଟୁଛନ୍ତି।