• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Mahadev Online Betting App
ମହାଦେବ ବେଟିଂ ଆପ୍‌ ମାମଲା, ଜୁସ୍‌-ଟାୟାର ଦୋକାନୀ ରାତାରାତି କୋଟିପତି ! ବଲିଉଡ୍‌କୁ ଘାଣ୍ଟୁଛି ED

ଛତିଶଗଡ଼ ଭିଲାଇର ସୌରଭ ଚନ୍ଦ୍ରକର ଓ ରବି ଉପ୍ପଲଙ୍କ ଏହି କମ୍ପାନି ଜରିଆରେ କୋଟି କୋଟି ଟଙ୍କା ହୱାଲା ମାଧ୍ୟମରେ ଏହି ଷ୍ଟାର୍ ମାନଙ୍କୁ ଦିଆଯାଇଥିବା ଅଭିଯୋଗ ରହିଛି ।

Cyclone Alert
ଦଶହରା ବେଳେ ଆସିବ କି ବାତ୍ୟା ? ଲୋକସେବା ଭବନରେ ବସିଲା ବଡ଼ ବୈଠକ...

ବାତ୍ୟା ମୁକାବିଲା ପାଇଁ ଲୋକସେବା ଭବନରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ।

Kapil Sharma, Mahadev AAP
ରଣବୀରଙ୍କ ପରେ କପିଲ ଶର୍ମା-ହୁମା କୁରେଶି-ହିନା ଖାନ୍‌ଙ୍କୁ ED ନୋଟିସ

ସିଧାସଳଖ ଇଡି ସ୍କାନରକୁ ଆସିଥିଲେ ସୌରଭ ଏବଂ ସେ ପ୍ରମୋଟର ଥିବା ମହାଦେବ ବେଟିଂ ଆପ୍ ।

Student Election
ରାଜ୍ୟରେ କାହିଁକି ବନ୍ଦ ଛାତ୍ର ସଂସଦ ନିର୍ବାଚନ ? ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

ସପ୍ତାହେ ଭିତରେ ଉତ୍ତର ଦେବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଏବିଭିପି ଛାତ୍ର ସଂଗଠନର ଆବେଦନ ଆଧାରରେ କୋର୍ଟ ନୋଟିସ୍ ।

Crackers Blast
ରାସ୍ତାରେ ଶୁଖୁଥିଲା ବାଣ ! ଚଢ଼ିଗଲା ଡାକ୍ତରଙ୍କ କାର୍, ବିସ୍ଫୋରଣ ପରେ ୧୫ ଫୁଟ ଉଚ୍ଚରୁ ପଡ଼ିଲା

ପୁଣି ବେଆଇନ୍ ବାଣ ତିଆରି ପାଇଁ ଅଘଟଣ । କେନ୍ଦ୍ରାପଡ଼ା ଜିଲ୍ଲା ଖଣ୍ଡିଆବନ୍ଧ ଗାଁର ଘଟଣାକୁ ନେଇ ଉଦବେଗ ।

Sikkim Flood
ପ୍ରଳୟଙ୍କାରୀ ସିକ୍କିମ୍ ବନ୍ୟା ! ଏବେ ବି ଟନ୍ ଟନ୍‌ କାଦୁଅ ତଳେ ଭାରତୀୟ ଯବାନ...

ପ୍ରଳୟଙ୍କରୀ ବନ୍ୟାରେ ୧୪ ମୃତ, ଶତାଧିକ ନିଖୋଜ । ଚୌଦ୍ୱାରର ନବଦଂପତିଙ୍କ ସମେତ ଫସିଛନ୍ତି ୩ ହଜାର ପର୍ଯ୍ୟଟକ ।

Sikkim Flood
ପ୍ରଳୟଙ୍କରୀ ବନ୍ୟାରେ ୧୪ ମୃତ, ଶତାଧିକ ନିଖୋଜ

ଛାତିକୁ ପଥର କରି ସେଇ ବନ୍ୟା ପାଣିରେ ପଶି, ବିପଦ ଆଁରୁ ବିପନ୍ନଙ୍କୁ ଟାଣି ଆଣୁଛନ୍ତି ସେନାର ସିପାହୀ ।

Madhyapradesh BJP
ଶିବରାଜଙ୍କ ବଡ଼ ଘୋଷଣା ! ମହିଳାଙ୍କ ପାଇଁ ରହିବ ୩୫% ସରକାରୀ ଚାକିରି

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଥିବା ବେଳେ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

AAP MP Sanjay Singh
ଦିଲ୍ଲୀ ମଦ ଦୁର୍ନୀତି ମାମଲା: AAP ସାଂସଦ ସଞ୍ଜୟଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ED

ଦିଲ୍ଲୀର ରାଉଜ୍ ଏଭେନ୍ୟୁ କୋର୍ଟରେ ହାଜର । ୧୦ ଦିନ ପାଇଁ ରିମାଣ୍ଡରେ ନେବାକୁ ED କରିଥିଲା ଆବେଦନ ।

Asian Games 2023
Asian Games: ତୀରନ୍ଦାଜୀରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ

ପୁରୁଷ ଟିମ୍ ଇଭେଣ୍ଟରେ କୋରିଆକୁ ହରାଇ ସ୍ୱର୍ଣ୍ଣ ହାସଲ । ୨୧ ସ୍ୱର୍ଣ୍ଣ, ୩୧ ରୌପ୍ୟ, ୩୨ ବ୍ରୋଞ୍ଜ ସହ ୮୪ ପଦକ ।

Utkal University
ପୁଣି ବାଣୀବିହାର ଅଶାନ୍ତ ! ଛାତ୍ର ସଂସଦ ଅଫିସରେ ଅଣଛାତ୍ରଙ୍କ ଭଙ୍ଗାରୁଜା

ସଭାପତି ଓ ସାଧାରଣ ସମ୍ପାଦକଙ୍କ ନାମ ଫଳକୁ ଭାଙ୍ଗିଦେଲେ ଅଣ ଛାତ୍ର ।

Elevator
ଲିଫ୍ଟ ଭିତରୁ କୁନି ଝିଅର କାନ୍ଦ.. ହେ ଭଗବାନ, ମୋତେ ବଞ୍ଚାଅ...

