ଶେଷ ଇଚ୍ଛା ଅନୁଯାୟୀ ଖାନନଗର ମଶାଣିରେ ଶେଷକୃତ୍ୟ । ଜୟନ୍ତ ଯୁଗର ଅବସାନ ପରେ ଝୁରୁଛନ୍ତି ସାହିତ୍ୟ ପ୍ରେମୀ ।
ଆସନ୍ତା ଶନିବାର ଆଦିତ୍ୟ-L1ର ହେବ ଉତକ୍ଷେପଣ । ମିଶନ୍ 'ଆଦିତ୍ୟ' ପାଇଁ ଆରମ୍ଭ ହେଲା କାଉଣ୍ଟଡାଉନ୍ ।
ଫାଇଦା ଉଠାଇ ଚଢ଼ା ଦର ନେଉଛନ୍ତି କ୍ୟାବ୍ ମାଲିକ । ରେଲୱେ କହିଲା ‘ଯାତ୍ରୀଙ୍କୁ ଦିଆଯାଉଛି ଆଗୁଆ ସୂଚନା’ ।
ଆଗକୁ ଭାରତ ହାତରେ ଲାଗିବ ଆହୁରି ଅନେକ ବୈଜ୍ଞାନିକ ତଥ୍ୟ, ଯାହାକି ଅନ୍ୟ କୌଣସି ଦେଶ ପାଖରେ ନାହିଁ ।
ଏପରି ଲୋକକୁ ଆପଣାଇ ଧର୍ମେନ୍ଦ୍ର କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି । ନିଜ ସ୍ୱାର୍ଥ ସାଧନ ପାଇଁ ପ୍ରଶାନ୍ତଙ୍କୁ ଧର୍ମେନ୍ଦ୍ର କୋଳେଇ ନେବାକୁ ଯାଉଛନ୍ତି ବୋଲି କହିଛନ୍ତି ସସ୍ମିତ ।
ପୋଲିସ ଓ ମହିଳାଙ୍କ ମଧ୍ୟରେ କଥା କଟାକଟି ହେଲା । ପରିସ୍ଥିତି ଏମିତି ହେଲା ଯେ ଶେଷରେ ମହିଳାଙ୍କୁ ଚାପୁଡ଼ା ପରେ ଚାପୁଡ଼ା ମାରିବାକୁ ବାଧ୍ୟ ହେଲା ପୋଲିସ ।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୭ ତାରିଖ ରବିବାର ।
5-T ସଚିବଙ୍କ ବିଭିନ୍ନ ଗସ୍ତ କାର୍ଯ୍ୟକ୍ରମର ଖର୍ଚ୍ଚକୁ ଚନ୍ଦ୍ରୟାନ-୩ ମିଶନ ଖର୍ଚ୍ଚ ସହ ତୁଳନା କରିଛନ୍ତି।
ଲୋକେ ୫ଶହ, ଦୁଇ ଶହ ଓ ଶହେ ଟଙ୍କିଆ ନୋଟ୍ ପରଖି ନେବାକୁ ଏସପି ସଚେତନ କରିଛନ୍ତି ।
ନିର୍ଯାତନା ଅଭିଯୋଗ ନେଇ ଥାନାରେ ଏତଲା ପରେ ବି ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନଥିବାରୁ ଏନେଇ ନିର୍ଦ୍ଦେଶ ଦେବାକୁ ସେ ହାଇକୋର୍ଟରେ ଆବେଦନ କରିଥିବା ସୂଚନା ମିଳିଛି ।
ତତ୍କାଳୀନ ଫିରିଙ୍ଗିଆ ଥାନା IIC ତପନ କୁମାର ନାହାକଙ୍କ ନିର୍ଦ୍ଦେଶ କ୍ରମେ ଥାନାର ଦୁଇ ହୋମଗାର୍ଡ଼ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର କୁମାର ନାୟକ ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ କରୁଥିବା ଅଭିଯୋଗ ନେଇ ଏକ ଭିଡିଓ ଭାଇରାଲ ହୋଇଥିଲା।
ଏହାରି ଭିତରେ ସୌର ବିକିରଣ, ଉତ୍ତାପ ଓ ଧୂଳି ଭଳି ପ୍ରତିକୂଳ ସ୍ଥିତିର ମୁକାବିଲା କରି ଚନ୍ଦ୍ରର ରହସ୍ୟ ଉପରୁ ଧିରେ ଧିରେ ପରଦା ହଟାଉଛି ରୋଭର ପ୍ରଜ୍ଞାନ।
ଜୟନ୍ତ କେରଳ ଥିରୁଅନନ୍ତପୁରମ୍ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ମେକାନିଜମ୍ ବିଭାଗରେ ବରିଷ୍ଠ ବୈଜ୍ଞାନିକ ଭାବେ କାମ କରୁଥିବା ବେଳେ ଚନ୍ଦ୍ରଯାନ ୩ ପ୍ରକଳ୍ପରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ।
ଅଧା ଚିକିତ୍ସାରୁ ହସପିଟାଲରୁ କାହିଁକି ଗାୟବ ହେଲେ ମାଡାମ୍ ? ବିନା ଡିସଚାର୍ଜରେ ଗାୟବ ହୋଇଥିବାରୁ ଏହାକୁ ନେଇ ବଢିଲାଣି ଚର୍ଚ୍ଚା ।
ଏଥିଲାଗି ମୁଖ୍ୟମନ୍ତ୍ରୀ ଦାୟୀ। ବିଜୁ ପଟ୍ଟନାୟକଙ୍କ ଭଳି ସାହସୀ ବ୍ୟକ୍ତିଙ୍କ ପୁଅ ଏପରି କରିବେ ବିଶ୍ୱାସ ହେଉନି।’
ଚନ୍ଦ୍ରୟାନ-୩ ର ସଫଳତା ଅବସରରେ ବେଙ୍ଗାଲୁରୁର ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ସେ ଏହି ଘୋଷଣା କରିଛନ୍ତି।
ରାଜନେତାମାନେ କ୍ରୀତଦାସ ହେବା ଓଡ଼ିଆଙ୍କ ସ୍ୱାଭିମାନ ପ୍ରତି ଅଭିଶାପ।’
ଏହାସହ କୋଭିଡ୍ ସମୟରେ ତାଙ୍କର ମନ୍ତବ୍ୟକୁ ନେଇ 5T ସଚିବ ଯେଉଁକଥା କହିଥିଲେ, ତା’ର ପ୍ରମାଣ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ଥିବ, ସେନେଇ ମୁଖ୍ୟମନ୍ତ୍ରୀ ସ୍ପଷ୍ଟୀକରଣ ଦେଇପାରିବେ ବୋଲି ବିଧାୟକ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି।
ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର- ବିଛା ଦିବା ୦୮.୩୬ ଗତେ ଧନୁ ।