ପୁଣି ବେଆଇନ୍ ବାଣ ତିଆରି ପାଇଁ ଅଘଟଣ । କେନ୍ଦ୍ରାପଡ଼ା ଜିଲ୍ଲା ଖଣ୍ଡିଆବନ୍ଧ ଗାଁର ଘଟଣାକୁ ନେଇ ଉଦବେଗ ।
ପ୍ରଳୟଙ୍କରୀ ବନ୍ୟାରେ ୧୪ ମୃତ, ଶତାଧିକ ନିଖୋଜ । ଚୌଦ୍ୱାରର ନବଦଂପତିଙ୍କ ସମେତ ଫସିଛନ୍ତି ୩ ହଜାର ପର୍ଯ୍ୟଟକ ।
ଛାତିକୁ ପଥର କରି ସେଇ ବନ୍ୟା ପାଣିରେ ପଶି, ବିପଦ ଆଁରୁ ବିପନ୍ନଙ୍କୁ ଟାଣି ଆଣୁଛନ୍ତି ସେନାର ସିପାହୀ ।
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଥିବା ବେଳେ ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଦିଲ୍ଲୀର ରାଉଜ୍ ଏଭେନ୍ୟୁ କୋର୍ଟରେ ହାଜର । ୧୦ ଦିନ ପାଇଁ ରିମାଣ୍ଡରେ ନେବାକୁ ED କରିଥିଲା ଆବେଦନ ।
ପୁରୁଷ ଟିମ୍ ଇଭେଣ୍ଟରେ କୋରିଆକୁ ହରାଇ ସ୍ୱର୍ଣ୍ଣ ହାସଲ । ୨୧ ସ୍ୱର୍ଣ୍ଣ, ୩୧ ରୌପ୍ୟ, ୩୨ ବ୍ରୋଞ୍ଜ ସହ ୮୪ ପଦକ ।
ସଭାପତି ଓ ସାଧାରଣ ସମ୍ପାଦକଙ୍କ ନାମ ଫଳକୁ ଭାଙ୍ଗିଦେଲେ ଅଣ ଛାତ୍ର ।
୨୦ ମିନିଟ୍ ପରେ ଲିଫ୍ଟଟି ହଠାତ୍ ଖୋଲିବା ପରେ ଝିଅଟି ବାହାରକୁ ଆସିଥିଲା ।
ଯବାନ ମାନେ ତିସ୍ତା ନଦୀ ନିକଟରେ ଲୋକଙ୍କୁ ରେସ୍କ୍ୟୁ କରୁଥିଲେ । ହେଲେ ଅଚାନକ ୧୫ରୁ ୨୦ ଫୁଟ ଜଳସ୍ତର ବଢ଼ିଯିବା ଫଳରେ ଘଟିଗଲା ଏତେ ବଡ଼ ବିପର୍ଯ୍ୟୟ ।
୪ ବର୍ଷରେ ୫୮ କୋଟିର ହେରଫେର । ଭୂତ ଆକାଉଣ୍ଟରେ ୧୫ କୋଟି ଟଙ୍କା ।
ଭିନ୍ନ ଭିନ୍ନ ଦିଗରେ ବିରୋଧୀ ଦଳ ନେତାଙ୍କ ସଣ୍ଢୁଆଶୀ ଆକ୍ରମଣ । ଏକ୍ସପଞ୍ଜ ପରେ ବି ସିଏମ୍ କାହିଁକି ଦେଲେ ସ୍ପଷ୍ଟୀକରଣ: ଜୟନାରାୟଣ ।
ଦେଢ଼ ଲକ୍ଷ ଟଙ୍କାର ଗହଣା ନେଇ ଛୁ ମାରିଲେ ଯୁବକ । ଆପତ୍ତିଜନକ ଭିଡିଓ ମାଗି ବ୍ଲାକମେଲିଂ ଅଭିଯୋଗ ।
ଏବେବି ସ୍ଥଳସେନା ଯବାନଙ୍କୁ ଖୋଜିବା ପାଇଁ ଅପରେସନ ଜାରି ରଖିଛି। ସେମାନଙ୍କ ସହ ଅନ୍ୟ ୨୦ ଜଣ ଲୋକ ବି ନିରୁଦ୍ଦିଷ୍ଟ ଅଛନ୍ତି ।
ଆହୁରି ୩ ହଜାର ଯାଏଁ ଖସିବା ନେଇ ଆକଳନ । ରୁପା କିଲୋପିଛା ଶସ୍ତା ହେଲାଣି ୭ ହଜାର ।
ଅନ୍ୟମାନଙ୍କୁ ଦେଖି ନିଜ ପାଇଁ କିଣାକିଣି କରିବାକୁ ମନ ବଳିଲେ ସେଥିରୁ ନିବୃତ ରୁହନ୍ତୁ ଦେଖିବେ ଆପଣଙ୍କ ଝାଳବୁହା ଧନ ଅଯଥାରେ ଖର୍ଚ୍ଚ ହେବନି।
ଦିଲ୍ଲୀର ମଦ ଦୁର୍ନୀତି ଯାଞ୍ଚ ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଛନ୍ତି ସଞ୍ଜୟ ସିଂହ। ଏହି ମାମଲାରେ ଆଜି ସାଂସଦଙ୍କ ଦିଲ୍ଲୀ ବାସଭବନରେ ଖୋଳତାଡ କରିଥିଲା ଇଡି।
ଏ ଗୁମାସ୍ତା କିଏ, ତାଙ୍କ ଭାଷଣରେ ଭର୍ତ୍ତୃହରି କାହାକୁ ଗୁମାସ୍ତା ବୋଲି ଇଙ୍ଗିତ କରୁଛନ୍ତି, ତାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି ।
ପରମାଣୁ ବୁଡାଜାହାଜଟି ସମୁଦ୍ର ପତ୍ତନଠାରୁ ୩୫୧ ଫୁଟ ତଳେ ଥିବା ସୂଚନା ମିଳିଛି । ଅକ୍ସିଜେନ ସିଷ୍ଟିମ ଫେଲ୍ ହୋଇଥିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି।
ଉଭୟ ସ୍ୱାମୀ-ସ୍ତ୍ରୀଙ୍କୁ ଗିରଫ କରି ଏବେ ତଦନ୍ତ କରୁଛି ପୋଲିସ ।
ପୂର୍ବରୁ ସିଲିଣ୍ଡର ପିଛା ସବସିଡି ୨୦୦ ଟଙ୍କା ଘୋଷଣା ହୋଇଥିଲା ।ଏଥିରେ ଆହୁରି ୧୦୦ ଟଙ୍କା ବଢ଼ାଇ ସବସିଡି ଏଣିକି ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।