୨୦ ମିନିଟ୍ ପରେ ଲିଫ୍ଟଟି ହଠାତ୍ ଖୋଲିବା ପରେ ଝିଅଟି ବାହାରକୁ ଆସିଥିଲା । 

Sikkim Flood,
ସିକ୍କିମର ପ୍ରଳୟଙ୍କାରୀ ବନ୍ୟାରେ ହଜିଯାଇଛନ୍ତି ଓଡ଼ିଆ ଯବାନ !

ଯବାନ ମାନେ ତିସ୍ତା ନଦୀ ନିକଟରେ ଲୋକଙ୍କୁ ରେସ୍କ୍ୟୁ କରୁଥିଲେ । ହେଲେ ଅଚାନକ ୧୫ରୁ ୨୦ ଫୁଟ ଜଳସ୍ତର ବଢ଼ିଯିବା ଫଳରେ ଘଟିଗଲା ଏତେ ବଡ଼ ବିପର୍ଯ୍ୟୟ ।

Scholarship Fraud
ଖାଇଗଲେ ପିଲାଙ୍କ ମେଧାବୃତ୍ତି ଟଙ୍କା ! ତାଲିକାରେ ନାଁ ପିଲାଙ୍କର, ଆକାଉଣ୍ଟ କଲେଜର

୪ ବର୍ଷରେ ୫୮ କୋଟିର ହେରଫେର । ଭୂତ ଆକାଉଣ୍ଟରେ ୧୫ କୋଟି ଟଙ୍କା ।

Sradha, Politics
ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ପରେ ଆହୁରି ତେଜିଲା ଶ୍ରଦ୍ଧା ଝଡ଼ !

ଭିନ୍ନ ଭିନ୍ନ ଦିଗରେ ବିରୋଧୀ ଦଳ ନେତାଙ୍କ ସଣ୍ଢୁଆଶୀ ଆକ୍ରମଣ । ଏକ୍ସପଞ୍ଜ ପରେ ବି ସିଏମ୍ କାହିଁକି ଦେଲେ ସ୍ପଷ୍ଟୀକରଣ: ଜୟନାରାୟଣ ।

Crime
ମାଟ୍ରିମୋନି ସାଇଟରୁ ସଂପର୍କ, ପରେ ଯୁବତୀଙ୍କ ଗହଣା ଧରି ଚମ୍ପଟ ମାରିଲେ ଯୁବକ !

ଦେଢ଼ ଲକ୍ଷ ଟଙ୍କାର ଗହଣା ନେଇ ଛୁ ମାରିଲେ ଯୁବକ । ଆପତ୍ତିଜନକ ଭିଡିଓ ମାଗି ବ୍ଲାକମେଲିଂ ଅଭିଯୋଗ ।

Sikkim Flood
ଜୀବନ ରକ୍ଷା କରିବାକୁ ଯାଇଥିଲେ, ନିଜେ ହଜିଗଲେ !

ଏବେବି ସ୍ଥଳସେନା ଯବାନଙ୍କୁ ଖୋଜିବା ପାଇଁ ଅପରେସନ ଜାରି ରଖିଛି। ସେମାନଙ୍କ ସହ ଅନ୍ୟ ୨୦ ଜଣ ଲୋକ ବି ନିରୁଦ୍ଦିଷ୍ଟ ଅଛନ୍ତି ।

Gold Rate
ପାର୍ବଣରେ ରଙ୍ଗ ଭରିଲା ସୁନା ଦର, ମାସକରେ ଖସିଲାଣି ୨ ହଜାର ଟଙ୍କା

ଆହୁରି ୩ ହଜାର ଯାଏଁ ଖସିବା ନେଇ ଆକଳନ । ରୁପା କିଲୋପିଛା ଶସ୍ତା ହେଲାଣି ୭ ହଜାର ।

Money Saving Tips
Money Mantra: ରୋଜଗାର ସଞ୍ଚୟ କରିବାର ୫ ସରଳ ଟିପ୍‌ସ

ଅନ୍ୟମାନଙ୍କୁ ଦେଖି ନିଜ ପାଇଁ କିଣାକିଣି କରିବାକୁ ମନ ବଳିଲେ ସେଥିରୁ ନିବୃତ ରୁହନ୍ତୁ ଦେଖିବେ ଆପଣଙ୍କ ଝାଳବୁହା ଧନ ଅଯଥାରେ ଖର୍ଚ୍ଚ ହେବନି।

AAP MP Sanjay Singh Arrested
ମଦ ଦୁର୍ନୀତି ! AAP ସାଂସଦ ସଂଜୟଙ୍କୁ ଗିରଫ କଲା ED

ଦିଲ୍ଲୀର ମଦ ଦୁର୍ନୀତି ଯାଞ୍ଚ ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଛନ୍ତି ସଞ୍ଜୟ ସିଂହ। ଏହି ମାମଲାରେ ଆଜି ସାଂସଦଙ୍କ ଦିଲ୍ଲୀ ବାସଭବନରେ ଖୋଳତାଡ କରିଥିଲା ଇଡି।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।