• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

5 State Election
୨୪ ସାଧାରଣ ନିର୍ବାଚନ ପୂର୍ବରୁ ୫ ରାଜ୍ୟରେ ବାଜିଲା ସେମିଫାଇନାଲ୍ ବିଗୁଲ

ମଧ୍ୟପ୍ରଦେଶ, ରାଜସ୍ଥାନ ଓ ତେଲେଙ୍ଗାନା ସମେତ ୫ ରାଜ୍ୟରେ ଭୋଟ୍ ବିଗୁଲ୍ । ନଭେମ୍ବର ୭ରୁ ୩୦ ଭିତରେ ହେବ ବିଧାନସଭା ମତଦାନ ।

Laxmi Bus
CMO ସହ ଆଲୋଚନା ପରେ ବି ତୁଟିଲାନି ଲକ୍ଷ୍ମୀ ବସ୍ କେଁ..!

୧୨ରେ ମାଲକାନଗିରିରେ ମୁଖ୍ୟମନ୍ତ୍ରୀ କରିବେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ । ବିରୋଧୀ କହିଲେ ଗାଁ ଲୋକଙ୍କୁ ଭୋଟ୍ ଥୋପ ।

Srimandir
ଶ୍ରୀମନ୍ଦିର ଗଲେ କ'ଣ ପିନ୍ଧିବେ ?

ଜାନୁଆରୀ 1 ତାରିଖରୁ ସିଂହଦ୍ୱାରରେ ମୁତୟନ ଜେଟିପି ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକକୁ କରିବେ ତଦାରଖ ।

BJP Leader
ବିଚ୍‌ ରାସ୍ତାରେ BJP-BJP ବାଡ଼ିଆବାଡ଼ି

ଗଣ୍ଡୋଗଳ ସ୍ଥଳରେ ବିଜେପି ବରିଷ୍ଠ ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ବି ଦେଖିବାକୁ ମିଳିଥିଲା । 

Today Panchang
Today Panchang 7th October 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ ଘାତ ବାର- ବୃଷ,ସିଂହ ଓ କନ୍ୟା 

Dharmendra Pradhan
ଯଦି ଓଡ଼ିଶାରୁ ଲଢ଼ିବେ, କେଉଁଠୁ ଲଢ଼ିବେ ଧର୍ମେନ୍ଦ୍ର ?

ଓଡ଼ିଶାରୁ ଲୋକସଭା ଲଢ଼ିବାକୁ ଧର୍ମେନ୍ଦ୍ର ଇଚ୍ଛା କରିଥିବା ସୂଚନା ରହିଛି ।

Bar Girl
ଖାଲି ନାଚିଲେ ଚଳିବନି, ଖୁସି କରିବାକୁ ପଡ଼ିବ...ଡ୍ୟାନ୍‌ସରଙ୍କୁ ଏମିତି କହୁଛନ୍ତି ବାର୍ ମାଲିକ !

ଦେହ ବ୍ୟବସାୟ ପାଇଁ ମନା କଲେ ବାର ମାଲିକ ଯୁବତୀଙ୍କୁ ମାଡ଼ ମାରୁଛନ୍ତି । ଠିକ୍ ସେମିତି ଜଣେ ଯୁବତୀ ବାର୍‌ ମାଲିକଙ୍କଠାରୁ ମାଡ଼ ଖାଇବା ପରେ ଏନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି ।

NSD Director Chitaranjan Tripathy
NSD ନିର୍ଦେଶକ ହେଲେ ଓଡ଼ିଆ ପୁଅ ଚିତ୍ତରଞ୍ଜନ ତ୍ରିପାଠୀ

ଚିତ୍ତରଂଜନ ବହୁ ହିନ୍ଦି ସିରିଏଲ,ଫିଲ୍ମ, ୱେବ ସିରିଜରେ ଅଭିନୟ କରିଛନ୍ତି । ନେଟଫ୍ଲିକ୍ସର ସାକ୍ରେଡ ଗେମ୍‌ର ତ୍ରିବେଦୀ ଚରିତ୍ର ପାଇଁ ସେ ବେଶ ଜଣାଶୁଣା ।

Gold Medal
Asian Games: ଜାପାନ୍‌କୁ ହରାଇ ସ୍ୱର୍ଣ୍ଣ ଜିତିଲା ଭାରତୀୟ ହକି ଦଳ

ପୂର୍ବରୁ ୧୯୬୬, ୧୯୯୮ ଏବଂ ୨୦୧୪ ଏସିଆଡରେ ସ୍ୱର୍ଣ୍ଣ ଜିତିଥିଲା ଭାରତ ।

Helicopter
ନକ୍ସଲ ମୁକାବିଲା ପାଇଁ କେନ୍ଦ୍ରକୁ ହେଲିକପ୍ଟର ମାଗିଲା ଓଡ଼ିଶା

ପୂର୍ବରୁ ରାଜ୍ୟର ୨୧ ଜିଲ୍ଲାରେ ନକ୍ସଲଙ୍କ ପ୍ରଭାବ ଥିବା ବେଳେ ଏବେ ଏହା ୧୦ ଜିଲ୍ଲାରେ ସୀମିତ ରହିଛି ବୋଲି କହିଛନ୍ତି ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।

One Health Programe
ଓଡ଼ିଶାରେ ୱାନ୍‌ ହେଲ୍‌ଥ କାର୍ଯ୍ୟକ୍ରମ; ଆନ୍ଥ୍ରାକ୍ସ-ରାବିଜ-ସ୍କ୍ରବ ଟାଇଫସ-ନିପା ଭାଇରସଠୁ ମିଳିବ ମୁକ୍ତି !

