• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Arvind Kejriwal
ଆଉ ଜଣେ ଆପ୍‌ ନେତା କୈଳାଶ ଗେହଲଟ EDରେ ହାଜର !

ଇଡି ଅଭିଯୋଗ କରିଛି ଯେ ୨୦୨୧-୨୨ରେ ଗେହଲଟ ବାରମ୍ବାର ମୋବାଇଲ୍ ନମ୍ବର ପରିବର୍ତ୍ତନ କରିଥିଲେ।

Anubhav Mohanty
ବିଜେଡିକୁ ଏକାଦିନେ ଅଲ୍‌ବିଦା କଲେ ଦୁଇ ସିନେଷ୍ଟାର, ଆକାଶଙ୍କ ପରେ ଅନୁଭବ

ଚକଲେଟ ହିରୋ ତଥା ପୂର୍ବତନ ବିଧାୟକ ଆକାଶ ବି ଛାଡ଼ିଲେ । ୨ ଦିନ ତଳେ ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଦଳ ଛାଡ଼ିଥିଲେ । ଷ୍ଟାଇଲିସ୍‌ ହିରୋ ଅରିନ୍ଦମ ରାୟ ବି ନିକଟରେ ବିଜେଡି ଛାଡ଼ିଥିଲେ ।

Solar Eclipse
ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ! ଜାଣନ୍ତୁ କେମିତି ଦେଖିବେ...

ନାସାର ଅଫିସିଆଲ ୱେବସାଇଟ ଏବଂ ୟୁଟ୍ୟୁବ ଚ୍ୟାନେଲରେ ଏହା ଦେଖିବାକୁ ମିଳିବ । ଯାହାକୁ ଆପଣ ଭାରତରେ ରହି ମଧ୍ୟ ଦେଖିପାରିବେ ।

Akash - Chiranjibi
ଆକାଶ ଛାଡ଼ିଲେ ବିଜେଡି, କଂଗ୍ରେସ ଛାଡ଼ିଲେ ଚିରଞ୍ଜୀବ

ଉଭୟ ନେତାଙ୍କର ଖୁବ୍‌ ଲୋକପ୍ରିୟତା ରହିଛି । ସେମାନଙ୍କର ନିଜସ୍ୱ ସଂଗଠନ ରହିଛି ।

Pollution
ଭଲ ନାହିଁ ମହାନଦୀ ସ୍ଥିତି ! ପାଣି ନମୁନା ପରୀକ୍ଷା କରି 'ସି' ଶ୍ରେଣୀଭୁକ୍ତ କଲା ପ୍ରଦୂଷଣ ବୋର୍ଡ

ପ୍ରଦୂଷଣ ଜ୍ୱାଳାରେ ଜର୍ଜରିତ ପ୍ରାଣଦାୟିନୀ ମହାନଦୀ । ପିଇବା ଦୂରର କଥା, ଗାଧୁଆ ଯୋଗ୍ୟ ବି ନୁହେଁ ମହାନଦୀ ପାଣି।

Puri Srimandir
ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ପାଲଟିଛି ଯାତ୍ରୀ ପ୍ରବେଶର ଗଳାବାଟ

ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ଏତେଦିନ ପରେ ବି ୪ ଦ୍ୱାର ଖୋଲାନଯିବାକୁ ନେଇ ଉଠିଛି ବଡ଼ ପ୍ରଶ୍ନ।

Odisha Politics
ନିର୍ବାଚନ ଯେତିକି ଯେତିକି ପାଖଉଛି, ପ୍ରାର୍ଥୀ ଘୋଷଣା ଓ ଟିକେଟ୍ କସରତ୍ ଭିତରେ ସେତିକି ବଢ଼ି ଚାଲିଛି ନେତାଙ୍କ ଦଳ ଡିଆଁ ପର୍ବ

ଟିକେଟକୁ ନେଇ ବଢୁଥିବା ଅନ୍ତର୍କନ୍ଦଳ ଭିତରେ ଶାସକ ଦଳ କିନ୍ତୁ ନିଜ ନେତାଙ୍କ ଅପେକ୍ଷା ଆମଦାନୀ ନେତାଙ୍କୁ ଦେଉଛି ବେଶି ଗୁରୁତ୍ୱ ।

Odisha Politics
ରାଜ୍ୟରେ କେତେ ସ୍ୱଚ୍ଛ ହୋଇପାରିବ ନିର୍ବାଚନୀ ପ୍ରକ୍ରିୟା ?

