• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Organ Donation
ସାନ ସିନା, ଦାନ ତା ମହାନ ! ବାପାଙ୍କୁ ଯକୃତ ଦେଇ ଦେଲା ନୂଆ ଜୀବନ

ବାପାଙ୍କ ଜୀବନ ବଞ୍ଚାଇଲା ୧୭ ବର୍ଷର ଝିଅ । ଦେଶର ସର୍ବକନିଷ୍ଠ ଅଙ୍ଗଦାତା ।

Odisha Politics
ଏଥର ବିଧାନସଭା ଅଧିବେଶନରେ ବିରୋଧୀଙ୍କ ହାତରେ ଗଣ୍ତା ଗଣ୍ଡା ଅସ୍ତ୍ର, ଜୋରଦାର ହେବ କି ଆକ୍ରମଣ ?

ଉଠିବ ମନ୍ତ୍ରୀ ନବ ଦାସ ହତ୍ୟାଠୁ ଆରମ୍ଭ କରି ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରସଙ୍ଗ । କାଉଣ୍ଟର ପାଇଁ କେନ୍ଦ୍ର ଅବହେଳାକୁ ଅସ୍ତ୍ର କରିବ ଶାସକ ଦଳ ।

Odisha Politics
ନବ ହତ୍ୟା ମାମଲା: ମୁହଁ ବୁଲାଇ ଚାଲିଗଲେ DGP, ମୋହନ ମାଝି କହିଲେ ତୃତୀୟ ମହଲାରେ ଅସଲି DGP

ମନ୍ତ୍ରୀ ନବ ଦାସ ହତ୍ୟା ପଛର ଉଦ୍ଦେଶ୍ୟ କଣ ? ଗୋପାଳର ମୋଟିଭ୍ ନେଇ ନାର୍କୋ ଟେଷ୍ଟରୁ ମିଳିଲା କି ଖିଅ ?

Acid Attack
ନୃଶଂସ ! ପ୍ରତିଶୋଧ ପରାୟଣ ଯୁବକର ଏସିଡ୍ ମାଡ଼, ଜଳିଗଲା ୭୫ ଭାଗ ଶରୀର...

ଗୁରୁତର ଯୁବତୀ କଟକ ବଡ଼ ମେଡିକାଲରେ ଭର୍ତ୍ତି । ଅନ୍ୟ ଜଣେ ମହିଳା ଓ ଦୁଇ ଛୁଆ ମଧ୍ୟ ଆହତ । ଅଭିଯୁକ୍ତ ଯୁବକ ଫେରାର୍, ଖୋଜୁଛି ପୋଲିସ ।

SHG
ବିଜେଡିକୁ ଚିନ୍ତା ୨୦୨୪ ନିର୍ବାଚନ ! ମିଶନ ଶକ୍ତିକୁ ଢାଲ କରୁଛି କି ସରକାରୀ ଦଳ ?

ଆନ୍ଦୋଳନ ଆଳରେ SHG ସଦସ୍ୟାଙ୍କୁ ଡକାଇ ସମାବେଶ ଚର୍ଚ୍ଚା । ନିର୍ବାଚନୀ କାମରେ ବ୍ୟବହାର ହେଉଥିବା ନେଇ ଖୋଲିଲେ ଗୁମର ।

Narasingh Mishra
ନବ ଦାସ ହତ୍ୟା ମାମଲା: ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କଲେ ନରସିଂହ

ନବ ଦାସ ହତ୍ୟା ଘଟଣାରେ ପୋଲିସ ଡିଜି ଓ କ୍ରାଇମବ୍ରାଞ୍ଚ ମୁହଁ ଖୋଲୁନଥିବା ପ୍ରସଙ୍ଗରେ ନରସିଂହ କହିଛନ୍ତି ଓଡ଼ିଶାରେ ଡିଜି ନଥିବା ଭଳି ମନେ ହେଉଛି ।

Acid Attack
ଘରେ ପଶି ପତ୍ନୀଙ୍କୁ ଏସିଡ୍‌ ମାଡ଼ କଲା ସ୍ୱାମୀ !

