ସକାଳୁ ସକାଳୁ ମନ୍ଦିରକୁ ଆସିଥିଲେ ମାଆ ଝିଅ । ହେଲେ ଚଢ଼ିଗଲା ପିକ୍ଅପ୍ ଭ୍ୟାନ ।
୬ ମାସ ହେଲା ଧାର କରି ଚଳାଉଛନ୍ତି ଶିକ୍ଷକ ଓ SHG ଗ୍ରୁପ୍ । କେନ୍ଦ୍ର ଟଙ୍କା ଦେବାରେ ଢିଲା କରୁଛି, ସେପଟେମ୍ବର ଯାଏଁ ଆସିଛି-ଜିଲ୍ଲାପାଳ ।
ଅନ୍ୟ ଜଣଙ୍କୁ ବିବାହ ପାଇଁ ଆବେଦନ କରିଛନ୍ତି ବିଜୟଶଙ୍କର । କଟକ ସବ୍ ରେଜିଷ୍ଟ୍ରାର କୋର୍ଟରେ ବିବାହ ପାଇଁ ଆବେଦନ ହୋଇଛି ।
ସହିଦ ନଗର ଥାନାରେ ଅଭିଯୋଗ ହୋଇଛି । ଅପହରଣ ପଛର କାରଣ ଜଣା ପଡିନଥିବା ବେଳେ ପୋଲିସ ଛାନଭିନ ଆରମ୍ଭ କରିଛି।
୮ଟି କ୍ଲାସର ୧୫୬ ପିଲାଙ୍କ ପାଇଁ ଗୋଟିଏ ଶ୍ରେଣୀଗୃହ । କେବେ ବଦଳିବ ତୁମୁଡ଼ିବନ୍ଧ ଝିରିପାଣି ଉଚ୍ଚ ବିଦ୍ୟାଳୟର ଭାଗ୍ୟ ?
ସ୍ୱଳ୍ପ ବସ୍ତ୍ର ପିନ୍ଧା ସାଧୁ ଓ ସେବକଙ୍କ ପାଇଁ କି ନିୟମ, ଉଠିଲା ପ୍ରଶ୍ନ । ମ୍ୟାନେଜିଂ କମିଟିର ବିନା ଅନୁମୋଦନରେ ନିଷ୍ପତ୍ତିକୁ ନେଇ ବିବାଦ ।
ଫେରାର୍ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ତଲାସି ଆରମ୍ଭ କରିଛି ।
ଭାରତୀୟ ସେନାର ତ୍ରିଶକ୍ତି କୋର ଦେଖାଉଛି ପରାକ୍ରମ । ବିଛିନ୍ନ ଅଞ୍ଚଳକୁ କରାଯାଉଛି ଯୋଗାଯୋଗ ।
ସୋସିଆଲ ମିଡିଆରେ ସେୟାର କଲା ଭିଜୁଆଲ । ଇସ୍ରାଏଲ ଓ ଜୋର୍ଡାନ ଯିବେ ବାଇଡେନ । ବାଇଡେନଙ୍କ ଗସ୍ତ ଉପରେ ନଜର ।
ଚଳଚ୍ଚିତ୍ର ମିମି ପାଇଁ କ୍ରୀତି, ଗଙ୍ଗୁବାଇ କାଥିଆୱାଡ଼ ପାଇଁ ଆଲିଆ ପୁରସ୍କୃତ । ପଙ୍କଜ ତ୍ରିପାଠୀ ଶ୍ରେଷ୍ଠ ସହଅଭିନେତା, ପଲ୍ଲବୀ ଯୋଶୀ ଶ୍ରେଷ୍ଠ ସହଅଭିନେତ୍ରୀ ।
ଦୀର୍ଘ ୩ ବର୍ଷ ହେଲାଣି, ନଈ କୂଳ ଆମ୍ବ ଗଛ ମୂଳେ ପାଠ ପଢୁଛନ୍ତି ଷଷ୍ଠ ଶ୍ରେଣୀ ପିଲା।
