• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Viral Photo
Viral Photo: ଏମିତି ରୁମ୍‌ର ଭଡ଼ା କେତେ ? ବେଡ୍‌ ଯେଉଁଠି ଲାଟିନ୍‌ ସେଇଠି

ଖାଲି ସେତିକି ନୁହେଁ ଏହି ରୁମ୍‌ରେ ଏୟାର କଣ୍ଡିସନର ବି ଲାଗିଛି । ଟଏଲେଟ୍‌ ପାଖରେ ବେଡ୍‌ ବି ପଡ଼ିଛି ।

Plus Two Exam
ଫେବ୍ରୁଆରୀ ୧୪ରେ ଯୁକ୍ତ ଦୁଇ ପରୀକ୍ଷା, ଜାନୁଆରୀରେ ପ୍ରାକ୍ଟିକାଲ

ଜାନୁଆରୀ ପ୍ରଥମ ସପ୍ତାହରେ ହେବ ପ୍ରାକ୍ଟିକାଲ ପରୀକ୍ଷା । CHSE ପକ୍ଷରୁ ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଏନେଇ ଉଲ୍ଲେଖ କରାଯାଇଛି ।

Dengue
ଡରାଇଲାଣି ଡେଙ୍ଗୁ ! ଯେତେ ଚେଷ୍ଟା କଲେ ବି ଥମିବାର ନାଁ ଧରୁନି

କ୍ୟାପିଟାଲ ହସ୍ପିଟାଲରେ ଟେଷ୍ଟିଂ ପାଇଁ ଘଣ୍ଟା ଘଣ୍ଟା ଧରି ଲମ୍ୱା ଧାଡ଼ିରେ ଲୋକେ ଅପେକ୍ଷା କରିଥିବା ବେଳେ ବିଏମସିର ବେପରୁଆ ମନୋଭାବକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। 

Viswakarma Scheme
୧୮ କୌଳିକ ବୃତ୍ତିରେ ଥିବା ହିତାଧିକାରୀଙ୍କୁ ୨ ଲକ୍ଷ ପର୍ଯ୍ୟନ୍ତ ଋଣ

ପିଏମ୍ ବିଶ୍ୱକର୍ମା ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଂଜୁରୀ । ପୂର୍ବରୁ ୫୦ ଶ୍ରମିକ ବର୍ଗଙ୍କ ପାଇଁ ରାଜ୍ୟ ଆଣିଛି ଯୋଜନା ।

Teacher Protest
ସରକାରଙ୍କ ବିରୋଧରେ ଗର୍ଜିଲେ ୧୦ ହଜାରରୁ ଅଧିକ ଶିକ୍ଷକ

ଲୋୟର ପିଏମଜିରେ ୧୦ ହଜାରରୁ ଅଧିକ ଶିକ୍ଷକଙ୍କ ବିକ୍ଷୋଭ । ସ୍କୁଲରେ ପାଠପଢ଼ା ପ୍ରଭାବିତ ।

Venom Racket
ପୁଣି ଚର୍ଚ୍ଚାରେ ସାପ ବିଷ ବେପାର, ୨୯ ପାଡ଼ିରୁ ୨୯ ନାଗ ଉଦ୍ଧାର !

୩ ଜଣଙ୍କୁ ଗିରଫ କଲା ବାଲେଶ୍ୱର ବନ ବିଭାଗ । ବଡ଼ ଧରଣର ସାପ ବିଷ ରାକେଟ୍ କାମ କରୁଥିବା ସନ୍ଦେହ ।

Bhubaneswar Metro
ଭୁବନେଶ୍ୱର ମେଟ୍ରୋର DPR ପ୍ରଦାନ କଲା DMRC

ଏୟାରପୋର୍ଟ ପରେ କ୍ୟାପିଟାଲ ହସ୍ପିଟାଲ, ଶିଶୁଭବନ, ବାପୁଜୀନଗର, ଭୁବନେଶ୍ୱର ଷ୍ଟେସନ, ରାମମନ୍ଦିର, ବାଣୀବିହାର, ଆଚାର୍ଯ୍ୟ ବିହାରରେ, ଜୟଦେବ ବିହାର, ଜାଭିୟର ଛକ, ରେଲ୍‌ ସଦନ, ଡିଷ୍ଟ୍ରିକ୍ଟ ସେଣ୍ଟରରେ, ଡମଣା, ପଟିଆ, କିଟ୍ ଛକ, ନନ୍ଦନ ବିହାର, ରଘୁନାଥପୁରରେ ଷ୍ଟେସନ ଦେଇ ଚାଲିବ । ନନ୍ଦନକାନନ, ଫୁଲପୋଖରୀ ପରେ ତ୍ରିଶୁଳିଆ ଷ୍ଟେସନରେ...