ବାହାଘର ପରେ ସ୍ୱାମୀ ପୂର୍ବରୁ ବିବାହିତ ଥିବା ଜାଣି ମହିଳା ଜଣଙ୍କ ତାଙ୍କ ସହିତ ଆଉ ଯାଇନଥିଲେ ।

Bijay Pattnaik
ଜଣ ଜଣ କରି ବରିଷ୍ଠ ନେତାଙ୍କ ଘରକୁ ଯାଇ ଭେଟୁଛନ୍ତି ବିଜୟ ପଟ୍ଟନାୟକ ! କ’ଣ ରହିଛି ରଣନୀତି..?

ବିଜୟ ପଟ୍ଟନାୟକ ଭୁବନେଶ୍ୱରରୁ ଲଢ଼ିଲେ ଭଲ ହେବ ଏବଂ ବିଜୟ ପଟ୍ଟନାୟକ କଂଗ୍ରେସରେ ଯୋଗଦେବା ପରେ ଦଳ ଆହୁରି ମଜବୁତ ହେବ ବୋଲି ସୁର କହିଛନ୍ତି ।

Prisoner
ଫୋନ୍‌ରେ ଗପୁଥିଲା କଏଦୀ, ଜେଲ୍ ଅଧିକାରୀଙ୍କୁ ଦେଖି ଚୋବେଇ ଗିଳିଦେଲା, ତା’ପରେ...

ଏକ୍ସ-ରେ ପରେ ଏହି ଘଟଣା ପଦାକୁ ଆସିଥିଲା। ତା’ର ପାକସ୍ଥଳୀରେ ଫୋନ୍‌ର କିଛି ଅଂଶକୁ ଠାବ କରାଯାଇଛି।

Gopal Das
ଓଡ଼ିଶା ପୋଲିସରେ ଆଉ କେତେ ଗୋପାଳ ? ଖୋଜିବା ଅଭିଯାନ ଆରମ୍ଭ..

ଡ୍ୟୁଟି ଚାପରେ ଥିବା ପୋଲିସକୁ ଫଳ ଦେବ ତ ଫିଟନେସ୍ ଫଣ୍ଡା ? ସବୁ କର୍ମଚାରୀଙ୍କ ସୁସ୍ଥ ମନ ଓ ଶରୀର ପାଇଁ ରାଜ୍ୟ ପୋଲିସର ଉଦ୍ୟମ ।

Dipak Kumar
ଦିନେ ଅର୍ଥାଭାବରୁ ଦିପକ ପାଠ ପଢ଼ିପାରିନଥିଲେ, ଏବେ ପିଲାଙ୍କୁ ମାଗଣା ପଢ଼ାଉଛନ୍ତି

ବସ୍ତି ପିଲାଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ପ୍ରଥମେ ଘର ଘର ବୁଲି ବାପାମାଆଙ୍କୁ ବୁଝାଇ ଚାଟାଶାଳୀକୁ ପିଲା ଆଣୁଥିଲେ ଦୀପକ ଓ ସୀତାରାଣୀ । ହେଲେ ଏବେ ତାଙ୍କ ପାଠଶାଳାରେ ପିଲାଙ୍କ ସଂଖ୍ୟା ପ୍ରାୟ ୧୨୦।

Pakistan
କାଙ୍ଗାଳ ହେଲାଣି ପାକିସ୍ତାନ, ମଞ୍ଚ ଉପରେ ନିଜେ କହୁଛନ୍ତି ଦେଶର ମନ୍ତ୍ରୀ !