ଭୁବନେଶ୍ୱରରୁ ଗୌହାଟି ମାତ୍ର ଦେଢ଼ ଘଣ୍ଟା ଲାଗିବ । ପ୍ରତିଦିନ ଏହା ଅପରାହ୍ନ ୧ଟା ୨୫ରୁ ଭୁବନଶ୍ୱରରୁ ଛାଡ଼ିବ ଓ ୨ଟା ୫୫ରେ ଗୌହାଟିରେ ପହଞ୍ଚିବ ।
ରକେଟ ସାହାଯ୍ୟରେ ଗଗନୟାନ କ୍ରୁ ମଡ୍ୟୁଲର ଏକ ଅବିକଳ ପ୍ରତିରୂପକୁ ପୃଥିବୀ ପୃଷ୍ଠରୁ ୧୭ କିଲୋମିଟର ଉଚ୍ଚକୁ ପଠାଯିବ ଏବଂ ସେଠାରୁ ଏହା ଖସି ବଙ୍ଗୋପସାଗରରେ ପଡ଼ିବ ।
ଇନଫୋସିଟି ଥାନା ଅଧୀନରେ ଥିବା ରାଜବାଟିକାରୁ ଚୋରି ହୋଇଥିବାର ଅଭିଯୋଗ ହୋଇଛି । ଏକା ଥରେ ଗୋଟିଏ ଆପାର୍ଟମେଣ୍ଟର ୪ଟି ଘରୁ ଚୋରି ହୋଇଛି ।
୨୮ ତାରିଖ ପୂର୍ବରୁ ନଶୁଣିଲେ ଆନ୍ଦୋଳନ ଚେତାବନୀ । ରତ୍ନଭଣ୍ଡାର ପ୍ରସଙ୍ଗରେ ବିଜେପି କହିଲା ଗଜପତିଙ୍କୁ ଭେଟିବୁ ।
ମନ୍ତ୍ରୀପଦ ଯିବା ପରେ ରୋହିତ ମନ ବଳାଇଥିବା ଜୟନାରାୟଣଙ୍କ ମନ୍ତବ୍ୟ । ଜୟନାରାୟଣଙ୍କ ମନ୍ତବ୍ୟକୁ ନେଇ ଜୋରଦାର ଚର୍ଚ୍ଚା, ରୋହିତ ପୂଜାରୀଙ୍କ ଖଣ୍ଡନ ।
ନାରୀ ନିର୍ଯାତନା ବିବାଦରେ ଫସିଥିବା ସତ୍ତ୍ୱେ ପୁଣି ଥରେ ସମୀରଙ୍କ ପାଇଁ ଭୋଟ ମାଗିବାକୁ ନେଇ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଲାଞ୍ଚ ଅଭିଯୋଗରେ ଗତକାଲି ସିବିଆଇ ଦ୍ୱାରା ଗିରଫ ହେବା ପରେ ସାମ୍ନାକୁ ଆସିଛି ଦୁର୍ନୀତିଗ୍ରସ୍ତ ଡାକ୍ତରଙ୍କ କଳା କାହାଣୀ ।
ଅପରପକ୍ଷେ ପବିତ୍ର ମହାଳୟା ଅମାବାସ୍ୟାରେ ମା’ ସମଲେଶ୍ୱରୀ ଆଜି ଧବଳମୁଖୀ ବେଶରେ ଦର୍ଶନ ଦେଇଥିଲା ବେଳେ ବିଭିନ୍ନ ପୂଜା ମଣ୍ଡପରେ ମାଆଙ୍କ ମୃଣ୍ମୟୀ ପ୍ରତିମାରେ ଆଜି ଖଡିଲାଗି କରାଯାଇଛି ।
ଲୁଟ୍ପାଟ କରୁଥିଲେ ତାର ସହଯୋଗୀ ଲଣ୍ଡା ଓ ସାନ ଲଣ୍ଡା । ଏହି ସୁନ୍ଦରୀ ଲୁଟେରା ସମେତ ପୁରା ଗ୍ୟାଙ୍ଗକୁ ତଡ଼ିପାର କରିବାକୁ ଯୋଜନା କରୁଛି ପୋଲିସ୍ ।