ଏହାସହ ରାଜ୍ୟରେ ଜୁନୋଟିକ ରୋଗ ପରୀକ୍ଷା ଲାଗି ସେଣ୍ଟିନାଲ ଲାବୋରେଟରି ଓ ମେଡିକାଲ କଲେଜ ଲାବୋରେଟରୀ ଗୁଡ଼ିକୁ ଅଧିକ ସଶକ୍ତ କରାଯିବ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । 

Nobel Prize
ଇରାନର ୫୧ ବର୍ଷୀୟା ମହିଳା ନର୍ଗେସ ମହମ୍ମଦି ପାଇବେ ନୋବେଲ ଶାନ୍ତି ପୁରସ୍କାର

ନିଷ୍ପେସିତ ଇରାନୀୟ ମହିଳାଙ୍କ ଉତ୍ଥାନ ପାଇଁ କାମ କରନ୍ତି ନର୍ଗେସ ।

UP BOY Shoot His Teachers Leg
ନାବାଳକଙ୍କ ଚେତାବନୀ ! ଶିକ୍ଷକଙ୍କୁ ଆମେ ଥରେ ଗୁଳି ମାରିଛୁ, ଜେଲ୍‌ରୁ ଫେରିଲେ ୩୯ ଥର ମାରିବୁ

ଆମର ଟାର୍ଗେଟ୍‌ ୪୦ ଥର ଗୁଳି ମାରିବା । ଏବେ ଥରେ ମାରିଛୁ । ଆହୁରି ୩୯ ଥର ମାରିବୁ । ଏମିତି କହି ଏକ ଭିଡିଓ ପୋଷ୍ଟ କରିଥିଲେ ଦୁଇ ବାଳକ ।

Medical Student
ରାଜଧାନୀରେ ମେଡିକାଲ ଛାତ୍ରୀଙ୍କ ଆତ୍ମହତ୍ୟା ! ହଷ୍ଟେଲରୁ ଝୁଲନ୍ତା ମୃତଦେହ ଉଦ୍ଧାର

ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳିଛି। ତାଙ୍କ ପରିବାର ମଧ୍ୟ ଆସି ପହଞ୍ଚିଛନ୍ତି।

New Born Tag
ଆଉ ବଦଳ ହୋଇପାରିବନି ! କ୍ୟାପିଟାଲ ହସ୍ପିଟାଲରେ ଏଣିକି ନବଜାତଙ୍କ ଗୋଡ଼ରେ ଲାଗିବ ଟ୍ୟାଗ୍‌

ଯଦି ଶିଶୁଟି ଅସୁସ୍ଥ ଥିବ ତେବେ ଟ୍ୟାଗ ଛଡ଼ା ଅନ୍ୟ ସମସ୍ତ ପ୍ରକ୍ରିୟା କରାଯିବ ।

ADARSH SCHOOL
ଆଦର୍ଶ ବିଦ୍ୟାଳୟ ସ୍ୱପ୍ନର ବିକଳ ଚିତ୍ର ! କେଉଁଠି ବାତ୍ୟା ଆଶ୍ରୟସ୍ଥଳୀ, ଆଉ କେଉଁଠି ଗଛତଳେ କ୍ଲାସ୍

ବର୍ଷ ବର୍ଷ ଧରି ସରୁନି କୋଠା ତିଆରି କାମ । ହୀନସ୍ତା ଛାତ୍ରଛାତ୍ରୀ, ତାତିଲେ ଅଭିଭାବକ ।

Mahadev Online Betting App
ମହାଦେବ ବେଟିଂ ଆପ୍‌ ମାମଲା, ଜୁସ୍‌-ଟାୟାର ଦୋକାନୀ ରାତାରାତି କୋଟିପତି ! ବଲିଉଡ୍‌କୁ ଘାଣ୍ଟୁଛି ED

ଛତିଶଗଡ଼ ଭିଲାଇର ସୌରଭ ଚନ୍ଦ୍ରକର ଓ ରବି ଉପ୍ପଲଙ୍କ ଏହି କମ୍ପାନି ଜରିଆରେ କୋଟି କୋଟି ଟଙ୍କା ହୱାଲା ମାଧ୍ୟମରେ ଏହି ଷ୍ଟାର୍ ମାନଙ୍କୁ ଦିଆଯାଇଥିବା ଅଭିଯୋଗ ରହିଛି ।

Cyclone Alert
ଦଶହରା ବେଳେ ଆସିବ କି ବାତ୍ୟା ? ଲୋକସେବା ଭବନରେ ବସିଲା ବଡ଼ ବୈଠକ...

ବାତ୍ୟା ମୁକାବିଲା ପାଇଁ ଲୋକସେବା ଭବନରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ।

Kapil Sharma, Mahadev AAP
ରଣବୀରଙ୍କ ପରେ କପିଲ ଶର୍ମା-ହୁମା କୁରେଶି-ହିନା ଖାନ୍‌ଙ୍କୁ ED ନୋଟିସ

ସିଧାସଳଖ ଇଡି ସ୍କାନରକୁ ଆସିଥିଲେ ସୌରଭ ଏବଂ ସେ ପ୍ରମୋଟର ଥିବା ମହାଦେବ ବେଟିଂ ଆପ୍ ।

Student Election
ରାଜ୍ୟରେ କାହିଁକି ବନ୍ଦ ଛାତ୍ର ସଂସଦ ନିର୍ବାଚନ ? ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

ସପ୍ତାହେ ଭିତରେ ଉତ୍ତର ଦେବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଏବିଭିପି ଛାତ୍ର ସଂଗଠନର ଆବେଦନ ଆଧାରରେ କୋର୍ଟ ନୋଟିସ୍ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।