କ୍ଷୀର ଲିଟର ୨୫୦, ଚିକେନ୍ କେଜି ୭୮୦, ମଉଳିବାରେ ଲାଗିଛି IMF ପ୍ୟାକେଜ୍ ଆଶା । ତେଣେ କାଙ୍ଗାଳ ଦେଶକୁ ଲଜ୍ଜିତ କଲା ତୁର୍କୀକୁ ରିଟର୍ଣ୍ଣ ରିଲିଫ ଖୁଲାସା ।

Lingaraj temple
ପରଂପରା ପାଲଟିଗଲାଣି ପରଂପରା ଭଙ୍ଗ ! କାହିଁକି ବିଳମ୍ବରେ ଉଠିଲା ମହାଦୀପ ?

ପ୍ରଶାସନର ନିରବତାକୁ ପ୍ରଶ୍ନ, ତେଜିଲା ରାଜନୈତିକ ବୟାନବାଜି ।

Padmapur Politics
ବରଗଡ଼ରେ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଟାର୍ଗେଟ ! ପାଲଟା ଜବାବ ଦେଲେ ଧର୍ମେନ୍ଦ୍ର

ପ୍ରତିଶ୍ରୁତିରେ ରହିଲା ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପ୍ରସଙ୍ଗ । ବରଗଡ଼ରେ ନିର୍ବାଚନୀ ସଭା ଭଳି ସଫଳତା ବଖାଣିଲେ ମୁଖ୍ୟମନ୍ତ୍ରୀ ।

Odisha Politics
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କ ରଣହୁଙ୍କାର, ରାସ୍ତାକୁ ଓହ୍ଲାଇଲା ବିଜେପିର ୟଙ୍ଗ ବ୍ରିଗେଡ୍

ନବ ଦାସ ହତ୍ୟାରୁ ନଜର ହଟାଇବାକୁ ଉଦ୍ୟମ ଅଭିଯୋଗ । 'ବିଜେଡି ଜାଣିଶୁଣି ଜୟନରାୟଣଙ୍କୁ ବିବାଦକୁ ଟାଣୁଛି'

sanjay raut
ଶିବ ସେନାର ଧନୁତୀର ଚିହ୍ନ ପାଇଁ କରାଯାଇଛି କି ୨୦୦୦ କୋଟିର ଡିଲ୍ ?

ଶିବସେନା-ଉଦ୍ଧବ ଠାକରେ ଗୋଷ୍ଠୀର ମୁଖପାତ୍ର ସଂଜୟ ରାଉତ ଆଣିଲେ ଏଭଳି ସାଂଘାତିକ ଅଭିଯୋଗ । ସିନ୍ଦେ ଗୋଷ୍ଠୀ ଓ ନିର୍ବାଚନ ଆୟୋଗଙ୍କ ମଧ୍ୟରେ ବଡ ଡିଲ୍ ।

Pakistan- Turkey
କି ଅବସ୍ଥା ! ବର୍ଷେ ତଳର ତୁର୍କୀର ରିଲିଫ୍‌କୁ ନୂଆ ପ୍ୟାକେଟ୍‌ରେ ତାକୁ ହିଁ ରିଲିଫ୍ ଦେଲା ପାକିସ୍ତାନ

ଜାତୀୟ ଓ ଅନ୍ତର୍ଜାତୀୟ ଗଣମାମଧ୍ୟରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ ନିକଟରେ ଭୂକମ୍ପ କ୍ଷତିଗ୍ରସ୍ତ ତୁର୍କୀକୁ ରିଲିଫ୍ ସାମଗ୍ରୀ ପଠାଇଥିଲା ପାକିସ୍ତାନ ।

Jayanarayan Mishra
ଜୟନାରାୟଣଙ୍କ ଘର ଆଗରେ ବିକ୍ଷୋଭ କରୁଛନ୍ତି ମହିଳା, କିନ୍ତୁ ଜାଣିନାହାନ୍ତି କେଉଁ ଦଳର !

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ବାସଭବନ ଘେରିବାକୁ ଆସିଲେ ମହିଳା।

Shark Fish
ମାଲାମାଲ୍ କଲା ୨୦୦ କିଲୋଗ୍ରାମର ସାର୍କ !

୨୦୦ କେଜି ଓଜନରଏକ ସାର୍କ ମାଛ

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।