କିଛି ଅଫିସର ଶାସକ ଦଳର କର୍ମୀ ସାଜି ବିରୋଧୀ ଦଳର ନେତାମାନଙ୍କୁ ଧମକ ଚମକ ଦେଉଥିବା ବିଜେପି ଏବଂ କଂଗ୍ରେସ ଅଭିଯୋଗ କରିଛି। ତେବେ ବିଜେଡି ଅଭିଯୋଗକୁ ଖଣ୍ଡନ କରିଛି।

Pollution
ପ୍ରଦୂଷଣ ସଂକଟରେ ଜର୍ଜରିତ ଓଡ଼ିଶାର ଜୀବନରେଖା ମହାନଦୀ

ଏଭଳି ସ୍ଥିତିରେ ମହାନଦୀକୁ ଅକାଳ ମୃତ୍ୟୁରୁ ରୋକିବାକୁ ବେଳ ଥାଉ ଥାଉ ପ୍ରଶାସନ ଯଥାଶୀଘ୍ର ଉଚିତ ପଦକ୍ଷେପ ନେବା ଜରୁରୀ ହୋଇପଡ଼ିଛି। 

Gold
ସୁନା ଦରବୃଦ୍ଧିରେ ଲାଗୁନି ବ୍ରେକ୍, ମାସକରେ ମହଙ୍ଗା ହେଲାଣି ୫ ହଜାର ଶହେ ଟଙ୍କା

ସୁନାର ଏମିତି ଉଚ୍ଚା ଦର ଦେଖି ଚିନ୍ତାରେ ଗ୍ରାହକ । କମେଇ ଦେଲେଣି ସୁନାଗହଣା କିଣା । ଏପଟେ ବ୍ୟବସାୟୀ କହିଛନ୍ତି, ସୁନା ଦରବୃଦ୍ଧି ଯୋଗୁଁ ଢେର ମାଡ଼ ଖାଉଛି ବେପାର ।

Sattara Satranj - Kantamala
କଣ୍ଟାମାଳରେ କଂଗ୍ରେସ ପ୍ରାର୍ଥୀ କିଏ ? ଦୌଡ଼ରେ ଆଗୁଆ ପ୍ରଶାନ୍ତ-ସରୋଜ

ବିଜେଡିରୁ ଯୋଦ୍ଧା ହେଲେ ମହିଧର ରଣା । ବିଜେପିରୁ କହ୍ନେଇ ଚରଣ ନା ଓମ୍ ପ୍ରକାଶ ?

Sattara Satranj  - Kantamala
୨୦୨୪ରେ କିଏ ନେବେ ନୂଆପଡ଼ାର ନେତୃତ୍ୱ ? BJDରୁ ଢୋଲକିଆ.. BJPରୁ କିଏ !

ବିଜେପିରୁ ଏକାଧିକ ଆଶାୟୀଙ୍କ ଭିତରୁ ସୁଯୋଗ କାହାକୁ ? କଂଗ୍ରେସରୁ ଶରତ ପଟ୍ଟନାୟକ ଚନ ?

Puri Srimandir
ଅଣଓଡ଼ିଆ ଯାତ୍ରୀଙ୍କ ଗଳାବାଟ ପାଲଟିଛି ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର !

ପୁରୀ ଲୋକଙ୍କୁ ଖରାରେ ଛିଡ଼ା କରି ବାହାର ଭକ୍ତଙ୍କୁ ଛାଡୁଛି ପୋଲିସ୍ ।

Odisha Politics
କେମିତି ସ୍ୱଚ୍ଛ ହେବ ନିର୍ବାଚନ ? ବିଜେଡି ନଛାଡ଼ିବାକୁ ଅଫିସର ଦେଉଛନ୍ତି ଧମକ !