Spay Camera in Bank Ladies Bathroom
ବ୍ୟାଙ୍କର ଲେଡିଜ୍‌ ବାଥ୍‌ରୁମ୍‌ରେ ଲାଗିଥିଲା ସ୍ପାଏ କ୍ୟାମେରା ! ଧରା ହେଲେ ମ୍ୟାନେଜର...

ମହିଳା କର୍ମଚାରୀଙ୍କ ଅଭିଯୋଗ ପାଇବା ପରେ ପୋଲିସ ଅଧିକାରୀ ବ୍ୟାଙ୍କରେ ପହଞ୍ଚିଥିଲେ ଓ ଘଟଣାର ତଦନ୍ତ ଆରମ୍ଭ କରିଥିଲେ । 

Uttarakhand Landslide
ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ ! ୪ ଦିନ ଧରି ଭୂସ୍ଖଳନ ରଚୁଛି ପ୍ରଳୟ

ଆସୁଛି ଗୋଟିକ ପରେ ଗୋଟିଏ ଛାତିଥରା ଚିତ୍ର । ବିପର୍ଯ୍ୟୟରେ ମୃତ୍ୟୁ ସଂଖ୍ୟା ୬୦ ପାର ।

Bhubaneswar Market Building
ଉଠା ଦୋକାନୀ-ସ୍ଥାୟୀ ଦୋକାନୀଙ୍କ ମଧ୍ୟରେ ପୁଣି କଳି

ଜବରଦସ୍ତ ବସିବାକୁ ଉଦ୍ୟମ ବେଳେ ମୁହାଁମୁହିଁ ହେଲେ ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ।

Rishab Panth
ମଇଦାନରେ ଲମ୍ବା ସଟ୍‌ ଖେଳିଲେ ରିଷବ, ଭାଇରାଲ ହେଲା ଭିଡିଓ...

ରିଷବଙ୍କ ଫ୍ୟାନ୍‌ମାନେ ତାଙ୍କୁ ଖୁବ୍ ଶୀଘ୍ର ଆନ୍ତର୍ଜାତୀୟ ମଇଦାନରେ ଦେଖିବେ ବୋଲି ଆଶା ବାନ୍ଧି ବସିଛନ୍ତି । 

Farmers Death
ବର୍ଷା ଅଭାବ ! ଶ୍ରାବଣରେ ଜମି ଫାଟି ଆଁ, ଚିତ୍କାର କରୁଛି ଚାଷୀ

ମୃତକ ହେଲେ ଅଡ଼ବା ଥାନାର ପଟାଚାଞ୍ଛତା ଗାଂର ଗୌରଚନ୍ଦ୍ର କାର୍ଜି।

Congress
ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସର ହୁଙ୍କାର !

ବିଜେଡି ସରକାରଙ୍କ ଏସବୁ ନୀତି ଓ କାର୍ଯ୍ୟକାରିତ ନେଇ କଂଗ୍ରେସ ଲୋକଙ୍କୁ ସଚେତନ କରିବ ବୋଲି କହିଛି। ପିସି କାରବାର ବନ୍ଦ, ବିଦ୍ୟୁତ ଦର ପ୍ରତ୍ୟାହାର ଭଳି ୯ ଦପା ଦାବି ନେଇ କଗ୍ରେସ ୩୧୪ ବ୍ଲକ ଘେରିବ ବୋଲି କହିଛି ।

Nirmala Sitharaman
ନ୍ୟାସନାଲ୍ ଚାର୍ଟାଡ୍ କନଫରେନସ୍‌ ପାଇଁ ଓଡ଼ିଶା ଆସୁଛନ୍ତି ସୀତାରମଣ

ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ୱରରେ ୨୦ତମ ନ୍ୟାସନାଲ୍ ଚାର୍ଟାଡ୍ ଆକାଉଣ୍ଟ କନଫରେନସ୍ ରେ ଯୋଗଦେଇ ବକ୍ତବ୍ୟ ରଖିବୋ ଏଥିରେ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରୁ CA ଉପସ୍ଥିତ ରହିବେ ।

