ଚୀନରେ ଶିଶୁଙ୍କଠାରେ ଶ୍ୱାସକ୍ରିୟା ସଂପର୍କିତ ରୋଗ ବ୍ୟାପୁଥିବା ଖବର ସାରା ବିଶ୍ୱରେ ଚର୍ଚ୍ଚା ସୃଷ୍ଟି କରିଥିଲା ।
ଓଡିଶା ଓ ଆନ୍ଧ୍ର ମଧ୍ୟରେ କୋଟିଆ ପଂଚାୟତର ଗାଁ ଗୁଡିକୁ ନେଇ ସୀମା ବିବାଦ ଚାଲିଥିବାବେଳେ ଉପର ସେମ୍ବିରେ ପୋଷ୍ଟ ଅଫିସ ଖୋଲିବା ସହ ସେହି ଗାଁ ଠିକଣାକୁ ଆନ୍ଧ୍ରରେ ସାମିଲ କରିବାକୁ ଚକ୍ରାନ୍ତ କରିଥିଲା ଆନ୍ଧ୍ର।
୫ ଓ ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେଣୁ ଏହି ୫ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି।
ମୋବାଇଲ୍ ଫୋନ୍ ରେ କଥା ହୋଇପାରୂନଥିବାରୁ ବହୁ ଦର୍ଶକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
୫ ରାଜ୍ୟରେ ଭୋଟ୍ ଗଣତିକୁ ନେଇ ଚରମ ଉତ୍କଣ୍ଠା । ଓଡ଼ିଶା ରାଜନୀତିରେ ପ୍ରଭାବକୁ ନେଇ ତେଜିଲା ରାଜନୀତି ।
ଓଡ଼ିଶାକୁ ଫେରିବା ପରେ ଭବ୍ୟ ସମ୍ବର୍ଦ୍ଧନା । ଓଡ଼ିଶା ଫେରି ଆଶ୍ୱସ୍ତିର ନିଶ୍ୱାସ ମାରିଲେ ଉଦ୍ଧାର ଶ୍ରମିକ ।
କେନ୍ଦ୍ରକୁ ରାଜ୍ୟର ଅସହଯୋଗ ନେଇ ଅସନ୍ତୋଷ ଝାଡିଲେ କେନ୍ଦ୍ରମନ୍ତ୍ରୀ । ୫ ରାଜ୍ୟର ଫଳାଫଳ ପରେ ସ୍ବର ଆହୁରି ଶାଣିତ ହେବା ଅନୁମାନ ।
ଗତକାଲି ହସପିଟାଲରେ ଆତଙ୍କ ଖେଳାଇଥିଲେ ଦୁର୍ବୃତ୍ତ । ଅନଶନସ୍ଥଳରେ ରୋଗୀ ଦେଖିଲେ ଡାକ୍ତର ।
ଆଲିସାନ କୋଠା ସହ ବିପୁଳ ଧନର ହିସାବ କରୁଛି ଭିଜିଲାନ୍ସ । କରିତକର୍ମା ପୁଅ ପାଇଁ ଅକଳରେ ପଡ଼ିଗଲେ ରିଟାୟାର୍ଡ ବାପା ।
ମାଓ ଦମନ ପାଇଁ ଜୋରଦାର ପ୍ରୟାସ କରୁଛି ବିଏସଏଫ୍ । କନ୍ଧମାଳ ଉପରେ ରଖାଯାଇଛି ସ୍ବତନ୍ତ୍ର ଫୋକସ ।
ତାମିଲନାଡୁର କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି । ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ ସ୍ପଷ୍ଟ ହୋଇନି ।
ଝିଅର ନୂଆ ଦାୟିତ୍ୱକୁ ନେଇ ଖୁସି ବାପା ମା’ । ଦେଶର ପ୍ରଥମ ମହିଳା ଭାବେ ବନିଲେ ଏଡ୍ ଡି’ କ୍ୟାମ୍ପ ।
ଆପଣ ପୂର୍ବରୂ ମଧ୍ୟ ଏଭଳି କାହାଣୀ ଶୁଣିଥିବେ । ଏଥିରେ ଆପଣଙ୍କୁ କିଛି ନୂଆ ଲାଗୁନଥିବ । କିନ୍ତୁ ଏହି କାହାଣୀରେ ରହିଛି ଏକ ବଡ଼ ଟ୍ୱିଷ୍ଟ । ଆଉ ତାହା ହେଲା ବ୍ଲାକ୍ମେଲ୍ କରିଥିବା ବ୍ୟକ୍ତି ଜଣକ ଜଣେ ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ !
ଉତ୍ତରକାଶୀ ସଫଳ ଟନେଲ୍ ଅପରେସନକୁ ନେଇ ଆଶ୍ୱସ୍ତ ଦେଶ । 'ଚିନୁକ'ରେ ଶ୍ରମିକଙ୍କୁ ନିଆଗଲା ରିଷିକେଶ AIIMS ।
ଆଧାର ଜନିତ ପେମେଣ୍ଟ ସେବା ଫ୍ରଡ୍ ବାବଦକୁ ନେଇ ମଧ୍ୟ କହିଛନ୍ତି ଶ୍ରୀ ଜୋଶୀ । ସେ କହିଛନ୍ତି ଏନେଇ ରାଜ୍ୟ ସରକାରଙ୍କୁ ସତର୍କ କରାଯାଇଛି । ଲୋକଙ୍କ ତଥ୍ୟ ଯେପରି ଚୋରି ନହୁଏ, ସେଦିଗ ଉପରେ ଅଧିକ ଗୁରୁତ୍ୱ ଦେବାକୁ ରାଜ୍ୟଗୁଡ଼ିକୁ କୁହାଯାଇଛି ।
ବ୍ୟବସାୟୀଙ୍କୁ ସିଏମସି ଟିମ ତାଗିଦ କରିବା ସହ ଏପରି ଆଗକୁ କଲେ ବଡ ଫାଇନ ଓ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବେ ବୋଲି ଚେତାବନୀ ଦେଇଛନ୍ତି।
ବର୍ତ୍ତମାନ ଦାଲାଲମାନେ ପ୍ରତ୍ୟେକ ଦିନ ନୂଆ ନୂଆ ଲୋକ ଆଣି ଲାଇନରେ ଛିଡ଼ା କରୁଥିବା ସୂଚନା ମିଳିଛି।
ବିଭିନ୍ନ ବ୍ୟାଙ୍କ ଜରିଆରେ ଡିସେମ୍ବରରୁ ଆରମ୍ଭ ହେବ କାର୍ଯ୍ୟକ୍ରମ । କଏନ ସହ ମଇଳା ଓ ଚିରାଫଟା ନୋଟ୍ ବି ବଦଳାଇ ହେବ ।
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧି ବଢ଼ିଲା । ଉପକୃତ ହେବେ ପ୍ରାୟ ୮୧ କୋଟି ହିତାଧିକାରୀ ।
ଏଠି ୧୦ଟି ଶ୍ରେଣୀର ପିଲା ପଢ଼ୁଛନ୍ତି, ହେଲେ ସେମାନଙ୍କ ପାଇଁ ଆଛି ମାତ୍ର ୨ଟି ଶ୍ରେଣୀ ଗୃହ। ପରିସ୍ଥିତି ଏମିତି ହୋଇଛିଯେ, ଅଫିସ୍ ଘରେ ବି ଚାଲିଛି ପାଠପଢ଼ା।