ଜଘନ୍ୟ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ କଲା ପୋଲିସ୍ । ହତ୍ୟାରେ ସାନ ପୁଅର ବି ହାତ ଥିବା ସନ୍ଦେହ ।
ଖାକା ବେଶ ଭଲ ଓ ସୁରକ୍ଷିତ ଭାବେ ଝିଅଟିକୁ ନିଜ ପାଖରେ ରଖିବେ ବୋଲି ତାଙ୍କ ମା’ଙ୍କୁ କହିଥିଲେ।
ମୃତ ଛାତ୍ରୀଙ୍କ ଏକ ଭାଇରାଲ୍ ଚିଠି ଓ କ୍ରୀଡ଼ା ଶିକ୍ଷକଙ୍କ ମା’ଙ୍କ ସହ ବିଜେଡିରୁ ନିଲମ୍ବିତ ନେତା ଶରତ ନାୟକଙ୍କ ଅଡିଓ ଭାଇରାଲ୍ ପରଠୁ ଉଠୁଥିବା ଏଭଳି ନାନା ପ୍ରଶ୍ନ ଭିତରେ ପ୍ରଥମେ ଶରତ ନାୟକଙ୍କୁ ପଚରାଉଚରା କରିଥିଲା କଟକ ଗ୍ରାମାଞ୍ଚଳ ପୋଲିସ ।
ସାରା ଦେଶକୁ ଏବେ ଚନ୍ଦ୍ରୟାନ ଫିଭର୍ । କାଲି ସନ୍ଧ୍ୟାରେ ଚନ୍ଦ୍ରର ଦକ୍ଷିଣମେରୁରେ ସଫ୍ଟଲ୍ୟାଣ୍ଡିଂ କରିବ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର।
ରାଜ୍ୟ ପୋଲିସର ଡିଆଇଜି ପାହ୍ୟାର ଅଧିକାରୀ ବ୍ରିଜେଶ କୁମାର ରାଏଙ୍କ ପତ୍ନୀ ଜଣେ ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ଆସିଥିଲା ।
ଦୁଇ ଦିନ ଭିତରେ ମୋର ଟଙ୍କା ଦରକାର । ନହେଲେ କାଙ୍ଗାଳ ନୁହେଁ ତମେ ଲଙ୍ଗଳା ହୋଇ ବୁଲିବ ।
୨୦ ଫୁଟର କୁମ୍ଭୀର ଦେଖି ଲୋକେ ଆତଙ୍କିତ । ନଦୀ ପାର୍ଶ୍ୱରେ ସୁରକ୍ଷା ବାଡ଼ ତିଆରି କରିବାକୁ ଦାବି ।
ନ୍ୟାସନାଲ୍ ଆଣ୍ଟି ଡୋପିଂ ଏଜେନ୍ସି (NADA) ଦ୍ୱାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୁନାରେ ମିଳିଛି।
ସହିଦଙ୍କ ଖବର ଟିଭିରୁ ଦେଖିବା ପରେ ଝାଡଖଣ୍ଡରୁ ଆସିଲେ ।
ନିଜ ଖର୍ଚ୍ଚରେ ଗାଁ ଲୋକଙ୍କ ପାଇଁ କାଠ ପୋଲ ନିର୍ମାଣ କରିଥିବା ବିନ୍ଦୁପଦର ଗାଁର ଡ଼ଗିଶା ମଳିକଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କଲେ ବାଲିଗୁଡା ଉପ-ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ।
ଗୁଳି କରିବା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।
ତା’ପରେ ଆଉ ଜଣେ ବିଧାୟକ କହିଲେ ଯେ,‘ମୋତେ ମନ୍ତ୍ରୀ ନକଲେ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ତାଙ୍କୁ ଶେଷ କରିଦେବେ’ ।
ଖାଲି ସେତିକି ନୁହେଁ, ଗୋଟିଏ ହାତରେ ମୋବାଇଲ ଧରି ଗପୁଥିବା ବେଳେ ଅନ୍ୟ ହାତରେ ମୁଖ୍ୟମନ୍ତ୍ରୀଙ୍କୁ ସାଲ୍ୟୁଟ କରିଥିଲେ ପୋଲିସ ବାବୁ । ଯାହାକି ଅତ୍ୟନ୍ତ ଅଶୋଭନୀୟ ଥିଲା ।
ବାଦଲଫଟା ବର୍ଷା ଯୋଗୁଁ ମାଟି ଧସୁଛି । ଗଛ ଉପୁଡ଼ୁଛି । ଘର ଭାଙ୍ଗି ଯାଉଛି । ଅନେକ ଲୋକଙ୍କ ଜୀବନ ମଧ୍ୟ ଗଲାଣି ।
୧୦ରୁ ୧୫ଜଣ ଛାତ୍ରଛାତ୍ରୀଙ୍କ ଅଭିଭାବକ ଏହି ବୈଠକରେ ଉପସ୍ଥିତ ନଥିଲେ। ଯେଉଁ ଛାତ୍ରଛାତ୍ରୀଙ୍କ ଅଭିଭାବକ ଗତକାଲି ବୈଠକରେ ଉପସ୍ଥିତ ନଥିଲେ ଆଜି ପ୍ରିନ୍ସପାଲ ସେମାନଙ୍କୁ ଶ୍ରେଣୀ ଗୃହ ବାହାରକୁ କାଢ଼ି ଦେଇଥିଲେ।
ଖାଲି ସେତିକି ନୁହେଁ, ଛାତ୍ରଙ୍କୁ ପ୍ରବଳ ମାଡ଼ ମଧ୍ୟ ମରାଯାଇଛି । ଜଣେ ଶିକ୍ଷକଙ୍କ ସମେତ ଦୁଇ ଜଣ ଶିକ୍ଷୟିତ୍ରୀ ତାଙ୍କୁ ମାଡ଼ ମାରିଛନ୍ତି । ଆଉ ଗୁରୁତର ଅବସ୍ଥାରେ ଛାଡ଼ିଛନ୍ତି ।
ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ମଧ୍ୟ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ଭାଇରାଲ ଅଡିଓ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ କଟକ ଏସ୍ପି । ଜଣେ ଅତିରିକ୍ତ ଏସ୍ପିଙ୍କୁ ଘଟଣାର ତଦନ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି ।
୪ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ପାଇଲଟଙ୍କ ମୃତ୍ୟୁ ଖବର ପାଇବା ମାତ୍ରେ ଯାତ୍ରୀଙ୍କ ମଧ୍ୟରେ ପଶିଥିଲା ଛନକା । ଏହି ଯାତ୍ରା ତାଙ୍କର ଶେଷ ଯାତ୍ରା ବୋଲି ଅନେକ ଯାତ୍ରୀ ଭାବି ସାରିଥିଲେ ।