ଭାରତୀୟ ଗଣତନ୍ତ୍ରର ସମ୍ମାନ ଉଦ୍ଦେଶ୍ୟରେ ବୁର୍ଜ ଖଲିଫା ଟାୱାରକୁ ତ୍ରିରଙ୍ଗା ଆଲୋକରେ ଆଲୋକିତ କରାଯାଇଥିଲା।
ନିଜ ପ୍ରେମ ପାଇଁ ଭାରତରେ ପ୍ରବେଶ କରିଥିବା ସୀମା ଏବେ ଭାରତ ପ୍ରେମରେ ଝଲସୁଛନ୍ତି। ଏପରିକି ଏହା ପ୍ରମାଣିତ କରିବାକୁ ସେ ନିଜ ଦେଶ ପାକିସ୍ତାନ ମୁର୍ଦ୍ଦାବାଦ କହିବାକୁ ବି ପଛାଇ ନାହାନ୍ତି।
ବର୍ତ୍ତମାନ ସୁଦ୍ଧା ୨୯ ଜଣଙ୍କ ହେଲାଣି ପ୍ରାଣହାନୀ । ଉତ୍ତରାଖଣ୍ଡରେ ବି ସଙ୍ଗୀନ ସ୍ଥିତି ।
ଅସ୍ପଷ୍ଟ ଓ ସନ୍ଦେହଜନକ ଦର୍ଶାଇ ହେବନି ତ ଡାଟା ସେନସର ? ତଥ୍ୟ ଅପବ୍ୟବହାର କଲେ କଂପାନୀ ଦେବେ ମୋଟା ଅଙ୍କର ଫାଇନ୍ ।
ତ୍ରିରଙ୍ଗା ଧରି ବିଭିନ୍ନ ସ୍ଥାନରେ ଶୋଭାଯାତ୍ରା । ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଶୋଭାଯାତ୍ରା ।
୬୦ ଦଶକରୁ ଆଜି ଯାଏଁ ପାକିସ୍ତାନରେ ଯୁଦ୍ଧବନ୍ଦୀ ଭାବେ ଜୀବନ କାଟୁଛନ୍ତି ଭାରତ ମାଆର ଏହି ସାହସୀ ସନ୍ତାନ।
ଯାତ୍ରୀଙ୍କ କହିବାନୁଯାୟୀ, କ୍ୟାବିନ୍ରେ ଏକ ‘ଜୋରଦାର ଧମାକା’ ହୋଇଥିଲା । ତାପରେ କିଛି ‘ପୋଡ଼ିବାର ଗନ୍ଧ’ ଜଣାପଡ଼ିଥିଲା ।
ଏହାର ଅଫିସିଆଲ୍ ୱେବ୍ସାଇଟ୍ www.ada.gov.in. କୁ ଯାଇ ଇଚ୍ଛୁକ ପ୍ରାର୍ଥୀ ବା ପ୍ରାର୍ଥିନୀ ଚାକିରି ପାଇଁ ଆବେଦନ କରିପାରିବେ ।
ଆପଣଙ୍କ ମନରେ ପ୍ରଶ୍ନ ଆସୁଥିବ, କହିଁକି ? ଯିଏ ଏହି ଫିଲ୍ମରେ ଅଭିନୟ କରିଛନ୍ତି ତାଙ୍କୁ ପୁଣି ଫିଲ୍ମ ଦେଖିବାକୁ କିଏ ବାରଣ କରିବ ?
ସଲିସିଟର ଜେନେରାଲ ତୁସାର ମେହେତା ମଧ୍ୟ ସେହିଭଳି ସବୁ ମେସେଜ୍କୁ ମିଥ୍ୟା ବୋଲି କହିଛନ୍ତି ।
ଗତ ୧୦ ତାରିଖ ରାତି ଭୋଜନରେ ଭାତ, ରୁଟି, ଡାଲି, ତରକାରୀ ସହ କ୍ଷିରୀ ଖାଇଥିଲେ ଛାତ୍ରଛାତ୍ରୀ ।
ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଚନ୍ଦ୍ର –ବୃଷ ଦିବା ୦୪.୫୮ ଗତେ ମିଥୁନ । ତିଥି - ୧୧ଶୀ ପ୍ରାତଃ ୦୬.୩୧ ଗତେ ୧୨ଶୀ ।
ଏହି ହତ୍ୟାକାଣ୍ଡ ରାଜନୈତିକ ଶତ୍ରୁତା କାରଣରୁ ହୋଇଥିବା ପରିବାର ଲୋକ କହିଛନ୍ତି । ବିରୋଧୀ ଦଳର ନେତା ଲୋକ ଲଗେଇ ଏଭଳି ହତ୍ୟାକାଣ୍ଡ ଘଟାଇଥିବା କହିଛନ୍ତି ପରିବାର ଲୋକ ।
ଖାଲି ସେତିକି ନୁହେଁ ୯୦ ଦିନ ଭିତରେ ମାମଲାର ଶୁଣାଣି ସାରି ରାୟ ଶୁଣାଇବେ କୋର୍ଟ ବୋଲି କୁହାଯାଇଛି ।
ଗତ ୪ ମାସ ମଧ୍ୟରେ ତାମିଲନାଡ଼ୁର ସାଇବର ପୋଲିସ ମୋଟ ୨୫ ହଜାର ୧୩୫ ସିମ୍ କାର୍ଡ ଅଚଳ କରିଛି ।
ଏହି ଖବର ଏବେ ସାରା ଦେଶରେ ଚର୍ଚ୍ଚା ସୃଷ୍ଟି କରିଛି । କାରଣ ଏହା ଗଞ୍ଜେଇ ବିକିବାର ଏକ ନୂଆ ଉପାୟ । ପୂର୍ବରୁ କେବେ ଏଭଳି ଖବର ସାମ୍ନାକୁ ଆସିନଥିଲା ।
ଦେଶ ପାଳିବାକୁ ଯାଉଛି ୭୭ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଏକ ପରିବହନ ସଂସ୍ଥା ଏଭଳି ଅଫର ଦେଇଛି । ପରିବେଶ ପ୍ରଦୁଷଣ ରୋକିବା ଓ ଧୁମ୍ର ବିହୀନ ଗାଡ଼ି ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ସଂସ୍ଥା ପକ୍ଷରୁ ଏଭଳି ଏକ ଜବରଦସ୍ତ ଅଫର ଦିଆଯାଇଛି ।
ଏହାର ଉଡ଼ାଣ ମାନକୁ ଉନ୍ନତ କରିବା ଏବଂ ଯାତ୍ରୀଙ୍କୁ ବିଶ୍ବସ୍ତରୀୟ ସୁବିଧା ଦେବାକୁ ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଟାଟା ସନସ ଚେୟାରମ୍ୟାନ୍ ଏନ୍ ଚନ୍ଦ୍ରଶେଖରନ୍ ।
ସେ ଗାନ୍ଧିଜୀଙ୍କ ଆଦର୍ଶରେ ଏତେ ମାତ୍ରାରେ ପ୍ରଭାବିତ ହୋଇଥିଲେ ଯେ, ସବୁଦିନ ପାଇଁ ଭାରତ ଫେରି ଆସିଥିଲେ। ପରେ ସ୍ୱାଧୀନତା ସଂଗ୍ରାମରେ ସାମିଲ ହୋଇଥିଲେ ।