Biswakarma Scheme
ବିଶ୍ୱକର୍ମା ଯୋଜନାକୁ ମଞ୍ଜୁରୀ; କମାର-ବାରିକ-ବଣିଆଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଆସନ୍ତା ବିଶ୍ୱକର୍ମା ଜୟନ୍ତୀଠାରୁ 'ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା' ଆରମ୍ଭ ହେବ। ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିକୁ ବାଛିଥିବା ଲୋକଙ୍କୁ ସରକାର ଆର୍ଥିକ ସହାୟତା ପ୍ରଦାନ କରିବେ।

Education
ପିଲାଙ୍କ ହାତରେ ଅଧ୍ୟାପକଙ୍କ ଦକ୍ଷତା ମୂଲ୍ୟାୟନ !

ଶିକ୍ଷାନୁଷ୍ଠାନ ମାନ ବଢାଇବାକୁ ଉଚ୍ଚଶିକ୍ଷା ବିଭାଗର ନୂଆ ନିଷ୍ପତ୍ତି । ଲେକଚରଙ୍କ ବିରୋଧରେ ବଢ଼ୁଛି ପିଲାଙ୍କ ନକରାତ୍ମକ ଫିଡ୍ ବ୍ୟାକ୍ ।

Lord Jagannath
ବିପଦରେ ନାଟମଣ୍ଡପ ! କେତେବେଳେ କ’ଣ ହେବ କିଛି କହି ହେବ ନାହିଁ...

ହାଇକୋର୍ଟ ଆମିକସକ୍ୟୁରୀଙ୍କ ରିପୋର୍ଟକୁ ନେଇ ଉଦବେଗ । ଜଗମୋହନ ସ୍ଥିତି ବି ଭଲନଥିବା ଆମିକସକ୍ୟୁରୀଙ୍କ ରିପୋର୍ଟ ।

Naveen Patnaik
ବଦଳିଲା ଷ୍ଟ୍ରାଟେଜୀ ! ଆଉ କେନ୍ଦ୍ର ଅବହେଳା ନୁହେଁ, କେବଳ ସ୍କିମ୍ ଆଣିବ ଭୋଟ

ଏଣିକି କେନ୍ଦ୍ର ଅବହେଳା ନୁହେଁ, ବିକାଶର ବାର୍ତ୍ତା ନେଇ ଲଢ଼ିବ ଦଳ । ଚାଷୀ, ଯୁବ, ମହିଳା, ଜନଜାତି ଭଳି ସବୁ ବର୍ଗଙ୍କୁ ଫୋକସ୍ ।

Narendra Modi
ଲଗାତର ୧୦ ଥର ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡ଼ାଇଛନ୍ତି ମୋଦି, କହିଲେ ୨୦୨୪ରେ ବି ଉଡ଼ାଇବି

ନାଁ ନ ନେଇ ବିରୋଧୀଙ୍କୁ ମୋଦିଙ୍କ ପଲିଟିକାଲ୍ ସର୍ଜିକାଲ୍ ଷ୍ଟ୍ରାଇକ୍ । କୌଳିକ ବୃତ୍ତିଧାରୀଙ୍କ ପାଇଁ ଘୋଷଣା କଲେ ବିଶ୍ବକର୍ମା ଯୋଜନା ।

Tamato Price Hike
ଏହି ସବୁ ସହରରେ କିଲୋ ପିଛା ୫୦ ଟଙ୍କାରେ ମିଳିବ ଟମାଟୋ

ଅଗଷ୍ଟ ୧୫ ତାରିଖରୁ ଟମାଟୋ କିଲୋ ପିଛା ୫୦ ଟଙ୍କା ଦରରେ ଖୁଚୁରା ବଜାରରେ ବିକ୍ରି କରିବାକୁ କେନ୍ଦ୍ର ସରକାର ଜାତୀୟ ସମବାୟ ଉପଭୋକ୍ତା ମହାସଂଘ (ଏନ୍‌ସିସିଏଫ୍‌) ଏବଂ ଜାତୀୟ କୃଷି ସମବାୟ ବିପଣନ ମହାସଂଘ (ନାଫେଡ୍‌)କୁ ନିର୍ଦ୍ଦେଶ ଦେଇଛନ୍ତି। ହୋଲସେଲ ବଜାରରେ ଟମାଟୋ ଦର ହ୍ରାସକୁ ଦୃଷ୍ଟିରେ...

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।