ପୋଲିସ ପ୍ରଶାସନ ଉପରେ ପ୍ରଦୀପ ପାଣିଗ୍ରାହୀଙ୍କ ସାଂଘାତିକ ଅଭିଯୋଗ । ବିଜେଡିରେ ରହିବାକୁ ଧମକାଉଛନ୍ତି ତତ୍କାଳୀନ ଆଇଜି: ପ୍ରଦୀପ ପାଣିଗ୍ରାହୀ ।

Odisha Politics
ନିର୍ବାଚନ ଯେତିକି ପାଖୋଉଛି, ସେତିକି ବଢୁଛି ଦଳ ଡିଆଁ ପର୍ବ

ପୂର୍ବତନ ବିଧାୟକ ପ୍ରକାଶ ବେହେରା ବି ବିଜେରେ ମିଶିବା ଚର୍ଚ୍ଚା । ବିଜେଡିକୁ ଘାରିଛି ଆମଦାନୀ ନେତାଙ୍କୁ କେମିତି କରିବ ଥଇଥାନ ।

Mukhtar Ansari
ଗ୍ୟାଙ୍ଗଷ୍ଟରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ

ଗତ ୧୩ରେ ଅନସାରୀଙ୍କୁ ଆଜୀବନ ସଜା ଶୁଣାଇଥିଲେ କୋର୍ଟ । ମିଥ୍ୟା ଅସ୍ତ୍ରଶସ୍ତ୍ର ଲାଇସେନ୍ସ ମାମଲାରେ ଦଣ୍ଡାଦେଶ ହୋଇଥିଲା ।

SHG Members
ଭୁଶୁଡ଼ିବ କି ବିଜେଡିର ମହିଳା ଭୋଟ୍ ବ୍ୟାଙ୍କ ?

ଆସିକା ଲୋକସଭା ଆସନରୁ ଚେରମାରିଆ ଗାଁର ତଥା ସ୍ୱୟଂ ସହାୟକ ଗୋଷ୍ଠୀର ପ୍ରମିଳା ବିଶୋୟୀଙ୍କୁ ପ୍ରାର୍ଥୀ କରି ଜାତୀୟ ରାଜନୀତିରେ ହଟଚମଟ ସୃଷ୍ଟି କରିଥିଲେ ।

BJD
ପ୍ରଥମ ଦଫାରେ ଟିକେଟ୍ ପାଇଥିବା ବିଜେଡି ନେତାଙ୍କୁ ଆଶ୍ୱସ୍ତି

ବିଜେଡିର ପ୍ରଥମ ତାଲିକାରେ ୭୨ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି ।

Bhartruhari Mahatab
ପଦ୍ମ ଧରିଲେ ଛଅ ଛଅ ଥରର କଟକ ସାଂସଦ ତଥା ବିଜେଡିର ଅନ୍ୟତମ ପ୍ରତିଷ୍ଠାତା ସଭ୍ୟ ଭର୍ତ୍ତୃହରି ମହତାବ

ଗତ ୨୨ ତାରିଖରେ ଭର୍ତ୍ତୃହରି ବିଜେଡିରୁ ଇସ୍ତଫା ଦେବା ସହ ବିଜେଡି ଉପରେ ବର୍ଷିଥିଲେ।

Odisha Politics
ପ୍ରାର୍ଥୀ ଘୋଷଣା ହେଉ ହେଉ ବିରୋଧ।

ଯେଉଁଠି ପର୍ଯ୍ୟବେକ୍ଷକ ପ୍ରତାପ ଜେନା ଓ ବିଧାୟକ ଧ୍ରୁବ ସାହୁଙ୍କ ଉପସ୍ଥିତିରେ ବିଜେଡିରେ ମିଶିଥାନ୍ତେ ଅଂଶୁମାନ ମହାନ୍ତିଙ୍କ ଗୋଷ୍ଠୀ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।